ଖେଳ

ପୁରୁଣା ଫର୍ମରେ ଧୋନୀ: ସିଏସ୍‌କେ ନେଟ୍ସରେ ଛକା ବର୍ଷା

ମୁମ୍ବାଇ, ୫ା୪- ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପ୍ରଥମ ଥର ପାଇଁ ଗତବର୍ଷ ପ୍ଲେଅପ୍‌ରେ ପ୍ରବେଶ କରିପାରି ନ ଥିଲା। କିନ୍ତୁ ଚଳିତ ଥର ଦଳ ଯେମିତି ଭଲ ପ୍ରଦର୍ଶନ କରିବ, ତାହା ନିଶ୍ଚିତ କରିବାକୁ ଚାହୁଁଛନ୍ତି ଅଧିନାୟକ ମହେନ୍ଦ୍ର ସିଂ…

ମୋଇନ ଅଲିଙ୍କୁ ଅନୁମତି ଦେଲା ସିଏସ୍‌କେ

ଚେନ୍ନାଇ, ୫ା୪- ଚଳିତ ଆଇପିଏଲରେ ଇଂଲଣ୍ଡ ଅଲରାଉଣ୍ଡର ମୋଇନ ଅଲି କୌଣସି ପ୍ରକାର ଲିକର ବ୍ରାଣ୍ଡର ଲୋଗୋ ଥିବା ଜର୍ସି ପିନ୍ଧିବେ ନାହିଁ। ଏ ନେଇ ସ୍ପଷ୍ଟ କରିଛି ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)। ବ୍ୟକ୍ତିଗତ ଧାର୍ମିକ ଭାବନା ଯୋଗୁ ମାଦକ…

ଧୋନୀଙ୍କ ପାଇଁ ଖାସ ଦିନ

ଚେନ୍ନାଇ, ୫।୪- ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ପାଇଁ ଆଜି (ଏପ୍ରିଲ ୫) ବେଶ୍‌ ଖାସ ଦିନ। ଆଜିକୁ ଠିକ୍‌ ୧୬ ବର୍ଷ ତଳେ ଏହି ବ୍ୟାଟ୍ସମ୍ୟାନ ହାସଲ କରିଥିଲେ କ୍ୟାରିୟରର ପ୍ରଥମ ଶତକ। ବିଶାଖାପାଟଣାଠାରେ ପାକିସ୍ତାନ ବିପକ୍ଷ ଦ୍ୱିତୀୟ…

ଆଖିବୁଜିଲେ ଏହି କ୍ରିକେଟର୍‌

ମୁମ୍ବାଇ,୫।୪: ମୁମ୍ବାଇର ପୂର୍ବତନ କ୍ରିକେଟର ମେହଲି ଇରାନୀଙ୍କ ଦୁବାଇରେ ଦେହାନ୍ତ ହୋଇଛି। ତାଙ୍କୁ ୯୦ ବର୍ଷ ବୟସ ହୋଇଥିଲା। ମୁମ୍ବାଇ କ୍ରିକେଟ ଆସୋସିଏସନ (ଏମସିଏ)ର ସର୍ବୋଚ୍ଚ କମିଟି ସଦସ୍ୟ ତଥା ବିଶିଷ୍ଟ କ୍ୟୁରେଟର ନାଦିମ ମେନନ ସୋମବାର ଏନେଇ ସୂଚନା ଦେଇଛନ୍ତି।…

ନୂଆ ଲୁକ୍‌ରେ ଶ୍ରେୟସ

ଭାରତୀୟ କ୍ରିକେଟ ଦଳର ଯୁବ ଖେଳାଳି ଶ୍ରେୟସ ଆୟାର ଜଣେ ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌। ଗତ ମାସରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଇଥିବା ପ୍ରଥମ ଦିନିକିଆ ମ୍ୟାଚ୍‌ରେ ସେ ଆହତ ହୋଇଥିଲେ। ଫଳରେ ୯ ଏପ୍ରିଲରୁ ଆରମ୍ଭ ହେବାକୁ ଥିବା ଆଇପିଏଲ୍‌ରୁ…

ଆଇପିଏଲ୍‌କୁ ନେଇ ଗାଙ୍ଗୁଲିଙ୍କ ବଡ଼ ଖୁଲାସା: ଲକ୍‌ଡାଉନ୍‌ ହେଲେ..

ନୂଆଦିଲ୍ଲୀ,୫।୪: ଆଇପିଏଲ୍‌ର ୧୪ତମ ସିଜିନ୍‌ ପାଇଁ କାଉଣ୍ଟଡାଉନ ଆରମ୍ଭ ହୋଇଯାଇଛି। ଦେଶରେ କରୋନା ମାମଲାରେ ବୃଦ୍ଧି ହେତୁ ଟି -୨୦ ଲିଗ ସ୍ଥାନ ପରିବର୍ତ୍ତନକୁ ନେଇ ଆଲୋଚନା ହୋଇଥିଲା। କିନ୍ତୁ ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି ଏ ବିଷୟରେ ସ୍ପଷ୍ଟ କରିଛନ୍ତି।…

ଶହୀଦଙ୍କୁ ସଲାମ କଲେ ଭାରତୀୟ କ୍ରିକେଟର୍‌

ନୂଆଦିଲ୍ଲୀ,୫।୪: ଛତିଶଗଡରେ ନକ୍ସଲମାନଙ୍କ ଦ୍ୱାରା ହୋଇଥିବା ଆକ୍ରମଣରେ ଦେଶର ୨୨ ସାହସୀ ଯବାନ ଶହୀଦ ହୋଇଥିବାବେଳେ ଅନ୍ୟ ଅନେକ ଗୁରୁତର ଆହତ ହୋଇଛନ୍ତି। ଏତେ ସଂଖ୍ୟକ ଯବାନ ଶହୀଦ ହେବା ନେଇ ଦେଶରେ ଶୋକର ଲହରୀ ଖେଳିଯାଇଥିବା ବେଳେ ନକ୍ସଲମାନଙ୍କ ଏହି…

ଜର୍ସିରେ ମଦ ଲୋଗୋ ରଖିବାକୁ ମନା କଲେ ଏହି ଖେଳାଳି: ଫ୍ରାଞ୍ଚାଇଜ୍‌‌ ନେଲା ଏମିତି ନିଷ୍ପତ୍ତି

ଚେନ୍ନାଇ,୫।୪: ମୁସଲମାନ କ୍ରିକେଟରମାନେ ସେମାନଙ୍କର ଧାର୍ମିକ ଭାବନାକୁ ସର୍ବଦା ସମ୍ମାନ କରନ୍ତି। ଏହି ତାଲିକାରେ ମୋଇନ ଅଲିଙ୍କ ନାମ ବୋଧହୁଏ ପ୍ରଥମେ ନିଆଯିବ। ଏବେ ଆଇପିଏଲରେ ସେ ନିଜ ଜର୍ସିରୁ ମଦ୍ୟପାନ ବିଜ୍ଞାପନ ହଟାଇବାର ନିଷ୍ପତ୍ତି ନେଇଛନ୍ତି। ଏନେଇ ସେ ନିଜ…

୮୮ ବର୍ଷରେ ଆଖିବୁଜିଲେ ଦେଶର ପ୍ରଥମ ମହିଳା କ୍ରିକେଟ ଭାଷ୍ୟକାର

ଭାରତର ପ୍ରଥମ ମହିଳା କ୍ରିକେଟ ଭାଷ୍ୟକାର ଚନ୍ଦ୍ରା ନାଏଡୁଙ୍କର ୮୮ ବର୍ଷ ବୟସରେ ଇନ୍ଦୋରରେ ପରଲୋକ ଘଟିଛି। ବିଗତ କିଛି ବର୍ଷ ହେବ ସେ ଅସୁସ୍ଥ ଥିଲେ। ସେ ଭାରତୀୟ କ୍ରିକେଟ ଦଳର ପ୍ରଥମ ଅଧିନାୟକ ତଥା ପୂର୍ବ କ୍ରିକେଟର ସିକେ…

ଆରସିବିକୁ ନେଇ ଭବିଷ୍ୟବାଣୀ କଲେ ଏହି କ୍ରିକେଟର୍‌, କହିଲେ…

ନୂଆଦିଲ୍ଲୀ,୫।୪: ବିରାଟ କୋହଲି ହେଉଛନ୍ତି ଭାରତର ସବୁଠାରୁ ସଫଳ ଟେଷ୍ଟ ଅଧିନାୟକ। ତାଙ୍କ ଅଧିନାୟକତ୍ୱରେ ଭାରତ ଗତ କିଛି ମାସ ମଧ୍ୟରେ ଅଷ୍ଟ୍ରେଲିଆ, ଇଂଲଣ୍ଡ ଭଳି ଶକ୍ତିଶାଳୀ ଦଳକୁ ପରାସ୍ତ କରିଛି। କିନ୍ତୁ ଆଜି ବି ଆଇପିଏଲ ଟାଇଟଲ ଜିତିବାର ସ୍ବପ୍ନ…

ଆଇପିଏଲ୍‌: ମିଡ୍‌ଲ ଅର୍ଡରକୁ ନେଇ ଚିନ୍ତାରେ ହାଇଦ୍ରାବାଦ

ନୂଆଦିଲ୍ଲୀ,୫।୪(ପି.ଟି.): ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ସନରାଇଜର୍ସ ହାଇଦ୍ରାବାଦ (ଏସ୍‌ଆରଏଚ୍‌) ସବୁଠାରୁ ସ୍ଥିର ପ୍ରଦର୍ଶନ କରୁଥିବା ଦଳ ବିବେଚିତ ହୋଇ ଆସୁଛି। ଗତ ୫ ବର୍ଷ ମଧ୍ୟରେ ଏ ନେଇ ହାଇଦ୍ରାବାଦ ନିଜ ପ୍ରଦର୍ଶନ ମଧ୍ୟରେ ଖ୍ୟାତିଅର୍ଜନ କରିଛି। ତେବେ ମିଡ୍‌ଲ…

ଇତିହାସ ରଚିଲେ ଏହି କ୍ରିକେଟର୍‌: ଏକଦିବସୀୟ କ୍ରିକେଟରେ ହାସଲ କଲେ ବିରଳ ରେକର୍ଡ

ଜୋହାନ୍ସବର୍ଗ,୫।୪: ପାକିସ୍ତାନର ଓପନର୍‌ ଫାଖର ଜମାନ ପୁଣି ଥରେ ଏକ ବିସ୍ଫୋରକ ଇନିଂଶ ଖେଳିଛନ୍ତି। ସେ ରବିବାର ଦକ୍ଷିଣ ଆଫ୍ରିକା ବିପକ୍ଷରେ ୧୯୩ ରନ୍‌ର ଅପରାଜିତ ଇନିଂସ ଖେଳି ତାଙ୍କ ନାମ ରେକର୍ଡ ବୁକ୍‌ରେ ସ୍ଥାନିତ କରିଥିଲେ। ଏକଦିବସୀୟ କ୍ରିକେଟରେ ଦ୍ୱିତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?