ଖେଳ

ଆଇସିସି ଟି୨୦ ର଼୍ୟାଙ୍କିଙ୍ଗ୍‌: ସପ୍ତମ ସ୍ଥାନକୁ ଉଠିଲେ କୋହଲି, ତୃତୀୟରେ ରାହୁଲ ଅପରିବର୍ତ୍ତିତ

ଦୁବାଇ,୨୪।୧୨(ପି.ଟି.): ସଦ୍ୟ ପ୍ରକାଶିତ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଟି୨୦ ର଼୍ୟାଙ୍କିଙ୍ଗ୍‌ରେ ଭାରତୀୟ ତାରକା ବ୍ୟାଟ୍ସମ୍ୟାନ ଲୋକେଶ ରାହୁଲ ତାଙ୍କର ତୃତୀୟ ସ୍ଥାନ ବଜାୟ ରଖିଛନ୍ତି। ସେହିପରି ଅଧିନାୟକ ବିରାଟ କୋହଲି ବ୍ୟାଟିଂ ତାଲିକାରେ ଗୋଟିଏ ସ୍ଥାନ ଉପରକୁ ଉଠି...

ବିଶ୍ୱର ସର୍ବବୃହତ କ୍ରିକେଟ ଷ୍ଟାଡିୟମରେ ବିସ୍ଫୋରକ ଅର୍ଦ୍ଧଶତକ ହାସଲ କଲେ ସୌରଭ ଗାଙ୍ଗୁଲି

ଅହମ୍ମଦାବାଦ,୨୪।୧୨: ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି ବିଶ୍ୱର ସର୍ବବୃହତ କ୍ରିକେଟ ଷ୍ଟାଡିୟମରେ ଅର୍ଦ୍ଧଶତକ ହାସଲ କରିଥିବା ପ୍ରଥମ ଖେଳାଳି ହୋଇଛନ୍ତି। ସେ ବିସିସିଆଇ ସଚିବ ଜୟ ଶାହାଙ୍କ ଦଳ ବିପକ୍ଷରେ ଅର୍ଦ୍ଧଶତକ ହାସଲ କରିଛନ୍ତି। ଡିସେମ୍ବର ୨୪ରେ ଅହମ୍ମଦାବାଦର ମୋଟେରା...

ସ୍ତ୍ରୀଙ୍କ ପାଇଁ ଭାରତ ଫେରିଲେ କୋହଲି

ଭାରତୀୟ କ୍ରିକେଟ ଦଳର ବିରାଟ କୋହଲି ଅଷ୍ଟ୍ରେଲିଆ ବିପକ୍ଷ ପ୍ରଥମ ଟେଷ୍ଟ ଖେଳି ସ୍ବଦେଶ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଜାନୁଆରୀରେ କୋହଲିଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ ଅନୁଷ୍କା ଶର୍ମା ପ୍ରଥମ ସନ୍ତାନକୁ ଜନ୍ମ ଦେବେ। ତେଣୁ ଏହି ସମୟରେ ସ୍ତ୍ରୀଙ୍କ ସହ...

ଆଇପିଏଲ୍‌ ଗଭର୍ନିଂ କାଉନ୍ସିଲକୁ ପ୍ରଜ୍ଞାନ ମନୋନୀତ

ନୂଆଦିଲ୍ଲୀ, ୨୪।୧୨ (ପି.ଟି.)- ଇଣ୍ଡିଆନ କ୍ରିକେଟର୍ସ ଆସୋସିଏଶନ (ଆଇସିଏ)ର ପ୍ରତିନିଧିଭାବେ ଆଇପିଏଲ୍‌ ଗଭର୍ନିଂ କାଉନ୍‌ସିଲ୍‌କୁ ମନୋନୀତ ହୋଇଛନ୍ତି ଭାରତର ତାରକା ଓଡ଼ିଆ ସ୍ପିନର ପ୍ରଜ୍ଞାନ ଓଝା। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ବାର୍ଷିକ ସାଧାରଣ ବୈଠକ(ଏଜିଏମ୍‌)ର ଗୋଟିଏ ଦିନ ପୂର୍ବରୁ...

