ଖେଳ

ଆଇପିଏଲ୍‌ର ଅଫିସିଆଲ ପାର୍ଟନର ହେଲା ଅପ୍‌ଷ୍ଟକ୍ସ

ନୂଆଦିଲ୍ଲୀ, ୧୭ା୩ (ପି.ଟି.)-ଭାରତର ଅନ୍ୟତମ ଡିଜିଟାଲ ବ୍ରୋକୋରେଜ ସଂସ୍ଥା ଅପ୍‌ଷ୍ଟକ୍ସ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଅନ୍ୟତମ ଅଫିସିଆଲ ପାର୍ଟନର ଭାବେ ଯୋଗଦେଇଛି। ଆଇପିଏଲ୍‌ ଗଭର୍ନିଂ କାଉନ୍‌ସିଲ ତରଫରୁ ଏହା ଘୋଷଣା କରାଯାଇଛି। ଚଳିତବର୍ଷର ଆଇପିଏଲ୍‌ ଏପ୍ରିଲ ୯ରୁ ଆରମ୍ଭ ହେଉଛି।…

ଶ୍ରୀଶଙ୍କରଙ୍କୁ ଟୋକିଓ ଅଲିମ୍ପିକ୍ସ ଯୋଗ୍ୟତା

ପଟିଆଲା, ୧୭ା୩ (ପି.ଟି.)- ଲଙ୍ଗ ଜମ୍ପର ମୁରଲୀ ଶ୍ରୀଶଙ୍କର ଟୋକିଓ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି। ଏଠାରେ ଫେଡେରେଶନ କପ୍‌ ଜାତୀୟ ସିନିୟର ଆଥଲେଟିକ୍ସ ଚାମ୍ପିୟନଶିପ୍‌ରେ ୮.୨୬ ମିଟର ଜମ୍ପ୍‌ କରି ନିଜ ଜାତୀୟ ରେକର୍ଡକୁ ଭଙ୍ଗ କରିଛନ୍ତି। ପୁରୁଷ…

ମେ ୫ରେ କିରଣଙ୍କ ବାହାଘର

ଭୁବନେଶ୍ୱର, ୧୭।୩(କ୍ରୀଡ଼ା ପ୍ରତିନିଧି)- ଚେସ୍‌ ଜଗତରେ ଅନେକ ନାଁ କମାଇଥିବା ଓଡ଼ିଶାର ପ୍ରଥମ ମହିଳା ଗ୍ରାଣ୍ଡମାଷ୍ଟର କିରଣ ମନୀଷା ମହାନ୍ତି ଆସନ୍ତା ମେ ୫ରେ ନୂଆ ଇନିଂସ ଆରମ୍ଭ କରିବାକୁ ଯାଉଛନ୍ତି। ମଞ୍ଜୁବାଳା ଓ କିଶୋର କୁମାର ମହାନ୍ତିଙ୍କ ଏକମାତ୍ର କନ୍ୟା…

ଫେଡେରେଶନ କପ୍‌ ଆଥଲେଟିକ୍ସ ୧୦୦ ମି. ରେସ୍‌: ଦୂତୀଙ୍କୁ ରୌପ୍ୟ, ଅମିୟ ୭ମ

ଭୁବନେଶ୍ୱର, ୧୭।୩(କ୍ରୀଡ଼ା ପ୍ରତିନିଧି)- ପଟିଆଲାର ଏନ୍‌ଏସ ଏନ୍‌ଆଇଏସ୍‌ରେ ଆରମ୍ଭ ହୋଇଥିବା ୨୪ତମ ଜାତୀୟ ଫେଡେରେଶନ କପ୍‌ ସିନିୟର ଆଥଲେଟିକ୍‌ ଚାମ୍ପିୟନଶିପ୍‌ର ମହିଳା ୧୦୦ ମିଟର ଇଭେଣ୍ଟରେ ଜାତୀୟ ରେକର୍ଡଧାରିଣୀ ଓଡ଼ିଶାର ଦୂତୀ ଚାନ୍ଦ ରୌପ୍ୟ ପଦକରେ ସନ୍ତୁଷ୍ଟ ହୋଇଛନ୍ତି। ମଙ୍ଗଳବାର ଅନୁଷ୍ଠିତ…

ଜାତୀୟ ସିନିୟର ଏକଦିବସୀୟ ମହିଳା କ୍ରିକେଟ: ସୁଶ୍ରୀ, ମଧୁସ୍ମିତା ଓଡ଼ିଶାକୁ ବିଜୟୀ କଲେ

ଭୁବନେଶ୍ୱର,୧୭।୩(ସ୍ପୋଟର୍‌ସ ବ୍ୟୁରୋ): ସୁଶ୍ରୀ ଦିବ୍ୟଦର୍ଶନୀ ପ୍ରଧାନଙ୍କ ଚମତ୍କାର ବ୍ୟାଟିଂ ଏବଂ ଅଧିନାୟିକା ମଧୁସ୍ମିତା ବେହେରାଙ୍କ ୫ ଉଇକେଟ ସଫଳତା ବଳରେ ଓଡ଼ିଶା ସୁରଟ୍‌ର ସି.କେ. ପିଥାଓ୍ବାଲା ଗ୍ରାଉଣ୍ଡରେ ଚାଲିଥିବା ଜାତୀୟ ସିନିୟର ଏକଦିବସୀୟ ମହିଳା କ୍ରିକେଟ ଟୁର୍ନାମେଣ୍ଟର ମଙ୍ଗଳବାର ଅନୁଷ୍ଠିତ ମ୍ୟାଚରେ…

ଟସ୍‌ ଯିଏ ଜିତିଲା ମ୍ୟାଚ୍‌ ତା’ର

ଅହମ୍ମଦାବାଦ୍‌,୧୬।୩ : ଇଂଲଣ୍ଡ ଓ ଭାରତ ମଧ୍ୟରେ ଚାଲିଥିବା ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ମ୍ୟାଚ୍‌ରେ ୩ୟ ମ୍ୟାଚ୍‌ ପର୍ଯ୍ୟନ୍ତ ଏକ ସମାନ ଧାରା ଦେଖିବାକୁ ମିଳୁଛି। ଟସ୍‌ ଯିଏ ଜିତିଲା ମ୍ୟାଚ୍‌ ତା’ର। ପୂର୍ବ ଦୁଇ ମ୍ୟାଚ୍‌ ଭଳି ଏଥର…

କୋହଲିଙ୍କ ଓ୍ବାନ ମ୍ୟାନ୍‌ ଶୋ

ଅହମ୍ମଦାବାଦ୍‌,୧୬।୩ : ସ୍ଥାନୀୟ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଚାଲିଥିବା ଇଂଲଣ୍ଡ ବିପକ୍ଷ ୩ୟ ଟି୨୦ ମ୍ୟାଚ୍‌ରେ ଦେଖିବାକୁ ମିଳିଛି ଟିମ୍‌ ଇଣ୍ଡିଆ ଅଧିନାୟକ ବିରାଟ କୋହଲିଙ୍କ ଓ୍ବାନ ମ୍ୟାନ ଶୋ। ଦଳର ପ୍ରାୟ ସମସ୍ତ ବ୍ୟାଟ୍ସମ୍ୟାନ ଫେଲ୍‌ ମାରିଥିଲେ। କିନ୍ତୁ ଇଂଲଣ୍ଡ…

ଫେଲ୍‌ ମାରିଲେ ଓପନର

ଅହମ୍ମଦାବାଦ୍‌,୧୬।୩ : ସ୍ଥାନୀୟ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମଙ୍ଗଳବାର ଚାଲିଥିବା ଇଂଲଣ୍ଡ ବିପକ୍ଷ ୩ୟ ଟି୨୦ ମ୍ୟାଚ୍‌ରେ ଟିମ୍‌ ଇଣ୍ଡିଆର ଫେଲ୍‌ ମାରିଛନ୍ତି ଦୁଇ ଓପନର। ପୂର୍ବ ମ୍ୟାଚ୍‌ ଭଳି ଏଥର ମଧ୍ୟ ଖାତା ଖୋଲିବାକୁ ସକ୍ଷମ ହୋଇ ନାହାନ୍ତି ଲୋକେଶ…

୩ୟ ଟି୨୦ ମୁକାବିଲା: ଟସ୍‌ ଜିତି ଇଂଲଣ୍ଡର ବୋଲିଂ ନିଷ୍ପତ୍ତି, ଭାରତୀୟ ଟିମ୍‌କୁ ଫେରିଲେ ‘ହିଟ୍‌ମ୍ୟାନ୍‌‘

ଅହମ୍ମଦାବାଦ,୧୬।୩: ଭାରତ-ଇଂଲଣ୍ଡ ସ୍ଥାନୀୟ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଥିବା ୩ୟ ଟି୨୦ ମ୍ୟାଚ୍‌ ଆରମ୍ଭ ହୋଇଛି। ଏଥିରେ ଇଂଲଣ୍ଡ ଟିମ୍‌ ଟସ୍‌ ଜିତିଥିବା ବେଳେ ବୋଲିଂ କରିବାର ନିଷ୍ପତ୍ତି ନେଇଛି। ଅପରପକ୍ଷେ ଚଳିତ ମ୍ୟାଚ୍‌ରେ ଭାରତୀୟ ଟିମ୍‌ରେ ପରିବର୍ତ୍ତନ ସ୍ବରୂପ ସୂର୍ଯ୍ୟକୁମାର…

ଆଜିର ଦିନରେ ଭୟଙ୍କର ଦୁର୍ଘଟଣାରେ ଆଖି ବୁଜିଥିଲେ ଏହି ୨୨ ବର୍ଷୀୟ କ୍ରିକେଟର, ପରଦିନ ଭାରତକୁ ହରାଇ…

ନୂଆଦିଲ୍ଲୀ,୧୬।୩: ଆଜିର ଦିନରେ କ୍ରିକେଟ ଇତିହାସରେ ଅନେକ ବଡ଼ ଘଟଣା ଘଟିଥିଲେ ହେଁ ଏହି ତାରିଖକୁ ଦୁଃଖର ସହକାରେ ମନେ ପକାଯାଇଥାଏ। କାରଣ ବାଂଲାଦେଶ କ୍ରିକେଟ ଟିମ୍‌ର ପୂର୍ବ କ୍ରିକେଟର ମଜରୁଲ ଇସଲାମ ଏହି ଦିନ ସଡକ ଦୁର୍ଘଟଣାରେ ପ୍ରାଣ ହରାଇଥିଲେ।…

ଦିନିକିଆ-ଟି୨୦ରେ ପ୍ରତ୍ୟାବର୍ତ୍ତନକୁ ନେଇ ନିରବତା ଭାଙ୍ଗିଲେ ଅଶ୍ୱିନ, କହିଲେ‘ ଯେତେବେଳେ କେହି ଏହି ପ୍ରଶ୍ନ ପଚାରେ….’

ନୂଆଦିଲ୍ଲୀ,୧୬।୩: ଭାରତର ସର୍ବଶ୍ରେଷ୍ଠ ସ୍ପିନର୍‌ଙ୍କ ମଧ୍ୟରୁ ରବିଚନ୍ଦ୍ରନ ଅଶ୍ୱିନ ଅନ୍ୟତମ। ବିଗତ ଦୁଇ-ତିନି ମାସ ମଧ୍ୟରେ ସେ ନିଜର ଶ୍ରେଷ୍ଠତାକୁ ପ୍ରମାଣିତ ମଧ୍ୟ କରିଛନ୍ତି। ଇଂଲଣ୍ଡ ବିପକ୍ଷ ୪ ଟେଷ୍ଟ ମ୍ୟାଚ୍‌ରେ ସେ ୩୨ ଉଇକେଟ ନେଇଥିଲେ, ଯାହାକି ଅନ୍ୟ ବୋଲର୍‌ଙ୍କ…

ଆଜି ଭାରତ-ଇଂଲଣ୍ଡ ମଧ୍ୟରେ ୩ୟ ଟି୨୦ ମୁକାବିଲା: ଜାଣନ୍ତୁ କେବେ ଆଉ କେଉଁଠି ଦେଖିବେ

ନୂଆଦିଲ୍ଲୀ,୧୬।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଭାରତ-ଇଂଲଣ୍ଡ ମଧ୍ୟରେ ୩ୟ ଟି୨୦ ମ୍ୟାଚ୍‌ ମଙ୍ଗଳବାର ଖେଳାଯିବ। ଭାରତ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜରେ ଦ୍ୱିତୀୟ ମ୍ୟାଚ୍‌ ଜିତିବା ପରେ ୧-୧ କୁ ଆସିଛି ସ୍ଥିତି। ଏଣୁ ତୃତୀୟ ମ୍ୟାଚ୍‌ରେ ଭାରତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?