ଖେଳ

ନେମାରଙ୍କ ଅସ୍ତ୍ରୋପଚାର ସଫଳ

ସାଓ ପାଉଲୋ,୨୪ା୧୨: ବ୍ରାଜିଲର ଷ୍ଟାର ଖେଳାଳି ନେମାରଙ୍କ ବାମ ଆଣ୍ଠୁରେ ଅସ୍ତ୍ରୋପଚାର ହୋଇଛି। ତାଙ୍କ କ୍ଲବ ସାଣ୍ଟୋସ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୩୩ ବର୍ଷୀୟ ନେମାର ପୂର୍ବରୁ କହିଥିଲେ ଯେ, ଆଣ୍ଠୁରେ ଯନ୍ତ୍ରଣା ଯୋଗୁ ତାଙ୍କୁ ଅନେକ ମ୍ୟାଚ୍‌ରୁ ଦୂରେଇ…

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ କଷ୍ଟକର ବୋଲି ମନାଯାଏ। କିନ୍ତୁ ଇଣ୍ଡୋନେସିଆର ୨୮ ବର୍ଷୀୟ ଡାହାଣ ହାତର ଫାଷ୍ଟ ବୋଲର…

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍ ପୂର୍ବରୁ ଟିମ୍ ଅଷ୍ଟ୍ରେଲିଆର ଦିଗ୍ଗଜ ଖେଳାଳି ମେଗ ଲାନିଙ୍ଗଙ୍କୁ ରିଲିଜ୍ କରିଥିଲା, ଯିଏକି ଟିମର…

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍ ଡକେଟ୍‌ଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ ହେବାରେ ଲାଗିଛି, ଯେଉଁଥିରେ ସେ…

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ ମଇଦାନକୁ ଓହ୍ଲାଇବା ପାଇଁ ପ୍ରସ୍ତୁତ ଅଛନ୍ତି। ବିରାଟ ପ୍ରାୟ ୧୫ ବର୍ଷ ପରେ ଏହି…

୬ ବଲ୍‌ରେ ୫ ଉଇକେଟ୍‌ ନେଇ କ୍ରିକେଟ୍‌ ଜଗତରେ ହଇଚଇ କଲେ ଏହି କ୍ରିକେଟର୍‌: ପ୍ରଥମଥର ଘଟିଲା…

ଜାକର୍ତ୍ତା,୨୩।୧୨: ଟି-୨୦ କ୍ରିକେଟରେ ପାଞ୍ଚ ଉଇକେଟ ହାସଲ କରିବା ପ୍ରତ୍ୟେକ ବୋଲରଙ୍କ ସ୍ବପ୍ନ, କାରଣ ଚାରି ଓଭର ସ୍ପେଲରେ ଏହି ସଫଳତା ହାସଲ କରିବା ଅତ୍ୟନ୍ତ କଷ୍ଟକର ବୋଲି ବିବେଚନା କରାଯାଏ। ୨୮ ବର୍ଷୀୟ ଇଣ୍ଡୋନେସିଆର ଡାହାଣହାତୀ ଦ୍ରୁତ ବୋଲର ଗେଡେ…

ମେସିଙ୍କ ଉପରେ ଖସିଲା ଦୁଃଖର ପାହାଡ଼: ଘଟିଗଲା ଏମିତି କିଛି…

ନୂଆଦିଲ୍ଲୀ,୨୩।୧୨: ଆର୍ଜେଣ୍ଟିନା ଫୁଟବଲ କିମ୍ବଦନ୍ତୀ ଲିଓନେଲ ମେସିଙ୍କ ଭଉଣୀ ମାରିଆ ସୋଲ ମିଆମିରେ ତାଙ୍କ ଏସ୍ୟୁଭି ଚଲାଉଥିବା ସମୟରେ ଏକ ଦୁର୍ଘଟଣାର ଶିକାର ହୋଇଛ୍‌ତି। ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେ ଗୁରୁତର ଆହତ ହୋଇଛନ୍ତି। ଜାନୁଆରୀ ୩ରେ ହେବାକୁ ଥିବା…

କୋହଲିଙ୍କ ପ୍ରଶଂସକଙ୍କୁ ଲାଗିଲା ବଡ଼ ଝଟ୍‌କା: ଆଉ ଦେଖିପାରିବେନି…

ବେଙ୍ଗାଲୁରୁ,୨୩।୧୨: ବିଜୟ ହଜାରେ ଟ୍ରଫି ପୂର୍ବରୁ ବେଙ୍ଗାଲୁରୁର କ୍ରିକେଟ ପ୍ରେମୀଙ୍କ ପାଇଁ ନିରାଶାଜନକ ଖବର ଆସିଛି। ଷ୍ଟାର ବ୍ୟାଟ୍ସମ୍ୟାନ ବିରାଟ କୋହଲି ଆଉ ଏମ. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳିବାର ଦେଖାଯିବେ ନାହିଁ। ସୁରକ୍ଷା ଦୃଷ୍ଟିରୁ ବେଙ୍ଗାଲୁରୁର ସମସ୍ତ ବିଜୟ ହଜାରେ ଟ୍ରଫି…

ଶୁଭମନ ଗିଲ ଏବଂ ଚୟନକର୍ତ୍ତାଙ୍କ ମଧ୍ୟରେ ହୋଇଥିଲା ବଡ଼ ଚୁକ୍ତି, ଅଧିନାୟକ ଭାବରେ ଫେରିବେ ଓପନର, ହେଲେ କିଏ ଥିଲେ ଏହାର ମଧ୍ୟସ୍ଥି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୧୨: ଭାରତୀୟ କ୍ରିକେଟର ପାୱାର କରିଡରରେ ପୁଣି ଥରେ ଏକ ବଡ଼ ହଇଚଇ ସୃଷ୍ଟି ହୋଇଛି। ଶୁବମନ ଗିଲଙ୍କ ନାମ ଅଧିନାୟକତ୍ୱ, ରାଜନୀତି ଏବଂ ବିଶ୍ୱସନୀୟତାର ସନ୍ଧିସ୍ଥଳରେ ଠିଆ ହୋଇଛି। ୨୦୨୬ ଟି-୨୦ ବିଶ୍ୱକପ ଯୋଜନାରୁ ବାଦ ପଡ଼ିବା ପରେ ସୀମିତ…

ଏହି କ୍ରିକେଟର୍‌ଙ୍କ ଜୀବନକୁ ବିପଦ: କିଣିଲେ ବୁଲେଟପ୍ରୁଫ କାର

ନୂଆଦିଲ୍ଲୀ,୨୨।୧୨: ତାଲିବାନ ଶାସିତ ଆଫଗାନିସ୍ତାନରେ ରଶିଦ ଖାନ ସୁରକ୍ଷିତ ଅନୁଭବ କରନ୍ତି ନାହିଁ। ସେ କେଭିନ ପିଟରସନଙ୍କ ସହିତ ଏକ ସାକ୍ଷାତକାରରେ ଏହା ପ୍ରକାଶ କରିଛନ୍ତି। ଖାନ କହଛନ୍ତି, ସେ ତାଙ୍କ ସୁରକ୍ଷା ପାଇଁ ବୁଲେଟପ୍ରୁଫ କାରରେ ଯାତ୍ରା କରୁଛନ୍ତି। ଆଫଗାନ…

ପାକିସ୍ତାନୀଙ୍କୁ ଔକାତ୍‌ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ, ରାଗିଗଲେ ନକ୍‌ଭି, ICC ନିକଟରେ କରିବେ ଅଭିଯୋଗ

ନୂଆଦିଲ୍ଲୀ,୨୩।୧୨: ପାକିସ୍ତାନ ୧୯ ବର୍ଷରୁ କମ୍‌ ଏସିଆ କପ ଫାଇନାଲରେ ଭାରତ ବିପକ୍ଷରେ ବିଜୟୀ ହୋଇଛି। ରବିବାର ମ୍ୟାଚ ସମୟରେ ଦଳର ପରାମର୍ଶଦାତା ସରଫରାଜ ଅହମ୍ମଦ ଭାରତୀୟ ଦଳ ଉପରେ ଅସଦାଚରଣର ଅଭିଯୋଗ ଆଣିଛନ୍ତି। ଏହା ପରେ, ପାକିସ୍ତାନ କ୍ରିକେଟ ବୋର୍ଡ…

ପାକିସ୍ତାନଠାରୁ ହାରିବା ପରେ ଜବାବ ମାଗିଲା BCCI

ନୂଆଦିଲ୍ଲୀ,୨୩।୧୨: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ପାକିସ୍ତାନଠାରୁ ଭାରତର ୧୯ ବର୍ଷରୁ କମ ଫାଇନାଲ ପରାଜୟରେ ଅସନ୍ତୁଷ୍ଟ ଥିବା ଜଣାପଡ଼ିଛି। ଟୁର୍ଣ୍ଣାମେଣ୍ଟରେ ଉପବିଜେତା ପାଇଁ ଦଳର ଅଧିନାୟକ ଆୟୁଷ ମହାତ୍ରେ ଏବଂ ମୁଖ୍ୟ ପ୍ରଶିକ୍ଷକ ଋଷିକେଶ କାନିତକରଙ୍କଠାରୁ ‘ବ୍ୟାଖ୍ୟା’ ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?