ଖେଳ

ପ୍ରବଳ ରାଗିଗଲେ ଏହି ପ୍ରସିଦ୍ଧ କ୍ରିକେଟର: ଝିଅଙ୍କୁ ନେଇ କହିଲେ ଏମିତି କଥା

କରାଚି, ୧୩।୧୨: ପାକିସ୍ତାନୀ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ଶାହିଦ ଆଫ୍ରିଦି ଅତ୍ୟଧିକ ରାଗି ଯାଇଛନ୍ତି। ଆଫ୍ରିଦି ଅଭିଯୋଗ କରିଛନ୍ତି ଯେ ତାଙ୍କ ଝିଅ ବିଷୟରେ ସୋସିଆଲ ମିଡିଆରେ ମିଥ୍ୟା ଖବର ପ୍ରଚାରିତ ହେଉଛି। କିଛି ଦିନ ପୂର୍ବରୁ ତାଙ୍କ...

ପୁଅକୁ କୋଳରେ ବସାଇ କ୍ଷୀର ପିଆଇଲେ ହାର୍ଦ୍ଦିକ ପାଣ୍ଡ୍ୟା, କହିଲେ ହୃଦୟସ୍ପର୍ଶୀ କଥା

ଭାରତୀୟ ତାରକା ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ପ୍ରାୟ ଚାରି ମାସ ପରେ ଘରକୁ ଫେରିଛନ୍ତି ଏବଂ ଏବେ ତାଙ୍କ ପରିବାର ସହିତ ସମୟ ବିତାଉଛନ୍ତି। ପାଣ୍ଡ୍ୟା ଶୁକ୍ରବାର ଦିନ ଘରକୁ ଫେରି ପୁଅ ଅଗସ୍ତ୍ୟଙ୍କ ସହ ମସ୍ତି କରିବାରେ ବ୍ୟସ୍ତ...

ବିରାଟ କୋହଲି, ଅନୁଷ୍କା ଶର୍ମାଙ୍କ ପାଇଁ ଖୁସି ଖବର

ବଲିଉଡ ଏବଂ କ୍ରୀଡା ଇଣ୍ଡଷ୍ଟ୍ରିର ସବୁଠାରୁ ଚର୍ଚ୍ଚିତ ତଥା ସୁନ୍ଦର ଦମ୍ପତିମାନଙ୍କ ମଧ୍ୟରୁ ବିରାଟ କୋହଲି ଏବଂ ଅନୁଷ୍କା ଶର୍ମା ଅନ୍ୟତମ। କେବଳ ଭାରତରେ ନୁହେଁ, ସାରା ବିଶ୍ୱରେ ଦୁହଁିଙ୍କ ପ୍ରଶଂସକ ଅଛନ୍ତି। ନିକଟରେ ଟପ୍‌ ୩୫ ଗ୍ଲୋବାଲ ଇନଷ୍ଟାଗ୍ରାମ...

ବିବାହ ଦିନ ସ୍ତ୍ରୀଙ୍କୁ ବୋଲିଂ କଲେ ଏହି କ୍ରିକେଟର୍‌, ଆଉ ତା’ପରେ

ଭାରତୀୟ କ୍ରିକେଟର ବରୁଣ ଚକ୍ରବର୍ତ୍ତୀ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ସେ ଗର୍ଲଫ୍ରେଣ୍ଡ ନେହା ଖେଡେକରଙ୍କୁ ବିବାହ କରିଛନ୍ତି। କୋଲକାତା ନାଇଟ ରାଇଡର୍ସ ପକ୍ଷରୁ ଆଇପିଏଲ ଖେଳୁଥିବା ବରୁଣଙ୍କ ଏକ ଭିଡିଓ ଏବେ ଭାଇରାଲ ହୋଇଛି। ରିସେପ୍ସନ ସମୟରେ ବରୁଣ...

ରୋହିତ ଦ୍ୱିଶତକ ମାରୁଥିବା ଦେଖି କାନ୍ଦି ପକାଇଥିଲେ ସ୍ତ୍ରୀ, ଏଭଳି ଢ଼ଙ୍ଗରେ ପାଇଥିଲେ ଉପହାର

ନୂଆଦିଲ୍ଲୀ,୧୩।୧୨: ଆଧୁନିକ ଯୁଗର ସର୍ବଶ୍ରେଷ୍ଠ ବ୍ୟାଟ୍ସମ୍ୟାନଙ୍କ ମଧ୍ୟରୁ ରୋହିତ ଶର୍ମା ଜଣେ। ଏକଦା ମଧ୍ୟ ବର୍ଗରେ ବ୍ୟାଟିଂ କରିବାକୁ ଆସୁଥିବା ଏହି କ୍ରିକେଟର ଏବେ ଓପନର ଭାବେ ନିଜକୁ ପ୍ରମାଣିତ କରିଛନ୍ତି। ରୋହିତଙ୍କ ଉପଲବ୍ଧି ମଧ୍ୟରୁ ଦିନିକିଆ କ୍ରିକେଟରେ ଦ୍ୱିଶତକ...

ଦିବାରାତ୍ର ଓ୍ବାର୍ମଅପ୍‌ ମ୍ୟାଚ: ହନୁମା, ପନ୍ତଙ୍କ ଶତକ

ସିଡ୍‌ନୀ, ୧୩।୧୨- ଅଷ୍ଟ୍ରେଲିଆ ବିପକ୍ଷ ପ୍ରଥମ ଟେଷ୍ଟ ପୂର୍ବରୁ ଶତକ ହାସଲ କରି ନିଜ ଦାବିକୁ ମଜଭୁତ କରିଛନ୍ତି ଭାରତର ହନୁମା ବିହାରୀ ଓ ରିଷଭ ପନ୍ତ। ଉଭୟଙ୍କ ଅପରାଜିତ ଶତକ ସହାୟତାରେ ଭାରତ ଏଠାରେ ଚାଲିଥିବା ଦିବାରାତ୍ର ଓ୍ବାର୍ମଅପ୍‌...

୯,୮୭୯ କୋଟିର ପୁଞ୍ଜି ଖର୍ଚ୍ଚକୁ ମଞ୍ଜୁରୀ

ନୂଆଦିଲ୍ଲୀ: ପୁଞ୍ଜି ଖର୍ଚ୍ଚ ବାବଦ ୯,୮୭୯ କୋଟିର ପ୍ରସ୍ତାବକୁ ମଞ୍ଜୁରୀ ପ୍ରଦାନ କରାଯାଇଥିବା ଅର୍ଥ ମନ୍ତ୍ରଣାଳୟ ଶନିବାର ସ୍ପଷ୍ଟ କରିଛି। ଏ ନେଇ ୨୭ ରାଜ୍ୟ ପ୍ରସ୍ତାବ ଦେଇଥିଲେ। ରାଜ୍ୟଗୁଡିକୁ ପ୍ରଥମ କିସ୍ତିରେ ୪୯୩୯.୮୧ କୋଟି ଟଙ୍କା ପ୍ରଦାନ କରାଯାଇଛି।...

ଫଲୋଅନ୍‌ ଦ୍ୱାରରେ ଓ୍ବେଷ୍ଟଇଣ୍ଡିଜ

ଓ୍ବେଲିଂଟନ, ୧୩ା୧୨ (ଏପି)- କାଇଲ ଜେମିସନ୍‌ଙ୍କ ଉଚ୍ଚକୋଟୀର ବୋଲିଂ ଯୋଗୁ ସ୍ଥାନୀୟ ରିଜର୍ଭ ବେସିନ୍‌ଠାରେ ଚାଲିଥିବା ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ କ୍ରିକେଟ ଟେଷ୍ଟରେ ଓ୍ବେଷ୍ଟଇଣ୍ଡିଜ ଫଲୋଅନ୍‌ର ସମ୍ମୁଖୀନ ହୋଇଛି। ଜେମିସନ ମାତ୍ର ୩୪ରନ ବିନିମୟରେ ୫ଉଇକେଟ ଅକ୍ତିଆର କରିଥିଲେ। ଫଳରେ...

ବଲାଙ୍ଗୀରରେ ଏଆଇଏଫ୍‌ଏଫ୍‌ ଡି’ ଡିପ୍ଲୋମା କୋଚିଂ କୋର୍ସ ଆରମ୍ଭ

ଭୁବନେଶ୍ୱର, ୧୩।୧୨(କ୍ରୀଡ଼ା ପ୍ରତିନିଧି)- ସର୍ବଭାରତୀୟ ଫୁଟବଲ ଫେଡେରେଶନ (ଏଆଇଏଫ୍‌ଏଫ୍‌) ପକ୍ଷରୁ ବଲାଙ୍ଗୀର ସଦାଇପାଲିର ଏସ୍‌ଆଇଟିଇ କ୍ୟାମ୍ପସରେ ଶନିବାରଠାରୁ ଡି’ ଡିପ୍ଲୋମା କୋଚିଂ କୋର୍ସ ଆରମ୍ଭ ହୋଇଛି। ଏହା ୧୭ ତାରିଖ ପର୍ଯ୍ୟନ୍ତ ଚାଲିବ। ରାଜ୍ୟର ବିଭିନ୍ନ ସ୍ଥାନରୁ ୨୪ ଜଣ...

ରୋହିତଙ୍କ ମୂଲ୍ୟାୟନ କରିବ ମେଡିକାଲ ଟିମ୍‌

ନୂଆଦିଲ୍ଲୀ, ୧୩ା୧୨ (ପି.ଟି.)- ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଶନିବାର ସିନିୟର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କୁ ‘କ୍ଲିନିକାଲି ଫିଟ୍‌’ ଘୋଷଣା କରିଛି। ଫଳରେ ସେ ଏଣିକି ଅଷ୍ଟ୍ରେଲିଆରେ ଭାରତୀୟ ଦଳ ସହ ଯୋଗ ଦେଇପାରିବେ। ସେଠାରେ ସେ ଶେଷ...

ସିରାଜଙ୍କୁ ଅଷ୍ଟ୍ରେଲିଆ ଗଣମାଧ୍ୟମର ପ୍ରଶଂସା

ସିଡ୍‌ନୀ, ୧୩ା୧୨ (ପି.ଟି.)- ଶନିବାର ଓ୍ବାର୍ମଅପ୍‌ ମ୍ୟାଚ ପ୍ରଥମ ଦିବସରେ ଅଷ୍ଟ୍ରେଲୀୟ ବୋଲରଙ୍କ ମୁଣ୍ଡରେ ବଲ୍‌ ବାଜିବା ପରେ ଭାରତୀୟ ଫାଷ୍ଟ ବୋଲର ମହମ୍ମଦ ସିରାଜଙ୍କ ଆଚରଣକୁ ନେଇ ଅଷ୍ଟ୍ରେଲିଆ ଗଣମାଧ୍ୟମରେ ଉଚ୍ଚ ପ୍ରଶଂସା କରାଯାଇଛି। କାମେରନ ଗ୍ରୀନ୍‌ ନିଜ...

ଭର୍ଷ୍ଟାପେନ୍‌ଙ୍କୁ ପୋଲ୍‌ ପୋଜିଶନ

ୟାସ୍‌ ଆଇଲାଣ୍ଡ, ୧୩ା୧୨-ସିଜନ ଶେଷ ଫର୍ମୁଲା ଓ୍ବାନ୍‌ ମୋଟର ରେସ୍‌ ଆବୁଧାବି ଗ୍ରାଁ ପ୍ରି ପାଇଁ ରେଡ୍‌ବୁଲ୍‌ର ମାକ୍ସ ଭର୍ଷ୍ଟାପେନ୍‌ ପୋଲ୍‌ ପୋଜିଶନ ହାସଲ କରିଛନ୍ତି। ଏହି ସିଜନରେ ମର୍ସିଡିଜ୍‌ ପ୍ରାଧାନ୍ୟ ବିସ୍ତାର କରିଥିବାବେଳେ ରେଡ୍‌ବୁଲ୍‌ର ଏହା ପ୍ରଥମ ପୋଲ୍‌...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri