ରାଜ୍ୟ ଓପନ ରାପିଡ୍ ଚେସ୍: ସୌମ୍ୟରଞ୍ଜନ ଚାମ୍ପିୟନ
ଭୁବନେଶ୍ୱର, ୧୪ା୧୨ (ସ୍ପୋଟର୍ସ ବ୍ୟୁରୋ)- ଓଡ଼ିଶା ରାଜ୍ୟ ଚେସ୍ ଆସୋସିଏଶନ ଏବଂ ମା’ ଉତ୍ତରେଶ୍ୱରୀ କ୍ଲବ ମିଳିତ ଆନୁକୂଲ୍ୟରେ ପିପିଲିଠାରେ ଚାଲିଥିବା ୪ର୍ଥ ରାଜ୍ୟ ଓପନ ରାପିଡ୍ ଚେସ୍ ଚାମ୍ପିୟନଶିପ୍ ରବିବାର ଉଦ୍ଯାପିତ ହୋଇଯାଇଛି। ମା’ ଉତ୍ତରେଶ୍ୱରୀ ଟେମ୍ପଲ ହଲ୍ଠାରେ...
ଆଇଟିଏଫ୍ ଡବଲ୍ସ ଟାଇଟଲ ଜିତିଲେ ଅଙ୍କିତା
ଦୁବାଇ, ୧୪ା୧୨ (ପି.ଟି.)-ଭାରତୀୟ ଟପ୍ ଟେନିସ ଖେଳାଳି ଅଙ୍କିତା ରାଇନା ମହାମାରୀରେ ପ୍ରଭାବିତ ୨୦୨୦ ସିଜନରେ ତାଙ୍କର ତୃତୀୟ ଡବଲ୍ସ ଟାଇଟଲ ହାସଲ କରିଛନ୍ତି। ଏକାଟରିନ୍ ଗୋର୍ଗଜ୍ଙ୍କ ସହିତ ସେ ଏଠାରେ ଅଲ୍ ହାବ୍ତୁର ଚ୍ୟାଲେଞ୍ଜ ପ୍ରତିଯୋଗିତା ଜିତିଛନ୍ତି। ଅଣସିଡ୍...
ବାୟୋ ବବଲ୍ରେ ଆୟୋଜନ ହେବ ଆନ୍ତଃ ଜିଲା ସିନିୟର ପୁରୁଷ ଟି୨୦ ଲିଗ୍
*ଡିସେମ୍ବର ୧୪ରୁ ୨୨ ଟୁର୍ନାମେଣ୍ଟ * ମୋଟ୍ ୩୭ ଦଳ ଅଂଶଗ୍ରହଣ କରିବେ * ୧୦୩ ମ୍ୟାଚ୍ ଖେଳାଯିବ * ବାରବାଟୀରେ ଫାଇନାଲ ଭୁବନେଶ୍ୱର,୧୪।୧୨(ସ୍ପୋଟର୍ସ ବ୍ୟୁରୋ): ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ଆନୁକୂଲ୍ୟରେ ଆନ୍ତଃ ଜିଲା ସିନିୟର ପୁରୁଷ ଟି୨୦...
ପିଙ୍କ୍ ବଲ୍ ଓ୍ବାର୍ମ ଅପ୍ ଅମୀମାଂସିତ: ବେନ୍, ଜ୍ୟାକ୍ଙ୍କ ଶତକ
ସିଡ୍ନୀ,୧୪।୧୨(ପି.ଟି.): ସିଡ୍ନୀରେ ଗୁରୁବାରଠାରୁ ଆରମ୍ଭ ହେବାକୁ ଯାଉଥିବା ଦିବାରାତ୍ର ପ୍ରଥମ ଟେଷ୍ଟ ମ୍ୟାଚ ପୂର୍ବରୁ ଭ୍ରମଣକାରୀ ଭାରତୀୟ ଦଳ ଭଲ ଅଭ୍ୟାସ କରିବାର ସୁଯୋଗ ହାସଲ କରିଛି। ସ୍ଥାନୀୟ ସିଡ୍ନୀ କ୍ରିକେଟ ଗ୍ରାଉଣ୍ଡରେ ଅଷ୍ଟ୍ରେଲିଆ ଏ’ ଓ ଭାରତ ମଧ୍ୟରେ...
ଇନିଂସ ବିଜୟର ନିକଟତର ନ୍ୟୁଜିଲାଣ୍ଡ
ଓ୍ବେଲିଂଟନ, ୧୪ା୧୨ (ଏପି)-ସ୍ଥାନୀୟ ରିଜର୍ଭ ବେସିନଠାରେ ଚାଲିଥିବା ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ କ୍ରିକେଟ ଟେଷ୍ଟରେ ନ୍ୟୁଜିଲାଣ୍ଡ ଇନିଂସ ବିଜୟ ନିକଟତର ହୋଇଛି। ରବିବାର ଥିଲା ମ୍ୟାଚର ତୃତୀୟ ଦିବସ। ଫଲୋଅନ ହେବା ପରେ ଭ୍ରମଣକାରୀ ଦଳ ତୃତୀୟ ଦିବସ ଖେଳ...
ସିଜନ ଶେଷ ଗ୍ରାଁ ପ୍ରି ଜିତିଲେ ଭର୍ଷ୍ଟାପେନ୍
ୟାସ୍ ଆଇଲାଣ୍ଡ (ଆବୁଧାବି), ୧୪ା୧୨ (ଏପି)-ରେଡବୁଲ୍ ଡ୍ରାଇଭର ମାକ୍ସ ଭର୍ଷ୍ଟାପେନ୍ ସିଜନ ଶେଷ ଆବୁଧାବି ମୋଟର ରେସ୍ ଗ୍ରାଁ ପ୍ରି ଜିତିଛନ୍ତି। ରବିବାର ରେସ୍ରେ ସେ ସମ୍ପୂର୍ଣ୍ଣ ପ୍ରାଧାନ୍ୟ ବିସ୍ତାର କରିଥିଲେ। ସିଜନର ସେ ଦ୍ୱିତୀୟ ଏବଂ କ୍ୟାରିୟରର ୧୦ମ...
୧୯ ବର୍ଷରୁ କମ୍ ୨୦୨୨ ବିଶ୍ୱକପ୍: କ୍ୱାଲିଫିକେଶନ କାର୍ଯ୍ୟସୂଚୀ ପୁନଃନିର୍ଦ୍ଧାରିତ
ଦୁବାଇ,୧୪।୧୨(ପି.ଟି.): ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ଓ୍ବେଷ୍ଟଇଣ୍ଡିଜ୍ରେ ଖେଳାଯିବାକୁ ଥିବା ୨୦୨୨ ବିଶ୍ୱକପ୍ର କ୍ୱାଲିଫିକେଶନ ପାଥ୍ଓ୍ବ ବା କାର୍ଯସୂଚୀକୁ ଆଇସିସି ପୁନଃନିର୍ଦ୍ଧାରିତ କରିଛି। ଏହି ଯୋଗ୍ୟତା ପର୍ଯ୍ୟାୟ ଟୁର୍ନାମେଣ୍ଟରେ ୩୩ଟି ଦଳ ୫ଟି...
ଭିସେଞ୍ଜାରେ ପାଓଲୋ ରୋସିଙ୍କ ଅନ୍ତ୍ୟେଷ୍ଟି
ଭିସେଞ୍ଜା, ୧୪।୧୨(ଏପି): ଇଟାଲୀ କିମ୍ବଦନ୍ତୀ ଫୁଟବଲର ତଥା ୧୯୮୨ ବିଶ୍ୱକପ୍ ହିରୋ ପାଓଲୋ ରୋସିଙ୍କ ଅନ୍ତ୍ୟେଷ୍ଟ୍ରି କ୍ରିୟା ରବିବାର ଭିସେଞ୍ଜାରେ ଅନୁଷ୍ଠିତ ହୋଇଯାଇଛି। ୬୪ ବର୍ଷରେ ରୋସି ବୁଧବାର ପରଲୋକ ଗମନ କରିଥିଲେ। ରୋସିଙ୍କ ପୂର୍ବତନ ସାଥୀ ଖେଳାଳିମାନେ ତାଙ୍କ...
ଇଣ୍ଡିଆନ ସୁପର ଲିଗ୍: ବେଙ୍ଗାଲୁରୁ ୪-୨ରେ କେରଳକୁ ହରାଇଲା
ମାରଗାଓ,୧୩।୧୨(ପି.ଟି.): ଇଣ୍ଡିଆନ ସୁପର ଲିଗ୍ (ଆଇଏସ୍ଏଲ୍)ରେ ରବିବାର ରାତିରେ ଅନୁଷ୍ଠିତ ମ୍ୟାଚ୍ରେ ବେଙ୍ଗାଲୁରୁ ଏଫ୍ସି ୪-୨ ଗୋଲରେ କେରଳ ବ୍ଲାଷ୍ଟର୍ସକୁ ପରାସ୍ତ କରିଛି। ସ୍ଥାନୀୟ ଫାଟୋର୍ଡା ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚ୍ରେ ବେଙ୍ଗାଲୁରୁ ଆଧିପତ୍ୟ ବିସ୍ତାର କରି ଖେଳିଥିଲା। ସବୁ...
ଜାନୁୟାରୀ ୧୦ରୁ ମୁସ୍ତାକ ଅଲି ଟି୨୦
ନୂଆଦିଲ୍ଲୀ, ୧୩।୧୨- ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ବହୁ ବିଳମ୍ବରେ ଆୟୋଜନ କରିବାକୁ ଯାଉଛି ଘରୋଇ ସିଜନର ସୟଦ ମୁସ୍ତାକ ଅଲି ଟ୍ରଫି। ଏହି ଟି୨୦ ଭିତ୍ତିକ ଇଭେଣ୍ଟ ଜାନୁୟାରୀ ୧୦ରୁ ୩୧ ତାରିଖ ପର୍ଯ୍ୟନ୍ତ ୬ଟି ରାଜ୍ୟରେ...
ଦୁର୍ଘଟଣାରେ ପ୍ରାଣ ହରାଇଲେ ଦକ୍ଷିଣ ଆଫ୍ରିକା ଫୁଟବଲର
ଜୋହାନ୍ସବର୍ଗ, ୧୩।୧୨- ଦକ୍ଷିଣ ଆଫ୍ରିକୀୟ ଅନ୍ତର୍ଜାତୀୟ ଡିଫେଣ୍ଡର ମୋଟ୍ଜେକ ମଦିଶା ରବିବାର ଜୋହାନ୍ସବର୍ଗରେ ହୋଇଥିବା ଏକ କାର୍ ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି। ଏ ନେଇ ରବିବାର ସ୍ପଷ୍ଟ କରିଛି ଦକ୍ଷିଣ ଆଫ୍ରିକା ଫୁଟବଲ ଆସୋସିଏଶନ (ଏସ୍ଏଏଫ୍ଏ)। ଦୁର୍ଘଟଣା ବେଳେ ୨୫...
ପ୍ରବଳ ରାଗିଗଲେ ଏହି ପ୍ରସିଦ୍ଧ କ୍ରିକେଟର: ଝିଅଙ୍କୁ ନେଇ କହିଲେ ଏମିତି କଥା
କରାଚି, ୧୩।୧୨: ପାକିସ୍ତାନୀ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ଶାହିଦ ଆଫ୍ରିଦି ଅତ୍ୟଧିକ ରାଗି ଯାଇଛନ୍ତି। ଆଫ୍ରିଦି ଅଭିଯୋଗ କରିଛନ୍ତି ଯେ ତାଙ୍କ ଝିଅ ବିଷୟରେ ସୋସିଆଲ ମିଡିଆରେ ମିଥ୍ୟା ଖବର ପ୍ରଚାରିତ ହେଉଛି। କିଛି ଦିନ ପୂର୍ବରୁ ତାଙ୍କ...
Archives


