ପ୍ରଥମ ଟି୨୦: ଇଂଲଣ୍ଡ ୫ ଉଇକେଟରେ ବିଜୟୀ
କେପ୍ ଟାଉନ,୨୯।୧୧(ଏପି): ସ୍ଥାନୀୟ ନ୍ୟୁଲାଣ୍ଡ୍ସ ଗ୍ରାଉଣ୍ଡରେ ଶୁକ୍ରବାର ଅନୁଷ୍ଠିତ ଦକ୍ଷିଣ ଆଫ୍ରିକା ବିପକ୍ଷ ପ୍ରଥମ ଟି୨୦ ମ୍ୟାଚ୍ରେ ଭ୍ରମଣକାରୀ ଇଂଲଣ୍ଡ ମିଡିଲ ଅର୍ଡର ବ୍ୟାଟ୍ସମ୍ୟାନ ଜନି ବେୟାରଷ୍ଟୋଙ୍କ ଧୂଆଁଧାର ବ୍ୟାଟିଂ ବଳରେ ୫ ଉଇକେଟରେ ବିଜୟ ହାସଲ କରିଛି। ଟସ୍...
ଦ୍ୱିତୀୟ ଦିନିକିଆ: ସିରିଜ ବଞ୍ଚାଇବା ଲକ୍ଷ୍ୟରେ ଭାରତ
ସିଡ୍ନୀ,୨୯।୧୧(ପି.ଟି.): ଦ୍ୱିତୀୟ ଦିନିକିଆରେ ଭାରତ ଓ ଘରୋଇ ଅଷ୍ଟ୍ରେଲିଆ ରବିବାର ପରସ୍ପରକୁ ଭେଟିବେ। ପୁଣି ଥରେ ସ୍ଥାନୀୟ ସିଡ୍ନୀ କ୍ରିକେଟ ଗ୍ରାଉଣ୍ଡ (ଏସ୍ସିଜି) ମ୍ୟାଚ୍ ଖେଳାଯିବ। ପ୍ରଥମ ଦିନିକିଆରେ ୬୬ ରନରେ ପରାସ୍ତ ହୋଇଥିବା ଭାରତ ଦ୍ୱିତୀୟ ମ୍ୟାଚ୍ରେ ବିଜୟୀ...
ରାସ୍ତାକଡ଼ରେ ଷ୍ଟଲ ଲଗାଉଥିଲେ ଏହି କ୍ରିକେଟରଙ୍କ ମା’, କ୍ରିକେଟ କିଟ୍ କିଣିବାକୁ ନ ଥିଲା ପଇସା; ଏଭଳି ବଦଳିଲା ଭାଗ୍ୟ
ନୂଆଦିଲ୍ଲୀ,୨୮।୧୧: ଇଣ୍ଡିଆନ ପ୍ରିମିୟର ଲିଗ୍(ଆଇପିଏଲ୍)ରେ ଭଲ ପ୍ରଦର୍ଶନ କରିଥିଲେ ବାମହାତୀ ପେସର ଟି ନଟରାଜନ। ଏବେ ନବଦୀପ ସଇନୀ ସମ୍ପୂର୍ଣ୍ଣ ଫିଟ୍ ନ ଥିବାରୁ ୨୯ ବର୍ଷୀୟ ନଟରାଜନଙ୍କୁ ଭାରତୀୟ ଦିନିକିଆ କ୍ରିକେଟ ଦଳରେ ସାମିଲ କରାଯାଇଛି। ସଇନୀଙ୍କ ପିଠିରେ...
ଅଷ୍ଟ୍ରେଲିଆ ବିପକ୍ଷ ମ୍ୟାଚ୍ରେ ନିଜ ନାମରେ ଏହି ଲଜ୍ଜାଜନକ ରେକର୍ଡ କଲେ ଚହଲ
ନୂଆଦିଲ୍ଲୀ,୨୮।୧୧: ଟିମ୍ଇଣ୍ଡିଆର ଲେଗ୍ ସ୍ପିନର ୟୁଜବେନ୍ଦ୍ର ଚହଲ ଏକ ଲଜ୍ଜାଜନକ ରେକର୍ଡ ନିଜ ନାମରେ କରିଛନ୍ତି। ସେ ଦିନିକିଆ ମ୍ୟାଚ୍ରେ ସବୁଠାରୁ ଅଧିକ ରନ୍ ଦେଇଥିବା ଭାରତୀୟ ସ୍ପିନ୍ ବୋଲର ପାଲଟିଛନ୍ତି। ଶୁକ୍ରବାର ଅଷ୍ଟ୍ରେଲିଆ ବିପକ୍ଷରେ ଖେଳାଯାଇଥିବା ପ୍ରଥମ ଦିନିକିଆ...
ବ୍ୟାଟିଂ କରୁଥିବା ସମୟରେ କେ.ଏଲ୍. ରାହୁଲଙ୍କୁ କ୍ଷମା ମାଗିଥିଲେ ମ୍ୟାକ୍ସଓ୍ବେଲ, କାରଣ ଜାଣିଲେ..
ନୂଆଦିଲ୍ଲୀ,୨୮।୧୧: ଅଷ୍ଟ୍ରେଲିଆ ଅଲରାଉଣ୍ଡର ଗ୍ଲେନ୍ ମ୍ୟାକ୍ସଓ୍ବେଲ ଶୁକ୍ରବାର ଭାରତ ବିପକ୍ଷ ପ୍ରଥମ ଦିନିକିଆ ମ୍ୟାଚ୍ରେ ଜବରଦସ୍ତ ବ୍ୟାଟିଂ କରିଥିଲେ। ମାତ୍ର ୧୯ ବଲରେ ସେ ୪୫ ରନ୍ କରି ସମସ୍ତଙ୍କୁ ଚକିତ କରିଥିଲେ। ତେବେ ନିକଟରେ ଶେଷ ହୋଇଥିବା ଆଇପିଏଲ୍ରେ...
ଦିନିକିଆ ଦଳରେ ନଟରାଜନ ସାମିଲ
ସିଡ୍ନୀ, ୨୮।୧୧(ପି.ଟି.)- ନବଦୀପ ସଇନୀ ସମ୍ପୂର୍ଣ୍ଣ ଫିଟ୍ ନ ଥିବାରୁ ଭାରତୀୟ ଦିନିକିଆ କ୍ରିକେଟ ଦଳରେ ବାମହାତୀ ପେସର ଟି. ନଟରାଜନଙ୍କୁ ସାମିଲ କରାଯାଇଛି। ସଇନୀଙ୍କ ପିଠିରେ ଯନ୍ତ୍ରଣା ଥିବାରୁ ୨୯ ବର୍ଷୀୟ ନଟରାଜନଙ୍କୁ ୫୦ ଓଭର ଫର୍ମାଟରେ ଅନ୍ତର୍ଭୁକ୍ତ...
ମୁଖ୍ୟ କୋଚ୍ ପଦରେ ରହିଲେ ରଶ୍ମି : ଦୀପକ ବୋଲିଂ ଓ ଗୋପାଳ ଫିଲ୍ଡିଂ କୋଚ୍
ଭୁବନେଶ୍ୱର, ୨୮।୧୧(କ୍ରୀଡ଼ା ପ୍ରତିନିଧି)- ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ପକ୍ଷରୁ ରାଜ୍ୟ ସିନିୟର ଦଳପାଇଁ କୋଚିଂ ଷ୍ଟାଫ୍ ନିଯୁକ୍ତ କରାଯାଇଛି। ରଶ୍ମିରଞ୍ଜନ ପରିଡ଼ା ମୁଖ୍ୟ କୋଚ୍ ପଦରେ ଅପରିବର୍ତ୍ତିତ ରହିଥିବାବେଳେ ଦୀପକ ମଙ୍ଗରାଜ ବୋଲିଂ ଏବଂ ଗୌତମ ଗୋପାଳ ଫିଲ୍ଡିଂ...
ଇଷ୍ଟବେଙ୍ଗଲକୁ ହରାଇଲା ଏଟିକେ ମୋହନବାଗାନ
ଭାସ୍କୋର, ୨୮।୧୧- ଦୁଇ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ଇଷ୍ଟବେଙ୍ଗଲ ଓ ଏଟିକେ ମୋହନବାଗାନ ମଧ୍ୟରେ ଇଣ୍ଡିଆନ ସୁପରଲିଗ୍ (ଆଇଏସ୍ଏଲ)ର ସବୁଠାରୁ ପ୍ରତୀକ୍ଷିତ ମ୍ୟାଚ ଶୁକ୍ରବାର ଆୟୋଜିତ ହୋଇ ଯାଇଛି। କୋଲକାତାର ଏହି ଦୁଇ ଫୁଟବଲ ମହାଶକ୍ତି ମଧ୍ୟରେ ଅନୁଷ୍ଠିତ ମ୍ୟାଚରେ ଏଟିକେ...
ଫିଞ୍ଚ୍, ସ୍ମିଥ୍ଙ୍କ ଶତକ: ଅଷ୍ଟ୍ରେଲିଆ ବିଜୟୀ, ପ୍ରଥମ ଦିନିକିଆରେ ଭାରତ ପରାସ୍ତ
ସିଡନୀ, ୨୮।୧୧(ପି.ଟି.)- କରୋନା ମହାମାରୀ ଜନିତ ବ୍ରେକ୍ ପରେ ଭାରତୀୟ କ୍ରିକେଟ ଦଳ ଶୁକ୍ରବାର ଖେଳିଥିବା ପ୍ରଥମ ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ ମ୍ୟାଚରେ ଅଷ୍ଟ୍ରେଲିଆଠାରୁ ହାରି ଯାଇଛି। ଦୁର୍ବଳ ବୋଲିଂ ଟିମ୍ଇଣ୍ଡିଆ ପାଇଁ ମହଙ୍ଗା ପଡ଼ିଛି। ଫଳରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ...
ଫିଫା ର଼୍ୟାଙ୍କିଙ୍ଗ୍: ନମ୍ବର ଓ୍ବାନ ସ୍ଥାନ ବଜାୟ ରଖିଲା ବେଲଜିୟମ
ଜୁରିଚ୍,୨୮ା୧୧(ଏପି)-ବିଶ୍ୱ ଫୁଟ୍ବଲ ପରିଚାଳନା ସଂସ୍ଥା ଫିଫା ତରଫରୁ ୨୦୨୦ ବର୍ଷର ଫାଇନାଲ ର଼୍ୟାଙ୍କିଙ୍ଗ ତାଲିକା ଶୁକ୍ରବାର ପ୍ରକାଶ ପାଇଛି। ବେଲଜିୟମ ନମ୍ବର ଓ୍ବାନ ସ୍ଥାନ ବଜାୟ ରଖିଛି। ଏହି ତାଲିକାକୁ ଭିତ୍ତି କରି ୟୁରୋପ ଅଞ୍ଚଳ ପାଇଁ ବିଶ୍ୱକପ୍ କ୍ୱାଲିଫାଇଂ...
ପଡ଼ିଆରେ ୨ବିକ୍ଷୋଭକାରୀ
ସିଡ୍ନୀ, ୨୮ା୧୧(ପି.ଟି.)-ଶୁକ୍ରବାର ଏଠାରେ ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ପ୍ରଥମ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ମ୍ୟାଚ ଚାଲିଥିବାବେଳେ ପଡ଼ିଆରେ ପ୍ରବେଶ କରିଥିବା ୨ଜଣ ବିକ୍ଷୋଭକାରୀଙ୍କୁ ସୁରକ୍ଷାକର୍ମୀମାନେ କାବୁ କରିନେଇଥିଲେ। ଜଣେ ଅନୁପ୍ରବେଶକାରୀଙ୍କ ହାତରେ ଧରିଥିବା ପ୍ଲାକାର୍ଡରେ ଅଷ୍ଟ୍ରେଲିଆରେ ଆଦାନି ଗ୍ରୁପ୍...
ଟେଷ୍ଟ ସିରିଜ: ଈଶାନ୍ତ ଆଉଟ, ୧୧ରେ ରୋହିତଙ୍କୁ ନେଇ ନିଷ୍ପତ୍ତି
ସିଡ୍ନୀ,୨୮।୧୧ (ପି.ଟି.): ଆଗାମୀ ଅଷ୍ଟ୍ରେଲିଆ ବିପକ୍ଷ ଟେଷ୍ଟ ସିରିଜ୍ରୁ ଭାରତର ସବୁଠାରୁ ଅଭିଜ୍ଞ ବୋଲର ଈଶାନ୍ତ ଶର୍ମା ବାଦ୍ ପଡିଛନ୍ତି। ସିରିଜ ବେଳକୁ ସେ ମ୍ୟାଚ୍ ପାଇଁ ସମ୍ପୂର୍ଣ୍ଣ ଫିଟ୍ ହୋଇ ନ ଥିବେ। ତେଣୁ ତାଙ୍କୁ ବାଦ୍ ଦିଆଯାଇଛି...
Archives


