ଖେଳ

ମୁସ୍ତାକ ଅଲୀ ଟ୍ରଫି: ସୌରାଷ୍ଟ୍ରର ନେତୃତ୍ୱ ନେବେ ଉନାଡକଟ୍‌

ରାଜକୋଟ, ୨୬ା୧୨ (ପି.ଟି.)- ଆସନ୍ତା ମାସରେ ସୟଦ ମୁସ୍ତାକ ଅଲୀ ଟ୍ରଫି ଜାତୀୟ ଟି୨୦ ଚାମ୍ପିୟନଶିପ୍‌ ସହ ୨୦୨୦-୨୧ ଘରୋଇ ସିଜନ ଆରମ୍ଭ ହେବ। ଏଥିପାଇଁ ଶୁକ୍ରବାର ୨୦ ଜଣିଆ ସୌରାଷ୍ଟ୍ର କ୍ରିକେଟ ଦଳ ଘୋଷଣା କରାଯାଇଛି। ପୁରୁଖା ସ୍ପିଡ୍‌ଷ୍ଟର...

ମହିଳା ଫିଫା ବିଶ୍ୱକପ: କନ୍‌କାକାଫ୍‌ର ୪ଦଳକୁ ସିଧାସଳଖ ଯୋଗ୍ୟତା

ଜୁରିଚ୍‌, ୨୬ା୧୨ (ଏପି)-ମହିଳା ଫିଫା ବିଶ୍ୱକପ ୨୦୨୩ର ଅଂଶଗ୍ରହଣକାରୀ ଦଳ ସଂଖ୍ୟା ୩୨କୁ ବୃଦ୍ଧି କରାଯାଇଛି। ଫଳରେ ଦି କନଫେଡେରେଶନ ଅଫ୍‌ ନର୍ଥ ସେଣ୍ଟ୍ରାଲ ଆମେରିକା, କାରିବିୟନ ଆସୋସିଏଶନ ଫୁଟ୍‌ବଲ (କନ୍‌କାକାଫ୍‌)ର ୪ଟି ଦଳ ସିଧାସଳଖ ଯୋଗ୍ୟତା ହାସଲ କରିବେ।...

ହଙ୍ଗେରୀରେ ଟ୍ରେନିଂ ନେବେ ଭିନେଶ

ନୂଆଦିଲ୍ଲୀ, ୨୬ା୧୨ (ପି.ଟି.)-ଚାମ୍ପିୟନ ରେସ୍‌ଲର ଭିନେଶ ଫୋଗତଙ୍କ ୪୦ ଦିନିଆ କ୍ୟାମ୍ପ ପାଇଁ କେନ୍ଦ୍ର ସରକାର ମଞ୍ଜୁର କରିଛନ୍ତି। ଭିନେଶଙ୍କ ସହିତ ତାଙ୍କ ବ୍ୟକ୍ତିଗତ କୋଚ୍‌ ଓଲର ଆକସ୍‌, ସ୍ପେୟାରିଂ ପାର୍ଟନର ପ୍ରିୟଙ୍କା ଫୋଗତ ଏବଂ ଫିଜିଓଥେରାପିଷ୍ଟ ପୂର୍ଣ୍ଣିମା ରମଣ...

ସର୍ବଭାରତୀୟ ମହାବୀର କ୍ରିକେଟ୍‌: ୟୁ ଆଣ୍ଡ୍‌ ମି ଚାମ୍ପିୟନ୍‌

ସୋର, ୨୬ା୧୨(ଡି.ଏନ୍‌.ଏ): ସୋର ବ୍ଲକ ବାଗୁଡ଼ି ମହାବୀର କ୍ଲବ ଆନୁକୂଲ୍ୟରେ ୨୨ତମ ସର୍ବଭାରତୀୟ କ୍ରିକେଟ ଟୁର୍ନାମେଣ୍ଟ ଶୁକ୍ରବାର ଉଦ୍‌ଯାପିତ ହୋଇଛି। ଫାଇନାଲରେ ରାମେଶ୍ୱର ସ୍ପୋର୍ଟିଂକୁ ହରାଇ ୟୁ ଆଣ୍ଡ୍‌ ମି ଚାମ୍ପିୟନ୍‌ ହେବାର ଗୌରବ ଅର୍ଜନ କରିଛି। ଟସ୍‌ ଜିଣି...

ଅଷ୍ଟ୍ରେଲିଆର ମାଇଣ୍ଡ୍‌ ଗେମ୍‌ ପ୍ରତି ଚିନ୍ତିତ ନୁହେଁ ରାହାନେ

ମେଲବୋର୍ନ, ୨୫ା୧୨(ପି.ଟି.)- ସ୍ଥାନୀୟ ଏମ୍‌ସିଜି ଗ୍ରାଉଣ୍ଡରେ ଶନିବାରଠାରୁ ଅଷ୍ଟ୍ରେଲିଆ ଓ ଭାରତ ମଧ୍ୟରେ ଆରମ୍ଭ ହେବାକୁ ଯାଉଛି ବକ୍ସିଂ ଡେ’ ତଥା ଦ୍ୱିତୀୟ ଟେଷ୍ଟ। ମ୍ୟାଚ୍‌ ପୂର୍ବରୁ ଅଷ୍ଟ୍ରେଲିଆ ମାଇଣ୍ଡ ଗେମ୍‌ ଚଳାଇଛି। ହେଲେ ଏ ନେଇ ଚିନ୍ତିତି ନୁହେଁ...

ଖ୍ରୀଷ୍ଟମାସ ଅବସରରେ ସାଣ୍ଟା କ୍ଲଜ ପୋଷାକରେ ଶୁଭେଚ୍ଛା ଜଣାଇଲେ ସଚିନ

ନୂଆଦିଲ୍ଲୀ,୨୫ା୧୨- କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସଚିନ ତେନ୍ଦୁଲକର ଶୁକ୍ରବାର ସାଣ୍ଟା କ୍ଲଜ ପୋଷାକ ପରିଧାନ କରି ଖ୍ରୀଷ୍ଟମାସ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି। ଟୁଇଟରରେ ଭିଡିଓ ଶେୟାର କରିବା ସହ ସଚିନ ଲେଖିଛନ୍ତି, ପ୍ରତ୍ୟେକଙ୍କୁ ବଡ଼ଦିନର ଶୁଭେଚ୍ଛା। ଏହା ସର୍ବଦା ଏକତା...

ଶାହା, ପନ୍ତଙ୍କ ଭବିଷ୍ୟତ ସହ ଖେଳୁଛି ଟିମ୍‌ ଇଣ୍ଡିଆ ମ୍ୟାନେଜମେଣ୍ଟ

ନୂଆଦିଲ୍ଲୀ,୨୫ା୧୨- ଟିମ୍‌ ଇଣ୍ଡିଆ ମ୍ୟାନେଜମେଣ୍ଟ ରିଦ୍ଧିମାନ ଶାହା ଓ ରିଷଭ ପନ୍ତଙ୍କ ଭବିଷ୍ୟତ ସହ ଖେଳୁଛି। ଦୁହିଁଙ୍କ ମଧ୍ୟରେ କରାଯାଉଥିବା ଅଦଳ ବଦଳ ଉଚିତ୍‌ ନୁହେଁ। ଏହା ଦ୍ୱାରା ଦୁଇ ଖେଳାଳି ଅସୁରକ୍ଷିତ ମନେ କରିବେ କହିଛନ୍ତି ପୂର୍ବତନ ଭାରତୀୟ...

ଅଷ୍ଟ୍ରେଲିଆ ପାଇଁ ବିପଦ ଋଷଭ ପନ୍ଥ-କେ.ଏଲ୍‌: ଅଧିନାୟକ ପେନ୍‌

ମେଲବର୍ନ,୨୫।୧୨: ଡିସେମ୍ବର ୨୬ରେ ଖେଳାଯିବ ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌। ଏହାପୂର୍ବରୁ ଘରୋଇ ଦଳ ନିଜର ହୋମଓ୍ବାର୍କ ଶେଷ କରିଛି। ମ୍ୟାଚ୍‌ ପୂର୍ବ ସନ୍ଧ୍ୟାରେ ଦଳର ଅଧିନାୟକ ଟିମ୍‌ ପେନ୍‌ ଭାରତୀୟ ଟିମ୍‌ର ଋଷଭ ପନ୍ଥ ଏବଂ କେ.ଏଲ୍‌...

କୋହଲିଙ୍କୁ କ୍ଷମା ମାଗିଲେ ରାହାଣେ

ମେଲବର୍ନ,୨୫।୧୨: ଅଷ୍ଟ୍ରେଲିଆ ବିପକ୍ଷ ପ୍ରଥମ ଟେଷ୍ଟରେ କରିଥିବା ନିଜର ଭୂଲକୁ ନେଇ ବିରାଟ କୋହାଲିଙ୍କୁ କ୍ଷମା ମାଗିଛନ୍ତି ଅଜିଙ୍କ୍ୟ ରାହାଣେ। ଭାରତୀୟ ଦଳ ୧୮୮/୩ ଉଇକେଟ ସହ ମଜଭୂତ ସ୍ଥିତିରେ ଥିଲା। ହେଲେ ଦୁର୍ଭାଗ୍ୟବଶତଃ ଏକ ରନ୍‌ଆଉଟ୍‌କୁ ନେଇ ଅଷ୍ଟ୍ରେଲିଆ...

୨୦୨୦ରେ ଆଖିବୁଜିଛନ୍ତି ଏହି ସବୁ ଖେଳାଳି

ଜନ୍ମ ଏବଂ ମୃତ୍ୟୁ ଚିରନ୍ତନ ସତ୍ୟ। କିନ୍ତୁ ୨୦୨୦ରେ ମହାମାରୀ କରୋନା ପାଇଁ ଅନେକ ଲୋକଙ୍କର ମୃତ୍ୟୁ ଘଟିଛି। ଏହି ବର୍ଷ ଆମକୁ ଏତେ ଖରାପ ଅନୁଭୂତି ଦେଇଛି, ଯାହାକୁ ଭୁଲିବା ମଧ୍ୟ କଷ୍ଟକର। ଏହି ବର୍ଷ ଅନେକ ବଡ଼...

ଏବେ ରାହାଣେଙ୍କ ହାତରେ ଦାୟିତ୍ୱ: ସଚିନ କହିଲେ ‘ସେ ଆକ୍ରାମକ ନୁହନ୍ତି ଭାବିବା ଭୁଲ’

ନୂଆଦିଲ୍ଲୀ,୨୫।୧୨: ଅଷ୍ଟ୍ରେଲିଆ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ଭାରତୀୟ ଦଳର ନେତୃତ୍ୱ ନେବେ ଅଜିଙ୍କ୍ୟ ରାହାଣେ। ତାଙ୍କୁ ନେଇ ମହାନ ବ୍ୟାଟ୍ସମ୍ୟାନ୍‌ ସଚିନ ତେନ୍ଦୁଲକର କହିଛନ୍ତି, ରାହାଣେ ଶାନ୍ତ ସ୍ବଭାବର। ପୂର୍ବରୁ ସେ ଭାରତର ଅଧିନାୟକ ଦାୟିତ୍ୱ ତୁଲାଇଛନ୍ତିି। ତାଙ୍କର...

ସ୍ମିଥ୍‌ଙ୍କୁ ପସନ୍ଦ ନୁହେଁ କ୍ରିକେଟ ସହ ଜଡ଼ିତ ଏହି କଥା, ସଚିନ୍‌ଙ୍କୁ ଆଉଟ୍‌ କରିପାରିଥିବାକୁ ନେଇ କହିଲେ ଏଭଳି

ନୂଆଦିଲ୍ଲୀ,୨୫।୧୨: ଅଷ୍ଟ୍ରେଲିଆର ପ୍ରମୁଖ ବ୍ୟାଟ୍ସମ୍ୟାନ୍‌ ସ୍ଟିଭ୍‌ ସ୍ମିଥ୍‌ ଏବେ ଭାରତ ବିପକ୍ଷ ଟେଷ୍ଟ ସିରିଜ୍‌କୁ ନେଇ ବ୍ୟସ୍ତ। ଶନିବାର ମେଲବର୍ନରେ ଦ୍ୱିତୀୟ ଟେଷ୍ଟ ଖେଳାଯିବ। ଏହାପୂର୍ବରୁ ସ୍ମିଥ୍‌ ଏବଂ ସ୍ପିନର ନାଥନ ଲିୟୋନଙ୍କ ମଧ୍ୟରେ ଏକ ଚର୍ଚ୍ଚା ହୋଇଥିଲା। ଏଥିରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri