ଖେଳ

ଇଣ୍ଡିଆନ ସୁପର ଲିଗ୍‌: ପ୍ରଥମ ବିଜୟ ଲକ୍ଷ୍ୟରେ ଇଷ୍ଟବେଙ୍ଗଲ

ଭାସ୍କୋ,୧୦।୧୨(ପି.ଟି.): ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌) ଟୁର୍ନାମେଣ୍ଟରେ ଗୁରୁବାର ଇଷ୍ଟବେଙ୍ଗଲ ଓ ଜାମଶେଦପୁର ଏଫ୍‌ସି ପରସ୍ପରକୁ ଭେଟିବେ। ଏହି ମ୍ୟାଚ ଇଷ୍ଟ ବେଙ୍ଗଲ ପାଇଁ ବେଶ୍‌ ଗୁରୁତ୍ୱ ବହନ କରୁଛି। ଇଷ୍ଟବେଙ୍ଗଲ ତା’ର ପ୍ରଥମ ୩ଟି ମ୍ୟାଚରେ ପରାସ୍ତ ହୋଇଛି...

ବଜରଙ୍ଗ ପୁନିଆ, ଭାଲାରିଭାନ୍‌ ପୁରସ୍କୃତ

ନୂଆଦିଲ୍ଲୀ, ୧୦ା୧୨ (ପି.ଟି.)-ଟୋକିଓ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ଅର୍ଜନ କରିଥିବା ରେସ୍‌ଲର ବଜରଙ୍ଗ ପୁନିଆ ଓ ଶୁଟର ଇଲାଭେନିଲ ଭାଲାରିଭାନ ଏଫ୍‌ଆଇସିସିଆଇ ଇଣ୍ଡିଆ ସ୍ପୋଟର୍‌ସ ଆଓ୍ବାର୍ଡ ପୁରସ୍କାରରେ ସମ୍ମାନିତ ହୋଇଛନ୍ତି। କୋଭିଡ୍‌ ଯୋଗୁ ଚଳିତବର୍ଷ ପୁରସ୍କାର ଉତ୍ସବ ଭର୍ଚୁଆଲି ଅନୁଷ୍ଠିତ...

ସବୁ ଫର୍ମାଟ୍‌ରୁ ପାର୍ଥିବ ପଟେଲଙ୍କ ଅବସର

ନୂଆଦିଲ୍ଲୀ, ୧୦।୧୨(ପି.ଟି.): ଜଣାଶୁଣା ଉଇକେଟକିପର ବ୍ୟାଟ୍ସମ୍ୟାନ ପାର୍ଥିବ ପଟେଲ ବୁଧବାର କ୍ରିକେଟର ସବୁ ଫର୍ମାଟ୍‌ରୁ ଅବସର ଘୋଷଣା କରିଛନ୍ତି। ମାତ୍ର ୧୭ ବର୍ଷ ବୟସରେ ଅନ୍ୟତମ ସର୍ବକନିଷ୍ଠ କ୍ରିକେଟର ଭାବେ ଟେଷ୍ଟ ଖେଳିଥିବା ପାର୍ଥତ୍ବ ୩୬ ଜନ୍ମଦିବସ ପାଳନ କରିବାର...

ଇଣ୍ଡିଆନ ସୁପର ଲିଗ୍‌: ମୁମ୍ବାଇର କ୍ରମାଗତ ଚତୁର୍ଥ ବିଜୟ

ବାମ୍ବୋଲିମ,୧୦।୧୨(ପି.ଟି.): ହାଇପ୍ରୋଫାଇଲ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ରେ ମୁମ୍ବାଇ ସିଟି ଏଫ୍‌ସି ତା’ର ପତିଆରା ଜାରି ରଖିଛି। ବୁଧବାର ଅନୁଷ୍ଠିତ ମ୍ୟାଚରେ ମୁମ୍ବାଇ ସିଟି ଏଫ୍‌ସି ୨-୧ ଗୋଲରେ ଚେନ୍ନାଇନ ଏଫ୍‌ସିକୁ ପରାସ୍ତ କରିଛି। କଡ଼ା ସଂଘର୍ଷପୂର୍ଣ୍ଣ ଏହି ମ୍ୟାଚରେ...

ମ୍ୟାନ ଅଫ ସିରିଜ’ ଟ୍ରଫିକୁ ଏହି ଖେଳାଳିଙ୍କୁ ଦେଲେ ହାର୍ଦ୍ଦିକ ପାଣ୍ଡ୍ୟା

ସିଡନୀ,୯।୧୨: ଅଷ୍ଟ୍ରେଲିଆ ବିପକ୍ଷ ଟି -୨୦ ସିରିଜରେ ହାର୍ଦ୍ଦିକ ପାଣ୍ଡ୍ୟା ଏବଂ ଟି ନଟରାଜନ ପ୍ରାଧାନ୍ୟ ବିସ୍ତାର କରିଥିଲେ। ପାଣ୍ଡ୍ୟା ବ୍ୟାଟ ନଟରାଜନ ବଲରେ ଯାଦୁ ଦେଖିଥିଲେ। ଦଳ ପାଇଁ ପାଣ୍ଡ୍ୟା ଜଣେ ଭଲ ଫିନିଶର ଭୂମିକା ନିଭାଇ ଥିଲେ।...

କ୍ରିକେଟକୁ ବାଏ ବାଏ କହିଲେ ଏହି ପ୍ରସିଦ୍ଧ କ୍ରିକେଟର୍‌

ନୂଆଦିଲ୍ଲୀ,୯।୧୨: ଭାରତୀୟ ଉଇକେଟ କିପର ବ୍ୟାଟ୍ସମ୍ୟାନ ପାର୍ଥିବ ପଟେଲ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଛନ୍ତି। ଗୁଜୁରାଟର ଏହି ଖେଳାଳି ସୋସିଆଲ ମିଡିଆରେ ଏକ ଲମ୍ବା ପୋଷ୍ଟ ଲେଖି ତାଙ୍କର ୧୮ବର୍ଷର କ୍ୟାରିଅରକୁ ସମାପ୍ତ କରିଥିଲେ। ୩୫ ବର୍ଷୀୟ ପଟେଲ ୨୫ଟି...

ସକାଳୁ ଉଠି ଦେଖିବି.. କାହିଁକି ଏମିତି କହିଲେ ବିରାଟ କୋହଲି

ସିଡନୀ,୯।୧୨: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ୪ଟିକିଆ ଟେଷ୍ଟ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ୧୭ରୁ ୨୧ ଡିସେମ୍ବରରୁ ଆରମ୍ଭ ହେବ। ଏହାପୂର୍ବରୁ ଅଷ୍ଟ୍ରେଲିଆ ବିପକ୍ଷରେ ଭାରତ ଆଉ ଗୋଟେିଏ ଅଭ୍ୟାସ ମ୍ୟାଚ୍‌ ଖେଳିବ। ଏହି ଅଭ୍ୟାସ ମ୍ୟାଚ୍‌ରେ ଭାରତୀୟ ଅଧିନାୟକ...

କୃଷକ ଆନ୍ଦୋଳନରେ ଯୋଗ ଦେଲେ ଏହି ପ୍ରସିଦ୍ଧ କ୍ରିକେଟର

ନୂଆଦିଲ୍ଲୀ,୯।୧୨: ପଞ୍ଜାବ ରଣଜୀ ଦଳର ଅଧିନାୟକ ତଥା ଇଣ୍ଡିଆନ ପ୍ରିମିୟର ଲିଗର କିଙ୍ଗସ ଏକାଦଶ ପଞ୍ଜାବ ଖେଳାଳି ମନଦୀପ ସିଂ କୃଷକ ଆନ୍ଦେଳନକୁ ସମର୍ଥନ କରିଛନ୍ତି। ସେ କୃଷକ ଆନ୍ଦୋଳନରେ ଯୋଗଦେଇଛନ୍ତି। ଏହା ସହିତ ଏହି ଆନ୍ଦୋଳନରେ ଭାଗ ନେଉଥିବା...

ଭୁଲ୍‌ କରିଦେଲେ ବିରାଟ କୋହଲି

ସିଡନୀ,୯।୧୨: ଭାରତୀୟ ଦଳର ଏକ ଭୁଲ ନିଷ୍ପତି ଯୋଗୁ ତୃତୀୟ ଟି-୨୦ରେ ଭାରତ ପରାସ୍ତ ହୋଇଛି। ଡିଆରଏସ୍‌ ନେବାରେ ବିଳମ୍ବ ହେତୁ ଅଷ୍ଟ୍ରେଲୀୟ ଉଇକେଟ କିପର ବ୍ୟାଟ୍ସମ୍ୟାନ ମାଥ୍ୟୁ ୱେଡ ଗୁରୁତ୍ୱପୂର୍ଣ୍ଣ ୩୦ ରନ ସ୍କୋର କରିଥିଲେ, ଯାହା ଶେଷରେ...

ଆଖିବୁଜିଲେ ଏହି ପ୍ରସିଦ୍ଧ କ୍ରିକେଟରଙ୍କ ପିତା

ଖ୍ରୀଷ୍ଟଚର୍ଚ୍ଚ,୯।୧୨:ଇଂଲଣ୍ଡ ତାରକା ଅଲରାଉଣ୍ଡର ବେନ ଷ୍ଟୋକ୍ସଙ୍କ ପିତା ଗେରାର୍ଡ ଷ୍ଟୋକ୍ସଙ୍କ ପରଲୋକ ଘଟିଛି। ସେ କିଛି ଦିନ ହେବ ମସ୍ତିଷ୍କ କ୍ୟାନସର ସହିତ ଯୁଦ୍ଧ କରୁଥିଲେ। ରଗବି ୱର୍କିଙ୍ଗଟନ କ୍ଲବ ଗେରାର୍ଡଙ୍କ ମୃତ୍ୟୁକୁ ନିଶ୍ଚିତ କରିଛି। କ୍ଲବ ପକ୍ଷରୁ କୁହାଯାଇଛି...

ମନର ଯନ୍ତ୍ରଣା ପ୍ରକାଶ କଲେ ହାର୍ଦ୍ଦିକ ପାଣ୍ଡ୍ୟା

ସିଡନୀ,୯।୧୨: ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ଟି-୨୦ ସିରିଜ୍‌କୁ ଟିମ୍‌ ୨-୧ରେ ଜିତିନେଇଛି। ଏହି ସିରିଜ୍‌ରେ ମ୍ୟାନ୍‌ ଅଫ୍‌ ଦି ମ୍ୟାଚ୍‌ ବିବେଚିତ ହୋଇଛନ୍ତି ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା। ଜବରଦସ୍ତ ପ୍ରଦର୍ଶନ ମାଧ୍ୟମରେ ସେ ସମସ୍ତଙ୍କ ହୃଦୟ ଜିତିଥିଲେ ପାଣ୍ଡ୍ୟା। ମ୍ୟାଚ୍‌...

ବିରାଟ-ଅନୁଷ୍କା ଜଣାଇଲେ ଖୁସି ଖବର, ଏହି ଫଟୋକୁ କରାଗଲା ସବୁଠୁ ଅଧିକ ପସନ୍ଦ

ବଲିଉଡ୍‌ ଏବଂ କ୍ରିକେଟ ଦୁନିଆର ସବୁଠାରୁ ପ୍ରସିଦ୍ଧ ଦମ୍ପତି ଅନୁଷ୍କା ଶର୍ମା ଏବଂ ବିରାଟ କୋହଲିଙ୍କ ପ୍ରଶଂସକ ସଂଖ୍ୟା ବଢ଼ିବାରେ ଲାଗିଛି। ଚଳିତ ବର୍ଷ ଅଗଷ୍ଟ ମାସରେ ବିରାଟ-ଅନୁଷ୍କା ସୋସିଆଲ ମିଡିଆରେ ନିଜ ପ୍ରଶଂସକଙ୍କ ସହ ଏକ ଖୁସି ଖବର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri