ଖେଳ

ଶୂନରେ ଆଉଟ୍‌ ହେଲେ ପୃଥ୍ବୀ ଶ: ଲୋକେ କହିଲେ ‘ଗୋଟିଏ ବଲ୍‌ରେ ସଚିନ-ସେହଓ୍ବାଗ-ଲାରାଙ୍କ ଉଇକେଟ୍‌ ନେଇଗଲେ ଷ୍ଟାର୍କ

ଆଡିଲେଡ,୧୭।୧୨: ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ୍‌ ଆଜିଠାରୁ ଆରମ୍ଭ ହୋଇଛି। ଯୁବ ଓପନର ପୃଥ୍ବି ଶଙ୍କୁ ସୁଯୋଗ ମିଳିଥିବା ବେଳେ ପ୍ରଥମ ପାଳିରେ ସେ ଖାତା ଖୋଲିପାରିନାହାନ୍ତି। ଗୋଲାପୀ ବଲ୍‌ରେ ଖେଳାଯାଉଥିବା ଏହି ମ୍ୟାଚ୍‌ର ଦ୍ୱିତୀୟ ବଲ୍‌ରେ...

ବିବାହ ବନ୍ଧନରେ ଭାରତୀୟ ହକି ଟିମ୍‌ର ଅଧିନାୟକ

ନୂଆଦିଲ୍ଲୀ,୧୭।୧୨: ଆସନ୍ତା ବର୍ଷ ହେବାକୁ ଥିବା ଟୋକିଓ ଅଲମ୍ପିକ୍ସ ପାଇଁ ପ୍ରସ୍ତୁତି କରୁଥିବା ଭାରତୀୟ ହକି ଟିମ୍‌ର ଅଧିନାୟକ ମନପ୍ରିତ ସିଂହ ବିବାହ କରିଛନ୍ତି। ସେ ଜଲନ୍ଧରର ଏକ ଗୁରୁଦ୍ୱାରରେ ବୁଧବାର ପ୍ରେମିକା ଇଲି ସିଦ୍ଧକିଙ୍କ ହାତ ଧରିଛନ୍ତି। ଦୀର୍ଘ...

୧୦ ଓଭରରେ ଆସିଲା ପ୍ରଥମ ଚୌକା

ଆଡିଲେଡ,୧୭।୧୨: ଭାରତ-ଅଷ୍ଟ୍ରେଲିଆ ଚାରି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଆଜିଠାରୁ ଆରମ୍ଭ ହୋଇଛି। ପ୍ରଥମ ମ୍ୟାଚ ଆଡିଲେଡରେ ଖେଳା ଯାଉଥିବା ବେଳେ ପ୍ରଥମ ଓଭରରେ ଭାରତକୁ ଝଟକା ଲାଗଥିଲା। ଓପନର ପୃଥ୍ବୀ ଶ’ କୌଣସି ରନ ନ କରି ଆଉଟ...

ଏହି କାରଣରୁ ମାଛମାଂସ ଛାଡିଦେଇଥିଲେ ବିରାଟ କୋହଲି

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ବର୍ତ୍ତମାନ ବିଶ୍ୱର ସର୍ବଶ୍ରେଷ୍ଠ ବ୍ୟାଟ୍ସମ୍ୟାନଙ୍କ ମଧ୍ୟରେ ଅନ୍ୟତମ। କେବଳ ନିଜ ବ୍ୟାଟିଂ ପାଇଁ ନୁହେଁ, ଫିଟନେସ୍‌ରେ ମଧ୍ୟ ସେ ଅନ୍ୟ ଖେଳାଳିଙ୍କ ପାଇଁ ପ୍ରେରଣା ସାଜିଛନ୍ତି। ନିଜକୁ ଫିଟ୍‌ ରଖିବା ପାଇଁ...

