ଖେଳ

୭ ବର୍ଷ ପରେ ପଡିଆକୁ ଓହ୍ଲାଇବେ ଏହି କ୍ରିକେଟର୍‌

ଥିରୁଭାନନ୍ତପୁରମ୍‌,୨୨।୧୧:ପୂର୍ବତନ ଦଳର ଭାରତ ଦ୍ରୁତ ବୋଲର ଏସ ଶ୍ରୀସନ୍ତ ୭ ବର୍ଷର ନିଷେଧାଦେଶ ଶେଷ ହେବା ପରେ ପୁଣି ଥରେ ପଡ଼ିଆକୁ ଫେରିବାକୁ ପ୍ରସ୍ତୁତ ଅଛନ୍ତି। ସେ କେରଳ କ୍ରିକେଟ ଆସୋସିଏସନ ଦ୍ୱାରା ଆୟୋଜିତ ହେବାକୁ ଥିବା ପ୍ରେସିଡେଣ୍ଟ ଟି...

ପିତାଙ୍କ ମୃତ୍ୟୁଖବର ଶୁଣି ଅଷ୍ଟେଲିଆରୁ ଆସିଲେନି ଏହି ଖେଳାଳି, ଜାଣନ୍ତୁ କାହିଁକି

ଭାରତୀୟ କ୍ରିକେଟ ଦଳର ଦ୍ରୁତ ବୋଲର ମହମ୍ମଦ ସିରାଜଙ୍କ ପିତୃ ବିୟୋଗ ଘଟିଛି। ତାଙ୍କ ପିତା କିଛି ଦିନ ହେବ ଫୁସଫୁସ ରୋଗରେ ପୀଡିତ ଥିଲେ। ତାଙ୍କ ପିତାଙ୍କ ମୃତ୍ୟୁ ପରେ ବିସିସିଆଇ ଏହି ଦ୍ରୁତ ବୋଲରଙ୍କ ପ୍ରତି ସମବେଦନା...

କୋହଲିଙ୍କ ସନ୍ତାନ ଅଷ୍ଟ୍ରେଲିଆରେ ଜନ୍ମ ହେବାକୁ ଚାହୁଁଛନ୍ତି ଏହି ପ୍ରସିଦ୍ଧ ଖେଳାଳି

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଆସନ୍ତା ଜାନୁଆରୀରେ ପ୍ରଥମ ସନ୍ତାନର ପିତା ହେବାକୁ ଯାଉଛନ୍ତି। ଏହି ସମୟରେ ଭାରତ-ଅଷ୍ଟ୍ରେଲିଆ ଚାରି ଟିକିଆ ଟେଷ୍ଟ ଶୃଙ୍ଖଳା ଚାଲିଥିବ। ଏହାକୁ ଦୃଷ୍ଟିରେ ରଖି କୋହଲି ଶେଷ ତିନିଟି ମୁକାବିଲାରେ ଭାରତୀୟ...

ମା’ ହେବେ ଭାରତୀୟ ମହିଳା ରେସଲର ବବିତା ଫୋଗଟ: ସ୍ବାମୀଙ୍କ ସହ ଫଟୋ ଶେୟାର କରି ଦେଲେ ଖୁସି ଖବର

ନୂଆଦିଲ୍ଲୀ,୨୨।୧୧-ଭାରତୀୟ ମହିଳା ରେସଲର ବବିତା ଫୋଗଟ ମା’ ହେବାକୁ ଯାଉଛନ୍ତି। ଏ ନେଇ ବବିତା ନିଜେ ଶନିବାର ଟୁଇଟ କରି ସୂଚନା ଦେଇଛନ୍ତି। ସ୍ବାମୀ ବିବେକ ସୁହାଗଙ୍କ ସହିତ ଏକ ଫଟୋ ମଧ୍ୟ ଶେୟାର କରିଛନ୍ତି। ଯେଉଁଥିରେ ସେ ଏକ...

ପ୍ରଥମେ ସ୍ବାମୀ ନୁହେଁ, ଏହି ଖେଳାଳିଙ୍କୁ ଝିଅ ହେବା ଖବର ଜଣାଇଥିଲେ ଧୋନୀଙ୍କ ସ୍ତ୍ରୀ

ପୂର୍ବତନ ଭାରତୀୟ ଅଧିନାୟକ ଏମ୍‌ଏସ୍‌ ଧୋନୀ ସ୍ତ୍ରୀ ସାକ୍ଷୀ ନିକଟରେ ନିଜ ୩୨ତମ ଜନ୍ମଦିବସ ପାଳନ କରିଛନ୍ତି। ସେ ସ୍ବାମୀ ଏବଂ ଝିଅ ଜିଭା ସହ ଦୁବାଇ ଜନ୍ମଦିନ ପାଳନ କରିଛନ୍ତି। ମାମାଙ୍କ ଜନ୍ମଦିନରେ ଖୁବ୍‌ ମସ୍ତି କରିଥିଲେ ଜିଭା।...

ଦିଲ୍ଲୀ ହାଫ୍‌ ମାରାଥନ: କୋସ୍‌ଗେଇ, ୟେଶାନେ ଭାଗନେବେ

ନୂଆଦିଲ୍ଲୀ, ୨୨ା୧୧ (ପି.ଟି.)-ଏୟାରଟେଲ ଦିଲ୍ଲୀ ହାଫ୍‌ ମାରାଥନରେ ବିଶ୍ୱରେକର୍ଡ କରିଥିବା ବ୍ରିଗିଡ୍‌ କୋସ୍‌ଗେଇ ଏବଂ ଆବାବେଲ୍‌ ୟେଶାନେ ଅଂଶଗ୍ରହଣ କରିବେ। ଶନିବାର ଆୟୋଜକଙ୍କ ତରଫରୁ ଏ ବିଷୟରେ ସୂଚନା ଦିଆଯାଇଛି। ଏହି ଇଭେଣ୍ଟ ଓ୍ବାଲର୍‌ଡ ଆଥଲେଟିକ୍ସ ଗୋଲ୍ଡ ଲେବଲ ରେସ୍‌...

ଆଇପିଏଲ୍‌ ପ୍ରଦର୍ଶନ ଯୋଗୁ ଚାପ ହଟିଛି: ଶାମି

ସିଡ୍‌ନୀ, ୨୨ା୧୧ (ପି.ଟି.)- ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ଭଲ ପ୍ରଦର୍ଶନ କରିଥିବାରୁ ଅଷ୍ଟ୍ରେଲିଆ ବିପକ୍ଷ ଟେଷ୍ଟ ସିରିଜ ପାଇଁ ସେ ଚାପରେ ନ ଥିବା କହିଛନ୍ତି ଭାରତର କୌଶଳୀ ପେସ୍‌ ବୋଲର ମହମ୍ମଦ ଶାମି। ସଂଯୁକ୍ତ ଆରବ ଏମିରେଟ୍ସ...

ଅନ୍ତର୍ଜାତୀୟ କ୍ରିକେଟ ମ୍ୟାଚ୍‌ ଆୟୋଜନ କରିବାକୁ ପାକିସ୍ତାନ ପ୍ରସ୍ତୁତ

ଇସ୍‌ଲାମାବାଦ୍‌,୨୨।୧୧(ଏପି): ପାଖାପାଖି ଏକ ଦଶନ୍ଧି ପରେ ପାକିସ୍ତାନରେ କ୍ରିକେଟ ମ୍ୟାଚ୍‌ ତଥା ସିରିଜ ଆୟୋଜନ ନେଇ ରାସ୍ତା ଖୋଲିଛି। ୨୦୦୯ରେ ଆତଙ୍କବାଦୀ ଘଟଣା ପରେ କ୍ରିକେଟ ଖେଳୁଥିବା ଦେଶଗୁଡିକ ପାକିସ୍ତାନ ଗସ୍ତ କରିବାକୁ ଅମଙ୍ଗ ହେଉଥିଲେ। ତେବେ ଆସନ୍ତା ୨୦୨୧ରେ...

ଦେବାଶିଷ, ଦିବ୍ୟଦର୍ଶିନୀ କ୍ରିକେଟର ଅଫ୍‌ ଦି ଇୟର

ଭୁବନେଶ୍ୱର,୨୨ା୧୧(ସ୍ପୋଟର୍‌ସ ବ୍ୟୁରୋ)-ସିଜନ ୨୦୧୯-୨୦ ପାଇଁ ସହିଦ ସ୍ପୋର୍ଟିଂ ମାରୁତି ଇଷ୍ଟେଟ ଇଣ୍ଡିଆ କ୍ରିକେଟର ଅଫ୍‌ ଦି ଇୟର ପୁରସ୍କାର ବିଜେତାଙ୍କ ନାମ ଘୋଷଣା କରାଯାଇଛି। ସିଲେକ୍ସନ କମିଟି ଗତ ସିଜନରେ ସଫଳତା ହାସଲ କରିଥିବା ଦେବାଶିଷ ସାମନ୍ତରାୟ ଓ ସୁଶ୍ରୀ...

ଜାତୀୟ ମହିଳା ଫୁଟ୍‌ବଲ କ୍ୟାମ୍ପ : ଓଡ଼ିଶାରୁ ଯବାମଣି, ପ୍ୟାରୀ

ନୂଆଦିଲ୍ଲୀ, ୨୨ା୧୧ (ପି.ଟି.)-ଭାରତୀୟ ସିନିୟର ମହିଳା ଦଳର କ୍ୟାମ୍ପ ଡିସେମ୍ବର ୧ରୁ ଗୋଆରେ ଆରମ୍ଭ ହେବ। କରୋନା ଭାଇରସ୍‌ ପାଇଁ ଲକ୍‌ଡାଉନ୍‌ ପରେ ଏହା ମହିଳା ଖେଳାଳିଙ୍କର ପ୍ରଥମ ଜାତୀୟ କ୍ୟାମ୍ପ। ଏଥିପାଇଁ ୩୦ଜଣ ଖେଳାଳିଙ୍କ ମଧ୍ୟରେ ଓଡ଼ିଶାର ଦୁଇଜଣ...

ଇଣ୍ଡିଆନ ସୁପର ଲିଗ୍‌: ନର୍ଥଇଷ୍ଟ ୟୁନାଇଟେଡ୍‌ର ବିଜୟ ଅଭିଯାନ

ଭାସ୍କୋ,୨୨।୧୧: ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ରେ ନର୍ଥଇଷ୍ଟ ୟୁନାଟେଡ୍‌ କ୍ଲବ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ଶନିବାର ସ୍ଥାନୀୟ ତିଳକ ମଇଦାନ ଷ୍ଟାଡିୟମରେ ଅନୁଷ୍ଠିତ ଟୁର୍ନାମେଣ୍ଟର ଦ୍ୱିତୀୟ ମ୍ୟାଚ୍‌ରେ ନର୍ଥଇଷ୍ଟ ୧-୦ ଗୋଲରେ ଶକ୍ତିଶାଳୀ ମୁମ୍ବାଇ ସିଟି ଏଫ୍‌ସିକୁ...

ଭାରତୀୟ କ୍ରିକେଟ ଦଳର ଏହି ଅଧିନାୟକଙ୍କର ଥିଲେ ୧୦ ସ୍ତ୍ରୀ, ୮୮ ସନ୍ତାନ

ସ୍ବାଧୀନତା ପୂର୍ବରୁ ଆମ ଦେଶ ଅନେକ ଛୋଟ ରାଜ୍ୟରେ ବିଭକ୍ତ ହୋଇଥିଲା। ପଟିଆଲା ସେଥିମଧ୍ୟରୁ ମଧ୍ୟରୁ ଗୋଟିଏ। ପଟିଆଲାକୁ ଧନୀ ରାଜ୍ୟଗୁଡ଼ିକ ମଧ୍ୟରେ ଗଣାଯାଉଥିଲା। ମହାରାଜା ଭୂପିନ୍ଦର ସିଂ ଦେଶର ପ୍ରଥମ ବ୍ୟକ୍ତି ଯିଏକି ନିଜର ବ୍ୟକ୍ତିଗତ ବିମାନ ପାଇଥିଲେ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri