ଖେଳ

ସ୍ତ୍ରୀଙ୍କ ଚମତ୍କାର ଶତକ ଦେଖି ଝୁମିଉଠିଲେ ଏହି ପ୍ରସିଦ୍ଧ ଖେଳାଳି

ବିଗ୍‌ ବାସ୍‌ ଲିଗ୍‌ରେ ରବିବାର ଏଲିସା ହିଲିଙ୍କ ଚମତ୍କାର ଶତକୀୟ ଇନିଂସ ଯୋଗୁ ସିଡନୀ ସିକ୍ସର୍ସ ମେଲବୋର୍ଣ୍ଣକୁ ୫ ଉଇକେଟ୍‌ରେ ବିଜୟ ହାସ କରିଛି। ଏହି ମ୍ୟାଚ ବର୍ଷା ପ୍ରଭାବିତ ହୋଇଥିଲା ଏବଂ ମେଲବୋର୍ଣ୍ଣ ୧୯ ଓଭରରେ ୧୭୯ ରନ...

କୋହଲି ଫେରିବା ପରେ ବିରାଟ ଶୂନ୍ୟସ୍ଥାନ ସୃଷ୍ଟି ହେବ: ଚାପେଲ

ସିଡ୍‌ନୀ,୨୩।୧୧(ପି.ଟି.): ପିତୃତ୍ୱ ଛୁଟିରେ ଭାରତୀୟ ଅଧିନାୟକ ବିରାଟ କୋହଲି ପ୍ରଥମ ଟେଷ୍ଟ ଖେଳି ସ୍ବଦେଶ ଫେରିବା ପରେ ଭାରତୀୟ ବ୍ୟାଟିଂ ଲାଇନ୍‌ଅପ୍‌ରେ ବିରାଟ ଶୂନ୍ୟସ୍ଥାନ ସୃଷ୍ଟି ହେବ ବୋଲି କିମ୍ବଦନ୍ତୀ ଅଷ୍ଟ୍ରେଲୀୟ କ୍ରିକେଟର ଇଆନ ଚାପେଲ କହିଛନ୍ତି। ଏହାପରେ ଭାରତ...

ହାଇ ପରଫର୍ମାନ୍ସ ନିର୍ଦ୍ଦେଶକ ହରମାନଙ୍କ ଇସ୍ତଫା

ନୂଆଦିଲ୍ଲୀ, ୨୩।୧୧(ପି.ଟି.): ଆଥଲେଟିକ୍ସ ଫେଡେରେଶନ ଅଫ୍‌ ଇଣ୍ଡିଆ (ଏଏଫ୍‌ଆଇ) ହାଇ ପରଫର୍ମାନ୍ସ ନିର୍ଦ୍ଦେଶକ ଭୋଲକର ହରମାନ ଇସ୍ତଫା ଦେଇଛନ୍ତି। ୨୦୨୪ ଅଲିମ୍ପିକ୍ସ ପର୍ଯ୍ୟନ୍ତ ତାଙ୍କ କାର୍ଯ୍ୟକାଳକୁ କ୍ରୀଡ଼ା ମନ୍ତ୍ରଣାଳୟ ବୃଦ୍ଧି କରିଥିଲେ ମଧ୍ୟ ସେ ଏହି ପଦରୁ ଓହରିଯିବାକୁ ନିଷ୍ପତ୍ତି...

ଏଟିପି ଫାଇନାଲ୍ସ: ଥିମ୍‌- ମେଡ୍‌ଭେଡେଭ ଫାଇନାଲ ମୁକାବିଲା

ଲଣ୍ଡନ,୨୩।୧୧(ଏପି): ବର୍ଷ ଶେଷରେ ଏଠାରେ ଚାଲିଥିବା ହାଇପ୍ରୋଫାଇଲ ଏଟିପି ଫାଇନାଲ୍ସ ଟୁର୍ନାମେଣ୍ଟର ଫାଇନାଲ ମୁକାବିଲା ସ୍ପଷ୍ଟ ହୋଇଛି। ଟାଇଟଲ ପାଇଁ ଏହି ଇନ୍‌ଡୋର ହାର୍ଡକୋର୍ଟ ଟୁର୍ନାମେଣ୍ଟ ଫାଇନାଲରେ ଏଥର ବିଶ୍ୱର ୩ ନମ୍ବର ଖେଳାଳି ଅଷ୍ଟ୍ରିଆର ଡୋମିନିକ୍‌ ଥିମ୍‌ ଓ...

ଫୁଟ୍‌ବଲର ମାର୍ଟାଙ୍କୁ କରୋନା

ସାଓପାଉଲୋ, ୨୩ା୧୧ (ଏପି)-କରୋନା ସଂକ୍ରମିତ ହୋଇଥିବାରୁ ଛଅ ଥର ଓ୍ବାଲର୍‌ଡ ପ୍ଲେୟର ଅଫ୍‌ ଦି ଇୟର ମାର୍ଟା ଇକ୍ୱେଡର ବିପକ୍ଷ ବ୍ରାଜିଲର ଦୁଇଟି ବନ୍ଧୁତ୍ୱପୂର୍ଣ୍ଣ ମ୍ୟାଚରେ ଖେଳିପାରିବେ ନାହିଁ। ବ୍ରାଜିଲ ଫୁଟ୍‌ବଲ କନଫେଡେରେଶନ ତରଫରୁ ଏହା ଘୋଷଣା କରାଯାଇଛି। ଏହି...

ଗାଲେ ଗ୍ଲାଡିଏଟର୍ସର ନେତୃତ୍ୱ ନେବେ ଆଫ୍ରିଦୀ

କରାଚୀ, ୨୩ା୧୧ (ପି.ଟି.)- ଉଦ୍‌ଘାଟନୀ ଲଙ୍କାନ୍‌ ପ୍ରିମିୟର ଲିଗ୍‌ (ଏଲପିଏଲ୍‌) ଟି୨୦ ଟୁର୍ନାମେଣ୍ଟରେ ପାକିସ୍ତାନର ପୂର୍ବତନ ଅଲରାଉଣ୍ଡର ଶାହିଦ ଆଫ୍ରିଦୀ ଗାଲେ ଗ୍ଲାଡିଏଟର୍ସ ଫ୍ରାଞ୍ଚାଇଜ୍‌ର ଅଧିନାୟକତ୍ୱ କରିବେ। ଏହି ଇଭେଣ୍ଟ ନଭେମ୍ବର ୨୬ରୁ ଡିସେମ୍ବର ୧୬ପର୍ଯ୍ୟନ୍ତ ଶ୍ରୀଲଙ୍କାର ହାମ୍ବାନଟୋଟାଠାରେ ଖେଳାଯିବ।...

ବିଶିଷ୍ଟ କ୍ୟୁ ସ୍ପୋର୍ଟ୍ସ ଖେଳାଳି ଏହସାନ୍‌ଙ୍କ ପରଲୋକ

ଭୁବନେଶ୍ୱର,୨୩ା୧୧(ସ୍ପୋର୍ଟ୍ସ ବ୍ୟୁରୋ)-ଓଡ଼ିଶାର ବିଶିଷ୍ଟ କ୍ୟୁ ସ୍ପୋର୍ଟ୍ସଖେଳାଳି ଏହସାନ ଉଲ୍‌ ହକ୍‌ଙ୍କର ରବିବାର ପରଲୋକ ହୋଇଯାଇଛି। ତାଙ୍କୁ ୫୫ବର୍ଷ ବୟସ ହୋଇଥିଲା। ସେ ଗତ କିଛିଦିନ ହେଲା ଅସୁସ୍ଥ ଥିଲେ ଏବଂ ସ୍ଥାନୀୟ ଏକ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ସେ ହକ୍‌...

ଆଇଏସ୍‌ଏଲ୍‌: ବେଙ୍ଗାଲୁରୁ-ଗୋଆ ମ୍ୟାଚ ଡ୍ର

ମାର୍ଗାଓ, ୨୩।୧୧- ଫତୋର୍ଦାର ଜବାହରଲାଲ ନେହେରୁ ଷ୍ଟାଡିୟମରେ ରବିବାର ବେଙ୍ଗାଲୁରୁ ଏଫସି ଓ ଗୋଆ ମଧ୍ୟରେ ଅନୁଷ୍ଠିତ ମ୍ୟାଚ ୨-୨ ଗୋଲରେ ଡ୍ର ରହିଛି। ଫଳରେ ଉଭୟ ଦଳ ପଏଣ୍ଟ ଭାଗ କରିଛନ୍ତି। ୬୫ ମିନିଟ ପର୍ଯ୍ୟନ୍ତ ବେଙ୍ଗାଲୁରୁ ୨-୦ରେ...

ଇଣ୍ଡିଆନ ସୁପରଲିଗ୍‌: ଓଡ଼ିଶା ଏଫସିର ଅଭିଯାନ ଆଜିଠାରୁ

ଭୁବନେଶ୍ୱର, ୨୩।୧୧(କ୍ରୀଡ଼ା ପ୍ରତିନିଧି)- ଗୋଆରେ ଚାଲିଥିବା ଇଣ୍ଡିଆନ ସୁପରଲିଗ୍‌ (ଆଇଏସଏଲ)ର ୭ମ ସଂସ୍କରଣରେ ଏପର୍ଯ୍ୟନ୍ତ ୩ଟି ମ୍ୟାଚ ଅନୁଷ୍ଠିତ ହୋଇଥିବାବେଳେ ଓଡ଼ିଶା ଏଫ୍‌ସିର ଅଭିଯାନ ସୋମବାର ଆରମ୍ଭ ହେବାକୁ ଯାଉଛି। ଭୁବନେଶ୍ୱର ଭିତ୍ତିକ ଏହି ଫ୍ରାଞ୍ଚାଇଜ୍‌ ଦଳର ପ୍ରଥମ ପ୍ରତିଦ୍ୱନ୍ଦ୍ୱୀ...

ସିଡ୍‌ନୀ ସିକ୍ସର୍ସକୁ ୨୫ହଜାର ଡଲାର ଜରିମାନା

ସିଡ୍‌ନୀ, ୨୩ା୧୧ (ପି.ଟି.)-କ୍ରିକେଟ ଅଷ୍ଟ୍ରେଲିଆ (ସିଏ) ରବିବାର ମହିଳା ବିଗ୍‌ ବାଶ୍‌‌ ଟିମ୍‌ ସିଡ୍‌ନୀ ସିକ୍ସର୍ସକୁ ୨୫,୦୦୦ ଆମେରିକୀୟ ଡଲାର ଜରିମାନା କରିଛି। ଏହି ଟିମ୍‌ ଟୁର୍ନାମେଣ୍ଟ ନିୟମ ଉଲ୍ଲଂଘନ କରି ଏହାର ଅଫିସିଆଲ ତାଲିକାଭୁକ୍ତ ନ ଥିବା ଜଣେ...

ଅଷ୍ଟ୍ରେଲିଆନ ଓପନ ତାରିଖ ଦୁଇ ସପ୍ତାହରେ ସ୍ପଷ୍ଟ ହେବ

ମେଲବୋର୍ନ, ୨୩ା୧୧ (ଏପି)-ଆସନ୍ତାବର୍ଷ ମେଲବୋର୍ନରେ ଅଷ୍ଟ୍ରଲିଆନ ଓପନ କେବେ ହେବ ତାହା ଦୁଇ ସପ୍ତାହ ମଧ୍ୟରେ ସ୍ପଷ୍ଟ ହୋଇଯିବ। ଟେନିସ ଅଷ୍ଟ୍ରେଲିଆର ମୁଖ୍ୟ କାର୍ଯ୍ୟନିର୍ବାହୀ କ୍ରେଗ୍‌ ଟିଲେ ରବିବାର ସୂଚନା ଦେଇଛନ୍ତି। କୋଭିଡ୍‌ ପାଇଁ ସିଜନ ଆରମ୍ଭ ଗ୍ରାଣ୍ଡସ୍ଲାମ ଆବଶ୍ୟକ...

୭ ବର୍ଷ ପରେ ପଡିଆକୁ ଓହ୍ଲାଇବେ ଏହି କ୍ରିକେଟର୍‌

ଥିରୁଭାନନ୍ତପୁରମ୍‌,୨୨।୧୧:ପୂର୍ବତନ ଦଳର ଭାରତ ଦ୍ରୁତ ବୋଲର ଏସ ଶ୍ରୀସନ୍ତ ୭ ବର୍ଷର ନିଷେଧାଦେଶ ଶେଷ ହେବା ପରେ ପୁଣି ଥରେ ପଡ଼ିଆକୁ ଫେରିବାକୁ ପ୍ରସ୍ତୁତ ଅଛନ୍ତି। ସେ କେରଳ କ୍ରିକେଟ ଆସୋସିଏସନ ଦ୍ୱାରା ଆୟୋଜିତ ହେବାକୁ ଥିବା ପ୍ରେସିଡେଣ୍ଟ ଟି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri