ଖେଳ

ଇଣ୍ଡିଆନ ସୁପରଲିଗ୍‌: ନର୍ଥଇଷ୍ଟକୁ ଭେଟିବ କେରଳ

ବାମ୍ବୋଲିମ (ଗୋଆ), ୨୬।୧୧(ପି.ଟି.)-  ଇଣ୍ଡିଆନ ସୁପରଲିଗ୍‌ (ଆଇଏସ୍‌ଏଲ୍‌)ରେ ଗୁରୁବାର ନର୍ଥଇଷ୍ଟ ୟୁନାଇଟେଡ ଓ କେରଳ ବ୍ଲାଷ୍ଟର୍ସ ମଧ୍ୟରେ ମ୍ୟାଚ ଅନୁଷ୍ଠିତ ହେବ। ଚଳିତ ଲିଗ୍‌ରେ ଏହା ହେବ ଉଭୟଙ୍କର ଦ୍ୱିତୀୟ ମ୍ୟାଚ। ନର୍ଥଇଷ୍ଟ ଏହାର ପ୍ରଥମ ମ୍ୟାଚରେ ୧-୦ ଗୋଲରେ...

ଗ୍ରେଗ୍‌ ବାର୍କଲେ ଆଇସିସି ନୂଆ ଅଧ୍ୟକ୍ଷ

ଦୁବାଇ,୨୬।୧୧(ପି.ଟି.): ନ୍ୟୁଜିଲାଣ୍ଡ କ୍ରିକେଟ ମୁଖ୍ୟ ଗ୍ରେଗ୍‌ ବାର୍କଲେ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି)ର ନୂଆ ସ୍ବତନ୍ତ୍ର ଅଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଛନ୍ତି। ସିଙ୍ଗାପୁରର ଇମ୍ରାନ ଖ୍ବାଜାଙ୍କୁ ଅତି ସହଜରେ ପରାସ୍ତ କରି ସେ ଏହି ହାଇପ୍ରୋଫାଇଲ ପଦକୁ ନିର୍ବାଚିତ ହୋଇଛନ୍ତି।...

ଡୋପିଂ: ୨ ଭାରୋତ୍ତୋଳକ ଲଣ୍ଡନ ଅଲିମ୍ପିକ୍ସ ପଦକ ହରାଇଲେ

ଲାଉସେନ,୨୬।୧୧(ଏପି): ଡୋପିଂ କାରଣରୁ ରୋମାନିଆର ଦୁଇଜଣ ଭାରୋତ୍ତୋଳକ ୨୦୧୨ ଲଣ୍ଡନ ଅଲିମ୍ପିକ୍ସ ପଦକ ହରାଇଛନ୍ତି। ଷ୍ଟେରଏଡ୍‌ ସେବନ କାରଣରୁ ଡୋପ୍‌ ଟେଷ୍ଟରେ ଏମାନେ ପଜିଟିଭ ବୋଲି ଜଣାପଡିବା ପରେ ବୁଧବାର ଏହି ଦୁଇ ଆଥଲେଟ୍‌ଙ୍କଠାରୁ ପଦକ କାଢି ନିଆଯାଇଛି। ଲଣ୍ଡନ...

ହୃଦ୍‌ଘାତରେ ମାରାଡୋନାଙ୍କ ପରଲୋକ

ବୁଏନ୍ସ ଆୟାର୍ସ, ୨୬।୧୧: ଏକ ଦୁଃଖଦ ଘଟଣା କ୍ରମରେ ଆର୍ଜେଣ୍ଟିନା ଫୁଟବଲ କିମ୍ବଦନ୍ତୀ ଡିଏଗୋ ମାରାଡୋନା ମାତ୍ର ୬୦ ବର୍ଷ ବୟସରେ ପରଲୋକ ଗମନ କରିଛନ୍ତି। ବୁଧବାର ହୃଦ୍‌ଘାତ କାରଣରୁ ତାଙ୍କର ଦେହାନ୍ତ ହୋଇଛି। ପୂର୍ବରୁ ବୁଏନ୍ସ ଆୟାର୍ସରେ ଗତ...

ପ୍ରେମିକାଙ୍କ ଡ୍ୟାନ୍ସ ଭିଡିଓ ଦେଖି ଏମିତି ପ୍ରତିକ୍ରିୟା ଦେଲେ ପୃଥ୍ବୀ ଶ’

ଭାରତୀୟ ଦଳର ଯୁବ ବ୍ୟାଟ୍ସ ବ୍ୟାଟ୍ସମ୍ୟାନ୍‌ ପୃଥ୍ବୀ ଶ’ ଏବେ ଅଷ୍ଟ୍ରେଲିଆ ଗସ୍ତରେ ଅଛନ୍ତି। ସେଠାରେ ସେ ଅଭ୍ୟାସ ଆରମ୍ଭ କରିଛନ୍ତି। ମାତ୍ର ୧୮ ବର୍ଷୀୟ ଚମତ୍କାର ଶତକ ସହ ଟେଷ୍ଟ ଡେବ୍ୟୁ କରିଥିବା ଶ’ଙ୍କୁ ଦେଶର ଭବିଷ୍ୟତ କୁହାଯାଏ।...

ସାଢେ ୪ ମାସରେ ୨୨ଥର କରୋନା ଟେଷ୍ଟ କରିସାରିଲେଣି ସୌରଭ ଗାଙ୍ଗୁଲି

କୋଲକତା,୨୫।୧୧: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଓ ଭାରତର ପୂର୍ବତନ ଅଧନାୟକ ସୌରଭ ଗାଙ୍ଗୁଲି ମଧ୍ୟ ଥରେ କି ଦୁଇଥର ନୁହେଁ, ପାଖାପାଖି ୨୨ଥର ନିଜର କୋଭିଡ ଟେଷ୍ଟ କରାଇ ସାରିଲେଣି। ଗାଙ୍ଗୁଲି ନିଜେ ଏକଥା ଖୁଲାସା କରିଛନ୍ତି।...

ଆଇଏସଏଲ ୨୦୨୦: ଗୋଆ-ମୁମ୍ବାଇ ସିଟି ମୁକାବିଲା

ମାର୍ଗାଓ, ୨୫।୧୧(ପି.ଟି.)- ଇଣ୍ଡିଆନ ସୁପରଲିଗ୍‌(ଆଇଏସଏଲ)ରେ ବୁଧବାର ଏଫସି ଗୋଆ ଓ ମୁମ୍ବାଇ ସିଟି ଏଫସି ମଧ୍ୟରେ ମ୍ୟାଚ ଅନୁଷ୍ଠିତ ହେବ। ନିଜର ପ୍ରଥମ ମ୍ୟାଚରେ ନର୍ଥଇଷ୍ଟ ୟୁନାଇଟେଡ ନିକଟରୁ ହାରିଥିବାରୁ ମୁମ୍ବାଇ ସଫଳ ପ୍ରତ୍ୟାବର୍ତ୍ତନ ପଥରେ ରହିଛି। ଅନ୍ୟପକ୍ଷରେ ମ୍ୟାଚର...

ଇଣ୍ଡିଆନ ସୁପରଲିଗ୍‌: ଚେନ୍ନାଇନ୍‌ର ବିଜୟ ଅଭିଯାନ

ଭାସ୍କୋ, ୨୫।୧୧- ସ୍ଥାନୀୟ ତିଳକ ମଇଦାନରେ ମଙ୍ଗଳବାର ଅନୁଷ୍ଠିତ ଇଣ୍ଡିଆନ ସୁପରଲିଗ୍‌(ଆଇଏସ୍‌ଏଲ୍‌) ମ୍ୟାଚରେ ଚେନ୍ନାଇନ୍‌ ଏଫ୍‌ସି ୨-୧ ଗୋଲରେ ଜାମସେଦପୁର ଏଫ୍‌ସିକୁ ପରାସ୍ତ କରିଛି। ଫଳରେ ଦୁଇଥର ଚାମ୍ପିୟନ ଚେନ୍ନାଇନ ଚଳିତ ସଂସ୍କରଣରେ ପୁରା ୩ ପଏଣ୍ଟ ସହ ଅଭିଯାନ...

ମୁମ୍ବାଇ ସିଟି ଏଫ୍‌ସି ଖେଳାଳି ଜାହୋଙ୍କୁ ଚେତାବନୀ

ବାମ୍ବୋଲିମ୍‌ (ଗୋଆ), ୨୫ା୧୧ (ପି.ଟି.)-ବିପଜ୍ଜନକ ଖେଳ ପାଇଁ ସର୍ବଭାରତୀୟ ଫୁଟ୍‌ବଲ ମହାସଂଘ (ଏଆଇଏଫ୍‌ଏଏଫ୍‌)ର ଶୃଙ୍ଖଳା କମିଟି ମୁମ୍ବାଇ ସିଟି ଏଫ୍‌ସି ଖେଳାଳି ଅହମ୍ମଦ ଜାହୋଙ୍କୁ ଚେତାବନୀ ଶୁଣାଇଛି। ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ରେ ଭବିଷ୍ୟତରେ ଏହି ତ୍ରୁଟି ଦୋହରାଇଲେ ତାଙ୍କୁ...

ଇଂଲିଶ ପ୍ରିମିୟର ଲିଗ୍‌: ପଡ଼ିଆକୁ ଆଂଶିକ ଦର୍ଶକ ଫେରିବେ

ଲଣ୍ଡନ, ୨୫ା୧୧ (ଏପି)-ମାର୍ଚ୍ଚ ମାସ ପରେ ଆସନ୍ତା ସପ୍ତାହରେ ଇଂଲିଶ ପ୍ରିମିୟର ଲିଗ୍‌ ମ୍ୟାଚ୍‌ରେ ପ୍ରଥମ ଥର ଆଂଶିକ ଦର୍ଶକଙ୍କୁ ଦେଖିବାଲାଗି ମିଳିବ। ଡିସେମ୍ବର ୨ରେ ଦେଶରେ ନ୍ୟାଶନାଲ ଲକ୍‌ଡାଉନ୍‌ ଶେଷ ହେବାପରେ କରୋନାଭାଇରସ୍‌ କଟକଣା ହ୍ରାସ ପାଇବ। ବ୍ରିଟିଶ...

ଫିଟ୍‌ନେସ୍‌ ପ୍ରୋଟୋକଲ ଓଡ଼ିଆ ପୁସ୍ତକ ଲୋକାର୍ପିତ

ଭୁବନେଶ୍ୱର, ୨୫ା୧୧ (ସ୍ପୋଟର୍‌ସ ବ୍ୟୁରୋ): ରାଜ୍ୟ କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀ ତୁଷାରକାନ୍ତି ବେହେରା ମଙ୍ଗଳବାର ଏକ ଭର୍ଚୁଆଲ କନଫରେନ୍ସିଂ ଜରିଆରେ ଓଡ଼ିଆ ଭାଷାରେ ବିଭିନ୍ନ ବୟସବର୍ଗ ପାଇଁ ଫିଟ୍‌ନେସ୍‌ ପ୍ରୋଟୋକଲ ଲୋକାର୍ପଣ କରିଛନ୍ତି। ଜନସାଧାରଣ ସେମାନଙ୍କ ସ୍ବାସ୍ଥ୍ୟାବସ୍ଥା କିପରି...

ସୀମିତ ଓଭରରେ ସଫଳ ନ ହେଲେ ଭାରତ ୪-୦ରେ ଟେଷ୍ଟ ସିରିଜ ହାରିବ: କ୍ଲାର୍କ

ସିଡ୍‌ନୀ,୨୫।୧୧(ପି.ଟି.): ଅଷ୍ଟ୍ରେଲିଆରୁ ଭାରତ ଫେରିବା ପୂର୍ବରୁ ଅଧିନାକୟ ବିରାଟ କୋହଲିଙ୍କୁ ଦିନିକିଆ ଓ ଟି୨୦ ସିରିଜରେ ଦୃଷ୍ଟାନ୍ତମୂଳକ ପ୍ରଦର୍ଶନ ସହ ଉତ୍କୃଷ୍ଟ ନେତୃତ୍ୱ ପ୍ରତିପାଦନ କରିବାକୁ ହେବ। କୋହଲିଙ୍କୁ ଆଗରେ ରହି ନେତୃତ୍ୱ ନେବା ସହ ଭାରତକୁ ଦିନିକିଆ ଓ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri