ଖେଳ

ଏନ୍‌ଗିଡ଼ିଙ୍କ ସାମିଲରେ ବିଳମ୍ବ

ମୁମ୍ବାଇ, ୧୨।୪(ପି.ଟି.)- ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଚେନ୍ନାଇ ସୁପରକିଙ୍ଗ୍ସ ଏହାର ପ୍ରଥମ ମ୍ୟାଚ ଦିଲ୍ଲୀ କ୍ୟାପିଟାଲ୍ସ ନିକଟରୁ ହାରିଯାଇଛି। ଏହି ମ୍ୟାଚରେ ଜୋଶ ହାଜଲେଉଡ୍‌ଙ୍କ ଅନୁପସ୍ଥିତି ଅନୁଭବ କରିଛନ୍ତି କୋଚ୍‌ ଷ୍ଟିଫେନ୍‌ ଫ୍ଲେମିଂ। ହାଜଲେଉଡ୍‌ ଶେଷ ମୁହୂର୍ତ୍ତରେ ଆଇପିଏଲରୁ ଓହରି…

ଶୁଟ୍‌ ଆଉଟ୍‌ରେ ଆର୍ଜେଣ୍ଟିନାକୁ ହରାଇଲା ଭାରତ

ବୁଏନ୍ସଏୟାର୍ସ, ୧୨ା୪(ପି.ଟି.)-ଏଫ୍‌ଆଇଏଚ୍‌ ପ୍ରୋ-ହକି ଲିଗ୍‌ରେ ଅଲିମ୍ପିକ ଚାମ୍ପିୟନ ଆର୍ଜେଣ୍ଟିନାକୁ ୩-୨ ପେନାଲ୍ଟି ଶୁଟ୍‌ଆଉଟରେ ପରାସ୍ତ କରିଛି ଭାରତ। ରୋମାଞ୍ଚଭରା ଏହି ମ୍ୟାଚର ନିର୍ଦ୍ଧାରିତ ସମୟ ଖେଳ ୨-୨ ଗୋଲରେ ଅମୀମାଂସିତ ରହିଥିଲା। ଭାରତ ତରଫରୁ ହରମନପ୍ରୀତ ସିଂ ଦୁଇଟି ଗୋଲ ଦେଇଥିଲେ।…

ଖାସ୍‌ ଜୋତା ପିନ୍ଧି ପଡ଼ିଆକୁ ଓହ୍ଲାଇଲେ ରୋହିତ ଶର୍ମା; ଦର୍ଶକ କଲେ ସଲାମ

ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ)ର ଉଦଘାଟନୀ ମ୍ୟାଚରେ ମୁମ୍ବାଇ ଇଣ୍ଡିଆନ୍ସ ପରାଜୟର ସମ୍ମୁଖୀନ ହୋଇଥିଲେ ମଧ୍ୟ ଅଧିନାୟକ ରୋହିତ ଶର୍ମା ସମସ୍ତଙ୍କ ହୃଦୟ ଜିତିଥିଲେ। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷ ମ୍ୟାଚରେ ରୋହିତ ଏକ ବିଶେଷ ବାର୍ତ୍ତା ଦେଇଥିଲେ। ଏହି ଆଇପିଏଲରେ…

ମୋ ସ୍ତ୍ରୀ ମତେ ଛାଡ଼ପତ୍ର ଦେଇଦେବେ, କାହିଁକି ଏମିତି କହିଲେ ଦିଲ୍ଲୀ କ୍ୟାପିଟାଲ୍ସ କୋଚ୍‌

ମୁମ୍ବାଇ,୧୨।୪: ଅଷ୍ଟ୍ରେଲିଆର ସର୍ବଶ୍ରେଷ୍ଠ ଅଧିନାୟକ ରିକି ପଣ୍ଟିଂ ଏବେ ଆଇପିଏଲରେ ଦିଲ୍ଲୀ କ୍ୟାପିଟାଲ୍ସର କୋଚ ଦାୟିତ୍ୱ ତୁଲାଉଛନ୍ତି। ତାଙ୍କ ନେତୃତ୍ୱରେ ଦଳର ପ୍ରଦର୍ଶନ ମଧ୍ୟ ଉଚ୍ଚକୋଟୀର ରହିଛି। ୨୦୨୦ରେ, ଦିଲ୍ଲୀ ପ୍ରଥମ ଥର ପାଇଁ ଟୁର୍ନାମେଣ୍ଟର ଫାଇନାଲରେ ପହଞ୍ଚିବାରେ ସଫଳ ହୋଇଥିଲା।…

ଲଢ଼ିବା ସତ୍ତ୍ୱେ ପରାଜୟରୁ ବର୍ତ୍ତି ପାରିଲା ନାହିଁ ହାଇଦ୍ରାବାଦ୍‌

ଚେନ୍ନାଇ, ୧୧ା୪- ମନୀଷ ପାଣ୍ଡେ ଓ ଜନ୍ନି ବେଆରଷ୍ଟୋଙ୍କ ଅର୍ଦ୍ଧଶତକୀୟ ଇନିଂସ ସତ୍ତ୍ୱେ ସନରାଇଜର୍ସ ହାଇଦ୍ରାବାଦକୁ ୧୦ ରନ୍‌ରେ ହରାଇ ଦେଇଛି କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)। ୧୮୮ ରନ୍‌ର ବିଶାଳ ଟାର୍ଗେଟର ପିଛା କରିଥିବା ହାଇଦ୍ରାବାଦ୍‌ ପ୍ରାରମ୍ଭିକ ଉଇକେଟ୍‌ ହରାଇଥିଲା।…

ବାବରଙ୍କ ଠାରୁ କୋହଲି ଟେକ୍‌ନିକ ଶିଖିବା ଦରକାର କହିଲେ ପ୍ରାକ୍ତନ ଖେଳାଳି

ଲାହୋର, ୧୧ା୪- ପାକିସ୍ତାନ ଅଧିନାୟକ ବାବର ଆଜାମଙ୍କ ଠାରୁ ଭାରତୀୟ ଅଧିନାୟକ ବିରାଟ କୋହଲି ଟେକ୍‌ନିକ ଶିକ୍ଷା କରିବା ଦରକାର। ଏଭଳି ମତ ଦେଇଛନ୍ତି ପାକିସ୍ତାନର ପୂର୍ବତନ ପେସର ଆକିବ ଜାଭେଦ। ଏପର୍ଯ୍ୟନ୍ତ ଭାରତ ପାଇଁ ୨୫୪ ଦିନିକିଆ ଓ ୯୧…

ହାଇଦ୍ରାବାଦ ଆଗରେ ବିଶାଳ ଟାର୍ଗେଟ

ଚେନ୍ନାଇ, ୧୧ା୪- ନୀତିଶ ରାଣା ଓ ରାହୁଲ ତ୍ରିପାଠିଙ୍କ ଅର୍ଦ୍ଧଶତକୀୟ ଇନିଂସ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌ ଆଗରେ ୧୮୮ ରନ୍‌ର ବିଶାଳ ଟାର୍ଗେଟ ଛିଡ଼ା କରିଛି କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)। ରାଣା (୮୦ ରନ୍‌, ୫୬ ବଲ, ୯ ଚୌକା…

ପ୍ରଥମେ ବ୍ୟାଟିଂ କରିବ କେକେଆର୍‌

ଚେନ୍ନାଇ, ୧୧ା୪- ଚଳିତ ଆଇପିଏଲର ତୃତୀୟ ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରିବ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)। ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି ସନରାଇଜର୍ସ ହାଇଦ୍ରାବାଦ ଅଧିନାୟକ ଡେଭିଡ୍‌ ଓ୍ବାର୍ନର। ସ୍ପିନରଙ୍କୁ ସୁହାଉଥିବା ପିଚ୍‌କୁ ଦୃଷ୍ଟିରେ ରଖି ଟାର୍ଗେଟକୁ…

ପାକିସ୍ତାନ ଜର୍ନାଲିଷ୍ଟଙ୍କୁ ଜବାବ ଦେଲେ ଭେଙ୍କଟେଶ ପ୍ରସାଦ

ବାଙ୍ଗଲୋର, ୧୧ା୪- ପୂର୍ବତନ ଭାରତୀୟ ପେସର ଭେଙ୍କଟେଶ ପ୍ରସାଦ ରବିବାର ପାକିସ୍ତାନର ଜଣେ ଜର୍ନାଲିଷ୍ଟଙ୍କୁ ଜବାବ ଦେଇଛନ୍ତି, ଯାହାକି ସୋସିଆଲ ମିଡିଆରେ ଏବେ ପାଲଟିଛି ଚର୍ଚ୍ଚାର କାରଣ। ୧୯୯୬ ବିଶ୍ୱକପ୍‌ର କ୍ୱାର୍ଟର ଫାଇନାଲ ମ୍ୟାଚ୍‌ରେ ପାକିସ୍ତାନ ବ୍ୟାଟ୍ସମ୍ୟାନ ଅମିର ଶେହେଲଙ୍କୁ କ୍ଲିନ…

ଏହି ଖେଳାଳିଙ୍କ ଅନୁପସ୍ଥିତି ଅନୁଭବ କରୁଛି ସିଏସ୍‌କେ

ମୁମ୍ବାଇ, ୧୧ା୪- ଚଳିତ ଆଇପିଏଲରେ ପରାଜୟ ସହ ଅଭିଯାନ ଆରମ୍ଭ କରିଛି ମହେନ୍ଦ୍ର ସିଂ ଧୋନୀଙ୍କ ନେତୃତ୍ୱାଧୀନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)। ପ୍ରତିପକ୍ଷ ଦଳ ଆଗରେ ବଡ଼ ଟାର୍ଗେଟ ଛିଡ଼ା କରିବା ପରେ ମଧ୍ୟ ୩ ଥର ଆଇପିଏଲ ଚାମ୍ପିୟନକୁ…

ମକା ପୋଡ଼ିବା ପାଇଁ ବୃଦ୍ଧା ବ୍ୟବହାର କଲେ ସୋଲାର, ପୂର୍ବତନ କ୍ରିକେଟର କହିଲେ ଏମିତି

ପୂର୍ବତନ କ୍ରିକେଟର ଭିଭିଏସ୍‌ ଲକ୍ଷ୍ମଣ ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟରେ ଜଣେ ୭୫ ବର୍ଷୀୟା ବୃଦ୍ଧାଙ୍କ ଫଟୋ ଶେୟାର କରିଛନ୍ତି। ଯେଉଁଥିରେ ବୃଦ୍ଧା ଜଣକ ଏମିତି କିଛି କରୁଛନ୍ତି, ଯାହା ଆପଣ ଆଗରୁ କେବେ ଦେଖି ନ ଥିବେ। ସେ ଭିନ୍ନ…

ଇତିହାସ ରଚିଲା ପାକିସ୍ତାନ

ଜୋହାନ୍ସବର୍ଗ,୧୧।୪: ଦକ୍ଷିଣ ଆଫ୍ରିକା ଗସ୍ତରେ ଥିବା ପାକିସ୍ତାନୀ କ୍ରିକେଟ ଦଳ ଇତିହାସ ସୃଷ୍ଟି କରିଛି। ବାବର ଆଜାମଙ୍କ ନେତୃତ୍ୱରେ ପାକିସ୍ତାନୀ ଦଳ ବିଶ୍ୱର ପ୍ରଥମ ଦଳ ଭାବେ ୧୦୦ଟି ଅନ୍ତର୍ଜାତୀୟ ଟି -୨୦ ମ୍ୟାଚ ଜିତିଛି। ଚାରି ମ୍ୟାଚ ବିଶିଷ୍ଟ ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?