ଖେଳ

ଭାରତ- ଇଂଲଣ୍ଡ ସିରିଜ୍‌ ଫଳାଫଳରେ ଖୁସି ଅଛନ୍ତି ଏହି ୪ ଆଇପିଏଲ ଟିମ୍‌

ନୂଆଦିଲ୍ଲୀ,୩୦।୩: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଗତ ୫୨ ଦିନ ମଧ୍ୟରେ ୪ଟି ଟେଷ୍ଟ, ପାଞ୍ଚଟି ଟି-୨୦ ଏବଂ ତିନୋଟି ଏକଦିବସୀୟ ମ୍ୟାଚ୍‌ ଖେଳାଯାଇଥିଲା। ଟିମ ଇଣ୍ଡିଆ ସମସ୍ତ ତିନୋଟି ସିରିଜ ଜିତିବାରେ ସଫଳ ହୋଇଥିଲା। ଏହି ସିରିଜର ଫଳାଫଳକୁ ନେଇ…

ଆଜି ଭାରତୀୟ କ୍ରିକେଟର୍‌ ଏକ ସ୍ମରଣୀୟ ଦିନ: ଜାଣନ୍ତୁ କ’ଣ ହୋଇଥିଲା

କ୍ରିକେଟ ପ୍ରେମୀଙ୍କ ପାଇଁ ଆଜି ଏକ ବିଶେଷ ଦିନ। ୧୪ ବର୍ଷ ପୂର୍ବେ ଆଜି, ଭାରତର ପୂର୍ବତନ ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ ବୀରେନ୍ଦ୍ର ସେହ୍ବାଗ ଟେଷ୍ଟ କ୍ରିକେଟର୍‌ରେ ଇତିହାସ ରଚିଥିଲେ। ସେହ୍ବାଗ ମାର୍ଚ୍ଚ ୨୮, ୨୦୦୪ରେ ମୁଲତାନ ଟେଷ୍ଟରେ ପାକିସ୍ତାନୀ ବୋଲରଙ୍କୁ ପ୍ରହାର…

ପୁଣି ଜଣେ କ୍ରିକେଟର୍‌ଙ୍କୁ କରୋନା

ନୂଆଦିଲ୍ଲୀ,୩୦।୩: ସଡକ ସୁରକ୍ଷା ବିଶ୍ୱ ସିରିଜ ଭାରତୀୟ ଖେଳାଳିଙ୍କ ପାଇଁ ଏକ ସମସ୍ୟା ପାଲଟିଛି। ଏପର୍ଯ୍ୟନ୍ତ ଏହି ସିରିଜ୍‌ ଖେଳିଥିବା ୪ ଜଣ ଭାରତୀୟ ଖେଳାଳି କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସଚିନ ତେନ୍ଦୁଲକର, ୟୁସୁଫ ପଠାନ ଏବଂ ଏସ ବଦ୍ରିନାଥ…

ଆଇସିସି ଡବ୍ଲ୍ୟୁସି ସୁପର ଲିଗ୍‌ ତାଲିକାରେ ଉଠିଲା ଭାରତ

ନୂଆଦିଲ୍ଲୀ,୨୯।୩ : ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ପୁରୁଷ ବିଶ୍ୱକପ୍‌ ସୁପର ଲିଗ୍‌ ତାଲିକାରେ ସପ୍ତମ ସ୍ଥାନକୁ ଉଠିଛି ଭାରତୀୟ ଦଳ। ଇଂଲଣ୍ଡ ବିପକ୍ଷ ଅନ୍ତିମ ମ୍ୟାଚ୍‌କୁ ୭ ରନ୍‌ରେ ଜିତିବା ସହ ଭାରତୀୟ ଦଳ ୨-୧ରେ ହାତେଇ ନେଇଛି ଦିନିକିଆ…

ଗୋଟିଏ ଓଭରରେ ୬ ଛକା ମାରିଲେ ଏହି ବ୍ୟାଟ୍ସମ୍ୟାନ

କଲମ୍ବୋ,୨୯।୩ : ଅଲରାଉଣ୍ଡର ଥିସାରା ପେରେରା ଶ୍ରୀଲଙ୍କାର ପ୍ରଥମ ଖେଳାଳି ଭାବେ ଗୋଟିଏ ଓଭରରେ ଲଗାଇଛନ୍ତି ୬ଟି ଛକା। ୩୧ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ ସୋମବାର ଖେଳାଯାଇଥିବା ଘରୋଇ କ୍ରିକେଟ ଟୁର୍ନାମେଣ୍ଟର ଏକ ମ୍ୟାଚ୍‌ରେ ୧୩ଟି ବଲର ସମ୍ମୁଖୀନ ହୋଇ ଖେଳିଛନ୍ତି…

ଭାରତର ବିଜୟ ପରେ ରାଗିଯାଇଥିଲେ କୋହଲି: କାରଣ ଜାଣିଲେ…

କ୍ରିକେଟରେ ହାରିଥିବା ଦଳର ଖେଳାଳିଙ୍କୁ ମ୍ୟାନ୍‌ ଅଫ୍‌ ଦି ମ୍ୟାଚ୍‌ ଦିଆଯିବା ଖୁବ୍‌ କମ୍‌ ଦେଖିବାକୁ ମିଳିଥାଏ। ଠିକ୍‌ ଏମିତି କିଛି ଦେଖିବାକୁ ମିଳିଛି ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଇଥିବା ତୃତୀୟ ମ୍ୟାଚ୍‌ରେ। ଏହି ମ୍ୟାଚ୍‌ରେ ଅନେକ ଖେଳାଳି ଭଲ…

ସଚିନ୍‌, ୟୁସୁଫ୍‌ଙ୍କ ପରେ ଏହି କ୍ରିକେଟର ହେଲେ କରୋନା ପଜିଟିଭ

ନୂଆଦିଲ୍ଲି, ୨୯।୩: ଭାରତର ମହାନ କ୍ରିକେଟର ସଚିନ ତେନ୍ଦୁଲକର ଏବଂ ଅଲରାଉଣ୍ଡର ୟୁସୁଫ୍‌ ପଠାନଙ୍କ ପରେ ଆଉ ଜଣେ କ୍ରିକେଟର କରୋନା ସଂକ୍ରମିତ ହୋଇଛନ୍ତି। ସେ ହେଲେ ପୂର୍ବତନ ଭାରତୀୟ ବ୍ୟାଟ୍ସମ୍ୟାନ୍‌ ଏସ୍‌ ବଦ୍ରିନାଥ। ଏ ନେଇ ବଦ୍ରିନାଥ ନିଜେ ଟୁଇଟ…

ହାତଯୋଡି ମୁଣ୍ଡ ନୁଆଁଇଲେ ହାର୍ଦ୍ଦିକ ପାଣ୍ଡ୍ୟା: କାରଣ ଜାଣିଲେ…

ପୁଣେ, ୨୯।୩: ଭାରତ ବିପକ୍ଷ ତୃତୀୟ ଦିନିକିଆରେ ବେନ ଷ୍ଟୋକ୍‌ସ ୩୯ ବଲରେ ୩୫ ରନ୍‌ କରି ଟି ନଟରାଜନଙ୍କ ବଲରେ ଆଉଟ ହୋଇଥିଲେ। ଏହି ସମୟରେ ହାର୍ଦ୍ଦିକ ପାଣ୍ଡ୍ୟା ହାତଯୋଡି ପଡ଼ିଆରେ ନତମସ୍ତକ ହୋଇ ସମସ୍ତ ଖେଳାଳିଙ୍କୁ କ୍ଷମା ମାଗିଥିଲେ।…

