ଟି୨୦ ସିରିଜରେ ଇଂଲଣ୍ଡର କ୍ଲିନ୍ ସୁଇପ୍
କେପ୍ଟାଉନ,୨।୧୨: ସ୍ଥାନୀୟ ନ୍ୟୁଲାଣ୍ଡ୍ସ ଗ୍ରାଉଣ୍ଡରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍କୁ ୯ ଉଇକେଟରେ ଅତି ସହଜରେ ଜିତି ନେଇଛି ଦକ୍ଷିଣ ଆଫ୍ରିକା। ଏଥିସହ ୩ ମ୍ୟାଚ୍ ବିଶିଷ୍ଟ ସିରିଜ୍ରେ କ୍ଲିନ ସୁଇପ୍ କରିଛି...
ଅଷ୍ଟ୍ରେଲିଆକୁ ହରାଇଲା ଟିମ୍ ଇଣ୍ଡିଆ
କାନବେରା,୨ା୧୨- ଏଠାରେ ଅନୁଷ୍ଠିତ ଅଷ୍ଟ୍ରେଲିଆ ବିପକ୍ଷ ତୃତୀୟ ଦିନିକିଆ ମ୍ୟାଚ୍କୁ ୧୩ ରନ୍ରେ ଜିତି ନେଇଛି ଭାରତୀୟ ଦଳ। ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ର ପ୍ରଥମ ଦୁଇ ମ୍ୟାଚ୍ରେ ପରାସ୍ତ ହେବା ପରେ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଟିମ୍...
ଡେବ୍ୟୁ ମ୍ୟାଚ୍ରେ ସମସ୍ତଙ୍କୁ ଭାବପ୍ରବଣ କଲେ ଏହି ଖେଳାଳି
ଆଇପିଏଲ ୨୦୨୦ରେ ନିଜର ୟକର୍ର୍ ବଲରେ ବ୍ୟାଟ୍ସମ୍ୟାନଙ୍କ ମୁଣ୍ଡବିନ୍ଧା ସାଜିଥିବା ପେସର୍ ଟି.ନଟରାଜନ ଏବେ ଅନ୍ତର୍ଜାତୀୟ କ୍ରିକେଟରେ ପାଦ ଥାପିଛନ୍ତି। କାନବେରାରେ ଅଷ୍ଟ୍ରେଲିଆ ବିପକ୍ଷ ତୃତୀୟ ଏକଦିବସୀୟରେ ଜାତୀୟ ଦଳର କ୍ୟାପ ନେବା ପରେ ସେ ଭାରତର ୨୩୨ ତମ...
୨୧ ବର୍ଷର ପୁରୁଣା ରେକର୍ଡ ଭାଙ୍ଗିଲେ ପାଣ୍ଡ୍ୟା-ଜାଡେଜା ଯୋଡି
କାନବେରା,୨।୧୨: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ତିନି ମ୍ୟାଚ ବିଶିଷ୍ଟ ସିରିଜର ତୃତୀୟ ତଥା ଅନ୍ତିମ କାନବେରା ଖେଳାଯାଉଛି। ଏହି ମ୍ୟାଚ୍ରେ ଭାରତୀୟ ଦଳ ପ୍ରଥମେ ବ୍ୟାଟିଂ କରି ୩୦୩ ରନ୍ର ଲକ୍ଷ୍ୟ ରଖିଛି। ଏହି ମ୍ୟାଚ୍ରେ ଅଲରାଉଣ୍ଡର...
୧୨୦୦ କୋଟି ଟଙ୍କାରୁ ଅଧିକ ସମ୍ପତ୍ତିର ମାଲିକ ଏହି ଲୋକପ୍ରିୟ ସେଲିବ୍ରିଟି ଯୋଡ଼ି; ଜଣକା ଆୟ…
ନୂଆଦିଲ୍ଲୀ,୨।୧୨: ଭାରତୀୟ କ୍ରିକେଟ ଟିମ୍ର ଅଧିନାୟକ ବିରାଟ କୋହଲିଙ୍କ ଘରକୁ ଖୁବଶୀଘ୍ର ଆସିବ ନୂଆ ଅତିଥି। ସ୍ତ୍ରୀ ଅନୁଷ୍କା ଏବେ ଗର୍ଭବତୀ। ଏବେ ଅନୁଷ୍କା କାମରୁ ବିରତି ନେଇ ନ ଥିବା ବେଳେ ନିଜର ଆଗାମି ପ୍ରୋଜେକ୍ଟର ଶୁଟିଂ ଶେଷ...
୧୨ ବର୍ଷ ପରେ କୋହଲିଙ୍କ ନାଁରେ ଏହି ଲଜ୍ଜାଜନକ ରେକର୍ଡ
କାନବେରା,୨।୧୨: ଭାରତୀୟ କ୍ରିକେଟ ଦଳର ଅଧବନାୟକ ବିରାଟ କୋହଲି ଅଷ୍ଟ୍ରେଲିଆ ବିପକ୍ଷ ତୃତୀୟ ଏକଦିବସୀୟ ମ୍ୟାଚ୍ରେ ୬୩ରନ୍ କରି ଜୋଶ ହେଜେଲଉଡଙ୍କ ଶିକାର ହୋଇଥିଲେ। ଲଗାତାର ୩ଟି ମ୍ୟାଚ୍ରେ ସେ ହେଜେଲଉଡଙ୍କ ଶିକାର ହୋଇଛନ୍ତି। ଏହା ସହ ଡେବ୍ୟୁ ମ୍ୟାଚ୍...
ଅନ୍ନଦାତାଙ୍କ ଆନ୍ଦୋଳନକୁ ସମର୍ଥନ: ୩୦ ଖେଳାଳି ଫେରାଇବେ ପଦକ
ନୂଆଦିଲ୍ଲୀ,୨।୧୨: କେନ୍ଦ୍ର ସରକାରଙ୍କ କୃଷି ଆଇନକୁ ବିରୋଧ କରି ଦେଶବ୍ୟାପୀ ଅନ୍ନଦାତାଙ୍କ ଆନ୍ଦୋଳନ ଜାରି ରହିଛି। ଏହି ଆନ୍ଦୋଳନକୁ ଏବେ ପଦ୍ମଶ୍ରୀ ଏବଂ ଅର୍ଜୁନ ସମ୍ମାନରେ ସମ୍ମାନୀତ ହୋଇଥିବା ଖେଳାଳିମାନେ ସମର୍ଥନ କରିଛନ୍ତି। ଖେଳାଳିମାନେ ସେମାନଙ୍କର ପଦକ ସରକାରଙ୍କୁ ଫେରାଇବା...
ଶତକ ମାରିବାକୁ ଭୁଲିଗଲେ ଏହି ଖେଳାଳି, ଅପରାଜିତ ୯୯ ରନ୍ କରି ଦଳକୁ ଜିତାଇଲେ
ଅକଲାଣ୍ଡ,୨।୧୨: ଡେଭିଡ ମଲାନ ଏବଂ ଜୋଶ ବଟଲରଙ୍କ ଅର୍ଦ୍ଧଶତକୀୟ ଇନିଂଶ ଆଧାରରେ ତୃତୀୟ ଟି -୨୦ ମ୍ୟାଚରେ ଦକ୍ଷିଣ ଆଫ୍ରିକାକୁ ୯ ଉଇକେଟରେ ପରାସ୍ତ କରି ଇଂଲଣ୍ଡ ଏହି ସିରିଜକୁ ହାତେଇଛି। ପ୍ରଥମେ ବ୍ୟାଟିଂ କରି ଦକ୍ଷିଣ ଆଫ୍ରିକା ନିର୍ଦ୍ଧାରିତ...
ନଟରାଜନଙ୍କୁ ମିଳିଲା ସୁଯୋଗ, କଥା ଦେଇ ରଖିପାରିଲେ ନାହିଁ ଅଷ୍ଟ୍ରେଲିଆ ଖେଳାଳି
କାନବେରା,୨।୧୨: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ତିନି ମ୍ୟାଚ ବିଶିଷ୍ଟ ସିରିଜର ତୃତୀୟ ତଥା ଅନ୍ତିମ ଏକଦିବସୀୟରେ ଟି. ନାଟରାଜନ ଭାରତ ପକ୍ଷରୁ ଡେବ୍ୟୁ କରୁଛନ୍ତି। ଭାରତୀୟ ପ୍ରିମିୟର ଲିଗର ୧୩ତମ ସିଜିନରେ ନିଜ ବୋଲିଂରେ ସମସ୍ତଙ୍କୁ ପ୍ରଭାବିତ...
ଇତିହାସ ରଚିଲେ କୋହଲି
କାନବେରା,୨।୧୨: ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ତୃତୀୟ ତଥା ଶେଷ ଦିନିକିଆ ଆନ୍ତର୍ଜାତିକ ମ୍ୟାଚ ଖେଳାଯାଉଛି। ଏହି ମ୍ୟାଚରେ ଭାରତୀୟ ଦଳର ଅଧିନାୟକ ବିରାଟ କୋହଲିଙ୍କ ଆଉ ଏକ କୀର୍ତ୍ତିମାନ ପ୍ରତିଷ୍ଠା କରିଛନ୍ତି। ୨୩ ରନ କରି କୋହଲି ଦ୍ରୁତତମ...
ସାମ୍ନାକୁ ଆସିଲା କୋହଲିଙ୍କ ରାଗ
କାନବେରା,୨।୧୨: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଉଥିବା ତିନିମ୍ୟାଚ୍ ବିଶିଷ୍ଟ ଏକଦିବସୀୟ ସିରିଜ୍ ଏବେ ଖେଲାଯାଉଛି। ପ୍ରଥମ ୨ଟି ମ୍ୟାଚ୍ ଜିତି ସିରିଜ୍ ହାତେଇଛନ୍ତି ଘରୋଇ ଅଷ୍ଟ୍ରେଲିଆ। ଶେଷ ମ୍ୟାଚ୍ ଆଜି କାନବେରାରେ ଖେଳାଯାଉଛି। ତେବେ ପ୍ରଥମ ୨ଟି ମ୍ୟାଚ୍...
ସମ୍ମାନ ରକ୍ଷା ପାଇଁ ପଡିଆକୁ ଓହ୍ଲାଇଲା ଭାରତ: ଟସ୍ ଜିତି ବ୍ୟାଟିଂ ନିଷ୍ପତ୍ତି
କାନବେରା,୨।୧୨: ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ତିନିମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ତୃତୀୟ ତଥା ଅନ୍ତିମ ମ୍ୟାଚ କାନବେରାରେ ଖେଳାଯାଉଛି। ଏହି ମ୍ୟାଚ୍ରେ ଭାରତ ଟସ୍ ଜିତି ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ପ୍ରଥମ ଦୁଇଟି ମ୍ୟାଚ ହାରି ସିରିଜ...
Archives


