ଖେଳ

ମାରାଡୋନାଙ୍କ ମୃତ୍ୟୁ ଘଟଣାର ତଦନ୍ତ

ବୁଏନ୍ସଆୟାର୍ସ, ୧ା୧୨(ଏପି)-ଡିଏଗୋ ମାରାଡୋନାଙ୍କ ମୃତ୍ୟୁକୁ ନେଇ ଆର୍ଜେଣ୍ଟିନା ପୋଲିସ କିମ୍ବଦନ୍ତୀ ଫୁଟ୍‌ବଲରଙ୍କ ବାସଭବନ ଏବଂ କାର୍ଯ୍ୟାଳୟରେ ତଦନ୍ତ ଆରମ୍ଭ କରିଦେଇଛନ୍ତି। ୬୦ବର୍ଷୀୟ ଫୁଟ୍‌ବଲ ଷ୍ଟାରଙ୍କ ବ୍ୟକ୍ତିଗତ ଡାକ୍ତର ସ୍ନାୟୁ ବିଶେଷଜ୍ଞ ଲେପୋଲ୍ଡୋ ଲକ୍‌ଙ୍କୁ ତଦନ୍ତର ଅଂଶବଶେଷ କରାଯାଇଛି। ମାରାଡୋନାଙ୍କ ବିୟୋଗରେ...

ତେନ୍ଦୁଲକରଙ୍କ ସହାୟତା

ମୁମ୍ବାଇ, ୧ା୧୨ (ପି.ଟି.)-ଭାରତୀୟ କ୍ରିକେଟ ଆଇକନ ସଚିନ ତେନ୍ଦୁଲକର ଗୁରୁତର ରୋଗରେ ପୀଡ଼ିତ ୬ଟି ରାଜ୍ୟର ୧୦୦ ଜଣ ଅନଗ୍ରସର ଶିଶୁଙ୍କ ଚିକିତ୍ସା ପାଇଁ ଆର୍ଥିକ ସହାୟତା ଯୋଗାଇ ଦେବେ। ଇକାମ ନାମକ ଫାଉଣ୍ଡେଶନ ସହିତ ପାର୍ଟନରଶିପ୍‌ରେ ସେ ଏହି...

କୋହଲିଙ୍କ ତ୍ରୁଟି ଦର୍ଶାଇଲେ ଗମ୍ଭୀର

ନୂଆଦିଲ୍ଲୀ, ୧ା୧୨ (ପି.ଟି.): ସିଡ୍‌ନୀଠାରେ ଅନୁଷ୍ଠିତ ଅଷ୍ଟ୍ରେଲିଆ ବିପକ୍ଷ ଦ୍ୱିତୀୟ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଓପନିଂ ସ୍ପେଲ୍‌ରେ ତାଙ୍କର ପ୍ରମୁଖ ବୋଲର ଯଶପ୍ରୀତ ବୁମ୍‌ରାଙ୍କୁ ମାତ୍ର ୨ଓଭର ବୋଲିଂ ଦେଇ...

ଓ୍ବାର୍ନର ଓହରିଲେ, କୁମିନ୍ସଙ୍କୁ ବିଶ୍ରାମ

ସିଡ୍‌ନୀ,୧ା୧୨(ପି.ଟି.): ଅଷ୍ଟ୍ରେଲୀୟ ଓପନର ଡେଭିଡ ଓ୍ବାର୍ନର ଭାରତ ବିପକ୍ଷ ଅବଶିଷ୍ଟ ସୀମିତ ଓଭର କ୍ରିକେଟ ସିରିଜରୁ ଓହରି ଯାଇଛନ୍ତି। ଏଠାରେ ଅନୁଷ୍ଠିତ ଦ୍ୱିତୀୟ ଦିନିକିଆ ମ୍ୟାଚ ଅବସରରେ ସେ ଉରୁସନ୍ଧିରେ ଆଘାତ ପାଇଥିଲେ। ସେହିପରି ଫାଷ୍ଟ ବୋଲର ପ୍ୟାଟ୍‌ କୁମିନ୍ସଙ୍କୁ...

ଇଣ୍ଡିଆନ ସୁପର ଲିଗ୍‌: ଗୋଆ-ନର୍ଥଇଷ୍ଟ ମ୍ୟାଚ ଡ୍ର

ଫତୋର୍ଦା ୧ା୧୨: ଇଣ୍ଡିଆନ ସୁପରଲିଗ୍‌ (ଆଇଏସ୍‌ଏଲ୍‌)ରେ ସୋମବାର ଅନୁଷ୍ଠିତ ଏଫସି ଗୋଆ ଓ ନର୍ଥଇଷ୍ଟ ୟୁନାଇଟେଡ ମ୍ୟାଚ ୧-୧ ଗୋଲରେ ଡ୍ର ରହିଛି। ଫଳରେ ଉଭୟ ଦଳ ଗୋଟିଏ ଲେଖାଏ ପଏଣ୍ଟ ଭାଗ କରିଛନ୍ତି। ଏହି ମ୍ୟାଚର ଫଳାଫଳ ସହିତ...

ଓସିଏ ଆୟୋଜନ କରିବ ଟି-୨୦ ଲିଗ୍‌

ଭୁବନେଶ୍ୱର, ୩୦ା୧୧ (ସ୍ପୋଟର୍‌ସ ବ୍ୟୁରୋ)-କଟକସ୍ଥିତ ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) କ୍ଲବ ପରିସରରେ ଏହାର କର୍ମକର୍ତ୍ତା, ଫାଇନାନ୍ସ କମିଟି ଓ ଟୁର୍ନାମେଣ୍ଟ କମିଟି ବୈଠକ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଓଡ଼ିଶା କ୍ରିକେଟର ଭବିଷ୍ୟତ ଯୋଜନା ସମ୍ପର୍କରେ ଆଲୋଚନା ହୋଇଥିଲା।...

ଭାରତ ବିପକ୍ଷରେ ମାକ୍ସଓ୍ବେଲ୍‌ଙ୍କ ଅର୍ଦ୍ଧଶତକ: ପଞ୍ଜାବ କୋଚ୍‌ କହିଲେ ଏହା ଏକ ଅପରାଧ

ଇଣ୍ଡିଆନ ପ୍ରିମିୟର ଲିଗ(ଆଇପିଏଲ୍‌) କିଙ୍ଗସ ଏକାଦଶ ପଞ୍ଜାବର ବ୍ୟାଟିଂ କୋଚ ୱାସିମ ଜାଫର୍‌ ମଜାଳିଆ ଟୁଇଟ୍‌ କରିଛନ୍ତି। ରବିବାର ସିଡନୀ କ୍ରିକେଟ ଗ୍ରାଉଣ୍ଡରେ ଖେଳାଯାଇଥିବା ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ଦ୍ୱିତୀୟ ଦିନିକିଆ ମ୍ୟାଚ୍‌ ପରେ ୱାସିମ ଜାଫର୍‌ ଏକ ମଜାଦାର ବଲିଉଡ...

କ୍ରିକେଟ ମ୍ୟାଚ୍‌ ଦେଖିବା ଆଶା ହରାଇ ନାହାନ୍ତି ଏହି ଯୁବକ, ଦୀର୍ଘ ୮ ମାସ ହେଲା ଶ୍ରୀଲଙ୍କାରେ ଅଟକି ରହିଛନ୍ତି

କେବଳ ଭାରତ ନୁହେଁ, ଇଂଲଣ୍ଡରେ ମଧ୍ୟ କ୍ରିକେଟର କ୍ରେଜ୍‌ ଭରପୂର ହୋଇ ରହିଛି। ୩୭ ବର୍ଷୀୟ ରବ୍‌ ଲୁଇସ୍‌ ହେଉଛନ୍ତି ଏମିତି ଜଣେ ବ୍ୟକ୍ତି ଯିଏ କି ଇଂଲଣ୍ଡ ଏବଂ ଶ୍ରୀଲଙ୍କା ମ୍ୟାଚ ଦେଖିବା ପାଇଁ ଦୀର୍ଘ ୮ ମାସ...

ସଚିନଙ୍କୁ ପଛରେ ପକାଇଲେ କୋହଲି

ସିଡନୀ,୩୦।୧୧:ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ତାଙ୍କ ପୁରୁଣା ଫର୍ମକୁ ଫେରୁଛନ୍ତି। ସିଡନୀ କ୍ରିକେଟ ଗ୍ରାଉଣ୍ଡରେ ଅଷ୍ଟ୍ରେଲିଆ ବିପକ୍ଷ ଦ୍ୱିତୀୟ ଦିନିକିଆରେ ସେ ୮୩ ବଲରେ ୮୯ରନ ସଂଗ୍ରହ କରିଥିଲେ। ତେବେ ଏହି ମ୍ୟାଚ୍‌ ପରାଜୟ ସହ ଭାରତ...

ଭାରତର ପରାଜୟ ପରେ ଉପଅଧିନାୟକଙ୍କ ଅଜବ ମନ୍ତବ୍ୟ

ସିଡନୀ,୩୦।୧୧: ଅଷ୍ଟ୍ରେଲିଆଠାରୁ କ୍ରମାଗତ ଦୁଇଟି ମ୍ୟାଚ ପରାସ୍ତ ହୋଇ ଭାରତୀୟ ଦଳ ସିରିଜ୍‌ ୨-୦ରେ ହାରିଛି । ଏବେ ଡିସେମ୍ବର ୨ରେ ସେ ସମ୍ମାନ ବଞ୍ଚାଇବା ପାଇଁ କାନବେରାରେ ତୃତୀୟ ଦିନିକିଆ ମ୍ୟାଚ୍‌ ଖେଳିବ। ଅଷ୍ଟ୍ରେଲିଆ ପ୍ରତ୍ୟେକ କ୍ଷେତ୍ରରେ ଭାରତୀୟ...

୭ ବର୍ଷ ପରେ ଆରମ୍ଭ ହେଲା ଲଜ୍ଜାଜନକ ବିପର୍ଯ୍ୟୟ

ସିଡନୀ,୩୦।୧୧: ଅଷ୍ଟ୍ରେଲିଆ ବିପକ୍ଷ ଏକଦିବସୀୟ ସିରିଜରେ ହାରିବା ପରେ ବିରାଟ କୋହଲି ପ୍ରବଳ ଚାପରେ ଅଛନ୍ତି। ଏଥିରୁ ଜଣାପଡୁଛି ଯେ ଭାରତୀୟ ଦଳ ଅଷ୍ଟ୍ରେଲିଆ ସମ୍ମୁଖରେ ଆତ୍ମସମର୍ପଣ କରିଛି। ଏବେ ଅଷ୍ଟ୍ରେଲିଆ ଗସ୍ତରେ ଗୋଟିଏ ଏକଦିବସୀୟ ବାକି ଅଛି। ଏହାପରେ...

ଅଷ୍ଟ୍ରେଲିଆକୁ ବଡ ଝଟ୍‌କା

ସିଡନୀ,୩୦।୧୧: ଭାରତ ବିପକ୍ଷ ସୀମିତ ଓଭର ସିରିଜର ଅବଶିଷ୍ଟ ମ୍ୟାଚରୁ ଅଷ୍ଟ୍ରେଲିଆର ବିସ୍ଫୋରକ ଓପନର୍‌ ଡେଭିଡ ୱାର୍ନର ବାଦ୍‌ ପଡିଛନ୍ତି। ରବିବାର ସିଡନୀରେ ଚାଲିଥିବା ଦ୍ୱିତୀୟ ଦିନିକିଆରେ ଗୋଡ ଆଘାତ ଯୋଗୁ ତାଙ୍କୁ ପଡ଼ିଆ ଛାଡିବାକୁ ପଡିଥିଲା। ବୁଧବାର ଖେଳାଯିବାକୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri