ଖେଳ

ସ୍ବାମୀଙ୍କୁ ଶୀଘ୍ର ଘରକୁ ଆସିବା ପାଇଁ ଆକୁଳ ନିବେଦନ କଲେ ଏହି କ୍ରିକେଟର୍‌ଙ୍କ ସ୍ତ୍ରୀ

ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଟେଷ୍ଟ ସିରିଜ ଶେଷ ହୋଇଛି। ୪ଟି ମ୍ୟାଚରେ ୩୨ ଉଇକେଟ ଏବଂ ଗୋଟିଏ ଶତକ ମାରିଥିବା ରବିଚନ୍ଦ୍ରନ ଅଶ୍ୱିନଙ୍କୁ ମ୍ୟାନ ଅଫ ଦି ସିରିଜ ପୁରସ୍କାର ପ୍ରଦାନ କରାଯାଇଥିଲା। ଏବେ ଅଶ୍ୱିନ ନିଜ ଘରକୁ ଫେରିବାକୁ…

ଆଫ୍ରିଦୀଙ୍କ ଝିଅକୁ ବିବାହ କରିବେ ଶାହିନ

କରାଚୀ, ୮ା୩ (ପି.ଟି.)- ପାକିସ୍ତାନର ପୂର୍ବତନ କ୍ରିକେଟ ଅଧିନାୟକ ଶାହିଦ ଆଫ୍ରିଦୀଙ୍କ ଝିଅକୁ ବିବାହ କରିବେ ବର୍ତ୍ତମାନ ଜାତୀୟ ଦଳର ପେସ୍‌ ବୋଲର ଶାହିନ ଶାହ ଆଫ୍ରିଦୀ। ଆଫ୍ରିଦୀ କହିଛନ୍ତି ଶାହିନଙ୍କ ପରିବାର ତାଙ୍କ ଝିଅକୁ ବୋହୂ କରି ନେବାଲାଗି ପ୍ରସ୍ତାବ…

ସିନ୍ଧୁ ରନର୍ସ ଅପ୍‌

ବାସେଲ,୮ା୩(ପି.ଟି.)-ବିଶ୍ୱ ଚାମ୍ପିୟନ ପି.ଭି. ସିନ୍ଧୁ ସୁଇସ୍‌ ଓପନ୍‌ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ହାରି ରନର୍ସ ଅପ୍‌ ହୋଇଛନ୍ତି। ଅଲିମ୍ପିକ ସ୍ବର୍ଣ୍ଣ ବିଜୟିନୀ ସ୍ପେନର କାରୋଲିନା ମାରିନ୍‌ଙ୍କଠାରୁ ସେ ୧୨-୨୧, ୫-୨୧ରେ ପରାସ୍ତ ହୋଇଛନ୍ତି। ରବିବାର ଫାଇନାଲ ମ୍ୟାଚ ମାତ୍ର ୩୫ ମିନିଟ୍‌ରେ…

ଭିନେଶଙ୍କୁ ସ୍ବର୍ଣ୍ଣ, ବଜରଙ୍ଗ ଫାଇନାଲରେ

ରୋମ୍‌, ୮ା୩(ପି.ଟି.)-ମାଟେଓ ପେଲିକନ୍‌ ର଼୍ୟାଙ୍କିଙ୍ଗ ସିରିଜ ଇଭେଣ୍ଟରେ ଭାରତର ଷ୍ଟାର ରେସ୍‌ଲର ଭିନେଶ ଫୋଗତ୍‌ ୫୩ କେଜି ଶ୍ରେଣୀରେ ସ୍ବର୍ଣ୍ଣ ପଦକ ହାସଲ କରିବା ସହ ବିଶ୍ୱର ନମ୍ବର ଓ୍ବାନ୍‌ ର଼୍ୟାଙ୍କ୍‌କୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଅନ୍ୟପକ୍ଷରେ ବଜରଙ୍ଗ ପୁନିଆ ପୁରୁଷ ୬୫କେଜି…

ଟି୨୦ ସିରିଜ ଜିତିଲା ନ୍ୟୁଜିଲାଣ୍ଡ: ଅଷ୍ଟ୍ରେଲିଆ ୭ ଉଇକେଟରେ ପରାସ୍ତ

ଓ୍ବେଲିଂଟନ,୮।୩(ଏପି): ଅଷ୍ଟ୍ରେଲିଆ ବିପକ୍ଷ ପଞ୍ଚମ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୨୭ଟି ବଲ ବାକିଥାଇ ୭ ଉଇକେଟରେ ଅତି ସହଜରେ ବିଜୟ ହାସଲ କରିଛି। ଏଥିସହିତ ୫ ମ୍ୟାଚ୍‌ ବିଶିଷ୍ଟ ଏହି ଟି୨୦ ସିରିଜରେ ନ୍ୟୁଜିଲାଣ୍ଡ ୩-୨ ବ୍ୟବଧାନରେ ବାଜି…

ଜାତୀୟ ସିନିୟର ଭଲିବଲ୍‌ ଚାମ୍ପିୟନଶିପ୍:‌ ଓଡ଼ିଶା ପୁରୁଷ ଦଳର ହ୍ୟାଟ୍ରିକ ବିଜୟ

ଭୁବନେଶ୍ୱର, ୮।୩: କିଟ୍‌ର ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମରେ ଚାଲିଥିବା ୬୯ତମ ଜାତୀୟ ସିନିୟର ଭଲିବଲ୍‌ ଚାମ୍ପିୟନଶିପ୍‌ରେ ଓଡ଼ିଶା ପୁରୁଷ ଦଳ କ୍ରମାଗତ ୩ ମ୍ୟାଚ ଜିତି ବିଜୟରେ ହ୍ୟାଟ୍ରିକ କରିଛି। ପ୍ରଥମ ଦୁଇ ମ୍ୟାଚରେ ଯଥାକ୍ରମେ ମଧ୍ୟପ୍ରଦେଶକୁ ୩-୦ ଓ…

କଳିଙ୍ଗରେ ୨ ଜାତୀୟ ହକି ଟୁର୍ନାମେଣ୍ଟ

ଭୁବନେଶ୍ୱର,୮।୩: ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ଆଗକୁ ଦୁଇଟି ଜାତୀୟ ହକି ଚାମ୍ପିୟନଶିପ୍‌ ଆୟୋଜନ ହେବ। ରାଜ୍ୟ କ୍ରୀଡ଼ା ଓ ଯୁବସେବା ବିଭାଗ ଏବଂ ନାଭାଲ ଟାଟା ହକି ଏକାଡେମୀର ମିଳିତ ଆନୁକୂଲ୍ୟରେ ପ୍ରଥମ ହକି ଇଣ୍ଡିଆ ଜୁନିୟର ମହିଳା ଏକାଡେମୀ ଜାତୀୟ…

ପ୍ରଥମ ଦିନିକିଆ: ଭାରତୀୟ ମହିଳାଙ୍କ ବୃହତ୍‌ ପରାଜୟ

ଲକ୍ଷ୍ନୌ, ୮।୩(ପି.ଟି.): ଦୀର୍ଘଦିନ ପରେ ଅନ୍ତର୍ଜାତୀୟ କ୍ରିକେଟକୁ ଫେରିଥିବା ଭାରତୀୟ ମହିଳା କ୍ରିକେଟ ଦଳ ଏକ ବଡ଼ ପରାଜୟରୁ ଅଭିଯାନ ଆରମ୍ଭ କରିଛି। ଦକ୍ଷିଣ ଆଫ୍ରିକା ବିପକ୍ଷ ୫ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜର ପ୍ରଥମ ମ୍ୟାଚରେ ଦକ୍ଷିଣ ଆଫ୍ରିକା ଭାରତୀୟ…

ଆଇପିଏଲ୍‌-୧୪: ମୁମ୍ବାଇ-ବାଙ୍ଗାଲୋର ଉଦ୍‌ଘାଟନୀ ମ୍ୟାଚ

* ଏପ୍ରିଲ ୯ରେ ଆରମ୍ଭ, ମେ’ ୩୦ରେ ଫାଇନାଲ * ବିନା ଦର୍ଶକରେ ୬ଟି ଭେନ୍ୟୁରେ ମ୍ୟାଚ୍‌ ନୂଆଦିଲ୍ଲୀ,୮।୩(ପି.ଟି.)- ହାଇପ୍ରୋଫାଇଲ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୪ତମ ସଂସ୍କରଣ ପାଇଁ ରବିବାର ବିଧିବଦ୍ଧଭାବେ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ଏହି ଲିଗ୍‌ ଆସନ୍ତା…

ଫାଇନାଲ ମ୍ୟାଚ ମାତ୍ର ୩୫ ମିନିଟ୍‌ରେ ଶେଷ

ବାସେଲ,୭ା୩(ପି.ଟି.): ବିଶ୍ୱ ଚାମ୍ପିୟନ ପି.ଭି. ସିନ୍ଧୁ ସୁଇସ୍‌ ଓପନ୍‌ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ହାରି ରନର୍ସ ଅପ୍‌ ହୋଇଛନ୍ତି। ଅଲିମ୍ପିକ ସ୍ବର୍ଣ୍ଣ ବିଜୟିନୀ ସ୍ପେନର କାରୋଲିନା ମାରିନ୍‌ଙ୍କଠାରୁ ସେ ୧୨-୨୧, ୫-୨୧ରେ ପରାସ୍ତ ହୋଇଛନ୍ତି। ରବିବାର ଫାଇନାଲ ମ୍ୟାଚ ମାତ୍ର ୩୫…

ଶାହିଦ ଆଫ୍ରିଦଙ୍କ ଜ୍ୱାଇଁ ହେବେ ଏହି କ୍ରିକେଟର୍‌

ପାକିସ୍ତାନ ସୁପରଷ୍ଟାର ଅଲରାଉଣ୍ଡର ଶାହିଦ ଆଫ୍ରିଦ ପାକିସ୍ତାନ କ୍ରିକେଟ ଦଳର ଦ୍ରୁତ ବୋଲର ଶାହିନ ଶାହା ଆଫ୍ରିଦିଙ୍କ ଶ୍ୱଶୁର ହେବାକୁ ଯାଉଛନ୍ତି। ଆଫ୍ରିଦିଙ୍କ ଝିଅ ଅକସା ଏବଂ ଦ୍ରୁତ ବୋଲର ଶାହିନ ଶାହ ଆଫ୍ରିଦଙ୍କ ମଧ୍ୟରେ ବିବାହ ହେବାକୁ ଯାଉଛି। ଉଭୟ…

ମାର୍ଟିନ ଗୁପ୍ଟିଲଙ୍କ ବିସ୍ଫୋରକ ବ୍ୟାଟିଂ: ସିରିଜ ଜିତିଲା ନ୍ୟୁଜିଲାଣ୍ଡ

ଓ୍ବେଲିଂଟନ,୭।୩: ଅଷ୍ଟ୍ରେଲିଆ ବିପକ୍ଷ ପଞ୍ଚମ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୨୭ଟି ବଲ୍‌ ବାକିଥାଇ ୭ ଉଇକେଟରେ ଅତି ସହଜରେ ବିଜୟ ହାସଲ କରିଛି। ଏଥିସହିତ ୫ ମ୍ୟାଚ୍‌ ବିଶିଷ୍ଟ ଏହି ଟି୨୦ ସିରିଜରେ ନ୍ୟୁଜିଲାଣ୍ଡ ୩-୨ ବ୍ୟବଧାନରେ ବାଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?