ଏମ୍ଏମ୍ଏ କ୍ୟାରିୟର ଆରମ୍ଭ କରିବେ ଅଲିମ୍ପିକ୍ ସ୍ବର୍ଣ୍ଣ ପଦକଧାରୀ ବକ୍ସର କ୍ଲାରେସା
ଏମ୍ଏମ୍ଏ କ୍ୟାରିୟର ଆରମ୍ଭ କରିବେ ଅଲିମ୍ପିକ୍ ସ୍ବର୍ଣ୍ଣ ପଦକଧାରୀ ବକ୍ସର କ୍ଲାରେସା ଓ୍ବାଶିଂଟନ, ୧।୧୨ : ଦୁଇ ଥର ଅଲିମ୍ପିକ୍ ସ୍ବର୍ଣ୍ଣ ପଦକଧାରୀ ବକ୍ସର କ୍ଲାରେସା ଶିଲ୍ଡସ ମିକ୍ସଡ୍ ମାର୍ସିଆଲ ଆର୍ଟସ (ଏମ୍ଏମ୍ଏ)ରେ ନିଜ ଭାଗ୍ୟ ପରୀକ୍ଷା କରିବେ। ପ୍ରୋଫେଶନାଲ...
ନୀଳନୟନା ଐଶ୍ଚର୍ଯ୍ୟା ରାୟଙ୍କ ପରି ଦେଖିବାକୁ ଏହି କ୍ରିକେଟର୍ଙ୍କ ସ୍ତ୍ରୀ
ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ଅଧୀନରେ ୨୦୦୯ରେ ଅନ୍ତର୍ଜାତୀୟ କ୍ରିକେଟ୍ ଆରମ୍ଭ କରିଥିବା ସୁଦୀପ ତ୍ୟାଗୀଙ୍କ ସ୍ତ୍ରୀ ପିୟା ତ୍ୟାଗୀ ଏବେ ବେଶ୍ ଚର୍ଚ୍ଚାରେ ଅଛନ୍ତି। ପିୟା ଇନ୍ଷ୍ଟାଗ୍ରାମରେ ବେଶ୍ ସକ୍ରିୟ ଥାନ୍ତି। ସେ...
ସମ୍ମାନ ବଞ୍ଚାଇବା ପାଇଁ ପଡିଆକୁ ଓହ୍ଲାଇବ ଭାରତ: ଜାଣନ୍ତୁ କେବେ, କେଉଁଠି ଦେଖିପାରିବେ ତୃତୀୟ ଦିନିକିଆ ମ୍ୟାଚ୍
କାନବେରା,୧।୧୨: ଆୟୋଜକ ଅଷ୍ଟ୍ରେଲିଆ ବିପକ୍ଷ ୩ ଟିକିଆ ଏକଦିବସୀୟ ସିରିଜ ହାରିଛି ଟିମ ଇଣ୍ଡିଆ। ଏବେ ଶେଷ ମ୍ୟାଚରେ ସମ୍ମାନ ବଞ୍ଚାଇବା ଦଳ ପାଇଁ ସୁଯୋଗ ରହିଛି। ଟି-୨୦ ସିରିଜ ପୂର୍ବରୁ ଉଭୟ ଦଳ ଶେଷ ଦିନିକିଆରେ ବୁଧବାର ମୁହାଁମୁହିଁ...
ଆଉ ଏକ କ୍ରିକେଟ୍ ଟିମ୍ର ମାଲିକ ହେଲେ କିଙ୍ଗ୍ ଖାନ୍ ଶାହାରୁଖ୍
ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍) ଏବଂ କାରାବିଆନ୍ ପ୍ରିମିୟର ଲିଗ୍ (ସିପିଏଲ୍) ପରେ କିଙ୍ଗ୍ ଖାନ୍ ଶାହାରୁଖ୍ ଆମେରିକାର ଟି-୨୦ ଲିଗ୍ରେ ପ୍ରବେଶ କରିବାକୁ ପ୍ରସ୍ତୁତ ହେଉଛନ୍ତି। ଏକ ରିପୋର୍ଟ ଅନୁଯାୟୀ, କୋଲକାତା ନାଇଟ୍ ରାଇଡର୍ସ (କେକେଆର୍) ଏବଂ ତ୍ରିନିଦାଦ୍...
ଏହି ଖେଳାଳିଙ୍କ ପାଇଁ ଡ୍ରେସିଂ ରୁମ୍ରେ ଶର୍ଟ ଖୋଲି ଦେଇଥିଲେ ସୌରଭ ଗାଙ୍ଗୁଲି
ଭାରତୀୟ କ୍ରିକେଟ ଦଳର ଚମତ୍କାର ଫିଲ୍ଡର ମହମ୍ମଦ କୈଫ ୪୦ତମ ଜନ୍ମଦିନ ପାଳନ କରୁଛନ୍ତି। ଭାରତୀୟ କ୍ରିକେଟ ପ୍ରେମୀଙ୍କ ପାଇଁ ମହମ୍ମଦ କୈଫଙ୍କ ନାମ ଆସିବା ମାତ୍ରେ ଏହାର ପ୍ରଥମ ସ୍ମୃତି ହେଉଛି ଲର୍ଡସ ପଡିଆରେ ଖେଲାଯାଇଥିବା ନାଟଓ୍ବେଷ୍ଟ ଟ୍ରଫି...
ସ୍ତ୍ରୀଙ୍କ ଗୋଡ ଧରିଲେ ବିରାଟ କୋହଲି
ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ଖୁବ୍ଶୀଘ୍ର ମା’ ହେବାକୁ ଯାଉଛନ୍ତି। ଏବେ ସେ ଗର୍ଭାବସ୍ଥା ଖୁବ୍ ଉପଭୋଗ କରୁଛନ୍ତି। ନିକଟରେ ତାଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟରେ ଏକ ଫଟୋ ଶେୟାର କରିଛନ୍ତି। ଯାହା ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଫଟୋରେ...
ଶାହାରୁଖ୍ ଖାନ୍ଙ୍କୁ ଚୁପ୍ କରିଦେଇଥିଲେ ମୁକେଶ ଅମ୍ବାନୀଙ୍କ ପୁଅ ଅନନ୍ତ: ଜାଣନ୍ତୁ କିପରି…
କରୋନା ମହାମାରୀ ସମୟରେ ବଲିଉଡ୍ କଳାକାରଙ୍କ ଅନେକ କାହାଣୀ, ଫଟୋ ଏବଂ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହାରି ମଧ୍ୟରେ ମୁକେଶ ଅମ୍ବାନୀଙ୍କ ପୁଅ ଅନନ୍ତ ଅମ୍ବାନୀ ଏବଂ ଶାହାରୁଖ୍ ଖାନ୍ଙ୍କ ଏକ ଭିଡିଓ ଏବଂ ଫଟୋ...
ପଡିଆରେ ମୁଣ୍ଡ ବୁଲାଉଥିଲା, ହାସଲ କଲେ ଶତକ
ସିଡନୀ,୧।୧୨: ଭାରତ ବିପକ୍ଷ ପ୍ରଥମ ଏବଂ ଦ୍ୱିତୀୟ ଦିନିକିଆ ମ୍ୟାଚ୍ରେ ଅଷ୍ଟ୍ରେଲିଆର ଶୀର୍ଷ ବ୍ୟାଟ୍ସମ୍ୟାନ ଷ୍ଟିଭ ସ୍ମିଥ ଶତକ ହାସଲ କରିଛନ୍ତି। ଭାରତ ବିପକ୍ଷ ଦ୍ୱିତୀୟ ଦିନିକିଆ ପୂର୍ବରୁ ତାଙ୍କର ଜୋର ମୁଣ୍ଡ ବୁଲାଉଥିଲା। ଏହା ସତ୍ତ୍ୱେ ସେ ଏକ...
କୋହଲିଙ୍କ ବିନା ଭାରତ ଯଦି ଅଷ୍ଟ୍ରେଲିଆ ବିପକ୍ଷ ଟେଷ୍ଟ ସିରିଜ୍ ବିଜୟ ହୁଏ ତେବେ…
କାନବେରା,୧।୧୨: ଅଷ୍ଟ୍ରେଲିଆ ଗସ୍ତରେ ଏକଦିବସୀୟ ଏବଂ ଟି-୨୦ ସିରିଜ ପରେ ଟିମ ଇଣ୍ଡିଆକୁ ୪ଟି ଟେଷ୍ଟ ମ୍ୟାଚ ଖେଳିବାକୁ ପଡି। ଏହି ସିରିଜ ଟିମ ଇଣ୍ଡିଆ ପାଇଁ ଅତ୍ୟନ୍ତ କଷ୍ଟସାଧ୍ୟ ହେବ କାରଣ ଦଳର ନିୟମିତ ଅଧିନାୟକ ବିରାଟ କୋହଲି...
ରାହୁଲଙ୍କ ଖେଳ ଭାବନା ଉପରେ ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା
ସିଡନୀ,୧।୧୨: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ଣ୍ଣର ଆହତ କାରଣରୁ ଭାରତ ବିପକ୍ଷ ୩ଟି ଟି-୨୦ ମ୍ୟାଚରୁ ବାଦ ପଡିଛନ୍ତି। ଦ୍ୱିତୀୟ ଦିନିକିଆରେ ଫିଲ୍ଡିଂ କରୁଥିବାବେଳେ ୱାର୍ଣ୍ଣର ଆହତ ହୋଇଥିଲେ। ପରେ ତାଙ୍କୁ ଡାକ୍ତରଖାନା ନେବାକୁ ପଡିଥିଲା। ତାଙ୍କ ସ୍ଥାନରେ...
ଅଷ୍ଟ୍ରେଲୀୟ କ୍ରିକେଟର୍ଙ୍କ ଅଶୁଭ ମନାସି ଅଡୁଆରେ ଭାରତୀୟ କ୍ରିକେଟର୍
ସିଡନୀ,୧।୧୨: ଗୋଡରେ ଆଘାତ ଯୋଗୁ ଅଷ୍ଟ୍ରେଲୀୟ ରନ ମେସିନ ଡେଭିଡ ୱାର୍ଣ୍ଣରଙ୍କୁ ଗତ ଏକ ଦିନିକିଆ ଏବଂ ପୁରା ଟି -୨୦ ସିରିଜରୁ ବାଦ ଦିଆଯାଇଛି। ଭୋରତ ବିପକ୍ଷ ଦ୍ୱିତୀୟ ମ୍ୟାଚ୍ରେ ୱାର୍ଣ୍ଣର ଫିଲ୍ଡି କରୁଥିବାବେଳେ ଆଘାତ ଲାଗିଥିଲା। ପରେ...
ମାରାଡୋନାଙ୍କ ମୃତ୍ୟୁ ଘଟଣାର ତଦନ୍ତ
ବୁଏନ୍ସଆୟାର୍ସ, ୧ା୧୨(ଏପି)-ଡିଏଗୋ ମାରାଡୋନାଙ୍କ ମୃତ୍ୟୁକୁ ନେଇ ଆର୍ଜେଣ୍ଟିନା ପୋଲିସ କିମ୍ବଦନ୍ତୀ ଫୁଟ୍ବଲରଙ୍କ ବାସଭବନ ଏବଂ କାର୍ଯ୍ୟାଳୟରେ ତଦନ୍ତ ଆରମ୍ଭ କରିଦେଇଛନ୍ତି। ୬୦ବର୍ଷୀୟ ଫୁଟ୍ବଲ ଷ୍ଟାରଙ୍କ ବ୍ୟକ୍ତିଗତ ଡାକ୍ତର ସ୍ନାୟୁ ବିଶେଷଜ୍ଞ ଲେପୋଲ୍ଡୋ ଲକ୍ଙ୍କୁ ତଦନ୍ତର ଅଂଶବଶେଷ କରାଯାଇଛି। ମାରାଡୋନାଙ୍କ ବିୟୋଗରେ...
Archives


