ନମିତାଙ୍କୁ ଏକଲବ୍ୟ ପୁରସ୍କାର
ଭୁବନେଶ୍ୱର, ୨୮।୧୨(କ୍ରୀଡ଼ା ପ୍ରତିନିଧି)- ଓଡ଼ିଶାର ଅନ୍ତର୍ଜାତୀୟ ମହିଳା ହକି ତାରକା ନମିତା ଟପ୍ପୋ ଚଳିତ ବର୍ଷର ଏକଲବ୍ୟ ପୁରସ୍କାର ପାଇଛନ୍ତି। ୨୦୧୮ ଏପ୍ରିଲରୁ ୨୦୨୦ ମାର୍ଚ୍ଚ ପର୍ଯ୍ୟନ୍ତ ପ୍ରଦର୍ଶନକୁ ଦୃଷ୍ଟିରେ ରଖି ନମିତାଙ୍କୁ ଏହି ସମ୍ମାନଜନକ ପୁରସ୍କାର ପ୍ରଦାନ କରାଯାଇଛି।...
ଓଡ଼ିଶା ଟି୨୦ କ୍ରିକେଟ ଲିଗ୍ ଉଦ୍ଘାଟିତ
ଭୁବନେଶ୍ୱର, ୨୮।୧୨(କ୍ରୀଡ଼ା ପ୍ରତିନିଧି)- ଓଡ଼ିଶା ଟି୨୦ କ୍ରିକେଟ ଲିଗ୍ ରବିବାର କଟକର ବାରବାଟୀ ଷ୍ଟାଡିୟମରେ ଉଦ୍ଘାଟିତ ହୋଇଯାଇଛି। ଉଦ୍ଘାଟନୀ ସମାରୋହରେ ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) କର୍ମକର୍ତ୍ତାମାନେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ନବନିଯୁକ୍ତ ସିନିୟର ଚୟନ କମିଟି...
କେରଳ ବ୍ଳାଷ୍ଟର୍ସର ପ୍ରଥମ ବିଜୟ
ବାମ୍ବୋଲିମ (ଗୋଆ),୨୮ା୧୨: ସ୍ଥାନୀୟ ଜିଏମ୍ସି ଆଥଲେଟିକ୍ ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ହିରୋ ଇଣ୍ଡିଆନ ସୁପର ଲିଗ୍ (ଆଇଏସ୍ଏଲ)ର ଏକ ମ୍ୟାଚରେ କେରଳ ବ୍ଳାଷ୍ଟର୍ସ ୨-୦ ଗୋଲରେ ହାଇଦ୍ରାବାଦକୁ ପରାସ୍ତ କରିଛି। ଚଳିତ ସିଜନରେ ଦଳର ଏହା ହେଉଛି ପ୍ରଥମ ବିଜୟ।...
ସନ୍ଦିପ ମହାନ୍ତି ମେମୋରିଆଲ ଓପନ ଚେସ୍: ହର୍ଷିତ ଚାମ୍ପିୟନ, ସ୍ବପ୍ନିଳ ରନର୍ସଅପ୍
ଭୁବନେଶ୍ୱର, ୨୮।୧୨(କ୍ରୀଡ଼ା ପ୍ରତିନିଧି)- ଭୁବନେଶ୍ୱର ଚେସ୍ ଆସୋସିଏଶନ ଆନୁକୂଲ୍ୟରେ ୧୩ତମ ସନ୍ଦିପ ମହାନ୍ତି ମେମୋରିଆଲ ଓପନ ଚେସ୍ ଚାମ୍ପିୟନଶିପ୍ ରବିବାର ଅନୁଷ୍ଠିତ ହୋଇଯାଇଛି। ୭ ରାଉଣ୍ଡ ବିଶିଷ୍ଟ ପ୍ରତିଯୋଗିତାରେ କଟକର ହର୍ଷିତ ରଞ୍ଜନ ସାହୁ ଚାମ୍ପିୟନ, ଭୁବନେଶ୍ୱରର ସ୍ବପ୍ନିଳ ପ୍ରିୟଦର୍ଶୀ...
ଗୁରୁକୁଳ ଟେନିସ ଚାମ୍ପିୟନଶିପ୍: ଦେବାଶିଷ ସାହୁଙ୍କୁ ଦ୍ୱିମୁକୁଟ
ଭୁବନେଶ୍ୱର, ୨୮।୧୨(କ୍ରୀଡ଼ା ପ୍ରତିନିଧି)- କରୋନା ମହାମାରୀ ଜନିତ ବ୍ରେକ୍ ପରେ ରାଜ୍ୟର ପ୍ରଥମ ଟେନିସ ଟୁର୍ନାମେଣ୍ଟ ମେଣ୍ଢାଶାଳସ୍ଥିତ ଗୁରୁକୁଳ ଟେନିସ ରିସର୍ଟରେ ଅନୁଷ୍ଠିତ ହୋଇଯାଇଛି। ଶନିବାର ଓ ରବିବାର ୨ ଦିନ ଧରି ଗୁରୁକୁଳ ଟେନିସ ଚାମ୍ପିୟନଶିପ୍ ୧୫ ଓ...
ପ୍ରଥମ ଟେଷ୍ଟ: ଓ୍ବିଲିୟମସନ୍ଙ୍କ ଶତକ
ମାଉଣ୍ଟ ମାଉନଗାନୁଇ,୨୮।୧୨(ଏପି): ଅଧିନାୟକ କେନ୍ ଓ୍ବିଲିୟମସନ୍ଙ୍କ ଶତକ, ହେନେରୀ ନିକୋଲ୍ସ ଓ ବିଜେ ଓ୍ବାଟଲିଂଙ୍କ ଅର୍ଦ୍ଧଶତକୀୟ ଇନିଂସ ବଳରେ ନ୍ୟୁଜିଲାଣ୍ଡ ଭ୍ରମଣକାରୀ ପାକିସ୍ତାନ ବିପକ୍ଷ ପ୍ରଥମ ଟେଷ୍ଟରେ ସ୍ଥିତି ଦୃଢ଼ କରିଛି। ଟସ୍ହାରି ବ୍ୟାଟିଂ ପାଇଁ ଆମନ୍ତ୍ରଣ ପାଇଥିବା ନ୍ୟୁଜିଲାଣ୍ଡ...
କୋଟଲା ଷ୍ଟାଣ୍ଡ୍ରୁ ନା ହଟେଇଲେ ଆଇନର ଆଶ୍ରୟ ନେବି: ବିଶନ ସିଂ ବେଦୀ
ନୂଆଦିଲ୍ଲୀ,୨୭।୧୨: ସ୍ଥାନୀୟ ଫିରୋଜ ଶାହ କୋଟଲା ଗ୍ରାଉଣ୍ଡର ଦର୍ଶକଙ୍କ ଷ୍ଟାଣ୍ଡ୍ରୁ ତୁରନ୍ତ ନାମ ହଟାଇବା ପାଇଁ ଦାବି କରିଛନ୍ତି ସ୍ପିନ କିମ୍ବଦନ୍ତୀ ବିଶନ ସିଂ ବେଦୀ। ଯଦି ଦିଲ୍ଲୀ ଡିଷ୍ଟ୍ରିକ୍ଟ କ୍ରିକେଟ ଆସୋସିଏଶନ (ଡିଡିସିଏ) ତାଙ୍କ ଦାବି ପୂରଣ ନ...
ଯେଉଁ କାମ ସଚିନ-କୋହଲି କରିପାରି ନ ଥିଲେ ତାହା କରିଦେଖାଇଲେ ରିଷଭ ପନ୍ତ
ମେଲବୋର୍ନ, ୨୭।୧୨: ମେଲବର୍ନରେ ଖେଳାଯାଉଥିବା ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚରେ ଭାରତୀୟ ଉଇକେଟ କିପର ରିଷଭ ପନ୍ତ ଏକ ସ୍ବତନ୍ତ୍ର କ୍ଲବରେ ଯୋଗ ଦେଇଛନ୍ତି। ଭାରତର ପ୍ରଥମ ଇନିଂସରେ ପନ୍ତ ୪୦ଟି ବଲରୁ ୨୦...
ମା’ ଦୁର୍ଗାଙ୍କ ଫଟୋ ଶେୟାର କଲେ ଏହି ପାକିସ୍ତାନ କ୍ରିକେଟର୍
ପାକିସ୍ତାନର ପୂର୍ବତନ ବୋଲର ଦାନିଶ କାନେରିଆ ନିଜ ମନ୍ତବ୍ୟକୁ ନେଇ ସୋସିଆଲ ମିଡିଆରେ ଚର୍ଚ୍ଚାରେ ଥାନ୍ତି। ପାକିସ୍ତାନ କ୍ରିକେଟ ବୋର୍ଡର ଜଣେ ସମାଲୋଚକ କାନେରିଆ ଆଜିକାଲି ତାଙ୍କ ୟୁଟ୍ୟୁବ ଚ୍ୟାନେଲରେ ଖୋଲାଖୋଲି ନିଜ ମତ ଦେଉଛନ୍ତି। ଏହା ବ୍ୟତୀତ ହିନ୍ଦୁ...
ରାହାନେଙ୍କୁ ପ୍ରଶଂସା କଲେ କୋହଲି
ମେଲବୋର୍ନ,୨୭।୧୨: ଏଠାରେ ଅଷ୍ଟ୍ରେଲିଆ ବିପକ୍ଷରେ ଚାଲିଥିବା ବକ୍ସିଂ ଡେ’ ଟେଷ୍ଟର ଦ୍ୱିତୀୟ ଦିନ ଭାରତୀୟ ଦଳର କାମଚଳା ଅଧିନାୟକ ଅଜିଙ୍କ୍ୟ ରାହାନେ ଧୈର୍ଯ୍ୟପୂର୍ଣ୍ଣ ଶତକ ହାସଲ କରିଛନ୍ତି। ତାଙ୍କ କ୍ୟାରିୟରର ଦ୍ୱାଦଶ ଶତକ ଯୋଗୁ ଦ୍ୱିତୀୟ ଟେଷ୍ଟକୁ ନିୟନ୍ତ୍ରଣକୁ ଆଣିପାରିଛି...
ପିତାଙ୍କ ଶେଷ ଇଚ୍ଛା ପୂରଣ କଲେ ଏହି କ୍ରିକେଟର୍
ମେଲବୋର୍ନ,୨୭।୧୨: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟ ବକ୍ସିଂ ଡେ’ ଟେଷ୍ଟ ମ୍ୟାଚ୍ ମେଲବୋର୍ନରେ ଖେଳାଯାଉଛି। ଏହି ମ୍ୟାଚ୍ରେ ଭାରତ ପକ୍ଷରୁ ବୋଲର୍ ମହମ୍ମଦ ସିରାଜ୍ ଡେବ୍ୟୁ କରୁଛନ୍ତି। ଭାରତୀୟ ଦଳ ସହ ଅଷ୍ଟ୍ରେଲିଆ ଗସ୍ତରେ ଥିବାରୁ ପିତାଙ୍କ ଅନ୍ତିମ ସଂସ୍କାରରେ...
ଦଶନ୍ଧିର ଶ୍ରେଷ୍ଠ ଦଳ ଘୋଷଣା କଲା ଆଇସିସି, କୋହଲିଙ୍କୁ ପ୍ରତ୍ୟେକ ଦଳରେ ସ୍ଥାନ
ଦୁବାଇ,୨୭।୧୨: ଚଳିତ ଦଶନ୍ଧିର ପ୍ରତ୍ୟେକ ଫର୍ମାଟ ପାଇଁ ରବିବାର ଶ୍ରେଷ୍ଠ ଦଳ ଘୋଷଣା କରିଛି ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି)। ଟି୨୦ ଓ ଦିନିକଆ ଫର୍ମାଟରେ ଭାରତୀୟ ଦଳର ଅଧିକ ଖେଳାଳିଙ୍କୁ ସ୍ଥାନ ମିଳିଛି। ଆଇସିସିର ଉଭୟ ଦିନିକିଆ ଓ...
Archives