ଦିବାରାତ୍ର ଟେଷ୍ଟରେ ଟସ୍‌ ଜିତିଲା ଭାରତ

ଆଡିଲେଡ୍‌,୧୭।୧୨: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ବର୍ଡର-ଗାଭାସ୍କର ଟ୍ରଫିର ଦିବାରାତ୍ର ପ୍ରଥମ ଟେଷ୍ଟ ଆଡିଲେଡରେ ଆରମ୍ଭ ହୋଇଛି। ଏହି ମ୍ୟାଚରେ ଭାରତୀୟ ଦଳ ପ୍ରଥମେ ବ୍ୟାଟିଂ କରୁଛି। ଏହି ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ବିରାଟ କୋହଲି ଟସ ଜିତି ପ୍ରଥମେ...

୨୦୨୩ ବିଶ୍ୱକପ୍‌ କ୍ୱାଲିଫାୟର୍ସ ଆୟୋଜନ କରିବ ଜିମ୍ବାଓ୍ବେ

ଦୁବାଇ,୧୭।୧୨(ପି.ଟି.): ଭାରତରେ ଆୟୋଜନ ହେବାକୁ ଥିବା ୨୦୨୩ ଦିନିକିଆ ବିଶ୍ୱକପ୍‌ର କ୍ୱାଲିଫାୟର୍ସ ଜିମ୍ବାଓ୍ବେରେ ଖେଳାଯିବ। କୋଭିଡ୍‌-୧୯ ମହାମାରୀ ପାଇଁ ଟୁର୍ନାମେଣ୍ଟ ଘୁଞ୍ଚାଇବାକୁ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ ବାଧ୍ୟ ହୋଇଥିଲା। ଫଳରେ ପରିବର୍ତ୍ତିତ କାର୍ଯ୍ୟସୂଚୀ ଅନୁସାରେ ଏହି କ୍ୱାଲିଫାୟର୍ସ ଟୁର୍ନାମେଣ୍ଟ ଜୁନ୍‌...

ନୂଆ ଭାରତର ପ୍ରତିନିଧିତ୍ୱ କରୁଛି: କୋହଲି

ଆଡିଲେଡ୍‌,୧୭।୧୨(ପି.ଟି.): ଅଷ୍ଟ୍ରେଲୀୟ ପୂର୍ବତନ କ୍ରିକେଟର ଗ୍ରେଗ୍‌ ଚାପେଲଙ୍କୁ କଡ଼ା ଜବାବ୍‌ ଦେଇଛନ୍ତି ଭାରତୀୟ ଅଧିନାୟକ ବିରାଟ କୋହଲି। ଚାପେଲ କୋହଲିଙ୍କୁ ‘ଅଣ ଅଷ୍ଟ୍ରେଲୀୟ ଖେଳାଳିଙ୍କ ମଧ୍ୟ ସର୍ବକାଳୀନ ଶ୍ରେଷ୍ଠ ଅଷ୍ଟ୍ରେଲିଆ କ୍ରିକେଟର ବା ଅଷ୍ଟ୍ରେଲୀୟ ମାନସିକତା ରଖୁଥିବା ଖେଳାଳି’ ବୋଲି...

ଇଲି ସିଦ୍ଧିକିଙ୍କୁ ବାହାହେଲେ ମନପ୍ରୀତ୍‌

ଜଳନ୍ଧର,୧୭।୧୨: ଭାରତୀୟ ହକି ଅଧିନାୟକ ମନପ୍ରୀତ୍‌ ସିଂ ଦୀର୍ଘଦିନର ବାନ୍ଧବୀ ମାଲେସିଆର ଇଲି ନଜବା ସିଦ୍ଧିକିଙ୍କୁ ବିବାହ କରିଛନ୍ତି। ଗତ ୯ ବର୍ଷ ହେବ ଦୁହିଁଙ୍କ ମଧ୍ୟରେ ବନ୍ଧୁତା ଥିଲା ଓ ଉଭୟ ଡେଟିଂ କରିଆସୁଥିଲେ। ବୁଧବାର ସ୍ଥାନୀୟ ଗୁରୁ...

ଦିଆସିଲି କାଠିରେ ବର୍ଡର-ଗାଭାସ୍କର ଟ୍ରଫି

ଭୁବନେଶ୍ୱର, ୧୭।୧୨(କ୍ରୀଡ଼ା ପ୍ରତିନିଧି)- ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଟେଷ୍ଟ କ୍ରିକେଟ ସିରିଜ ଗୁରୁବାରଠାରୁ ଆରମ୍ଭ ହେବାକୁ ଯାଉଛି। ସିରିଜର ପ୍ରଥମ ମ୍ୟାଚ ଆଡିଲେଡରେ ଦିବାରାତ୍ର ବିଶିଷ୍ଟ ହେବ। ଏହି ସିରିଜ ଦୁଇ ଦେଶର କିମ୍ବଦନ୍ତୀ ଖେଳାଳି ଅଷ୍ଟ୍ରେଲିଆର ଆଲାନ...

ଭାଗ୍ୟ ପରିବର୍ତ୍ତନ ଆଶାରେ ଓଡ଼ିଶା ଏଫ୍‌ସି

ବାମ୍ବୋଲିମ୍‌, ୧୭।୧୨- ଚଳିତ ଇଣ୍ଡିଆନ ସୁପରଲିଗ୍‌ (ଆଇଏସ୍‌ଏଲ୍‌)ରେ ଗୁରୁବାର ଓଡ଼ିଶା ଏଫ୍‌ସି ଓ ବେଙ୍ଗାଲୁରୁ ଏଫ୍‌ସି ମଧ୍ୟରେ ମ୍ୟାଚ ଅନୁଷ୍ଠିତ ହେବ। ଭୁବନେଶ୍ୱର ଭିତ୍ତିକ ଫ୍ରାଞ୍ଚାଇଜ୍‌ ଓଡ଼ିଶା ଏଫ୍‌ସି ଏପର୍ଯ୍ୟନ୍ତ ୫ଟି ମ୍ୟାଚ ଖେଳି ସାରିଥିଲେ ହେଁ ବିଜୟ ସ୍ବାଦ...

କାତାରରେ ୨୦୩୦ ଏସିଆନ ଗେମ୍ସ

ମସ୍କଟ(ଓମାନ), ୧୭।୧୨(ଏପି)- କାତାରର ଦୋହାକୁ ୨୦୩୦ ଏସିଆନ ଗେମ୍ସ ଆୟୋଜନ ଅଧିକାର ମିଳିଛି। ୨୦୩୪ ଇଭେଣ୍ଟ ସାଉଦି ଆରବର ରିୟାଧରେ ହେବ ବୋଲି ବୁଧବାର ଘୋଷଣା କରାଯାଇଛି। ଅଲିମ୍ପିକ୍‌ କାଉନ୍ସିଲ ଅଫ୍‌ ଏସିଆର ବାର୍ଷିକ ଅଧିବେଶନ ଅବସରରେ ୨୦୩୦ ଗେମ୍ସ...

ଏହି ଖେଳାଳି ବ୍ୟାଟିଂ କରୁଥିବାବେଳେ ଟିଭି ପାଖରୁ ଉଠନ୍ତି ନାହିଁ ସଚିନ ତେନ୍ଦୁଲକରଙ୍କ ଝିଅ

କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକରଙ୍କ ନାଁରେ ଅନେକ ରେକର୍ଡ ରହିଛି। ଯାହାକୁ ଭାଙ୍ଗିବା ଯେକୌଣସି ବ୍ୟାଟ୍ସମ୍ୟାନଙ୍କ ପାଇଁ କଷ୍ଟକର। ଆଜିକାଲିର ଯୁବ କ୍ରିକେଟରଙ୍କ ପାଇଁ ସେ ପ୍ରେରଣା। ସଚିନଙ୍କ ବ୍ୟାଟିଂ ବିଶ୍ୱର ଅନେକ କ୍ରିକେଟରଙ୍କୁ ମଧ୍ୟ ପସନ୍ଦ ଆସିଥାଏ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri