ଖେଳ

ଆଜିଠାରୁ ଭାରତ-ଶ୍ରୀଲଙ୍କା ଟେଷ୍ଟ ସିରିଜ: ଜାଣନ୍ତୁ କେତେବେଳେ କେଉଁଠି ଦେଖିପାରିରେ ମ୍ୟାଚ୍‌

ଗାଲେ, ୧୫ା୮:ଭାରତ ଓ ଘରୋଇ ଶ୍ରୀଲଙ୍କା ମଧ୍ୟରେ ଦୁଇ ମ୍ୟାଚ୍‌ ବିଶିଷ୍ଟ କ୍ରିକେଟ ଟେଷ୍ଟ ସିରିଜ ଶନିବାରଠାରୁ ଆରମ୍ଭ ହେବ। ଗାଲେ ପ୍ରଥମ ମ୍ୟାଚ ଖେଳାଯିବ। ଉଭୟ ଦଳ ଏପରି ଏକ ପିଚ୍‌ରେ ଖେଳିବାକୁ ଯାଉଛନ୍ତି, ଯେଉଁଠାରେ ଧୈର୍ଯ୍ୟପୂର୍ଣ୍ଣ ବ୍ୟାଟିଂ କରିଥିବା…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ ସଚିବଙ୍କ ପରି କର୍ମକର୍ତ୍ତାମାନେ ନେଉଥିଲେ, କିନ୍ତୁ ବର୍ତ୍ତମାନ ଏଥିରେ ପରିବର୍ତ୍ତନ ଆସିବାକୁ ଯାଉଛି।…

ଭିଭିଏସ ଲକ୍ଷ୍ମଣଙ୍କୁ ଗୌତମ ଗମ୍ଭୀରଙ୍କ ଠାରୁ ମଧ୍ୟ ଉଚ୍ଚ ପଦବୀ ପ୍ରଦାନ କରିବ ବିସିସିଆଇ, ଜାଣନ୍ତୁ କ’ଣ ଏହି…

ନୂଆଦିଲ୍ଲୀ,୧୪।୮: ବିସିସିଆଇ ପୂର୍ବତନ ଷ୍ଟାଇଲିସ ଭାରତୀୟ ବ୍ୟାଟ୍ସମ୍ୟାନ ଏବଂ ସେଣ୍ଟର ଅଫ ଏକ୍ସିଲେନ୍ସ (COE)ର ବର୍ତ୍ତମାନର ମୁଖ୍ୟ – ଭିଭିଏସ ଲକ୍ଷ୍ମଣଙ୍କୁ କ୍ରିକେଟ ନିର୍ଦ୍ଦେଶକ ଭାବରେ ନିଯୁକ୍ତ କରିବାକୁ ଯାଉଛି। ଏହି ବିକାଶ ଏପରି ସମୟରେ ଆସିଛି ଯେତେବେଳେ ବିସିସିଆଇ ସେପ୍ଟେମ୍ବରରେ…

MIର ହେଡ କୋଚ ହେବେ ରୋହିତ ଶର୍ମା! ଆଉ ବିରାଟ…ହଇଚଇ ସୃଷ୍ଟି କଲା ଅଶ୍ୱିନଙ୍କ ଭବିଷ୍ୟବାଣୀ

ନୂଆଦିଲ୍ଲୀ, ୧୪।୮: ରୋହିତ ଶର୍ମା ଏବଂ ବିରାଟ କୋହଲି ନିଜ ଦିନିକିଆ କ୍ରିକେଟ କ୍ୟାରିୟରର ଶେଷ ପର୍ଯ୍ୟାୟରେ ପହଞ୍ଚିଛନ୍ତି। ୨୦୨୭ ବିଶ୍ୱକପ ଖେଳିବା ପରେ ଉଭୟ ଅବସର ନେଇପାରନ୍ତି। କ୍ରିକେଟରୁ ଦୂରେଇବା ପରେ ଉଭୟ କ’ଣ କରିବେ, ଏହାକୁ ନେଇ ପ୍ରଶଂସକଙ୍କ…

ଭାରତୀୟ ଖେଲାଳିଙ୍କୁ ଅଲ୍ଟିମେଟମ ଦେଲେ ଗମ୍ଭୀର: ଶେଷ ସୁଯୋଗ…

ଗାଲେ,୧୪।୮:୧୫ ଅଗଷ୍ଟରୁ ଆରମ୍ଭ ହେଉଥିବା ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ ପାଇଁ ପ୍ଲେଇଂ ଇଲେଭେନ ସମ୍ପର୍କରେ ଭାରତୀୟ ଦଳ ମଧ୍ୟରେ ବିଚାର ବିମର୍ଶ ଚାଲିଛି। ଅଧିନାୟକ ଶୁବମନ ଗିଲ ଏବଂ ମୁଖ୍ୟ କୋଚ ଗୌତମ ଗମ୍ଭୀରଙ୍କ ସାମ୍ନାରେ ସବୁଠାରୁ ବଡ଼ ପ୍ରଶ୍ନ…

ଖେଳାଳିଙ୍କ ଝଗଡ଼ାରେ କ୍ରିକେଟ କୋଚ୍‌ଙ୍କ ମୃତ୍ୟୁ: ଖେଳିଗଲା ଶୋକର ଛାୟା

କଲମ୍ବୋ,୧୪ା୮(ପିଟି): ଶ୍ରୀଲଙ୍କାର ପୂର୍ବତନ ଅଧିନାୟକ କୁଶାଲ ମେଣ୍ଡିସଙ୍କୁ ପିଲାଦିନେ ମେଣ୍ଟର କରିଥିବା ୬୨ ବର୍ଷୀୟ କୋଚ୍‌ ସୁମିତ ଫର୍ନାଣ୍ଡୋ ଏକ ସ୍କୁଲ ମ୍ୟାଚ୍‌ ବେଳେ ଖେଳାଳିଙ୍କ ଝଗଡ଼ାରେ ପ୍ରାଣ ହରାଇଛନ୍ତି। ଏହି ଘଟଣାରେ ୧୭ ବର୍ଷୀୟ ସ୍କୁଲ ଖେଳାଳିଙ୍କୁ ମାରପିଟ୍‌ କରିବା…

ଗାଲେ ଟେଷ୍ଟ ପୂର୍ବରୁ କୋଚ୍‌ଙ୍କ ବଡ଼ ବୟାନ, ଏହି ୩ ସ୍ପିନର ଦଳରେ ହୋଇପାରନ୍ତି ସାମିଲ

ଗାଲେ,୧୩ା୮: ଶନିବାରଠାରୁ ଶ୍ରୀଲଙ୍କା ବିପକ୍ଷରେ ଖେଳାଯିବାକୁ ଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଲାଗି ଭାରତୀୟ ଦଳରେ ୩ ବାମହାତୀ ସ୍ପିନରଙ୍କୁ ସାମିଲ କରାଯାଇପାରେ। ଏ ନେଇ ବୋଲିଂ କୋଚ୍‌ ମର୍ନି ମୋର୍କେଲ ଗୁରୁବାର ସଙ୍କେତ ଦେଇଛନ୍ତି। ତାଙ୍କ ମତରେ କୁଲଦୀପ…

କାହିଁକି ଭାଜପାରେ ସାମିଲ ହେଲେ ହରଭଜନ? ନିଜେ କହିଲେ ଏହା ପଛ ବଡ଼ କାରଣ

ନୂଆଦିଲ୍ଲୀ,୧୩।୮: ହରଭଜନ ସିଂହ ଅଭିଯୋଗ କରିଛନ୍ତି ଯେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ରୀଡ଼ାକୁ ପ୍ରୋତ୍ସାହନ ଦେବାରେ କୌଣସି ଆଗ୍ରହ ଦେଖାଇ ନଥିଲେ ଏବଂ ତାଙ୍କୁ କେବେ ନିଯୁକ୍ତି ମଧ୍ୟ ଦେଇ ନଥିଲେ। ଭାଜପାରେ ଯୋଗଦେବାର ନିଷ୍ପତ୍ତି ପାଇଁ ସେ ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗବନ୍ତ…

ଗମ୍ଭୀରଙ୍କୁ ନେଇ ଏଭଳି କହିଦେଲେ ହରଭଜନ ସିଂ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୧୩।୮: ଗୌତମ ଗମ୍ଭୀରଙ୍କୁ ନେଇ ପୂର୍ବତନ ଭାରତୀୟ ସ୍ପିନର୍ ହରଭଜନ ସିଂ ଏକ ବଡ଼ ବୟାନ ଦେଇଛନ୍ତି । ହରଭଜନଙ୍କ କହିବାନୁଯାୟୀ, ସେ ଯେଉଁ ଗୌତମ ଗମ୍ଭୀରଙ୍କୁ ଜାଣିଛନ୍ତି, ସେ ଜଣେ ଭାବପ୍ରବଣ ବ୍ୟକ୍ତି, ଯିଏ ନିଜ ମନର କଥା ଖୋଲାଖୋଲି…

ମାତ୍ର ୧୫ ବର୍ଷ ବୟସରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, କ୍ରିକେଟ ଜଗତରେ ପଡିଗଲା ଚହଳ

ନୂଆଦିଲ୍ଲୀ,୧୩।୮: ଭାରତୀୟ କ୍ରିକେଟରେ ସବୁଠାରୁ ବିସ୍ଫୋରକ ଯୁବ ବ୍ୟାଟରମାନଙ୍କ ମଧ୍ୟରେ ସାମିଲ ବୈଭବ ସୂର୍ଯ୍ୟବଂଶୀ ନିଜ ବ୍ୟାଟିଂରେ ଲଗାତାର ଚର୍ଚ୍ଚାରେ ରହିଛନ୍ତି। ଜିମ୍ବାୱେ ଗସ୍ତରେ ମଧ୍ୟ ବ୍ୟାଟରେ ଦମଦାର ପ୍ରଦର୍ଶନ କରି ସେ ନିଜ ପ୍ରତିଭାର ପରିଚୟ ଦେଇଥିଲେ। ଏବେ ଘରୋଇ…

୫ ସନ୍ତାନଙ୍କ ଉପସ୍ଥିତିରେ ବିବାହ କଲେ ରୋନାଲ୍ଡୋ: ୧୦ ବର୍ଷ ପରେ ଘଟିଲା…

ଲିସ୍‌ବନ,୧୩ା୮(ଏପି):ଫୁଟ୍‌ବଲ ସୁପରଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋ ତାଙ୍କର ଦୀର୍ଘଦିନର ବାନ୍ଧବୀ ତଥା ଆର୍ଜେଣ୍ଟିନା-ସ୍ପାନିଶ ମଡେଲ ଜର୍ଜିନା ରୋଡ୍ରିଗୁଏଜଙ୍କୁ ବିବାହ କରିଛନ୍ତି। ରାଜଧାନୀ ଲିସ୍‌ବନ ନିକଟସ୍ଥ ଉପକୂଳବର୍ତ୍ତୀ ସହର କାସ୍‌କାଇସ୍‌ଠାରେ ଆୟୋଜିତ ଏକ ବ୍ୟକ୍ତିଗତ ଉତ୍ସବରେ ସେମାନଙ୍କ ବିବାହ ସମ୍ପନ୍ନ ହୋଇଛି। ଏହି ସ୍ବତନ୍ତ୍ର…

ଟେବୁଲ୍‌ ଟେନିସ୍‌ ଫେଡେରେଶନ ସ୍ବୀକୃତି ରଦ୍ଦ, କ୍ରୀଡ଼ା ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୮: ବୁଧବାର ଦିନ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଟେବୁଲ୍ ଟେନିସ୍ ମହାସଂଘ (TTFI) ର ସ୍ୱୀକୃତି ରଦ୍ଦ କରାଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଅଲିମ୍ପିକ୍ ସଂଘକୁ ଏହି ଖେଳର ପ୍ରଶାସନ ପରିଚାଳନା ପାଇଁ ଏକ ଆହ୍‌ଡ୍‌ ହକ୍‌ କମିଟି ଗଠନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?