ଖେଳ

ଅଲିମ୍ପିକ୍‌ରେ ସାମିଲ୍‌ ହୋଇପାରେ କ୍ରିକେଟ: ୨୪ରେ ନିଷ୍ପତ୍ତି

ନୂଆଦିଲ୍ଲୀ,୩।୧୨:: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ୮୯ତମ ବାର୍ଷିକ ସାଧାରଣ ବୈଠକ (ଏଜିଏମ) ଡିସେମ୍ବର ୨୪ ତାରିଖରେ ହେବ। ଏହି ବୈଠକରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯିବାର ସମ୍ଭାବନା ରହିଛି। ଏନେଇ ବିସିସିଆଇ ସମ୍ପାଦକ ଜୟ ଶାହା ରାଜ୍ୟ କ୍ରିକେଟ...

କରୋନା ଟିକା ବିଷୟରେ ଟୁଇଟ କରି ଫସିଲେ ଏହି ପ୍ରସିଦ୍ଧ କ୍ରିକେଟର୍‌

ମହାମାରୀ କରୋନା ବିରୋଧରେ ଲଢିବା ପାଇଁ ଟିକା ଆଶା ଏବେ ବଢିବାରେ ଲାଗିଛି। ଅନେକ କମ୍ପାନୀ ଟିକା ପ୍ରସ୍ତୁତ କରିଥିବା ଦାବି କରୁଥିଲେ ମଧ୍ୟ ବର୍ତ୍ତମାନ ପର୍ଯ୍ୟନ୍ତ କୌଣସି ପ୍ରଭାବଶାଳୀ ଟିକା ବାହାରି ପାରିନାହିଁି। ଏବେ ଫାଇଜର କମ୍ପାନୀର ଟିକା...

ମ୍ୟାଚ୍‌ ଚାଲିଥିବା ସମୟରେ ଡ୍ରେସିଂ ରୁମ୍‌ରୁ ପଡିଆକୁ ଆସିଲା ଏମିତି ବାର୍ତ୍ତା

କେପଟାଉନ୍‌,୩।୧୨:ଇଂଲଣ୍ଡ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ୩ଟି ମ୍ୟାଚ୍‌ ବିଶିଷ୍ଟ ଟି -୨୦ ସିରିଜ୍‌ର ଶେଷ ମ୍ୟାଚ ଚଳିତ ସପ୍ତାହରେ କେପଟାଉନରେ ଖେଳାଯାଇଥିଲା। ଏହି ମ୍ୟାଚରେ ଇଂଲଣ୍ଡ ୯ ଉଇକେଟରେ ଜିତିଥିଲା। ଫଳରେ ଇଂଲଣ୍ଡ ଏହି ସିରିଜକୁ ୩-୦...

ଅଷ୍ଟ୍ରେଲିଆ ସିରିଜ୍‌ ନ ଖେଳି ମଧ୍ୟ ଏହି ସ୍ବତନ୍ତ୍ର ରେକର୍ଡର ଅଧିକାରୀ ରୋହିତ ଶର୍ମା

ନୂଆଦିଲ୍ଲୀ,୩।୧୨: ଆହତ କାରଣରୁ ଅଷ୍ଟ୍ରେଲିଆ ବିପକ୍ଷ ଏକଦିବସୀୟ ଦଳର ଅଂଶ ହୋଇ ନ ଥିଲେ ଭାରତୀୟ ଓପନର୍‌ ରୋହିତ ଶର୍ମା । ଏହା ସତ୍ତ୍ୱେ ସେ ଏକଦିବସୀୟ କ୍ରିକେଟରେ ଭାରତ ପାଇଁ ଏକ ସ୍ବତନ୍ତ୍ର ରେକର୍ଡ ସୃଷ୍ଟି କରିଥିଲେ। ରୋହିତ...

ଆଇସିସି ସୁପର ଲିଗ୍‌ ଟେବୁଲ ଶୀର୍ଷରେ ଅଷ୍ଟ୍ରେଲିଆ, ଷଷ୍ଠ ସ୍ଥାନରେ ଭାରତ

ଦୁବାଇ,୩।୧୨(ପି.ଟି.): ସଦ୍ୟ ପ୍ରକାଶିତ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ବିଶ୍ୱକପ୍‌ ସୁପର ଦିନିକିଆ ଲିଗ୍‌ ପଏଣ୍ଟ ତାଲିକାରେ ଅଷ୍ଟ୍ରେଲିଆ ଶୀର୍ଷ ସ୍ଥାନ ଅଧିକାର କରିଛି। ସଦ୍ୟ ସମାପ୍ତ ଭାରତ ବିପକ୍ଷ ଦିନିକିଆ ସିରିଜରେ ୨-୧ରେ ବିଜୟୀ ହୋଇ ଅଷ୍ଟ୍ରେଲିଆ ଏହି...

ସୁମାକରଙ୍କ ପୁଅ ମିକ୍‌ ଫର୍ମୁଲା-୧ରେ ଡେବ୍ୟୁ କରିବେ

ସାଖିର,୩।୧୨(ଏପି): ଫର୍ମୁଲା-୧ କିମ୍ବଦନ୍ତୀ ମାଇକେଲ ସୁମାକରଙ୍କ ପୁଅ ମିକ୍‌ ସୁମାକର ଆଗାମୀ ସେସନ୍‌ରେ ଫର୍ମୁଲା-୧ରେ ପଦାର୍ପଣ କରିବେ। ସେ ହାସ୍‌ ଟିମ ତରଫରୁ ପ୍ରତିନିଧିତ୍ୱ କରିବେ। ୨୦୧୨ ସେସନ ପରେ ୭ଥର ବିଶ୍ୱଚାମ୍ପିୟନଶିପ୍‌ ହାସଲ କରିଥିବା ସୁମାକର ଫର୍ମୁଲା-୧ରୁ ଅବସର...

ଇଣ୍ଡିଆନ ସୁପର ଲିଗ୍:‌ ଓଡ଼ିଶା ଏଫ୍‌ସି- ଏଟିକେ ମୋହନବାଗାନ ମୁକାବିଲା

ଭୁବନେଶ୍ୱର,୩।୧୨: ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ର ଚଳିତ ସପ୍ତମ ସଂସ୍କରଣରେ ଗୁରୁବାର ଓଡ଼ିଶା ଏଫ୍‌ସି ଓ ଏଟିକେ ମୋହନବାଗାନ ପରସ୍ପରକୁ ଭେଟିବେ। ଏହାପୂର୍ବରୁ ଗତ ରବିବାର ଖେଳା ଯାଇଥିବା ଜାମ୍‌ସେଦ୍‌ପୁର ଏଫ୍‌ସି ବିପକ୍ଷ ମ୍ୟାଚ୍‌କୁ ଓଡ଼ିଶା ବେଶ୍‌ ଲଢୁଆ ଢଙ୍ଗରେ...

ଅନ୍ତିମ ୨୦: ଏସ୍‌ସିଜି ଷ୍ଟାଡିୟମରେ ପୂରା ଦର୍ଶକ ରହିବେ

ସିଡ୍‌ନୀ,୩।୧୨(ପି.ଟି.): ସିଡ୍‌ନୀ କ୍ରିକେଟ ଗ୍ରାଉଣ୍ଡ (ଏସ୍‌ସିଜି)ରେ ଆୟୋଜନ ହେବାକୁ ଥିବା ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ରେ ଷ୍ଟାଡିୟମ ସମ୍ପୂର୍ଣ୍ଣ ରୂପେ ଭର୍ତ୍ତି ହେବ। ଖଚାଖଚ୍‌ ଭରା ଷ୍ଟାଡିୟମରେ ଦର୍ଶକମାନେ ସବୁଠାରୁ ଛୋଟ ଫର୍ମାଟ୍‌ର ମଜା ନେବେ। ଡିସେମ୍ବର ୭...

ଟି୨୦ ସିରିଜ: ୩-୦ରେ ଇଂଲଣ୍ଡର କ୍ଲିନ୍‌ ସୁଇପ୍‌

କେପ୍‌ଟାଉନ,୩।୧୨(ଏପି): ସ୍ଥାନୀୟ ନ୍ୟୁଲାଣ୍ଡ୍ସ ଗ୍ରାଉଣ୍ଡରେ ମଙ୍ଗଳବାର ଖେଳାଯାଇଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ରେ ଭ୍ରମଣକାରୀ ଇଂଲଣ୍ଡ ୯ ଉଇକେଟରେ ବିଜୟ ହାସଲ କରିଛି। ଏଥିସହ ଇଂଲଣ୍ଡ ସିରିଜରେ ୩-୦ରେ କ୍ଲିନ୍‌ ସୁଇପ୍‌ କରିଛି। ଇଂଲଣ୍ଡ...

ମିଚେଲ ଷ୍ଟାର୍କ ଆହତ

କାନବେରା, ୩।୧୨(ପି.ଟି.)- ଅଷ୍ଟ୍ରେଲିଆ ଦ୍ରୁତ ବୋଲର ମିଚେଲ ଷ୍ଟାର୍କ ଆହତ ହୋଇଛନ୍ତି। ସେ ପିଠି ଓ ପଞ୍ଜରାରେ ଯନ୍ତ୍ରଣା ଅନୁଭବ କରୁଛନ୍ତି। ସେଥିପାଇଁ ସେ ଭାରତ ବିପକ୍ଷ ତୃତୀୟ ଦିନିକିଆରେ ଖେଳିପାରିଲେ ନାହିଁ ବୋଲି ବୁଧବାର ଅଧିନାୟକ ଆରୋନ ଫିଞ୍ଚ୍‌...

ଅଷ୍ଟ୍ରେଲିଆକୁ ହରାଇଲା ଭାରତ, ଷ୍ଟିଭ୍‌ ସ୍ମିଥ ମ୍ୟାନ୍‌ ଅଫ ଦି ସିରିଜ

କାନବେରା, ୩।୧୨- ହାର୍ଦ୍ଦିକ ପାଣ୍ଡ୍ୟା ଓ ରବୀନ୍ଦ୍ର ଜାଡେଜାଙ୍କ ୧୫୦ ରନର ଭାଗୀଦାରି ଏବଂ ବୋଲରଙ୍କ ଚମତ୍କାର ପ୍ରଦର୍ଶନ ବଳରେ ଭାରତ ବୁଧବାର ଅନୁଷ୍ଠିତ ତୃତୀୟ ଥର ଅନ୍ତିମ ଦିନିକିଆ କ୍ରିକେଟ ମ୍ୟାଚରେ ଅଷ୍ଟ୍ରେଲିଆକୁ ୧୩ ରନରେ ପରାସ୍ତ କରିଛି।...

ଇଣ୍ଡିଆନ ସୁପରଲିଗ୍‌ : ହାଇଦ୍ରାବାଦ-ଜାମଶେଦପୁର ମ୍ୟାଚ ଡ୍ର

ଭାସ୍କୋ, ୨।୧୨- ଆରିଡାନେ ସାଣ୍ଟାନାଙ୍କ ପରେ ପ୍ରତିପକ୍ଷ ଷ୍ଟିଫେନ୍‌ ଏଜେଙ୍କ ଗୋଲ ଯୋଗୁ ବୁଧବାର ହାଇଦ୍ରାବାଦ୍‌ ଏଫ୍‌ସି ଓ ଜାମଶେଦପୁର ଏଫସି ମଧ୍ୟରେ ଅନୁଷ୍ଠିତ ଇଣ୍ଡିଆନ ସୁପରଲିଗ୍‌ (ଆଇଏସ୍‌ଏଲ୍‌) ମ୍ୟାଚ ୧-୧ ଗୋଲରେ ଡ୍ର ରହିଛି। ଫଳରେ ଉଭୟ ଦଳ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri