ଖେଳ

ପ୍ରଥମେ ବ୍ୟାଟିଂ କରିବ ପଞ୍ଜାବ କିଙ୍ଗ୍ସ

ମୁମ୍ବାଇ, ୧୨ା୪- ଚଳିତ ଆଇପିଏଲର ଚତୁର୍ଥ ମ୍ୟାଚ୍‌ରେ ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି ରାଜସ୍ଥାନ ରୟାଲ୍ସ ଅଧିନାୟକ ସଞ୍ଜୁ ସାମସନ। ଅଧିନାୟକ ଭାବେ ସଞ୍ଜୁଙ୍କ ଏହା କ୍ୟାରିୟରର ପ୍ରଥମ ଆଇପିଏଲ ମ୍ୟାଚ୍‌। ବ୍ୟାଟିଂ ଫ୍ରେଣ୍ଡଲି ପିଚ୍‌ ଓ…

ପୂରା ହୋଇଛି ଧୋନୀଙ୍କ ଉଇକେଟ ନେବାର ସ୍ବପ୍ନ

ନୂଆଦିଲ୍ଲୀ, ୧୨ା୪- ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ଉଇକେଟ ନେବା ମୋର ଦୀର୍ଘ ଦିନର ସ୍ବପ୍ନ ଥିଲା। ଏହା ମୁଁ ପୂରଣ କରିଛି ବୋଲି କହିଛନ୍ତି ଦିଲ୍ଲୀ କ୍ୟାପିଟାଲ୍ସ ପେସର ଅଭେଶ ଖାନ। ସିଏସ୍‌କେ ବିପକ୍ଷ ମ୍ୟାଚ୍‌ରେ ୨୪…

ରୋଷେଇ କରୁଛନ୍ତି ଚେନ୍ନାଇ କ୍ରିକେଟର୍‌

ମୁମ୍ବାଇ,୧୨।୪: ମହେନ୍ଦ୍ର ସିଂ ଧୋନୀଙ୍କ ନେତୃତ୍ୱାଧୀନ ଚେନ୍ନାଇ ସୁପର କିଙ୍ଗ୍ସର ଆଇପିଏଲ ୨୦୨୧ ଆରମ୍ଭ ବହୁତ ଭଲ ନ ଥିଲା। ଦଳ ପ୍ରଥମ ମ୍ୟାଚରେ ରିଷଭ ପନ୍ତଙ୍କ ନେତୃତ୍ୱାଧୀନ ଦିଲ୍ଲୀ କ୍ୟାପିଟାଲ୍ସଠାରୁ ୭ ଉଇକେଟ୍‌ରେ ପରାସ୍ତ ହୋଇଛି। କିନ୍ତୁ, ଏହି ପରାଜୟକୁ…

ଅର୍ଦ୍ଧଶତକ ହାସଲ ପରେ ସ୍ତ୍ରୀଙ୍କ ଉପହାରକୁ ଦେଖାଇଲେ ଏହି କ୍ରିକେଟର

ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ତୃତୀୟ ମ୍ୟାଚ୍‌ରେ ଇଅନ ମୋର୍ଗାନଙ୍କ ନେତୃତ୍ୱାଧୀନ କୋଲକାତା ନାଇଟ ରାଇଡର୍ସ ୧୦ ରନରେ ଡେଭିଡ ଓ୍ବାର୍ନରଙ୍କ ସନରାଇଜର୍ସ ହାଇଦ୍ରାବାଦକୁ ପରାସ୍ତ କରି ବିଜୟରୁ ଅଭିଯାନ ଆରମ୍ଭ କରିଛି। ସ୍ଥାନୀୟ ଓ୍ବାଙ୍ଖଡେ ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ଏହି…

ବୟଫ୍ରେଣ୍ଡ୍‌ ଶ’ଙ୍କ ବ୍ୟାଟିଂ ଦେଖି ଗର୍ଲଫ୍ରେଣ୍ଡ ଦେଲେ ଏମିତି ପ୍ରତିକ୍ରିୟା

ଭାରତୀୟ ଦଳର ଯୁବ ବ୍ୟାଟ୍ସ ବ୍ୟାଟ୍ସମ୍ୟାନ ପୃଥ୍ବୀ ଶ’ ଆଇପିଏଲ୍‌ ୨୦୨୧ର ପ୍ରଥମ ମ୍ୟାଚ୍‌ରେ ବିସ୍ଫୋରକ ବ୍ୟାଟିଂ କରି ଅର୍ଦ୍ଧଶତକ ହାସଲ କରିଛନ୍ତି। ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ମ୍ୟାଚ୍‌ରେ ସେ ମାତ୍ର ୩୮ଟି ବଲ୍‌ରୁ ୭୨ରନ୍‌ର ପାଳି ଖେଳି ଦଳକୁ…

୧୫ ବର୍ଷ ତଳର ରହସ୍ୟ ଉନ୍ମୋଚନ କଲେ ସେହ୍ବାଗ, କହିଲେ…

ଭାରତୀୟ କ୍ରିକେଟ୍‌ର ଦ ଓ୍ବାଲ୍‌ ନାମରେ ପରିଚିତ ରାହୁଲ ଦ୍ରାବିଡ ଜଣେ ଭଦ୍ର ବ୍ୟକ୍ତି ଭାବେ ଜଣାଶୁଣା। ପଡିଆରେ ବେଶ୍‌ ଶାନ୍ତ ରହୁଥିବା ଦ୍ରାଭିଡ ସମସ୍ତଙ୍କ ପାଇଁ ପ୍ରେରଣାର ଉତ୍ସ ହୋଇ ରହିଆସିଛନ୍ତି। ନିକଟରେ ଏକ ବିଜ୍ଞାପନରେ ଦ୍ରାବିଡଙ୍କ ଜଣେ ରାଗି…

ଆଇପିଏଲ୍‌ ଇତିହାସରେ ପ୍ରଥମ ଖେଳାଳି ଭାବେ ଧାଓ୍ବନ କଲେ ଏମିତି କାମ

ମୁମ୍ବାଇ,୧୨।୪: ଦିଲ୍ଲୀ କ୍ୟାପିଟାଲ୍ସ ଓପନର୍‌ ଶିଖର ଧାୱନ ଆଇପିଏଲ ୨୦୨୧ର ପ୍ରଥମ ମ୍ୟାଚ୍‌ରେ ଚମତ୍କାର ବ୍ୟାଟିଂ କରିଛନ୍ତି। ବାମହାତୀ ବ୍ୟାଟ୍ସମ୍ୟାନ ଧାୱନ ପୁଣି ଥରେ ଚେନ୍ନାଇ ବିପକ୍ଷରେ ନିଜର ଅର୍ଦ୍ଧଶତକ ହାସଲ କରିଛନ୍ତି। ମୁମ୍ବାଇର ୱାଙ୍ଖେଡେ ଠାରେ ଖେଳାଯାଇଥିବା ମ୍ୟାଚରେ ସେ…

ଆଇପିଏଲ୍‌ର ମିଷ୍ଟ୍ରି ଗର୍ଲ: ଉଇକେଟ୍‌ ଗଲା ପରେ ଖୁସିରେ ଝୁମି ଉଠିଲେ

ମୁମ୍ବାଇ,୧୧।୪: ଆଇପିଏଲ ୨୦୨୧ର ତୃତୀୟ ମ୍ୟାଚ କୋଲକାତା ନାଇଟ ରାଇଡର୍ସ ଏବଂ ସନରାଇଜର୍ସ ହାଇଦ୍ରାବାଦ ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ଏହି ମ୍ୟାଚ୍‌ରେ କେକେଆର୍‌ ୧୦ ରନ୍‌ରେ ହାଇଦ୍ରାବାଦ୍‌କୁ ପରାସ୍ତ କରିଛି। ପ୍ରଥମେ ବ୍ୟାଟିଂ କରିଥିବା କେକେଆର୍‌ ଦଳ ୨୦ ଓଭରରେ ୧୮୭…

ଜାତୀୟ ସିନିୟର କବାଡ଼ି ପାଇଁ ଓଡ଼ିଶା ଦଳ

ଭୁବନେଶ୍ୱର, ୧୨।୪(କ୍ରୀଡ଼ା ପ୍ରତିନିଧି)- ଆମେଚର କବାଡ଼ି ଫେଡେରେଶନ ଅଫ୍‌ ଇଣ୍ଡିଆ ଓ ଉତ୍ତର ପ୍ରଦେଶ ରାଜ୍ୟ କବାଡ଼ି ସଂଘ ଆନୁକୂଲ୍ୟରେ ୬୮ତମ ଜାତୀୟ ସିନିୟର ପୁରୁଷ କବାଡ଼ି ପ୍ରତିଯୋଗିତା ଚଳିତ ମାସ ୧୩ରୁ ୧୬ ପର୍ଯ୍ୟନ୍ତ ଅଯୋଧ୍ୟାରେ ଆୟୋଜନ ହେବାକୁ ଯାଉଛି।…

ଟେକ୍‌ନିକରେ ସାମାନ୍ୟ ପରିବର୍ତ୍ତନ କରିଛି: ପୃଥ୍ବୀ

ମୁମ୍ବାଇ,୧୨।୪(ପି.ଟି.): ଦୁର୍ବଳ ପ୍ରଦର୍ଶନ କାରଣରୁ ଜାତୀୟ ଦଳରୁ ବାଦ୍‌ ପଡିଥିବା ଯୁବ ଓପନର ପୃଥ୍ବୀ ଶ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ)ରେ ଏଥର ଦମ୍‌ଦାର ଆରମ୍ଭ କରିଛନ୍ତି। ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷରେ ଦିଲ୍ଲୀ କ୍ୟାପିଟାଲ୍ସର ୨୧ ବର୍ଷୀୟ ବ୍ୟାଟ୍ସମ୍ୟାନ ପୃଥ୍ବୀ…

ଆଇପିଏଲ୍‌-୧୪: ବିଗ୍‌ ହିଟରଙ୍କ ଲଢେଇ

ମୁମ୍ବାଇ,୧୨।୪(ପି.ଟି.): ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ସୋମବାର ବିଗ୍‌ ହିଟରମାନଙ୍କ ଲଢେଇ ଦେଖିବାକୁ ମିଳିବ। ସ୍ଥାନୀୟ ଓ୍ବାଙ୍ଖଡେ ଷ୍ଟାଡିୟମରେ ଦୁଇ କିପର ବ୍ୟାଟ୍ସମ୍ୟାନଙ୍କ ନେତୃତ୍ୱରେ ରାଜସ୍ଥାନ ରୟାଲ୍ସ ଓ ପଞ୍ଜାବ କିଙ୍ଗ୍ସ ପରସ୍ପରକୁ ଭେଟିବେ। ଲୋକେଶ ରାହୁଲଙ୍କ ପଞ୍ଜାବ ଓ ସଞ୍ଜୁ…

ଆୟାରଙ୍କୁ ମନେପକାଇଲେ ପଣ୍ଟିଂ

ମୁମ୍ବାଇ, ୧୨।୪- ଅଷ୍ଟ୍ରେଲିଆର ପୂର୍ବତନ କ୍ରିକେଟ ଅଧିନାୟକ ରିକି ପଣ୍ଟିଂ ଚଳିତ ଆଇପିଏଲରେ ଦିଲ୍ଲୀ କ୍ୟାପିଟାଲ୍ସର କୋଚ୍‌ଭାବେ ଉଦାହରଣ ସୃଷ୍ଟି କରିଛନ୍ତି। ଦଳର ନିୟମିତ ଅଧିନାୟକ ଶ୍ରେୟାସ ଆୟାର ଆହତ ସମସ୍ୟା ଯୋଗୁ ଏବେ ଡାକ୍ତରଖାନାରେ ଚିକିତ୍ସିତ ଅଛନ୍ତି। ତାଙ୍କ ସ୍ଥାନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?