ଖେଳ

ବିରାଟ କୋହଲିଙ୍କ ପରେ ପିତା ହେବାକୁ ଯାଉଛନ୍ତି ଆଉ ଜଣେ ଅଧିନାୟକ

ଅଷ୍ଟ୍ରେଲିଆ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚ ଖେଳିବା ପରେ ଭାରତୀୟ ଅଧିନାୟକ ବିରାଟ କୋହଲି ପିତୃତ୍ୱ ଛୁଟିରେ ଯିବେ। ଜାନୁଆରୀ ଆରମ୍ଭରେ କୋହଲି ଏବଂ ତାଙ୍କ ସ୍ତ୍ରୀ ଅନୁଷ୍କା ଶର୍ମାଙ୍କ ଜୀବନରେ ଏକ ଛୋଟ ଅତିଥି ଆସିବାକୁ ଯାଉଛି। କୋହଲିଙ୍କ...

ଏହି ପ୍ରସିଦ୍ଧ ବ୍ୟାଟ୍ସମ୍ୟାନ୍‌ଙ୍କୁ କପି କଲେ ବିରାଟ କୋହଲି: ମିଳିଲା ଏମିତି ପ୍ରତିକ୍ରିୟା

ବିରାଟ କୋହଲିଙ୍କ ନେତୃତ୍ୱରେ ଟିମ ଇଣ୍ଡିଆ ଆୟୋଜକ ଅଷ୍ଟ୍ରେଲିଆ ବିପକ୍ଷରେ ୩ ମ୍ୟାଚ୍‌ ବିଶିଷ୍ଟ ଟି -୨୦ ସିରିଜ୍‌ ଖେଳୁଛି। ଭାରତ ପ୍ରଥମ ମ୍ୟାଚକୁ ୧୧ ରନ ଏବଂ ଦ୍ୱିତୀୟ ମ୍ୟାଚରେ ୬ ଉଇକେଟ ବ୍ୟବଧାନରେ ଜିତିଥିଲା। ଦ୍ୱିତୀୟ ଟି...

ସିଂହକୁ କ୍ଷୀର ପିଆଉଛନ୍ତି ଏହି ପ୍ରସିଦ୍ଧ କ୍ରିକେଟର୍‌ଙ୍କ ସ୍ତ୍ରୀ

ଆଇପିଏଲ୍‌ର ୧୩ ତମ ସିଜନ ଶେଷ ହେବା ପରେ ଚେନ୍ନାଇ ସୁପର କିଙ୍ଗ୍ସର ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ତାଙ୍କ ପରିବାର ଏବଂ କିଛି ସାଙ୍ଗମାନଙ୍କ ସହିତ ଛୁଟି କାଟିବା ପାଇଁ ଦୁବାଇ ଆସିଥିଲେ। ସେ ଦୀର୍ଘ ସମୟ ଧରି...

ଗୋଟିଏ କିଡ୍‌ନୀରେ ସଫଳତା ହାସଲ କରିଥିଲେ ଅଞ୍ଜୁ

କୋଚି, ୭ା୧୨ (ପି.ଟି.)-ଅଲିମ୍ପିଆନ ଅଞ୍ଜୁ ବବି ଜର୍ଜ ଏକ ଟୁଇଟ୍‌ରେ ତାଙ୍କର ଏକ ବ୍ୟକ୍ତିଗତ ଗୋପନ କଥା ସାଧାରଣରେ ପ୍ରକାଶ କରିଛନ୍ତି। ୨୦୦୩ରେ ପ୍ୟାରିସ୍‌ରେ ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ୍‌ ଲଙ୍ଗ୍‌ଜମ୍ପ୍‌ରେ ଅଞ୍ଜୁ ଐତିହାସିକ ବ୍ରୋଞ୍ଜ ପଦକ ହାସଲ କରିଥିଲେ। ସେତେବେଳେ...

ପେରେଜଙ୍କୁ ପ୍ରଥମ ଫର୍ମୁଲା ଓ୍ବାନ୍‌ ଟାଇଟଲ

ସାଖୀର (ବାହାରିନ୍‌),୮ା୧୨- ରବିବାର ଅନୁଷ୍ଠିତ ସାଖୀର ଗ୍ରାଁପ୍ରିରେ ରେସିଂ ପଏଣ୍ଟର ସର୍ଗିଓ ପେରେଜ ତାଙ୍କର ପ୍ରଥମ ଫର୍ମୁଲା ଓ୍ବାନ୍‌ ବିଜୟ ହାସଲ କରିଛନ୍ତି। ଫର୍ମୁଲା ଓ୍ବାନ୍‌ରେ ଏହା ଥିଲା ତାଙ୍କର ୧୯୦ତମ ରେସ୍‌। ମର୍ସିଡିଜ୍‌ ଟିମ୍‌ ଆଶାନୁରୂପ ପ୍ରଦର୍ଶନ କରିପାରି...

ଗ୍ରୀନ୍‌ଙ୍କ ଶତକ: ଅଷ୍ଟ୍ରେଲିଆ ‘ଏ’ ଅଗ୍ରଣୀ

ସିଡ୍‌ନୀ, ୮।୧୨-କାମେରନ ଗ୍ରୀନ୍‌ଙ୍କ ଅପରାଜିତ ଶତକ ସହାୟତାରେ ଅଷ୍ଟ୍ରେଲିଆ ‘ଏ’ ଏଠାରେ ଚାଲିଥିବା ଭାରତ ‘ଏ’ ବିପକ୍ଷ ଓ୍ବାର୍ମଅପ୍‌ ମ୍ୟାଚରେ ୩୯ ରନରେ ଅଗ୍ରଣୀଲାଭ କରିଛି। ଭାରତ ଏହାର ପ୍ରଥମ ଇନିଂସକୁ ୨୪୭/୯ରେ ଘୋଷଣା କରିଥିବାବେଳେ ସୋମବାର ଦ୍ୱିତୀୟ ଦିବସ...

ସ୍କଟିଶ ମହିଳା ପ୍ରିମିୟର ଲିଗ୍‌:ପ୍ରଥମ ଗୋଲ ସ୍କୋର କଲେ ବାଲା

ଗ୍ଲାସ୍‌ଗୋ, ୮ା୧୨ (ପି.ଟି.)- ସ୍କଟିଶ ମହିଳା ପ୍ରିମିୟର ଲିଗ୍‌ରେ ଭାରତର ଷ୍ଟାର ଫୁଟ୍‌ବଲର ବାଲା ଦେବୀ ତାଙ୍କର ପ୍ରଥମ ଗୋଲ୍‌ ସ୍କୋର କରିଛନ୍ତି। ବାଲା ଏହି ଫୁଟ୍‌ବଲ ଟୁର୍ନାମେଣ୍ଟରେ ରେଞ୍ଜର୍ସ ଏଫ୍‌ସି ଦଳ ତରଫରୁ ଖେଳୁଛନ୍ତି। ତାଙ୍କ ଦଳ ରବିବାର...

ବାମଣ୍ଡା କପ କ୍ରିକେଟ ଟୁର୍ନାମେଣ୍ଟ ସ୍ଥଗିତ

ଦେବଗଡ଼, ୮।୧୨(ଡି.ଏନ.ଏ.)- ରବିବାର ସନ୍ଧ୍ୟାରେ ବାମଣ୍ଡା କ୍ରିକେଟ କ୍ଲବର ଏକ ବୈଠକ କ୍ଲବର ସଭାପତି ତଥା ବିଧାୟକ ସୁବାଷ ଚନ୍ଦ୍ର ପାଣିଗ୍ରାହୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିଲା।୧୯୯୦ ମସିହାରୁ ଅନୁଷ୍ଠିତ ହୋଇ ଆସୁଥିବା ବାମଣ୍ଡା କପ କ୍ରିକେଟ ଟୁର୍ନାମେଣ୍ଟ ଚଳିତବର୍ଷ ତଥା...

ଜାମସେଦପୁରର ପ୍ରଥମ ବିଜୟ

ଭାସ୍କୋ, ୭।୧୨- ନେରିଜୁସ୍‌ ଭାଲ୍ସକିସଙ୍କ ଡବଲ ଗୋଲ ବଳରେ ଜାମସେଦପୁର ଏଫସି ଚଳିତ ଆଇଏସ୍‌ଏଲ (ଇଣ୍ଡିଆନ ସୁପର ଲିଗ୍‌)ରେ ସୋମବାର ପ୍ରଥମ ବିଜୟ ହାସଲ କରିଛି। ଜାମସେଦପୁର ଏଫସି ୨-୧ ଗୋଲରେ ଏଟିକେ ମୋହନବାଗାନକୁ ହରାଇ ଦେଇଛି। ଏହା ଚଳିତ...

ଇଂଲଣ୍ଡ-ଦକ୍ଷିଣ ଆଫ୍ରିକା ଦିନିକିଆ ସିରିଜ୍‌ ବାତିଲ

ଜୋହାନ୍ସବର୍ଗ, ୭।୧୨- ଭ୍ରମଣକାରୀ ଇଂଲଣ୍ଡ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ହେବାକୁ ଥିବା ଦିନିକିଆ ସିରିଜ୍‌କୁ ବାତିଲ କରି ଦିଆଯାଇଛି। ଦୁଇ ଦଳର କିଛି ଖେଳାଳିଙ୍କ କୋଭିଡ୍‌-୧୯ ଟେଷ୍ଟ ରିପୋର୍ଟ ପଜେଟିଭ ଆସିବା ପରେ ସିରିଜ୍‌କୁ ବାତିଲ କରିବାକୁ ନିଷ୍ପତ୍ତି...

ପ୍ରଥମ ଟେଷ୍ଟରେ ନ ଖେଳିପାରନ୍ତି ଜାଡେଜା

ନୂଆଦିଲ୍ଲୀ, ୭।୧୨- ଭାରତୀୟ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ଅଷ୍ଟ୍ରେଲିଆ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚ୍‌ ନ ଖେଳି ପାରନ୍ତି। ପ୍ରଥମ ଟି୨୦ ମ୍ୟାଚ୍‌ରେ ମୁଣ୍ଡରେ ବଲ ବାଜିବା ଓ ମାଂସପେଶୀରେ ଆଘାତ କାରଣରୁ ତାଙ୍କୁ ବିଶ୍ରାମ ମିଳିପାରେ। ୩୨ ବର୍ଷୀୟ...

କୋହଲିଙ୍କ ଘରଠାରୁ ଦୁଇଗୁଣ ମହଙ୍ଗା ଘର; ବାପାଙ୍କଠାରୁ ଦୂରରେ ଏଠାରେ ରହୁଛନ୍ତି ଯୁବରାଜ

ଭାରତୀୟ କ୍ରିକେଟ ଟିମ୍‌ର ସୁପରଷ୍ଟାର ଖେଳାଳି ହେଲେ ଯୁବରାଜ ସିଂହ। ବିଶ୍ୱକପ୍‌ରେ ସେ ପ୍ଲେୟାର ଅଫ୍‌ ଦ ଟୁର୍ନାମେଣ୍ଟ ପୁରସ୍କାର ଜିତିଥିଲେ। ତେବେ ଯୁବରାଜ ଯେତିକି ନିଜର ଖେଳ ପାଇଁ ପରିଚିତ ସେତିକି ନିଜର ଜୀବନଚର୍ଯ୍ୟା ପାଇଁ । ବହୁତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri