ଖେଳ

ଭାରତ-ପାକିସ୍ତାନ ମଧ୍ୟରେ କ୍ରିକେଟ ଖେଳ ନେଇ ପ୍ରସ୍ତାବ

ଇସଲାମାବାଦ୍‌,୨୨।୩: ଭାରତ ପାକିସ୍ତାନ ମଧ୍ୟରେ ଶେଷଥର ପାଇଁ କ୍ରିକେଟ ଖେଳ ୨୦୧୨-୧୩ରେ ହୋଇଥିଲା। ଏହାପରେ କ୍ରିକେଟପ୍ରେମୀ ଦୁଇ ଦେଶ ମଧ୍ୟରେ ହେଉଥିବା ରୋମାଞ୍ଚକର ଖେୂ ଦେଖିବାରୁ ବଞ୍ଚିତ ରହିଛନ୍ତି। ତେବେ ଦୁଇ ଦେଶ ମଧ୍ୟରେ ପୁଣି କ୍ରିକେଟ ଖେଳ ଆରମ୍ଭ ପାଇଁ…

ଯୁବରାଜଙ୍କୁ ଦେଖି ଷ୍ଟାଡିୟମ୍‌ରେ ଡେଇଁବାକୁ ଲାଗିଲେ ଏହି ଶିଶୁ: କହିଲେ…

ରୋଡ୍‌ ସେଫ୍ଟି ଓ୍ବାଲର୍‌ଡ ସିରିଜ୍‌ରେ ଇଣ୍ଡିଆ ଲିଜେଣ୍ଡ୍ସ୍‌ ଚାମ୍ପିୟନ ହୋଇଛି। ରବିବାର ଅନୁଷ୍ଠିତ ଫାଇନାଲ ମ୍ୟାଚ୍‌ରେ ଇଣ୍ଡିଆ ୧୪ ରନ୍‌ରେ ଶ୍ରୀଲଙ୍କା ଲିଜେଣ୍ଡ୍ସକୁ ପରାସ୍ତକରି ଟାଇଟେଲ ହାସଲ କରିଛି। ୟୁସୁଫ ପଠାନଙ୍କ ଭଲ ପ୍ରଦର୍ଶନ ଯୋଗୁ ଇଣ୍ଡିଆ ୧୪ ରନ୍‌ରେ ଏହି…

ପ୍ରମୋଦ, ସ୍ବୟମ୍ସ, ପଞ୍ଚାନନ, ଅରୁଣଙ୍କୁ ମିଳିଲା ଓସ୍‌ଜା ପୁରସ୍କାର:  ଖେଳାଳିଙ୍କ ପାଇଁ କ୍ରୀଡ଼ା ଖବରଦାତାଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର, ୨୨ା୩(କ୍ରୀଡ଼ା ପ୍ରତିନିଧି)- ଖେଳାଳିଙ୍କ କ୍ୟାରିୟର ଆଗକୁ ବଢ଼ାଇବାରେ କ୍ରୀଡ଼ା ଖବରଦାତାଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ। କ୍ରୀଡ଼ାବିତ୍‌-କ୍ରୀଡ଼ା ଖବରଦାତାଙ୍କ ସମ୍ପର୍କ କାରଣରୁ ରାଜ୍ୟରେ କ୍ରୀଡ଼ାର ବିକାଶ ଘଟିଛି ବୋଲି ରବିବାର କଟକସ୍ଥିତ ଓଡ଼ିଶା ଅଲିମ୍ପିକ୍‌ ଆସୋସିଏଶନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଓସ୍‌ଜା ବାର୍ଷିକ…

