ଖେଳ

ତେନ୍ଦୁଲକରଙ୍କୁ କ୍ଷମା ମାଗିଲେ ପିଟରସନ୍, କାରଣ ଜାଣିଲେ…

ନୂଆଦିଲ୍ଲୀ,୨୮।୩: କୋଭିଡ ସମ୍ବନ୍ଧିତ ଏକ ଟୁଇଟ୍‌କୁ ନେଇ ଅଡ଼ୁଆରେ ପଡ଼ିବା ପରେ ମହାନ କ୍ରିକେଟର ସଚିନ ତେନ୍ଦୁଲକରଙ୍କୁ କ୍ଷମା ମାଗିଛନ୍ତି ଇଂଲଣ୍ଡର ପୂର୍ବ ଅଧିନାୟକ କେଭିନ୍‌ ପିଟରସନ୍। ଶନିବାର ସଚିନ କରୋନା ସଂକ୍ରମିତ ହୋଇଥିବା ନେଇ ଟୁଇଟ୍‌ କରିଥିଲେ। ଏହାପରେ ପିଟରସେନ…

ସଚିନ୍‌ଙ୍କ ପରେ ଏହି କ୍ରିକେଟର ହେଲେ କରୋନା ପଜିଟିଭ୍‌

ନୂଆଦିଲ୍ଲୀ,୨୮।୩: ଭାରତର ମହାନ କ୍ରିକେଟର ସଚିନ ତେନ୍ଦୁଲକରଙ୍କ ପରେ ଆଉ ଜଣେ କ୍ରିକେଟରେ କରୋନା ସଂକ୍ରମିତ ହୋଇଛନ୍ତି। ସେ ହେଲେ ପୂର୍ବ ଅଲ୍‌ରାଉଣ୍ଡର ୟୁସୁଫ ପଠାନ। କୋଭିଡ ପଜିଟିଭ୍‌ ଜଣାପଡ଼ିବା ପରେ ସେ କ୍ୱାରାଣ୍ଟାଇନ୍‌ରେ ରହିଛନ୍ତି। ୟୁସୁଫ ନିଜର ସୋସିଆଲ ଆକାଉଣ୍ଟରେ…

ଆଜି ଭାରତ-ଇଂଲଣ୍ଡ ନିର୍ଣ୍ଣାୟକ ମୁକାବିଲା: ଜାଣନ୍ତୁ କେବେ, କେଉଁଠି ଆଉ କେତେବେଳେ ଦେଖିପାରିବେ ଏହି ମ୍ୟାଚ୍‌…

ପୁଣେ,୨୮।୩: ରବିବାର ପୁଣେର ଏମ୍‌ସିଏ ଷ୍ଟାଡିୟମରେ ଭାରତ-ଇଂଲଣ୍ଡ ମଧ୍ୟରେ ନିର୍ଣ୍ଣାୟକ ମୁକାବିଲା ଖେଳାଯିବ। ସ୍ଥିତି ବରାବରରେ ଥିବାରୁ ସିରିଜର ତୃତୀୟ ତଥା ଶେଷ ଦିନିକିଆକୁ ଜିତିବା ଲାଗି ଉଭୟ ଟିମ୍‌ ମଧ୍ୟରେ କଡ଼ା ମୁକାବିଲା ଦେଖିବାକୁ ମିଳିପାରେ। ତେବେ ଆସନ୍ତୁ ଜାଣିବା…

ଏଏଫ୍‌ସି କପ୍‌: ଅଲ୍‌ ଟାଇମ୍‌ ବେଷ୍ଟ ଥ୍ରୀ ପୁରସ୍କାର ଦୌଡ଼ରେ ଛେତ୍ରୀ

ନୂଆଦିଲ୍ଲୀ, ୨୮ା୩ (ପି.ଟି.)-ଏଏଫ୍‌ସି କପ୍‌ରେ ଅଲ୍‌ ଟାଇମ୍‌ ବେଷ୍ଟ ଥ୍ରୀ ପୁରସ୍କାର ଦୌଡ଼ରେ ରହିଥିବା ୧୩ଜଣ ଷ୍ଟ୍ରାଇକରଙ୍କ ମଧ୍ୟରେ ଭାରତୀୟ ଫୁଟ୍‌ବଲ ଦଳର ଅଧିନାୟକ ସୁନିଲ ଛେତ୍ରୀ ଅନ୍ୟତମ ରହିଛନ୍ତି। ଏଏଫ୍‌ସି କପ୍‌ ହେଉଛି ମହାଦେଶର ଦ୍ୱିତୀୟ ପାହ୍ୟା କ୍ଲବ ପ୍ରତିଯୋଗିତା।…

କେକେଆର୍‌ରେ ଯୋଗଦେଲେ ହରଭଜନ

ମୁମ୍ବାଇ, ୨୮ା୩ (ପି.ଟି.)-ଦୁଇଥର ଚାମ୍ପିୟନ କୋଲକାତା ନାଇଟ ରାଇଡର୍ସ (କେକେଆର୍‌)ର ସ୍ପିନ ବିଭାଗରେ ସଦ୍ୟ ଯୋଗଦାନ କରିଛନ୍ତି ଭେଟେରାନ ହରଭଜନ ସିଂ। ଶନିବାର ଅପରାହ୍ନରେ ସେ ଟିମ୍‌ ହୋଟେଲରେ ପ୍ରବେଶ କରିଛନ୍ତି। ଅନ୍ୟ କେତେଜଣ ଖେଳାଳି ଡିଓ୍ବାଇ ପାଟିଲ ଷ୍ଟାଡିୟମରେ ସେମାନଙ୍କ…

ନିର୍ଣ୍ଣାୟକ ଦିନିକିଆ: ଭାରତ ପାଇଁ କଡ଼ା ଚ୍ୟାଲେଞ୍ଜ

ପୁଣେ,୨୮।୩(ପି.ଟି.): ଇଂଲଣ୍ଡ ବିପକ୍ଷ ଦିନକିଆ ସିରିଜ ଜିତିବା ନେଇ ଏବେ ଘରୋଇ ଭାରତ ଆଗରେ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି ହୋଇଛି। ୩ ମ୍ୟାଚ୍‌ ବିଶିଷ୍ଟ ଏହି ସିରିଜ ୧-୧ ବରାବରସ୍ଥିତିରେ ରହିଛି। ସ୍ଥାନୀୟ ମହାରାଷ୍ଟ୍ର କ୍ରିକେଟ ଆସୋସିଏଶନ (ଏମ୍‌ସିଏ)ଗ୍ରାଉଣ୍ଡରେ ରବିବାର ତୃତୀୟ…

ଓଡ଼ିଶା ଓମେନ୍ସ ଲିଗ୍‌: ରାଇଜିଂ ଷ୍ଟୁଡେଣ୍ଟ ଚାମ୍ପିୟନ, ଆଇଡବ୍ଲ୍ୟୁଏଲ୍‌ ଲାଗି ଯୋଗ୍ୟତା ହାସଲ

ଭୁବନେଶ୍ୱର,୨୮।୩(ସ୍ପୋର୍ଟ୍ସ ବ୍ୟୁରୋ): ଓଡ଼ିଶା ଓମେନ୍ସ ଲିଗ୍‌ ଶନିବାର ଉଦ୍‌ଯାପିତ ହୋଇଛି। ରାଇଜିଂ ଷ୍ଟୁଡେଣ୍ଟ କ୍ଲବ ଏହି ଫୁଟ୍‌ବଲ ଲିଗ୍‌ରେ ଚାମ୍ପିୟନ ହେବାର ଗୌରବ ଅର୍ଜନ କରିଛି। ଏଥିସହିତ ରାଇଜିଂ ଷ୍ଟୁଡେଣ୍ଟ ଆଗାମୀ ୨୦୨୦-୨୧ ଇଣ୍ଡିଆନ ଓମେନ ଲିଗ୍‌ (ଆଇଡବ୍ଲ୍ୟୁଏଲ୍‌) ଖେଳିବାକୁ ଯୋଗ୍ୟତା…

ଆଇପିଏଲ୍‌ ୨୦୨୧: ମୁମ୍ବାଇ ଇଣ୍ଡିଆନ୍ସର ନୂଆ ଜର୍ସି

ମୁମ୍ବାଇ, ୨୮ା୩ (ପି.ଟି.)-ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୨୦୨୧ ସିଜନ ପାଇଁ ମୁମ୍ବାଇ ଇଣ୍ଡିଆନ୍ସ ଶନିବାର ଏହାର ନୂଆ ଜର୍ସି ଉନ୍ମୋଚନ କରିଛି। ଏଥିରେ ପୃଥିବୀ, ଜଳ, ଅଗ୍ନି, ବାୟୁ ଓ ଆକାଶ ବ୍ରହ୍ମାଣ୍ଡର ୫ ମୌଳକ ଉପାଦାନର ମହତ୍ତ୍ୱକୁ ସୂଚିତ…

ଓରଲେନ୍ସ ମାଷ୍ଟର୍ସ ବ୍ୟାଡ୍‌ମିଣ୍ଟନ: ଫାଇନାଲରେ କ୍ରିଷ୍ଣା- ବିଷ୍ଣୁ, ସାଇନା ଆଉଟ୍‌

ପ୍ୟାରିସ୍‌,୨୮।୩(ପି.ଟି.): ଏଠାରେ ଚାଲିଥିବା ଓରଲେନ୍ସ ମାଷ୍ଟର୍ସ ବ୍ୟାଡ୍‌ମିଣ୍ଟନରୁ ଭାରତୀୟ ମହିଳା ତାରକା ସାଇନା ନେହ୍ବାଲ ସେମିଫାଇନାଲରେ ପରାସ୍ତ ହୋଇ ବିଦାୟ ନେଇଛନ୍ତି। ତେବେ ଭାରତୀୟ ଯୋଡି କ୍ରିଷ୍ଣା ପ୍ରସାଦ ଗାରାଗା ଓ ବିଷ୍ଣୁବର୍ଦ୍ଧନ ଗୌଡ ପାଞ୍ଜାଲା ପୁରୁଷ ଡବଲ୍ସ ଫାଇନାଲରେ ପ୍ରବେଶ…

ଆଇ- ଲିଗ୍‌ ଫୁଟ୍‌ବଲ: ଗୋକୁଳମ କେରଳକୁ ପ୍ରଥମ ଟାଇଟଲ

କୋଲକାତା,୨୮।୩(ପି.ଟି.): ଭାରତର ଅନ୍ୟତମ ଫୁଟ୍‌ବଲ ଲିଗ୍‌ ଆଇ- ଲିଗ୍‌ ଉଦ୍‌ଯାପିତ ହୋଇଛି। ଏଥର କେରଳ ଗୋକୁଳମ ଏଫ୍‌ସି ପ୍ରଥମଥର ପାଇଁ ଚାମ୍ପିୟନ ହେବାର ଗୌରବ ଅର୍ଜନ କରିଛି। ସ୍ଥାନୀୟ କିଶୋର ଭାରତୀ କ୍ରୀଡ଼ାଙ୍ଗନରେ ଶନିବାର ଅନୁଷ୍ଠିତ ଫାଇନାଲ ମ୍ୟାଚ୍‌ରେ ଗୋକୁଳମ ୪-୧…

ତେନ୍ଦୁଲକରଙ୍କୁ କରୋନା

ନୂଆଦିଲ୍ଲୀ, ୨୮ା୩(ପି.ଟି.)-କିମ୍ବଦନ୍ତୀ କ୍ରିକେଟର ସଚିନ ତେନ୍ଦୁଲକର କରୋନା ପଜିଟିଭ ଜଣାପଡ଼ିବା ପରେ ସେ ନିଜ ଘରେ ଆଇସୋଲେଶନରେ ଅଛନ୍ତି। ଏଇ କିଛିଦିନ ମଧ୍ୟରେ ଯେଉଁ କେତେଜଣ ମାନ୍ୟଗଣ୍ୟ ବ୍ୟକ୍ତି କୋଭିଡ୍‌ ଟେଷ୍ଟରେ ପିଜିଟିଭ ଚିହ୍ନଟ ହୋଇଛନ୍ତି ସେମାନଙ୍କ ସହ ସାମିଲ ହୋଇଛନ୍ତି…

ଭାରତ ପାଇଁ ହେବ କଡ଼ା ଚ୍ୟାଲେଞ୍ଜ: ଚହଲ, ଓ୍ବାଶିଂଟନଙ୍କୁ ମିଳିପାରେ ସୁଯୋଗ

ପୁଣେ,୨୭।୩: ଇଂଲଣ୍ଡ ବିପକ୍ଷ ଦିନକିଆ ସିରିଜ ଜିତିବା ନେଇ ଏବେ ଭାରତ ଆଗରେ କଡ଼ା ଚ୍ୟାଲେଞ୍ଜ ସୃଷ୍ଟି ହୋଇଛି। ୩ ମ୍ୟାଚ୍‌ ବିଶିଷ୍ଟ ଏହି ସିରିଜ ୧-୧ ବରାବର ସ୍ଥିତିରେ ରହିଛି। ସ୍ଥାନୀୟ ମହାରାଷ୍ଟ୍ର କ୍ରିକେଟ ଆସୋସିଏଶନ(ଏମ୍‌ସିଏ)ଗ୍ରାଉଣ୍ଡରେ ରବିବାର ତୃତୀୟ ତଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?