୯ ମାସ ପରେ ଖୋଲିଲା ଶ୍ରୀମନ୍ଦିର

ପୁରୀ ଅଫିସ, ୨୪ା୧୨:କରୋନା ଯୋଗୁ ଗତ ୯ ମାସ ଧରି ବନ୍ଦ ରହିଥିବା ଶ୍ରୀମନ୍ଦିର ବୁଧବାର ଖୋଲିଛି। ଭକ୍ତଙ୍କୁ ମହାପ୍ରଭୁ ଦର୍ଶନ ଦେଇଛନ୍ତି। ଫଳରେ ଦୀର୍ଘ ପ୍ରତୀକ୍ଷାର ଅବସାନ ଘଟିଛି। ପୁରୀ ଜିଲା ପ୍ରଶାସନର ଏସ୍‌ଓପି (ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର)...

ଟୋକିଓ ଅଲିମ୍ପିକ୍ସ: ହିରୋଶୀ ସାସାକି ଉଦ୍‌ଘାଟନୀ, ଉଦ୍‌ଯାପନୀ ନିର୍ଦ୍ଦେଶକ ନିଯୁକ୍ତ

ଟୋକିଓ,୨୪।୧୨(ଏପି): ଟୋକିଓ ଅଲିମ୍ପିକ ଆୟୋଜକ କମିଟି ହିରୋଶୀ ସାସାକିଙ୍କୁ ଏକ ଗୁରୁଦାୟିତ୍ୱ ପ୍ରଦାନ କରିଛି। ବୁଧବାର କମିଟି ଉଭୟ ଅଲିମ୍ପିକ୍ସ ଓ ପାରା ଅଲିମ୍ପିକ୍ସ ପାଇଁ ସାସାକିଙ୍କୁ ଉଦ୍‌ଘାଟନୀ ଓ ଉଦ୍‌ଯାପନୀ ଉତ୍ସବର ନିର୍ଦ୍ଦେଶକ ନିଯୁକ୍ତ କରିଛି। ଜାପାନୀ ସିନେମା...

ଆଙ୍ଗୁଲୋଙ୍କ ଡବଲ ଗୋଲ: ଗୋଆ ବିଜୟୀ

ଭାସ୍କୋ, ୨୪।୧୨- ସ୍ଥାନୀୟ ତିଳକ ମଇଦାନରେ ବୁଧବାର ଅନୁଷ୍ଠିତ ଇଣ୍ଡିଆନ ସୁପରଲିଗ୍‌ (ଆଇଏସ୍‌ଏଲ୍‌) ମ୍ୟାଚରେ ଏଫ୍‌ସି ଗୋଆ ୨-୧ ଗୋଲରେ ଜାମସେଦପୁର ଏଫ୍‌ସିକୁ ପରାସ୍ତ କରିଛି। ୩୩ତମ ମିନିଟରେ ଷ୍ଟିଫେନ ଏଜେଙ୍କ ଗୋଲ ବଳରେ ଜାମସେଦପୁର ପ୍ରଥମାର୍ଦ୍ଧରେ ଅଗ୍ରଣୀ ରହିଥିଲା।...

ବକ୍ସିଂ ଡେ’ ଟେଷ୍ଟ ମ୍ୟାଚ୍‌ କାହିଁକି ଖେଳାଯାଏ, ଇତିହାସ ଜାଣନ୍ତୁ

ମେଲବର୍ନ, ୨୩।୧୨: ଅଷ୍ଟ୍ରେଲିଆ ଏବଂ ଭାରତ ମଧ୍ୟରେ ବକ୍ସିଂ ଡେ’ ଟେଷ୍ଟ ମ୍ୟାଚ୍‌ ଡିସେମ୍ବର ୨୬ରୁ ଆରମ୍ଭ ହେବାକୁ ଯାଉଛି। ତେବେ ଏହି ବକ୍ସିଂ ଡେ’ ଟେଷ୍ଟ ମ୍ୟାଚ୍‌ ପଛରେ କ’ଣ ଇତିହାସ ରହିଛି ଜାଣନ୍ତୁ। ଡିସେମ୍ବର ୨୬, ଅର୍ଥାତ୍‌...