ଆଇପିଏଲ୍‌ ପ୍ରଥମ ଭାଗ ଖେଳିବେନି ଆର୍ଚର

ଅହମଦାବାଦ, ୨୨।୩ (ପି.ଟି.)-ଡାହାଣ କହୁଣିରେ ଆଘାତ ଲାଗିଥିବାରୁ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ପ୍ରଥମ ଭାଗ ଖେଳିବେନି ଇଂଲଣ୍ଡର ଷ୍ଟାର ପେସ୍‌ ବୋଲର ଜୋଫ୍ରା ଆର୍ଚର। ଇଂଲଣ୍ଡ ଓ ଓ୍ବେଲ୍ସ କ୍ରିକେଟ ବୋର୍ଡ (ଇସିବି) ତରଫରୁ ରବିବାର ଏହି ସୂଚନା ଦିଆଯାଇଛି।…

ମହିଳା କ୍ରିକେଟ: ଦକ୍ଷିଣ ଆଫ୍ରିକାର ସିରିଜ ବିଜୟ

ଲକ୍ଷ୍ନୌ, ୨୨ା୩ (ପି.ଟି.)- ଭାରତ ବିପକ୍ଷ ଦ୍ୱିତୀୟ ମହିଳା ଟି୨୦ କ୍ରିକେଟ ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକା ୬ଉଇକେଟରେ ବିଜୟ ଲାଭ କରିଛି। ଏଥିସହିତ ଦଳ ୨-୦ରେ ଅଗ୍ରଣୀ ସହ ୩ ମ୍ୟାଚ ବିଶିଷ୍ଟ ସିରିଜକୁ ଆଗୁଆ କବ୍‌ଜା କରିନେଇଛି। ଅନ୍ତିମ ବଲ୍‌ରେ…

ଦିନିକିଆ ସିରିଜ: ପୁଣେରେ ଭାରତୀୟ ଦଳ ପହଞ୍ଚିଲା

ପୁଣେ, ୨୨।୩(ପି.ଟି.): ଇଂଲଣ୍ଡର ଭାରତ ଗସ୍ତ ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି। ଟେଷ୍ଟ ପରେ ଟି୨୦ ସିରିଜ ଅନୁଷ୍ଠିତ ହୋଇଯାଇଛି। ଏବେ ପୁଣେରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ ଖେଳିବାକୁ ଭାରତୀୟ ଦଳ ପୁଣେରେ…

ଭାରତ ବିପକ୍ଷ ଦିନିକିଆ ସିରିଜ: ଇଂଲଣ୍ଡ ଦଳରୁ ରୁଟ୍‌, ଆର୍ଚର ବାଦ୍‌

ଅହମଦାବାଦ,୨୨।୩(ପି.ଟି.): ମଙ୍ଗଳବାରଠାରୁ ପୁଣେରେ ଆରମ୍ଭ ହେବାକୁ ଯାଉଥିବା ଭାରତ ବିପକ୍ଷ ୩ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ପାଇଁ ଭ୍ରମଣକାରୀ ଇଂଲଣ୍ଡ ଦଳ ଘୋଷିତ ହୋଇଛି। ଏହି ୧୪ ଜଣିଆ ଦଳରେ ତାରକା ବ୍ୟାଟ୍ସମ୍ୟାନ ତଥା ଟେଷ୍ଟ ଅଧିନାୟକ ଜୋ ରୁଟ୍‌…

ବିଶ୍ୱକପ୍‌ ଫାଇନାଲ ଭଳି ରୋମାଞ୍ଚଭରା ମ୍ୟାଚ୍‌ ଜିତିଲା ଇଣ୍ଡିଆ ଲିଜେଣ୍ଡ୍ସ

ରାୟପୁର,୨୨।୩ : ୨୦୧୧ ବିଶ୍ୱକପ୍‌ ଫାଇନାଲ ଭଳି ରୋମାଞ୍ଚକ ମ୍ୟାଚ୍‌ରେ ଶ୍ରୀଲଙ୍କାକୁ ହରାଇ ଚାମ୍ପିୟନ ହୋଇଛି ଇଣ୍ଡିଆ। ତେବେ ଏହା ବିଶ୍ୱକପ୍‌ ନୁହେଁ, ଅନଏକାଡେମୀ ରୋଡ୍‌ ସେଫ୍ଟି ଓ୍ବାଲର୍‌ଡ ଟି୨୦ ସିରିଜ୍‌। ସ୍ଥାନୀୟ ଶହୀଦ ବୀର ନାରାୟଣ ସିଂ ଅନ୍ତର୍ଜାତୀୟ ଷ୍ଟାଡିୟମରେ…

ଅନ୍ୟ ଧର୍ମରେ ବିବାହ କରିଛନ୍ତି ଏହିସବୁ ପ୍ରସିଦ୍ଧ କ୍ରିକେଟର

ଭାରତୀୟ କ୍ରିକେଟରେ ଏମିତି କିଛି ଖେଳାଳି ଅଛନ୍ତି ଯେଉଁମାନେ ଅନ୍ୟ ଧର୍ମରେ ବିବାହ କରି ସମାଜ ପାଇଁ ଏକ ଉଦାହରଣ ସୃଷ୍ଟି କରିଛନ୍ତି। ସେମିତି କିଛି କ୍ରିକେଟଙ୍କ ସମ୍ପର୍କରେ ଜାଣନ୍ତୁ ମହମ୍ମଦ କୈଫ୍‌ ଭାରତୀୟ କ୍ରିକେଟରେ ଜଣେ ଜବରଦସ୍ତ ଫିଲ୍ଡର ଭାବେ…

ବିଶ୍ୱ କ୍ରିକେଟରେ ହାତଛଡ଼ା ହୋଇଥିବା ମହଙ୍ଗା କ୍ୟାଚ୍‌

କ୍ରିକେଟରେ କ୍ୟାଚ୍‌ ହିଁ ମ୍ୟାଚ୍‌ ଜିତାଏ। କିନ୍ତୁ ବିଶ୍ୱ କ୍ରିକେଟରେ ବହୁତ ଗୁରୁତ୍ୱପୂର୍ଣ୍ଣ କ୍ୟାଚ୍‌ ହାତଛଡ଼ା ହୋଇଛି, ଯାହାକି ପୂରା ଦଳକୁ ମହଙ୍ଗା ପଡ଼ିବାର ବହୁ ଦୃଷ୍ଟାନ୍ତ ରହିଛି। ଏଭଳି ଏକ କ୍ୟାଚ୍‌ ସମ୍ପର୍କରେ ଆମେ ଆପଣଙ୍କୁ ଜଣାଇବାକୁ ଯାଉଛୁ। ୨୦୧୪ରେ…

ଦଣ୍ଡିତ ହେଲେ ଭାରତୀୟ ଖେଳାଳି

ଅହମ୍ମଦାବାଦ,୨୧।୩ : ଏଠାରେ ଖେଳାଯାଇଥିବା ଅନ୍ତିମ ମ୍ୟାଚ୍‌କୁ ୩୬ ରନ୍‌ରେ ଜିତି ୫ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌କୁ ୩-୨ ବ୍ୟବଧାନରେ ହାତେଇ ନେଇଛି ଟିମ୍‌ ଇଣ୍ଡିଆ। ଏହି ମ୍ୟାଚ୍‌ରେ ଧିମା ବୋଲିଂ ହାର ପାଇଁ ଭାରତୀୟ ଦଳର ଖେଳାଳିଙ୍କୁ ଦଣ୍ଡିତ ହେବାକୁ…

ଦୋକାନ ଖୋଲିଲେ ଧୋନୀ, ଜମିଲା ଭିଡ

ରାଞ୍ଚି,୨୧।୩: ଭାରତର ପୂର୍ବତନ ଦଳର କ୍ରିକେଟର ମହେନ୍ଦ୍ର ସିଂ ଧୋନୀ ଅବସର ନେବା ପରେ ମଧ୍ୟ ତାଙ୍କ କ୍ରେଜ୍‌ ଆଜି ବି ରହିଛି। ନିଜ ସହର ରାଞ୍ଚିରେ ସେ ବେଶ୍‌ ଲୋକପ୍ରିୟ। ଏହି କାରଣରୁ ଅବସରରେ ଧୋନୀ ଚାଷ କାର୍ଯ୍ୟକୁ ଲୋକେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?