ହାମିଲଟନ୍ଙ୍କୁ ବିବିସି ପୁରସ୍କାର
ଲଣ୍ଡନ, ୨୨ା୧୨ (ଏପି)- ସାତ ଥର ଫର୍ମୁଲାଓ୍ବାନ ଚାମ୍ପିୟନ ଲୁଇସ୍ ହାମିଲଟନ ଚଳିତ ବର୍ଷ ଆଉ ଏକ ସଫଳତା ହାସଲ କରିଛନ୍ତି। ସେ ବିବିସିର ସ୍ପୋଟର୍ସ ପର୍ସନାଲିଟି ଅଫ୍ ଦି ଇୟର ପୁରସ୍କାର ଜିତିଛନ୍ତି। ମର୍ସିଡିଜ୍ ଟିମ୍ର ଏହି ୩୫...
ଆଇଏସ୍ଏଲ୍: ହାରିଲା ବେଙ୍ଗାଲୁରୁ
ଫତୋର୍ଦା, ୨୧।୧୨- ଚଳିତ ଇଣ୍ଡିଆନ ସୁପରଲିଗ୍ (ଆଇଏସ୍ଏଲ୍)ରେ ପ୍ରଥମଥର ପାଇଁ ପରାଜୟ ସ୍ବାଦ ଚାଖିଛି ବେଙ୍ଗାଲୁରୁ ଏଫ୍ସି। ସୋମବାର ଅନୁଷ୍ଠିତ ମ୍ୟାଚରେ ଦଳ ୦-୧ ଗୋଲରେ ଏଟିକେ ମୋହନ ବାଗାନଠାରୁ ହାରିଯାଇଛି। ମ୍ୟାଚର ୩୩ତମ ମିନିଟ୍ରେ ଡେଭିଡ ଓ୍ବିଲିୟମ୍ସ ଦେଇଥିବା...
ଆବୁଧାବି ଟି୧୦ ଲିଗ୍ରେ ଖେଳିବେ ଗେଲ୍, ଆଫ୍ରିଦୀ, ବ୍ରାଭୋ
ଆବୁଧାବି, ୨୧ା୧୨- ଆସନ୍ତା ଜାନୁୟାରୀ ୨୮ରୁ ଫେବୃୟାରୀ ୬ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଯାଉଛି ଆବୁଧାବୀ ଟି୧୦ ଲିଗ୍ର ୪ର୍ଥ ସଂସ୍କରଣ। ଏଥିରେ ଓ୍ବେଷ୍ଟଇଣ୍ଡିଜର କ୍ରିସ୍ ଗେଲ୍, ଅଲରାଉଣ୍ଡର ଡ୍ବେନ୍ ବ୍ରାଭୋ ଓ ପାକିସ୍ତାନର ପୂର୍ବତନ ଅଧିନାୟକ ଶାହିଦ ଆଫ୍ରିଦୀ...
ଆଫଗାନିସ୍ତାନକୁ ଷ୍ଟାଡିୟମ ପାଇଁ ମିଳିଲା ଜମି
କାବୁଲ,୨୧।୧୨: ନିକଟ ଭବିଷ୍ୟତରେ ଆଫଗାନିସ୍ତାନରେ ଅନ୍ତର୍ଜାତୀୟ କ୍ରିକେଟ ମ୍ୟାଚ୍ ଆୟୋଜନ କରିବାକୁ ଆଶା ପ୍ରକଟ କରିଛନ୍ତି ଦେଶର କ୍ରିକେଟ ବୋର୍ଡ ମୁଖ୍ୟ ଫର୍ହାନ ୟୁସେଫଜାଇ। ମୁଖ୍ୟତଃ ଭାରତରେ ଘରୋଇ ମ୍ୟାଚ୍ ଖେଳୁଥିବା ଆଫଗାନିସ୍ତାନକୁ ଦେଶରେ ଷ୍ଟାଡିୟମ ନିର୍ମାଣ ପାଇଁ ଯାଗା...
କରୋନାରେ ଆଖିବୁଜିଲେ ତେନ୍ଦୁଲକରଙ୍କ ବନ୍ଧୁ: ୮୦ ଦଶକରେ ଖେଳୁଥିଲେ ଏକାଠି
ଭାରତୀୟ କ୍ରିକେଟ ଦଳର ମହାନ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକର ତାଙ୍କର ବନ୍ଧୁ ବିଜୟ ଶିର୍କେଙ୍କୁ ହରାଇଛନ୍ତି। ମହାମାରୀ କରୋନାରେ ଅକ୍ରାନ୍ତ ହୋଇ ବିଜୟ ଥାନେ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ। ଶନିବାର ସେ ସେଠାରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ବିଜୟ...
ମୁମ୍ବାଇ ରାସ୍ତାରେ ବୁଲୁଛନ୍ତି ଏହି କ୍ରିକେଟର
ଭାରତୀୟ କ୍ରିକେଟ ଦଳ ଏବେ ଅଷ୍ଟ୍ରେଲିଆରେ ଟେଷ୍ଟ ମ୍ୟାଚ୍ ଖେଳୁଛି। ଅନ୍ୟପଟେ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ମୁମ୍ବାଇ ରାସ୍ତାରେ ବୁଲୁଥିବାର ଦେଖିବାକୁ ମିଳିଛି। ଭାରତ-ଅଷ୍ଟ୍ରେଲିଆ ଟି-୨୦ ସିରିଜ୍ରେ ଚମତ୍କାର ପ୍ରଦର୍ଶନ ପରେ ହାର୍ଦ୍ଦିକ ଏବେ ନିଜ ପରିବାର...
ଜନ୍ମଦିନରେ କ୍ରିକେଟକୁ ବାଏ ବାଏ କହିଲେ ଏହି ଦ୍ରୁତ ବୋଲର
ଚେନ୍ନାଇ,୨୧ା୧୨: ଆଜି ଅର୍ଥାତ୍ ଡିସେମ୍ବର ୨୧ରେ ତାମିଲନାଡୁ ତଥା ଚେନ୍ନାଇ ସୁପର କିଙ୍ଗ୍ସର ଉଦୀୟମାନ ଦ୍ରୁତ ବୋଲର ୟୋ ମହେଶଙ୍କ ଜନ୍ମଦିନ। ସେ ଆଜି ୩୩ ବର୍ଷରେ ପଦାର୍ପଣ କରିଛନ୍ତି। ତାଙ୍କର ପ୍ରକୃତ ନାଁ ହେଉଛି ବିଜୟ କୁମାର ମହେଶ।...
ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗ: ସ୍ମିଥ୍-କୋହଲି ବ୍ୟବଧାନ କମିଲା
ଦୁବାଇ, ୨୧ା୧୨ (ପି.ଟି.)-ଅଷ୍ଟ୍ରେଲିଆ ବିପକ୍ଷ ସିରିଜ ଓପନରରେ ଭାରତ ହୁଏତ ଲଜ୍ଜାଜନକ ପରାଜୟ ବରଣ କରିଥାଇପାରେ ହେଲେ ଆଡିଲେଡ୍ଠାରେ ପ୍ରଥମ ଇନିଂସରେ ୭୪ରନ ସ୍କୋର କରିଥିବାରୁ ଭାରତୀୟ ଅଧିନାୟକ ବିରାଟ କୋହଲି ଶୀର୍ଷ ର଼୍ୟାଙ୍କିଙ୍ଗପ୍ରାପ୍ତ ଟେଷ୍ଟ ବ୍ୟାଟ୍ସମ୍ୟାନ ଷ୍ଟିଭ୍ ସ୍ମିଥ୍ଙ୍କ...
ଭାରତର ବ୍ୟାଟିଂ ବିପର୍ଯ୍ୟୟ ନେଇ ପୂର୍ବତନ ପାକ୍ ଖେଳାଳି ଚକିତ
କରାଚି,୨୧।୧୨(ପି.ଟି.): ଅଷ୍ଟ୍ରେଲିଆ ବିପକ୍ଷ ପ୍ରଥମ ଟେଷ୍ଟର ଦ୍ୱିତୀୟ ଇନିଂସରେ ଭାରତ ମାତ୍ର ୩୬ ରନ କରି ଅଲଆଉଟ ହେବା ପରେ ବିଶ୍ୱବ୍ୟାପୀ କ୍ରିକେଟ ଜଗତର ଜଣାଶୁଣା ଖେଳାଳିମାନେ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ପାକିସ୍ତାନ ପୂର୍ବତନ କ୍ରିକେଟର ଜାଭେଦ ମିଆଁଦାଦ, ମହସୀନ...
ବକ୍ସିଂ ଡେ ଟେଷ୍ଟ: ଗିଲ୍, ରାହୁଲ, ପନ୍ତ ଖେଳିବାକୁ ପ୍ରସ୍ତୁତ; ରିଦ୍ଧିମାନ, ପୃଥ୍ବୀ ବାଦ୍ ପଡ଼ିବା ସମ୍ଭାବନା
ନୂଆଦିଲ୍ଲୀ, ୨୧।୧୨(ପି.ଟି.): ପ୍ରଥମ ଟେଷ୍ଟରେ ଲଜ୍ଜାଜନକ ପରାଜୟ ପରେ ଭାରତୀୟ ଦଳରେ ବଡ଼ ଧରଣର ପରିବର୍ତ୍ତନ ଆଶା କରାଯାଉଛି। ଯୁବ ଓପନର ପୃଥ୍ବୀ ଶ ଓ ଅଭିଜ୍ଞ ଉଇକେଟକିପର ବ୍ୟାଟ୍ସମ୍ୟାନ ରିଦ୍ଧିମାନ ଶାହା ବାଦ୍ ପଡିବା ସମ୍ଭାବନା ସୃଷ୍ଟି ହୋଇଛି।...
ଓସିଏ ଆନ୍ତଃ ଜିଲା ସିନିୟର ଟି ୨୦: ସୁପରଲିଗ୍ ମ୍ୟାଚରେ କଟକ-ଏ, ଇକୋର୍ସା ବିଜୟୀ
ଭୁବନେଶ୍ୱର,୨୧।୧୨(ସ୍ପୋର୍ଟ୍ସ ବ୍ୟୁରୋ): ଭୁବନେଶ୍ୱର ଓ କଟକର ବିଭିନ୍ନ ଗ୍ରାଉଣ୍ଡରେ ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ) ଆନୁକୂଲ୍ୟରେ ଚାଲିଥିବା ଆନ୍ତଃ ଜିଲା ସିନିୟର ପୁରୁଷ ଟି ୨୦ କ୍ରିକେଟ ଲିଗ୍ରେ ରବିବାର ସୁପରଲିଗ୍ର ଦୁଇଟି ମ୍ୟାଚ ଖେଳାଯାଇଛି। ଏଥିରେ କଟକ-ଏ ଓ ଇକୋର୍ସା...
ପାକିସ୍ତାନକୁ ୯ ଉଇକେଟରେ ହରାଇଲା ନ୍ୟୁଜିଲାଣ୍ଡ
ହାମିଲ୍ଟନ, ୨୧ା୧୨ (ଏପି)-ସ୍ଥାନୀୟ ସେଡନ ପାର୍କଠାରେ ରବିବାର ଅନୁଷ୍ଠିତ ପାକିସ୍ତାନ ବିପକ୍ଷ ଦ୍ୱିତୀୟ ଅନ୍ତର୍ଜାତୀୟ ଟି୨୦ରେ ନ୍ୟୁଜିଲାଣ୍ଡ ୯ ଉଇକେଟରେ ବିଜୟ ଲାଭ କରିଛି। ଓପନର ଟିମ୍ ସିଫର୍ଟଙ୍କ ଉପଯୋଗୀ ୮୪ରନ ଏବଂ କେନ୍ ଓ୍ବିଲିୟମସନଙ୍କ ସହ ତାଙ୍କର ୧୨୯ରନର...
Archives


