ଖେଳ

ନା ଧୋନୀ, ନା କୋହଲି; କେକେଆର୍‌ର ଏହି ମହଙ୍ଗା ଖେଳାଳିଙ୍କ ପସନ୍ଦର ଅଧିନାୟକ ହେଲେ…

ନୂଆଦିଲ୍ଲୀ,୬।୪: ଅଷ୍ଟ୍ରେଲିୟ ଦ୍ରୁତ ବୋଲର ପ୍ୟାଟ୍‌ କୁମିନ୍ସଙ୍କୁ କୋଲକାତା ନାଇଟ୍‌ ରାଇଡର୍ସ ସାଢ଼େ ୧୫ କୋଟି ଟଙ୍କାରେ କିଣିଥିଲା। ଏବେ କୁମିନ୍ସ ଆଗାମୀ ଆଇପିଏଲ୍‌ରେ କେକେଆର୍‌ ପକ୍ଷରୁ ଖେଳିବା ପାଇଁ ଜୋରଦାର ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଏହି ସମୟରେ ହାଇଦ୍ରାବାଦ ହୋଟେଲରେ…

ଆଇପିଏଲ୍‌ ପୂର୍ବରୁ କରୋନା ମାଡ: ପୁଣି ୩ ଗ୍ରାଉଣ୍ଡ ଷ୍ଟାଫ୍‌ଙ୍କୁ କରୋନା

ଆଇପିଏଲର ୧୪ ତମ ସିଜିନ ଅନୁଷ୍ଠିତ ହେବାକୁ ଆଉ ଅଳ୍ପ ଦିନ ବାକି ଅଛି। ଏହି ଟୁର୍ନାମେଣ୍ଟ ଆରମ୍ଭ ହେବା ପୂର୍ବରୁ କରୋନା ଆକ୍ରାନ୍ତ ଦିନକୁ ଦିନ ବୃଦ୍ଧି ପାଉଛି। ଏବେ ମୁମ୍ବାଇ ୱାଙ୍ଖେଡେ ଷ୍ଟାଡିୟମର ୩ଜଣ ଗ୍ରାଉଣ୍ଡ ଷ୍ଟାଫ୍‌ କରୋନା…

କୁକୁରର ନାମ ଏମିତି ରଖିଲେ ଓ୍ବାଶିଂଟନ୍‌ ସୁନ୍ଦର: ଏବେ ହେଉଛି ଚର୍ଚ୍ଚା

ଭାରତୀୟ କ୍ରିକେଟର୍‌ ୱାଶିଂଟନ ସୁନ୍ଦରଙ୍କ ପାଇଁ ଏବେ ଏକ ସୁବର୍ଣ୍ଣ ସମୟ ଚାଳିଛି। ଅଷ୍ଟ୍ରେଲିଆରେ ଅଭିଜ୍ଞ ଖେଳାଳିଙ୍କ ଅନୁପସ୍ଥିତିରେ ତାଙ୍କୁ ଡେବ୍ୟୁ କରିବାର ସୁଯୋଗ ମିଳିଥିଲା। ଏହାର ଚମତ୍କାର ଫାଇଦା ଉଠା ସେ ସମtସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ପ୍ରଥମ ମ୍ୟାଚ୍‌ରେ…

ଏହି ଷ୍ଟାଡିୟମରେ ଖେଳାଯାଇପାରେ ଟି-୨୦ ବିଶ୍ୱକପ୍‌ର ପ୍ରଥମ ମ୍ୟାଚ

ନୂଆଦିଲ୍ଲୀ,୬।୪: ଭାରତରେ ଚଳିତ ବର୍ଷ ଅକ୍ଟୋବର-ନଭେମ୍ବରରେ ଅନୁଷ୍ଠିତ ହେବାକୁ ଥିବା ଟି -୨୦ ବିଶ୍ୱକପ ଧର୍ମଶାଳା କ୍ରିକେଟ ଷ୍ଟାଡିୟମରୁ ଆରମ୍ଭ ହେବାର ସମ୍ଭାବନା ରହିଛି। ବିସିସିଆଇର କୋଷାଧ୍ୟକ୍ଷ ଅରୁଣ ଧୁମାଲ ଏହା କହିଛନ୍ତି। ବିଶ୍ୱକପ୍‌ରସମସ୍ତ ମ୍ୟାଚ କେବଳ ଭାରତରେ ଅନୁଷ୍ଠିତ ହେବ।…

ମଇଳା ଭିତରେ ରହୁଛନ୍ତି ଆଇପିଏଲ୍‌ର ଏହି ଖେଳାଳି: ଫଟୋ ଶେୟାର କରି କହିଲେ…

ଆଇପିଏଲ୍‌ର ସବୁଠାରୁ ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ କ୍ରିସ୍‌ ଗେଲ ଏବେ ଭାରତରେ ପହଞ୍ଚି ସାରିଛନ୍ତି। ତେବେ ସେ ଏ ପର୍ଯ୍ୟନ୍ତ ନିଜ ଦଳ ସହ ଅଭ୍ୟାସ ପାଇଁ ଯୋଗ ଦେଇ ନାହାନ୍ତି। କୋଭିଡ୍‌-୧୯ ଯୋଗୁ ଏବେ ସେ ହୋଟେଲରେ କ୍ୱାରାଣ୍ଟାଇନ୍‌ରେ ଅଛନ୍ତି। କିନ୍ତୁ…

ଆଇପିଏଲ୍‌ରେ ପ୍ରଥମ ଭାରତୀୟ ଭାବେ ଏହି ଖାସ୍‌ ରେକର୍ଡ କରିପାରନ୍ତି ବିରାଟ କୋହଲି

ବିରାଟ କୋହଲି ତାଙ୍କ ନାମରେ ଅନେକ ରେକର୍ଡ କରିଛନ୍ତି। ଆଇପିଏଲ ୨୦୨୧ରେ ସେ ଏକ ସ୍ବତନ୍ତ୍ର ରେକର୍ଡ ସ୍ଥାପନ କରିପାରିବାର ସୁଯୋଗ ରହିଛି। ଏପର୍ଯ୍ୟନ୍ତ କୌଣସି ଭାରତୀୟ ଏହା କରିନାହାଁନ୍ତି। ଟି -୨୦ ଲିଗ ଏପ୍ରିଲ ୯ରୁ ଆରମ୍ଭ ହେବ। ପ୍ରଥମ…

ଭାରତୀୟ କ୍ରିକେଟର୍‌ର କର୍ନଲ କିଏ ଜାଣନ୍ତି, ତାଙ୍କ ରେକର୍ଡ ଭାଙ୍ଗିପାରି ନ ଥିଲେ ସଚିନ-ଗାଭାସ୍କର

ଭାରତର ପୂର୍ବତନ ଅଧିନାୟକ ଦିଲୀପ ଭେଙ୍ଗସରକାର ଆଜି ୬୫ତମ ଜନ୍ମଦିନ ପାଳନ କରୁଛନ୍ତି। କର୍ନଲ ଭାବରେ ଜଣାଶୁଣା ଦିଲୀପ କ୍ରିକେଟ ଇତିହାସରେ ଏକ ଅବିସ୍ମରଣୀୟ ଛାପ ଛାଡିଥିଲେ। ଦିଲୀପ ଭେଙ୍ଗସରକାର ନିଜର ଚମତ୍କାର ଷ୍ଟ୍ରୋକପ୍ଲେ ପାଇଁ ଜଣାଶୁଣା ଥିଲେ। ସେ ୧୯୭୫ରେ…

ସବିର ହୁସେନ ବିସିସିଆଇ ନୂଆ ଏସିୟୁ ମୁଖ୍ୟ

ନୂଆଦିଲ୍ଲୀ, ୬ା୪ (ପି.ଟି.)- ଅଜିତ ସିଂଙ୍କ ସ୍ଥାନରେ ଗୁଜରାଟର ପୂର୍ବତନ ପୋଲିସ ମହାନିର୍ଦ୍ଦେଶକ ସବିର ହୁସେନ ଶେଖଦମ୍‌ ଖଣ୍ଡଓ୍ବାଲା ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଦୁର୍ନୀତି ନିବାରଣ ୟୁନିଟ୍‌ (ଏସିୟୁ)ର ନୂତନ ମୁଖ୍ୟଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ରାଜସ୍ଥାନର ପୂର୍ବତନ…

ହୁକାର୍ଜଙ୍କୁ ମାୟାମି ଟାଇଟଲ

ମାୟାମି, ୬ା୪ (ଏପି)-ପୋଲାଣ୍ଡର ହୁବର୍ଟ ହୁର୍କାଜ ମାୟାମି ଓପନ୍‌ ଟେନିସ ପୁରୁଷ ସିଙ୍ଗଲ୍ସ ଟାଇଟଲ ହାସଲ କରିଛନ୍ତି। ଫାଇନାଲରେରେ ଇଟାଲୀର ୧୯ ବର୍ଷୀୟ ଜାନିକ ସିନରଙ୍କୁ ୭-୬ (୪), ୬-୪ ସେଟ୍‌ରେ ହରାଇ ଦେଇଛନ୍ତି। ୨୪ ବର୍ଷୀୟ ହୁକାର୍ଜଙ୍କ କ୍ୟାରିୟରର ଏହା…

ଫଖର ଜମାନଙ୍କ ବିବାଦୀୟ ରନ ଆଉଟ

ଲଣ୍ଡନ, ୬ା୪: ଦକ୍ଷିଣ ଆଫ୍ରିକା ବିପକ୍ଷ ଦ୍ୱିତୀୟ ଅନ୍ତର୍ଜାତୀୟ ଦିନିକିଆରେ ପାକିସ୍ତାନର ଫଖର ଜମାନଙ୍କ ବିବାଦୀୟ ଆଉଟକୁ ନେଇ କ୍ରିକେଟ ମହଲରେ ଖୁବ୍‌ ଚର୍ଚ୍ଚା ହେଉଛି। କ୍ୱିଣ୍ଟନ ଡି’କକ୍‌ ବ୍ୟାଟ୍ସମ୍ୟାନଙ୍କୁ ଭ୍ରମରେ ପକାଇବାକୁ ଚେଷ୍ଟା କରିଥିଲେ ବୋଲି ଅନେକେ କହୁଛନ୍ତି। ହେଲେ…

ଫେଡେରେଶନ କପ୍‌ ସୁନ୍ଦରସ୍ବାସ୍ଥ୍ୟରେ ରଶ୍ମିଙ୍କୁ ସ୍ବର୍ଣ୍ଣ

ଭୁବନେଶ୍ୱର, ୬।୪(କ୍ରୀଡ଼ା ପ୍ରତିନିଧି)-ଉତ୍ତର ପ୍ରଦେଶର ଲକ୍ଷ୍ନୌସ୍ଥିତ ଇନ୍ଦିରା ଗାନ୍ଧି ପ୍ରତିଷ୍ଠାନରେ ଗତ ୩ ଓ ୪ ତାରିଖ ଦୁଇଦିନଧରି ଅନୁଷ୍ଠିତ ଜାତୀୟ ଫେଡେରେଶନ କପ୍‌ ସୁନ୍ଦରସ୍ବାସ୍ଥ୍ୟ ପ୍ରତିଯୋଗିତାରେ ଓଡ଼ିଶାର ରଶ୍ମିରଞ୍ଜନ ସାହୁ ସ୍ବର୍ଣ୍ଣ ପଦକ ପାଇଛନ୍ତି। ସେ ୮୦ କେଜି ବର୍ଗରେ…

ଆଇପିଏଲରେ ସର୍ବାଧିକ ଉଇକେଟ୍‌ ନେଇଛନ୍ତି ଏହି ବୋଲର୍‌

ଇଣ୍ଡିଆନ ପ୍ରିମିୟର ଲିଗର ୧୪ତମ ସଂସ୍କରଣ ୨୦୨୧ ଚେନ୍ନାଇରେ ଏପ୍ରିଲ ୯ରୁ ଆରମ୍ଭ ହେବ। ଏଥିପାଇଁ ସବୁ ଦଳ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ପ୍ରଥମ ମ୍ୟାଚ ଡିଫେଣ୍ଡିଂ ଚାମ୍ପିୟନ ତଥା ଆଇପିଏଲର ସଫଳତମ ଦଳ ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରୟାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?