ଖେଳ

କିଏ ସେହି ୨୦ ବର୍ଷୀୟ ଫାରୁକି, ଯାହାଙ୍କୁ ଏହି ଖାସ୍‌ କାମ ପାଇଁ ଭାରତ ଆସିବାକୁ ଧୋନୀଙ୍କ ଟିମ୍‌ରୁ ମିଳିଛି ଡାକରା

ନୂଆଦିଲ୍ଲୀ,୨୫।୩: ଆଉ ମାତ୍ର ଦୁଇ ସପ୍ତାହ ପରେ ଆରମ୍ଭ ହେବ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ୍‌)-୨୦୨୧। ଏଥିଲାଗି ସମସ୍ତ ଫ୍ରାଞ୍ଜାଇଜ୍‌ ପ୍ରସ୍ତୁତି ଜୋରଦାର କରିଛନ୍ତି। ଧିରେ ଧିରେ ଖେଳାଳିମାନେ ନିଜ ନିଜ ଟିମ୍‌ର କ୍ୟାମ୍ପରେ ସାମିଲ ହେଉଛନ୍ତି। ସେଭଳି ଚେନ୍ନାଇ ସୁପରକିଙ୍ଗ୍ସ ଲାଗି…

ସୂର୍ଯ୍ୟକୁମାର-ଈଶାନ ବିଶ୍ୱକପ୍‌ ଟିମ୍‌ରେ ସ୍ଥାନ ପାଇବାକୁ ଯୋଗ୍ୟ ବୋଲି କହିଲେ ଏହି ଲୋକପ୍ରିୟ କ୍ରିକେଟର

ନୂଆଦିଲ୍ଲୀ,୨୫।୩: ଚଳିତ ବର୍ଷ ଶେଷରେ ହେବାକୁ ଥିବା ଟି୨୦ ବିଶ୍ୱକପ୍‌ ଲାଗି ଖେଳାଳି ଚୟନକୁ ନେଇ ଆଲୋଚନା ଜାରି ରହିଛି। ଏପରି ସମୟରେ ଭାରତର ପୂର୍ବ ବ୍ୟାଟ୍ସମ୍ୟାନ୍‌ ଭିଭିଏସ୍‌ ଲକ୍ଷ୍ମଣ ଦୁଇଜଣ କ୍ରିକେଟର ବିଶ୍ୱକପ୍‌ ଦଳରେ ସାମିଲ ହେବାର ଯୋଗ୍ୟତା ରଖିଥିବା…

ବିରାଟ ବ୍ରିଗେଡ୍‌ର ପ୍ରଶଂସାରେ ଶତମୁଖ ହେଲେ ଏହି ମହାନ ଖେଳାଳି: କହିଲେ ଏବେର ଟିମ୍‌…

ନୂଆଦିଲ୍ଲୀ,୨୫।୩: ଅଷ୍ଟ୍ରେଲିଆକୁ ଟି୨୦ ଏବଂ ଟେଷ୍ଟ ସିରିଜ୍‌ରେ ପରାସ୍ତ କରିବା ପରେ ଏବେ ଇଂଲଣ୍ଡ ବିପକ୍ଷରେ ବିଜୟ ଅଭିଯାନ ଜାରି ରଖିଛି ଭାରତୀୟ କ୍ରିକେଟ ଟିମ୍‌। ନିକଟରେ ଏହାର ଟେଷ୍ଟ ଏବଂ ଟି୨୦ ମୁକାବିଲା ଶେଷ ହୋଇଥିବା ବେଳେ ପ୍ରତିଟିରେ ବିରାଟ…

ଡେବ୍ୟୁ ମ୍ୟାଚ୍‌ ପୂର୍ବରୁ ପାଖରେ ଏହି ଜିନିଷ ସବୁ ରଖିଥିଲେ କ୍ରୁନାଲ ପାଣ୍ଡ୍ୟା

ପୁଣେ,୨୫।୩: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପ୍ରଥମ ଏକଦିବସୀୟ ମ୍ୟାଚ୍‌ରେ ଡେବ୍ୟୁ କରିଛନ୍ତି ଅଲରାଉଣ୍ଡର କ୍ରୁନାଲ ପାଣ୍ଡ୍ୟା। ଏହି ମ୍ୟାଚ୍‌ରେ ସେ ବିସ୍ଫୋରକ ଅର୍ଦ୍ଧଶତକ ହାସଲ କରି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ଏହି ମ୍ୟାଚ୍‌ ପରେ ତାଙ୍କ ପିତାଙ୍କ ସହ…

ଭାରତ-ପାକିସ୍ତାନ ଖେଳିବେ କ୍ରିକେଟ !

ଇସଲାମାବାଦ୍‌,୨୫।୩: ଭାରତ ପାକିସ୍ତାନ ମଧ୍ୟରେ ପୁଣି କ୍ରିକେଟ ଖେଳ ହେବ। ଏନେଇ ପାକିସ୍ତାନ କ୍ରିକେଟ ବୋର୍ଡ(ପିସିବି) ପକ୍ଷରୁ ସୂଚନା ଦିଆଯାଇଛି। ଦୁଇ ଦେଶ ମଧ୍ୟରେ ଖୁବ୍‌ ଶୀଘ୍ର ସିରିଜ୍‌ ଆରମ୍ଭ ହେବ। ଏସମ୍ପର୍କରେ ଇଣ୍ଟର ନ୍ୟାଶନାଲ କ୍ରିକେଟ କାଉନସିଲ୍‌(ଆଇସିସି)ର ବୈଠକରେ ଚୂଡ଼ାନ୍ତ…

ଦିନିକିଆ ସିରିଜ, ଆଇପିଏଲ୍‌ରୁ ଆୟାର ଆଉଟ୍‌

ପୁଣେ,୨୫।୩(ପି.ଟି.): ଭାରତୀୟ ମିଡ୍‌ଲ ଅର୍ଡର ବ୍ୟାଟ୍ସମ୍ୟାନ ଶ୍ରେୟାସ ଆୟାର ଚଳିତ ଇଂଲଣ୍ଡ ବିପକ୍ଷ ଦିନିକିଆ ସିରିଜ ଓ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରୁ ବାଦ୍‌ ପଡିଛନ୍ତି। ମଙ୍ଗଳବାର ପ୍ରଥମ ଦିନିକିଆରେ ଫିଲ୍ଡିଂ କରିବା ଅବସରରେ ସେ ବାମ କାନ୍ଧରେ ଆଘାତ ପାଇଥିଲେ।…

ବିବାହ କରିବାକୁ ଯାଉଛନ୍ତି ଏହି ପ୍ରସିଦ୍ଧ କ୍ରିକେଟର୍‌

ଏବେ ଚାଲିଛି ବିବାହ ଋତୁ। ଜଣେ ପରେ ଜଣେ ସେଲିବ୍ରିଟି ବିବାହ ବନ୍ଧନରେ ଆବଦ୍ଧ ହେଉଥିବା ଦେଖାଯାଇଛି। ଏଥିରେ ସାମିଲ ହୋଇଛନ୍ତି ଅଷ୍ଟ୍ରେଲିଆ କ୍ରିକେଟର୍‌ ଆଦାମ ଜାମ୍ପା। ସେ ଖୁବ୍‌ଶୀଘ୍ର ବିବାହ କରିବେ ବୋଲି ଜଣାପଡିଛି। ଏହି କାରଣରୁ ଆଇପିଏଲ ୨୦୨୧ର…

ବାହା ହେବେ ଜାମ୍ପା: ଆଇପିଏଲ୍‌ ଉଦ୍‌ଘାଟନୀ ମ୍ୟାଚ୍‌ ଖେଳିବେନି

ବେଙ୍ଗାଲୁରୁ, ୨୫।୩(ପି.ଟି.): ଅଷ୍ଟ୍ରେଲିଆ ଲେଗ୍‌- ସ୍ପିନର ଆଡାମ ଜାମ୍ପା ବିବାହ କରିବାକୁ ଯାଉଛନ୍ତି। ଫଳରେ ସେ ଏପ୍ରିଲ ୯ ତାରିଖରୁ ଆୟୋଜନ ହେବାକୁ ଯାଉଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଉଦ୍‌ଘାଟନୀ ମ୍ୟାଚ୍‌ ଖେଳିପାରିବେ ନାହିଁ। ଉଦ୍‌ଘାଟନୀ ମ୍ୟାଚ୍‌ରେ ଗତଥରର ଚାମ୍ପିୟନ…

ଆଥ୍‌ଲେଟିକ ଫେଡେରେଶନ ଅଫ୍‌ ଇଣ୍ଡିଆ: ପି.ଟି. ଉଷା, ରାନ୍ଧଓ୍ବା ଚୟନ କମିଟି ମୁଖ୍ୟ

ନୂଆଦିଲ୍ଲୀ, ୨୫।୩(ପି.ଟି.)- ସ୍ପ୍ରିଣ୍ଟ କୁଇନ୍‌ ପି.ଟି. ଉଷା ଏବଂ ହର୍ଡଲ୍ସ ଗ୍ରେଟ୍‌ ଗୁରବଚନ ସିଂ ରାନ୍ଧଓ୍ବା ଯଥାକ୍ରମେ ଜୁନିୟର ଏବଂ ସିନିୟର ଚୟନ କମିଟି ଅଧ୍ୟକ୍ଷ ମନୋନୀତ ହୋଇଛନ୍ତି। ଆଥ୍‌ଲେଟିକ୍ସ ଫେଡେରେଶନ ଅଫ୍‌ ଇଣ୍ଡିଆ (ଏଏଫ୍‌ଆଇ) ବୁଧବାର ଉଭୟ ଖେଳାଳିଙ୍କୁ ଏହି…

ମୁମ୍ବାଇରେ ଏକାଠି ହେଲେ ଦିଲ୍ଲୀ କ୍ୟାପିଟାଲ୍ସ ଖେଳାଳି

ମୁମ୍ବାଇ, ୨୫।୩(ପି.ଟି.)- ଇଣ୍ଡିଆନ ପ୍ରିମିୟର ଲିଗ୍‌ର ୧୪ତମ ସଂସ୍କରଣ ଏପ୍ରିଲ ୯ରୁ ଆରମ୍ଭ ହେବ। ଏହାକୁ ଦୃଷ୍ଟିରେ ରଖି କ୍ୱାରାଣ୍ଟାଇନ୍‌ ଔପଚାରିକତା ପୂରଣ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ ଖେଳାଳିମାନେ ମଙ୍ଗଳବାର ମୁମ୍ବାଇରେ ଏକାଠି ହୋଇଛନ୍ତି। ଖେଳାଳିମାନେ ଅତିକମ୍‌ରେ ୭ ଦିନ କ୍ୱାରାଣ୍ଟାଇନ୍‌ରେ…

ଆଇସିସି ଟି୨୦: କୋହଲି, ରୋହିତଙ୍କ ର଼୍ୟାଙ୍କିଙ୍ଗ୍‌ରେ ଉନ୍ନତି

ଦୁବାଇ, ୨୫।୩(ପି.ଟି.)- ବୁଧବାର ପ୍ରକାଶିତ ଆଇସିସି ଟି୨୦ ର଼୍ୟାଙ୍କିଙ୍ଗ୍‌ରେ ଟିମ୍‌ ଇଣ୍ଡିଆ ଅଧିନାୟକ ବିରାଟ କୋହଲି ଓ ଉପ ଅଧିନାୟକ ରୋହିତ ଶର୍ମାଙ୍କ ଉନ୍ନତି ହୋଇଛି। କୋହଲି ଗୋଟିଏ ସ୍ଥାନ ଉପରକୁ ଉଠି ୪ର୍ଥରେ ପହଞ୍ଚତ୍ଥିବାବେଳେ ରୋହିତ ୩ ସ୍ଥାନ ଫାଇଦାରେ…

ଭାରତୀୟ ଦଳକୁ ବଡ଼ ଝଟ୍‌କା: ସିରିଜରୁ ବାଦ୍‌ ପଡ଼ିଲେ ଏହି ଖେଳାଳି

ପୁଣେ,୨୫।୩: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଉଥିବା ତିନି ମ୍ୟାଚ ବିଶିଷ୍ଟ ଏକଦିବସୀୟ ସିରିଜରୁ ଟିମ ଇଣ୍ଡିଆର ବ୍ୟାଟ୍ସମ୍ୟାନ ଶ୍ରେୟସ ଆୟରଙ୍କୁ ବାଦ ଦିଆଯାଇଛି। ପୁଣେରେ ଖେଳାଯାଇଥିବା ପ୍ରଥମ ଏକଦିବସୀୟ ମ୍ୟାଚ ବେଳେ ତାଙ୍କ କାନ୍ଧରେ ଆଘାତ ଲାଗିଥିଲା। ତାଙ୍କ କାନ୍ଧରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?