ଖେଳ

ଜାତୀୟ ସିନିୟର ରୋଡ୍‌ ରେସ୍‌ ସାଇକ୍ଲିଂ: ସ୍ବସ୍ତି ସିଂଙ୍କୁ ସ୍ବର୍ଣ୍ଣ ପଦକ

ଭୁବନେଶ୍ୱର, ୯।୩(କ୍ରୀଡ଼ା ପ୍ରତିନିଧି):ସାଇକ୍ଲିଂ ପ୍ରତିଭା ସ୍ବସ୍ତି ସିଂ ନିଜ ପ୍ରଦର୍ଶନ ମାଧ୍ୟମରେ ପୁଣି ଓଡ଼ିଶାକୁ ଗର୍ବିତ କରିଛନ୍ତି। ମହାରାଷ୍ଟ୍ରର ନଭି ମୁମ୍ବାଇରେ ୫ରୁ ୮ ପର୍ଯ୍ୟନ୍ତ ଅନୁଷ୍ଠିତ ୨୫ତମ ଜାତୀୟ ସିନିୟର, ଏଲିଟ, ଜୁନିୟର ଓ ୟୁଥ୍‌ ରୋଡ୍‌ ସାଇକ୍ଲିଂ ଚାମ୍ପିୟନଶିପ୍‌ର…

ହମ୍ପି ଜିତିଲେ ବିବିିସି ପୁରସ୍କାର

ନୂଆଦିଲ୍ଲୀ, ୯ା୩ (ପି.ଟି.)-ବିବିସି ଇଣ୍ଡିଆନ ସ୍ପୋଟର୍‌ସଓମ୍ୟାନ ଅଫ୍‌ ଦି ଇୟର ପୁରସ୍କାରର ଦ୍ୱିତୀୟ ସଂସ୍କରଣ ଫଳାଫଳ ସୋମବାର ପ୍ରକାଶ ପାଇଛନ୍ତି। ବର୍ତ୍ତମାନ ରାପିଡ୍‌ ଫର୍ମାଟରେ ରହିଥିବା ବିଶ୍ୱ ଚାମ୍ପିୟନ କୋନେରୁ ହମ୍ପି ଏହି ପୁରସ୍କାର ଜିତିଛନ୍ତି। ମାତ୍ର ୧୫ବର୍ଷ ବୟସରେ ସର୍ବ…

ବଜରଙ୍ଗଙ୍କୁ ସ୍ବର୍ଣ୍ଣ ସହ ନମ୍ବର ଓ୍ବାନ ର଼୍ୟାଙ୍କିଙ୍ଗ

ରୋମ୍‌, ୯ା୩ (ପି.ଟି.)-ଆସନ୍ତା ଅଲିମ୍ପିକ୍ସରେ ଭାଗ ନେବାକୁଥିବା ଭାରତୀୟ ରେସ୍‌ଲର ବଜରଙ୍ଗ ପୁନିଆ ଏଠାରେ ଚାଲିଥିବା ମାଟେଓ ପେଲିକୋନ୍‌ ର଼୍ୟାଙ୍କିଙ୍ଗ ସିରିଜ ଇଭେଣ୍ଟରେ ସ୍ବର୍ଣ୍ଣ ପଦକ ଜିତିବା ସହ ତାଙ୍କ ଟାଇଟଲ ବଜାୟ ରଖିଛନ୍ତି। ୬୫ କେଜି ଶ୍ରେଣୀ ଫାଇନାଲରେ ସେ…

ଜାତୀୟ ସିନିୟର ଭଲିବଲ୍‌ : ୨୬ ବର୍ଷ ପରେ ନକ୍‌ଆଉଟରେ ଓଡ଼ିଶା

ଭୁବନେଶ୍ୱର, ୯।୩ (କ୍ରୀଡ଼ା ପ୍ରତିନିଧି)-କିଟ୍‌ର ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମରେ ଚାଲିଥିବା ୬୯ତମ ଜାତୀୟ ସିନିୟର ଭଲିବଲ୍‌ ଚାମ୍ପିୟନଶିପ୍‌ର ପୁରୁଷ ବିଭାଗରେ ଓଡ଼ିଶା ସୋମବାର ୩-୦ ସେଟ୍‌ (୨୫-୧୫, ୨୫-୧୮, ୨୫-୧୯)ରେ ଉତ୍ତର ପ୍ରଦେଶକୁ ପରାସ୍ତ କରିଛି। ଛତିଶଗଡ଼, ଲଦାଖ, ଚଣ୍ଡିଗଡ଼,…

ଡବ୍ଲ୍ୟୁଟିସି ଫାଇନାଲ: ସ୍ପଷ୍ଟ କଲେ ଗାଙ୍ଗୁଲି

ନୂଆଦିଲ୍ଲୀ, ୮।୩ : ପ୍ରଥମ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ର ଫାଇନାଲ ମ୍ୟାଚ୍‌ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଜୁନ ୧୮ରୁ ୨୨ ତାରିଖ ପର୍ଯ୍ୟନ୍ତ ସାଉଥାମ୍ପଟନର ଏଜେସ ବାଉଲଠାରେ ଖେଳାଯିବ। ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି ସୋମବାର ଏହା ସ୍ପଷ୍ଟ କରିଛନ୍ତି।…

ଏହି ଖେଳାଳିଙ୍କୁ ବାମହାତୀ ସେହ୍ବାଗ କହିଲେ ପୂର୍ବତନ ପାକିସ୍ତାନ ଖେଳାଳି

କରାଚୀ,୮।୩ : ଅଷ୍ଟ୍ରେଲିଆ ପରେ ଇଂଲଣ୍ଡ ବିପକ୍ଷ ସିରିଜ୍‌ରେ ଚମତ୍କାର ପ୍ରଦର୍ଶନ କରିଥିବା ଭାରତୀୟ ଉଇକେଟକିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତଙ୍କ ପ୍ରଶଂସକଙ୍କ ତାଲିକାରେ ଯୋଡ଼ି ହୋଇଛନ୍ତି ଜଣେ କିମ୍ବଦନ୍ତୀ ଖେଳାଳି। ସେ ହେଲେ ପାକିସ୍ତାନର ପୂର୍ବତନ ଅଧିନାୟକ ଇଞ୍ଜିମାମ ଉଲ ହକ୍‌।…

ଭାରତଠୁ ସିରିଜ୍‌ ହାରିବା ପରେ ବୋର୍ଡକୁ ସମାଲୋଚନା କଲେ ପୂର୍ବତନ ଅଧିନାୟକ

ଲଣ୍ଡନ,୮।୩ : ଭାରତଠାରୁ ୩-୧ ବ୍ୟବଧାନରେ ସିରିଜ୍‌ ହାରିବା ପରେ ଇଂଲଣ୍ଡ ଦଳର ପୂର୍ବତନ ଅଧିନାୟକ ମାଇକେଲ ଭନ ଇଂଲଣ୍ଡ ଓ ଓ୍ବେଲ୍ସ କ୍ରିକେଟ ବୋର୍ଡ (ଇସିବି)କୁ ସମାଲୋଚନା କରିଛନ୍ତି। ସୀମିତ ଓଭର କ୍ରିକେଟ ଦଳର ଅଧିନାୟକ ଇଆନ ମୋର୍ଗାନଙ୍କୁ ଯେଉଁ…

ଧାଓ୍ବନଙ୍କ ମୁଣ୍ଡକୁ ବଲ୍‌ ଫୋପାଡିଲେ ପନ୍ତ, ରୋହିତ: ଆଉ ତା’ପରେ

ବିରାଟ କୋହଲିଙ୍କ ନେତୃତ୍ୱରେ ଟିମ ଇଣ୍ଡିଆ ଇଂଲଣ୍ଡକୁ ୩-୧ରେ ପରାସ୍ତ କରି ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ର ଫାଇନାଲରେ ପ୍ରବେଶ କରିଛି। ଏବେ ଭାରତକୁ ଇଂଲଣ୍ଡ ସହ ପାଞ୍ଚଟି ଟି -୨୦ ଏବଂ ୩ଟି ଏକଦିବସୀୟର ଏକ ସିରିଜ ଖେଳିବାର ଅଛି। ଏହା…

ବିରାଟ କୋହଲିଙ୍କୁ ପଛରେ ପକାଇଲେ ୨୦ ବର୍ଷୀୟ ଏହି ଖେଳାଳି

ବେଙ୍ଗାଲୁରୁ,୮।୩: କର୍ନାଟକର ବାମହାତୀ ବ୍ୟାଟ୍ସମ୍ୟାନ ଦେବଦତ୍ତ ପଡିକଲ ଲିଷ୍ଟ ଏ ଟୁର୍ନାମେଣ୍ଟରେ ଏକ ନୂଆ ରେକର୍ଡ ସ୍ଥାପନ କରିଛନ୍ତି। ସୋମବାର ବିଜୟ ହଜାରେ ଟ୍ରଫିର ଏକ ମ୍ୟାଚରେ ସେ କେରଳ ବିପକ୍ଷରେ ଚମତ୍କାର ୧୦୧ ସ୍କୋର କରିଥିଲେ। ଲିଷ୍ଟ ଏ କ୍ରିକେଟରେ…

ସ୍ତ୍ରୀ, ଝିଅ ଫଟୋ ଶେୟାର କରି ଭାବପ୍ରବଣ ହେଲେ ବିରାଟ କୋହଲି

ସାରା ବିଶ୍ୱରେ ମାର୍ଚ୍ଚ ୮କୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ କରାଯାଏ। ଏହି ବିଶେଷ ଦିନରେ ରାଷ୍ଟ୍ରପତିଙ୍କଠାରୁ ଆରମ୍ଭ କରି ପ୍ରଧାନମନ୍ତ୍ରୀଙ୍କ ପର୍ଯ୍ୟନ୍ତ ସମସ୍ତେ ମହିଳାମାନଙ୍କୁ ଅଭିନନ୍ଦନ ଜଣାଉଛନ୍ତି। ଏଥିରେ ସାମିଲ ହୋଇଛନ୍ତି ଭାରତୀୟ କ୍ରିକେଟ୍‌ ଦଳର ଅଧିନାୟକ ବିରାଟ କୋହଲି।…

କାହାକୁ ବିବାହ କରିବେ ଜଶପ୍ରୀତ ବୁମ୍‌ରା

ଭାରତୀୟ ଦ୍ରୁତ ବୋଲର ଜସପ୍ରୀତ ବୁମ୍‌ରା ଖୁବ୍‌ଶୀଘ୍ର ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି। ଏହି କାରଣରୁ ସେ ଇଂଲଣ୍ଡ ବିପକ୍ଷ ଶେଷ ଟେଷ୍ଟ ନ ଖେଳିବାକୁ ନିଷ୍ପତ୍ତି ନେଇଥିଲେ। ତାଙ୍କୁ ପୂର୍ବରୁ ଟି -୨୦ ସିରିଜରୁ ବିଶ୍ରାମ ଦିଆଯାଇଛି। ତିନି…

ପିତାଙ୍କ ହତ୍ୟାରେ ଭାଙ୍ଗି ପଡି ନ ଥିଲେ ବିଶ୍ୱର ନଂ ୧ ମହିଳା ରେସଲର୍‌

ଭାରତର ତାରକା ରେସଲର ଭିନେଶ ଫୋଗେଟ ମାଟିଓ ପାଲିକନ ର଼୍ୟାଙ୍କିଙ୍ଗ ରେସଲିଂ ସିରିଜରେ କ୍ରମାଗତ ଦ୍ୱିତୀୟ ସ୍ବର୍ଣ୍ଣ ଜିତିଛନ୍ତି। ଏକମାତ୍ର ଭାରତୀୟ ମହିଳା ରେସଲର ଭାବେ ୨୬ ବର୍ଷୀୟା ଭିନେଶ ଟୋକିଓ ଅଲିମ୍ପିକ ଗେମ୍ସ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି। ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?