ଖାଲି ହାତରେ ସ୍ବଦେଶ ଫେରିଲା ଇଂଲଣ୍ଡ

ପୁଣେ,୨୮।୩ : ଏଥର ଖାଲି ହାତରେ ଫେରିଛି ଇଂଲଣ୍ଡ। କୌଣସି ଫର୍ମାଟରେ ଜିତିପାରିଲା ନାହିଁ ସିରିଜ୍‌। ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳର ଫିଲ୍ଡିଂ ବର୍ତ୍ତମାନ କେଉଁ ସ୍ଥରର ତାହା ଦେଖିବାକୁ ମିଳିଲା। ପ୍ରଥମେ ଟେଷ୍ଟ ଓ ଟି୨୦ ଆଉ ଏବେ…

ପାକିସ୍ତାନର କିମ୍ବଦନ୍ତୀଙ୍କ ଦକ୍ଷତା ଉପରେ ପ୍ରଶ୍ନ ଉଠାଇଲେ ଫିକ୍ସିଂରେ ଜଡ଼ିତ ଥିବା କ୍ରିକେଟର

ଲାହୋର,୨୮।୩ : ବଲକୁ ରିଭର୍ସ ସିଇଂ କରାଇବା ଲାଗି ଚିଟିଂ କରୁଥିଲେ କିମ୍ବଦନ୍ତୀ ପାକିସ୍ତାନ ପେସର ଓ୍ବାକର ୟୁନିସ। ଏଭଳି ମନ୍ତବ୍ୟ ଦେଇ ଅନ୍ତର୍ଜାତୀୟ ସ୍ତରରେ ୭୮୯ ଉଇକେଟ ହାତେଇଥିବା ଓ୍ବାକରଙ୍କ ଦକ୍ଷତା ଉପରେ ପ୍ରଶ୍ନ ଉଠାଇଛନ୍ତି ପୂର୍ବତନ ପାକିସ୍ତାନ ବୋଲର…

ସଚିନ-ଗାଙ୍ଗୁଲିଙ୍କ କ୍ଲବରେ ରୋହିତ-ଧାଓ୍ବନଙ୍କ ଯୋଡ଼ି

ପୁଣେ,୨୮।୩ : ଭାରତୀୟ ଓପନର ରୋହିତ ଶର୍ମା ଓ ଶିଖର ଧାଓ୍ବନ ରବିବାର ଦେଶର ଦ୍ୱିତୀୟ ଯୋଡ଼ି ଭାବେ ଦିନିକିଆରେ ୫ ହଜାର ରନ୍‌ର ଭାଗୀଦାରିତା କରିଛନ୍ତି। ଇଂଲଣ୍ଡ ବିପକ୍ଷ ତୃତୀୟ ତଥା ଅନ୍ତିମ ମ୍ୟାଚ୍‌ରେ ଏହି ମାଇଲଷ୍ଟୋନ ହାସଲ କରିଛି…

ତାରକା ବ୍ୟାଟ୍ସମ୍ୟାନ ଫେଲ୍‌ ମାରିବା ସତ୍ତ୍ୱେ ଟିମ୍‌ ଇଣ୍ଡିଆ ଛିଡ଼ା କଲା ବିଶାଳ ବିଜୟ ଲକ୍ଷ୍ୟ

ପୁଣେ,୨୮।୩ : ଇଂଲଣ୍ଡ ବିପକ୍ଷ ତୃତୀୟ ତଥା ନିର୍ଣ୍ଣାୟକ ଦିନିକିଆ ମ୍ୟାଚ୍‌ରେ ଫେଲ୍‌ ମାରିଛନ୍ତି ଟିମ୍‌ ଇଣ୍ଡିଆର ତାରକା ବ୍ୟାଟ୍ସମ୍ୟାନମାନେ। ଏହା ସତ୍ତ୍ୱେ ଭ୍ରମଣକାରୀ ଦଳ ଆଗରେ ୩୩୦ ରନ୍‌ର ବିଶାଳ ଟାର୍ଗେଟ ଛିଡ଼ା କରିଛି ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?