ଖେଳ

ଓ୍ବେଷ୍ଟଇଣ୍ଡିଜର କ୍ଲିନ୍‌ ସୁଇପ

ନର୍ଥପଏଣ୍ଟ (ଆଣ୍ଟିଗୁଆ), ୧୬ା୩ (ଏପି)-ଡାରେନ ବ୍ରାଭୋଙ୍କ ଚତୁର୍ଥ ଅନ୍ତର୍ଜାତୀୟ ଦିନିକିଆ ସହାୟତାରେ ସାର୍‌ ଭିଭିଆନ୍‌ ରିଚାଡର୍‌ସ ଷ୍ଟାଡିୟମରେ ଖେଳାଯାଇଥିବା ତୃତୀୟ ତଥା ଅନ୍ତିମ ଅନ୍ତର୍ଜାତୀୟ ଦିନିକିଆରେ ଓ୍ବେଷ୍ଟଇଣ୍ଡିଜ ୫ ଉଇକେଟରେ ଶ୍ରୀଲଙ୍କାକୁ ପରାସ୍ତ କରିଛି। ଏଥିସହିତ ଦଳ ୩-୦ରେ କ୍ଲିନ୍‌ ସୁଇପ୍‌…

ଦଣ୍ଡିତ ହେଲେ ଟିମ୍‌ ଇଣ୍ଡିଆର ଖେଳାଳି

ଦୁବାଇ, ୧୫।୩ – ଅହମ୍ମଦାବାଦରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଧିମା ବୋଲିଂ ପାଇଁ ଟିମ୍‌ ଇଣ୍ଡିଆର ସମସ୍ତ ଖେଳାଳିଙ୍କୁ ଦଣ୍ଡିତ ହେବାକୁ ପଡ଼ିଛି। ପ୍ରତ୍ୟେକ ଖେଳାଳିଙ୍କ କାଟ୍‌ କରାଯାଇଛି ୨୦ ପ୍ରତିଶତ ମ୍ୟାଚ୍‌ ଫି’। ଆଇସିସି ଏଲାଇଟ୍‌…

ସ୍ବତନ୍ତ୍ର ଅର୍ଦ୍ଧଶତକ ପୂର୍ବରୁ ଏହି ପୂର୍ବତନ ଖେଳାଳିଙ୍କ ସହ କଥା ହୋଇଥିଲେ କୋହଲି

ଅହମ୍ମଦାବାଦ୍‌, ୧୫।୩ – ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଦମ୍‌ଦାର ଅର୍ଦ୍ଧଶତକୀୟ ଇନିଂସ ଖେଳିଛନ୍ତି ଭାରତୀୟ ଅଧିନାୟକ ବିରାଟ କୋହଲି। ଏହି ମ୍ୟାଚ୍‌ ପୂର୍ବରୁ କୋହଲି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗଲୋର (ଆରସିବି)ର ସାଥି ଖେଳାଳି ତଥା ପୂର୍ବତନ ଦକ୍ଷିଣ ଆଫ୍ରିକୀୟ…

ଧୋନୀଙ୍କ ସହ ଏହି ଖେଳାଳିଙ୍କ ତୁଳନା କଲେ କିମ୍ବଦନ୍ତୀ

ନୂଆଦିଲ୍ଲୀ, ୧୫।୩ – ଅନ୍ତର୍ଜାତୀୟ ସ୍ତରରେ ପଦାର୍ପଣ ମ୍ୟାଚ୍‌ରେ ହିଁ ବିସ୍ଫୋରକ ଅର୍ଦ୍ଧଶତକୀୟ ଇନିଂସ ଖେଳିଛନ୍ତି ଇଶାନ କିଷାନ। ଏଥି ନେଇ ତାଙ୍କୁ ପ୍ରଶଂସା କରିଛନ୍ତି ବହୁ କିମ୍ବଦନ୍ତୀ ଭାରତୀୟ ଖେଳାଳି। ଏପରି କି ଇଶାନଙ୍କୁ ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର…

ଅପେକ୍ଷାର ଅନ୍ତ: ସ୍ପୋର୍ଟସ ଆଙ୍କରଙ୍କ ହାତ ଧରିଲେ ଏହି କ୍ରିକେଟର

ନୂଆଦିଲ୍ଲୀ,୧୫।୩: ଭାରତୀୟ କ୍ରିକେଟ ଦଳର ଦ୍ରୁତତମ ବୋଲର ଯଶପ୍ରୀତ‌ ବୁମ୍‌ରା ସୋମବାର ଗୋଆରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ସେ ସ୍ପୋର୍ଟସ ଆଙ୍କର ସଞ୍ଜନା ଗଣେଶନଙ୍କ ହାତ ଧରିଛନ୍ତି। ମୁମ୍ବାଇ ଇଣ୍ଡିଆନ୍ସ ଅଫିସିଆଲ ଟୁଇଟର ଆକାଉଣ୍ଟରେ ଦୁହିଁଙ୍କ ବିବାହର ଫଟୋ ଶେୟାର…

ରାହୁଲ ଦ୍ରାଭିଡଙ୍କ ଏହି ଗୋଟିଏ ପରାମର୍ଶ ମାନି ବଦଳିଗଲା ଏହି କ୍ରିକେଟର୍‌ଙ୍କ ଭାଗ୍ୟ

ମୁମ୍ବାଇ ଇଣ୍ଡିଆନ୍ସ ଓପନର୍‌ ତଥା ଝାଡଖଣ୍ଡର ଅଧିନାୟକ ଇଶାନ କିଷନ ଟି -୨୦ ଡେବ୍ୟୁ ମ୍ୟାଚରେ ଜବରଦସ୍ତ ପ୍ରଦର୍ଶନ କରିଛନ୍ତି। ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟି -୨୦ ମ୍ୟାଚରେ କିଷନ ୫ ଚୌକା ଓ ୪ ଛକା ସହାୟତାରେ ୩୨ ବଲରେ…

ପଡ଼ିଆରେ ଭୋ ଭୋ ହୋଇ କାନ୍ଦିଥିଲେ ଏହି ଖେଳାଳି, ଡେବ୍ୟୁ ମ୍ୟାଚ୍‌ରେ ରୋହିତ ଶର୍ମାଙ୍କୁ ପକାଇଲେ ପଛରେ

ଗତ ରବିବାର ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ରେ ୭ ଉଇକେଟ୍‌ରେ ବିଜୟ ହାସଲ କରିଥିଲା। ଏହି ମ୍ୟାଚ୍‌ରୁ ଡେବ୍ୟୁ କରିଥିବା ଈଶାନ କିଶନ ସମସ୍ତଙ୍କର ଧ୍ୟାନ ନିଜପ୍ରତି ଆକର୍ଷିତ କରିପାରିଥିଲେ। ଈଶାନ ପ୍ରଥମ ମ୍ୟାଚ୍‌ରେ ୫୦ ରନ୍‌…

୭୩ ରନ୍‌ କରି ୩ ବିଶ୍ୱରେକର୍ଡ ଭାଙ୍ଗିଦେଲେ କୋହଲି

ଅହମଦାବାଦ୍‌,୧୫।୩:ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚରେ ଭାରତ ୭ ଉଇକେଟ୍‌ ଜିତିଛି। ୧୬୫ ରନ୍‌ର ଲକ୍ଷ୍ୟ ପିଛା କରି ଇଶାନ କିଶନ-ଅଧିନାୟକ ବିରାଟ କୋହଲିଙ୍କ ଅର୍ଦ୍ଧଶତକ ବଳରେ ଜିତିଥିଲା ଭାରତ । କୋହଲି ଅପରାଜିତ ୭୩ ରନ ଏବଂ ଇଶାନ କିଶନ…

ଅଲିମ୍ପିକ୍ସ ଯୋଗ୍ୟତା:ଭବାନୀ ଦେବୀ ପ୍ରଥମ ଭାରତୀୟ ଫେନ୍‌ସର

ଚେନ୍ନାଇ, ୧୫ା୩ (ପି.ଟି.)- ତାମିଲନାଡୁର ସି.ଏ. ଭବାନୀ ଦେବୀ ପ୍ରଥମ ଭାରତୀୟ ଫେନ୍‌ସର ଭାବେ ଟୋକିଓ ଅଲିମ୍ପିକ ଗେମ୍ସ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି। ଟିମ୍‌ ଇଭେଣ୍ଟ କ୍ୱାର୍ଟରଫାଇନାଲରେ ଆୟୋଜକ ଦଳର ପରାଜୟ ଦ୍ୱାରା ଦକ୍ଷିଣ କୋରିଆର ସେମିଫାଇନାଲ ପ୍ରବେଶ ଯୋଗୁ…

ଦିନିକିଆରେ ୭ ହଜାର ରନ ପୂରଣରେ ମିଥାଲି ପ୍ରଥମ

ଲକ୍ଷ୍ନୌ, ୧୫ା୩ (ପି.ଟି.)- ଭାରତର ଭେଟେରାନ ବ୍ୟାଟ୍ସଓମ୍ୟାନ ମିଥାଲି ରାଜ ଆଉ ଏକ କୀର୍ତ୍ତିମାନ ଅର୍ଜନ କରିଛନ୍ତି। ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟରେ ୭,୦୦୦ ରନ ପୂରଣ କରିବାରେ ସେ ପ୍ରଥମ ମହିଳା କ୍ରିକେଟର ହୋଇଛନ୍ତି। ରବିବାର ଦକ୍ଷିଣ ଆଫ୍ରିକା ବିପକ୍ଷ ଚତୁର୍ଥ…

ମହିଳା ସିନିୟର ଦିନିକିଆ ଟ୍ରଫି: ସୁଶ୍ରୀଙ୍କୁ ୪ ଉଇକେଟ, ଓଡ଼ିଶାର ବୃହତ୍‌ ବିଜୟ

ଭୁବନେଶ୍ୱର,୧୫।୩(ସ୍ପୋର୍ଟ୍ସ ବ୍ୟୁରୋ): ସୁଶ୍ରୀ ଦିବ୍ୟଦର୍ଶନୀଙ୍କ ଚମତ୍କାର ବୋଲିଂ ଓ ପରେ ମାଧୁରୀ ମେହେଟ୍ଟା ଏବଂ ସରିତା ମେହେରଙ୍କ ଦମ୍‌ଦାର ବ୍ୟାଟିଂ ବଳରେ ଓଡ଼ିଶା ସିନିୟର ମହିଳା ଦିନିକିଆ ଟ୍ରଫିରେ ୯ ଉଇକେଟରେ ହାଇଦ୍ରାବାଦ୍‌କୁ ପରାସ୍ତ କରିଛି। ସୁରଟ୍‌ର ସି.କେ. ପିଥାଓ୍ବାଲା ଗ୍ରାଉଣ୍ଡରେ…

ବିଜୟ ହଜାରେ ଟ୍ରଫି: ମୁମ୍ବାଇକୁ ଚତୁର୍ଥ ଟାଇଟଲ

ନୂଆଦିଲ୍ଲୀ,୧୫।୩(ପି.ଟି.): ଅଧିନାୟକ ତଥା ଓପନର ପୃଥ୍ବୀ ଶ ଓ ଉଇକେଟକିପର ବ୍ୟାଟ୍ସମ୍ୟାନ ଆଦିତ୍ୟ ତାରେଙ୍କ ଦମ୍‌ଦାର ବ୍ୟାଟିଂ ପ୍ରଦର୍ଶନ ବଳରେ ମୁମ୍ବାଇ ୫୧ଟି ବଲ ବାକିଥାଇ ୬ ଉଇକେଟରେ ଉତ୍ତର ପ୍ରଦେଶକୁ ପରାସ୍ତ କରି ବିଜୟ ହଜାରେ ଟ୍ରଫି ହାସଲ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?