ସର୍ବଶ୍ରେଷ୍ଠ ଟି -୨୦ ତାଲିକା: ପ୍ରଥମ ୧୦ ବ୍ୟାଟ୍ସମ୍ୟାନଙ୍କ ମଧ୍ୟରେ ଭାରତର ୨ଜଣ

ନୂଆଦିଲ୍ଲୀ,୨୩।୧୨: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ବୁଧବାର ସର୍ବଶ୍ରେଷ୍ଠ ଟି -୨୦ ତାଲିକା ପ୍ରକାଶ କରିଛି। ଭାରତୀୟ ବ୍ୟାଟ୍ସମ୍ୟାନ କେଏଲ ରାହୁଲ ଓ ଭାରତୀୟ ଦଳର ଅଧିନାୟକ ବିରାଟ କୋହଲି ଆଇସିସି ଟି-୨୦ ତାଲିକାର ପ୍ରଥମ ୧୦ ବ୍ୟାଟ୍ସମ୍ୟାନଙ୍କ ମଧ୍ୟରେ...

ଦ୍ୱିତୀୟ ଟେଷ୍ଟ ପୂର୍ବରୁ ଭାରତୀୟ ଦଳ ପାଇଁ ଖୁସି ଖବର

ମେଲବର୍ନ,୨୩।୧୨: ଭାରତୀୟ ଦଳ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଡିସେମ୍ବର ୩୦ରେ ଟିମ ଇଣ୍ଡିଆର ତାରକା ବ୍ୟାଟ୍ସମ୍ୟାନ ରୋହିତ ଶର୍ମା ଭାରତୀୟ ଶିବିରରେ ଯୋଗଦେବେ। ନ୍ୟାସନାଲ କ୍ରିକେଟ ଏକାଡେମୀ (ଏନସିଏ) ରେ ତାଲିମ ପରେ ରୋହିତ ଶର୍ମା ଡିସେମ୍ବର...

ଡେବ୍ୟୁ ମ୍ୟାଚ୍‌ରେ ଏମିତି କରିଥିଲେ ଧୋନୀ, ଯାହା ସେ କେବେ ଭୁଲିପାରିବେ ନାହିଁ

ଏକଦିବସୀୟ କ୍ରିକେଟର ଅନ୍ୟତମ ମହାନ ଖେଳାଳି ମହେନ୍ଦ୍ର ସିଂ ଧୋନୀ ୧୬ ବର୍ଷ ପୂର୍ବେ ଆଜିର ଦିନରେ ଅନ୍ତର୍ଜାତୀୟ କ୍ରିକେଟରେ ଡେବ୍ୟୁ କରିଥିଲେ। ଧୋନୀ କ୍ରିକେଟର ଅନ୍ୟତମ ଶ୍ରେଷ୍ଠ ଅଧିନାୟକ ଭାବରେ ଯାତ୍ରା ଆରମ୍ଭ କରିଥିଲେ। ଟିମ ଇଣ୍ଡିଆର କ୍ୟାପଟେନ...

ଘୋଡା ନୁହେଁ ବରଂ ଗଧ ପିଠିରେ ବସିବାକୁ ଭଲ ପାଉଥିଲେ ଏହି ଭାରତୀୟ ସ୍ପିନର: ପିଲାଦିନୁ ଥିଲା କ୍ରିକେଟର ସଉକ

ନୂଆଦିଲ୍ଲୀ,୨୩।୧୨: ନିଜ ବିବାହକୁ ନେଇ ଭାରତୀୟ କ୍ରିକେଟ ଟିମ୍‌ର ସ୍ପିନର ୟୁଜବେନ୍ଦ୍ର ଚହଲ ଏବେ ଚର୍ଚ୍ଚାରେ। ସୋସିଆଲ ମିଡିଆରେ ଧନଶ୍ରୀଙ୍କ ସହ ତାଙ୍କର ଏକାଧିକ ଫଟୋ ଏବେ ଭାଇରାଲ ହେଉଛି। ତେବେ ଆଜିର ଏହି ଷ୍ଟାର କ୍ରିକେଟରଙ୍କ ପିଲାଦିନେ ଅଜବ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri