ଖେଳ

ଭାରତୀୟ ଦଳ ପାଇଁ ଖୁସି ଖବର

ଟିମ ଇଣ୍ଡିଆର ଅଲରାଉଣ୍ଡର ରବିନ୍ଦ୍ର ଜାଡେଜା ଅଭ୍ୟାସ ଆରମ୍ଭ କରିଛନ୍ତି। ସେ ବ୍ୟାୟାମ କରୁଥିବା ଏକ ଭିଡିଓ ଶେୟାର କରିଛନ୍ତି । ଟୁଇଟରରେ ଏହି ଭିଡିଓ ସେୟାର କରିବାବେଳେ ଜାଡେଜା ଶୀଘ୍ର ସୁସ୍ଥ ହେଉଥିବା କହିଛନ୍ତି। ଆହତ କାରଣରୁ ଜାଡେଜା...

ମାଛମାଂସ ଖାଆନ୍ତି ନାହିଁ ଏହି ୪ ଭାରତୀୟ କ୍ରିକେଟର, କିନ୍ତୁ ବ୍ୟାଟ୍‌ରୁ ବାହାରେ ଜବରଦସ୍ତ ସଟ୍‌

କ୍ରିକେଟରଙ୍କ ପାଇଁ ଫିଟ ରହିବା ଏକ ପ୍ରମୁଖ ଚ୍ୟାଲେଞ୍ଜ। ଏହି ଚ୍ୟାଲେଞ୍ଜକୁ ପୂରଣ ପାଇଁ ଖେଳାଳିମାନେ ଫିଟନେଟ ପ୍ରତି ବହୁତ ଧ୍ୟାନ ଦିଅନ୍ତି। ବିଶେଷକରି ଖାଦ୍ୟ ଏବଂ ପାନୀୟ ବିଷୟରେ କ୍ରିକେଟରମାନେ ବହୁତ ସଚେତନ। ମହେନ୍ଦ୍ର ସିଂ ଧୋନୀ ଟିମ...

ସାଥୀ ଖେଳାଳିଙ୍କୁ ଚାପୁଡା ମାରିବାରୁ ହାତ ଉଠାଇଲେ ଏହି କ୍ରିକେଟର୍‌, ଆଉ ତା’ପରେ

ଘରୋଇ ଟି-୨୦ ଟୁର୍ନାମେଣ୍ଟରେ ବାଂଲାଦେଶ ଖେଳାଳି ମୁଶଫିକୁର ରହିମ ନିଜ ସାଥୀଙ୍କୁ ପଡ଼ିଆରେ ଚାପୁଡ଼ା ମାରିବାକୁ ଚେଷ୍ଟା କରିଥିଲେ। ଏହି ଘଟଣାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଭିଡିଓରେ ଏହା ସ୍ପଷ୍ଟ ହୋଇଛି ଯେ ବଙ୍ଗବନ୍ଧୁ ଟି-୨୦ ଟୁର୍ନାମେଣ୍ଟରେ...

ଟି୨୦ ବିଶ୍ୱକପ୍‌ ୨୦୨୨ ଯୋଗ୍ୟତା:୧୫ ସ୍ଥାନ ପାଇଁ ୮୬ ଦଳ, ଖେଳାଯିବ ୨୨୫ ମ୍ୟାଚ

ଦୁବାଇ, ୧୫ା୧୨ (ପି.ଟି.)-ଅଷ୍ଟ୍ରେଲିଆରେ ହେବାକୁଥିବା ଟି୨୦ ବିଶ୍ୱକପ୍‌ ୨୦୨୨ର ୧୫ଟି ସ୍ଥାନ ପାଇଁ ଲଢେଇ କରିବେ ୮୬ଟି ଟିମ୍‌। ୧୩ ମାସ ଧରି ଖେଳାଯିବ ୨୨୫ ମ୍ୟାଚ। ଏହା ଆସନ୍ତାବର୍ଷ ଏପ୍ରିଲରେ ଆରମ୍ଭ ହେବ ବୋଲି ଅନ୍ତର୍ଜାତୀୟ କ୍ରିକେଟ ପରିଷଦ...

ଓସିଏ ଟି୨୦ କ୍ରିକେଟ ଲିଗ୍‌ ଆରମ୍ଭ

ଭୁବନେଶ୍ୱର, ୧୫।୧୨(କ୍ରୀଡ଼ା ପ୍ରତିନିଧି)- ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ଆନୁକୂଲ୍ୟରେ ଆନ୍ତଃଜିଲା ସିନିୟର ପୁରୁଷ ଟି୨୦ କ୍ରିକେଟ ଲିଗ୍‌ ଭୁବନେଶ୍ୱର ଓ କଟକର ୯ଟି ଭେନ୍ୟୁରେ ସୋମବାର ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଓସିଏ ସଭାପତି ପଙ୍କଜ ଲୋଚନ ମହାନ୍ତି...

ପ୍ରଥମ ଟେଷ୍ଟ: ପନ୍ତ୍‌ ନା ଶାହା

ନୂଆଦିଲ୍ଲୀ, ୧୫ା୧୨ (ପି.ଟି.)-ଆଡିଲେଡ୍‌ ଓଭାଲଠାରେ ଅଷ୍ଟ୍ରେଲିଆ ବିପକ୍ଷ ପ୍ରଥମ ଦିବା/ରାତ୍ର ଟେଷ୍ଟ ଗୁରୁବାରଠାରୁ ଖେଳାଯିବ। ଏଥିପାଇଁ ଚୂଡ଼ାନ୍ତ ଭାରତୀୟ ଏକାଦଶରେ ରିଷଭ ପନ୍ତ୍‌ ଓ ରିଦ୍ଧିମାନ ଶାହାଙ୍କ ମଧ୍ୟରୁ କାହାରିକୁ ନିଆଗଲେ ଭଲ ହେବ ସେଥିପାଇଁ ଟିମ୍‌ ମ୍ୟାନେଜମେଣ୍ଟ ମଧ୍ୟରେ...

ରାହାନେଙ୍କ ଉପରେ ଅଧିନାୟକତ୍ୱ ଚାପ ରହିବ ନାହିଁ’

ନୂଆଦିଲ୍ଲୀ, ୧୫ା୧୨ (ପି.ଟି.): ବିରାଟ କୋହଲିଙ୍କ ଅନୁପସ୍ଥିତିରେ ଅଜିଙ୍କ୍ୟ ରାହାନେଙ୍କୁ ଅଷ୍ଟ୍ରେଲିଆ ବିପକ୍ଷ ଶେଷ ତିନୋଟି ଟେଷ୍ଟ ମ୍ୟାଚରେ ଭାରତୀୟ ଦଳର ନେତୃତ୍ୱ ନେବାକୁ ପଡ଼ିବ। ଏହାଦ୍ୱାରା ସେ ଚାପରେ ରହିବେ ଏବଂ ତାଙ୍କ ପ୍ରଦର୍ଶନ ଉପରେ ପ୍ରଭାବ ପକାଇବ...

ଅଷ୍ଟ୍ରେଲିଆ ଦଳରେ ବଢ଼ୁଛି ଆହତ ସମସ୍ୟା

ସିଡ୍‌ନୀ, ୧୫।୧୨(ପି.ଟି.): ଭାରତ ବିପକ୍ଷ ଦିବାରାତ୍ର ପ୍ରଥମ କ୍ରିକେଟ ଟେଷ୍ଟ ପୂର୍ବରୁ ଅଷ୍ଟ୍ରେଲିଆ ଦଳରେ ଆହତ ସମସ୍ୟା ବଢ଼ିବାରେ ଲାଗିଛି। ଏବେ ଏହି ତାଲିକାରେ ସାମିଲ ହୋଇଛନ୍ତି ଦ୍ରୁତ ବୋଲର ସିଅନ ଆବୋଟ। ଦ୍ୱିତୀୟ ଓ୍ବାର୍ମଅପ୍‌ ଗେମ୍‌ ଅବସରରେ ଗୋଡ଼...

ନ୍ୟୁଜିଲାଣ୍ଡର କ୍ଲିନ୍‌ ସୁଇପ୍‌

ଓ୍ବେଲିଂଟନ୍‌, ୧୫ା୧୨ (ଏପି): ସ୍ଥାନୀୟ ବେସିନ୍‌ ରିଜର୍ଭଠାରେ ଚାଲିଥିବା ଦ୍ୱିତୀୟ କ୍ରିକେଟ ଟେଷ୍ଟ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ଏକ ଇନିଂସ ଓ ୧୨ରନରେ ଓ୍ବେଷ୍ଟଇଣ୍ଡିଜକୁ ପରାସ୍ତ କରିଛି। ଏଥିସହିତ ଦଳ ୨ ମ୍ୟାଚ ବିଶିଷ୍ଟ ସିରିଜ ୨-୦ରେ କ୍ଲିନ୍‌ ସୁଇପ୍‌ ବିଜୟ...

ଇଣ୍ଡିଆନ ସୁପର ଲିଗ୍‌ ଜାମସେଦପୁର- ମୁମ୍ବାଇ ମ୍ୟାଚ ଡ୍ର

ବାମ୍ବୋଲିମ୍‌, ୧୪।୧୨- ଇଣ୍ଡିଆନ ସୁପର ଲିଗ୍‌ରେ ସୋମବାର ଜାମସେଦପୁର ଏଫ୍‌ସି ଓ ମୁମ୍ବାଇ ସିଟି ଏଫ୍‌ସି ମ୍ୟାଚ ୧-୧ ଗୋଲରେ ଡ୍ର ରହିଛି। ଫଳରେ ଉଭୟ ଦଳ ପଏଣ୍ଟ ଭାଗ କରିଛନ୍ତି। ମ୍ୟାଚର ୯ମ ମିନିଟରେ ନେରିଜୁସ ଭାଲ୍ସକିସ୍‌ ଗୋଲ...

ବିବିଏଲରେ କୋଭିଡ୍‌-୧୯ ପ୍ରୋଟୋକଲ ଭାଙ୍ଗିଛନ୍ତି କ୍ରିସ ଲିନ, ଡାନ ଲରେନ୍ସ

ବ୍ରିସବେନ,୧୪।୧୨: ବ୍ରିସବେନ ହିଟ୍‌ ଅଧିନାୟକ କ୍ରିସ ଲିନ ଓ କ୍ଲବର ବିଦେଶୀ ଖେଳାଳି ଡାନ ଲରେନ୍ସ ଦଳର ଅନ୍ୟ ସଦସ୍ୟଙ୍କଠାରୁ ଦୂରେଇ ରହିବେ। ଦୁହେଁ କାନବେରାଠାରେ ଶନିବାର କୋଭିଡ୍‌-୧୯ ପ୍ରୋଟୋକଲ ଭଙ୍ଗ କରିଥିବା ସନ୍ଦେହ କରାଯାଉଛି। ଏହି ଘଟଣାର ତଦନ୍ତ...

କାଠରେ ନୁହେଁ ଆଲୁମୁନିୟମ ବ୍ୟାଟ୍‌ରେ ଖେଳୁଥିଲେ ଏହି ଖେଳାଳି

କ୍ରିକେଟରେ ସାଧାରଣତଃ କାଠରେ ତିଆରି ବ୍ୟାଟ୍‌ ବ୍ୟବହାର କରାଯାଏ। ହେଲେ କ୍ରିକେଟ ଇତିହାସରେ ଏମିତି ଜଣେ ଖେଳାଳି ଥିଲେ, ସେ ଆଲୁମୁନିୟମ ବ୍ୟାଟ୍‌ରେ ବ୍ୟାଟିଂ କରିଥିଲେ। ଘଟଣାଟି ହେଲା ୧୯୭୯ ମସିହାର। ଇଂଲଣ୍ଡ ଓ ଅଷ୍ଟ୍ରେଲିଆ ମଧ୍ୟରେ ପର୍ଥଠାରେ ଖେଳାଯାଉଥିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri