ଖେଳ

ଫାଇନାଲ ପୂର୍ବରୁ ମୁମ୍ବାଇ ଇଣ୍ଡିଆନ୍‌କୁ ଖାସ୍‌ ମନ୍ତ୍ର ଦେଲେ ସଚିନ ତେନ୍ଦୁଲକର

ରୋହିତ ଶର୍ମାଙ୍କ ଅଧିନାୟିକତ୍ୱରେ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଚମ ଥର ପାଇଁ ଆଇପିଏଲ ଟାଇଟଲ ଜିତିବାଠାରୁ ମାତ୍ର ଗୋଟିଏ ପାଦ ଦୂରରେ। ମଙ୍ଗଳବାର ଦଳ ଫାଇନାଲରେ ଦିଲ୍ଲୀ କ୍ୟାପିଟାଲ୍ସକୁ ଭେଟିବ। ଫାଇନାଲ ପୂର୍ବରୁ ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକର ଦଳକୁ ଏକ ସ୍ବତନ୍ତ୍ର...

ଏହି ଅଭିନେତ୍ରୀଙ୍କ ପ୍ରେମରେ ଉବୁଟୁବୁ ପୃଥ୍ବୀ ଶ’

ଭାରତୀୟ ଦଳର ଯୁବ ବ୍ୟାଟ୍ସ ବ୍ୟାଟ୍ସମ୍ୟାନ୍‌ ପୃଥ୍ବୀ ଶ ନିଜର ୨୧ତମ ଜନ୍ମଦିନ ପାଳନ କରିଛନ୍ତି। ଏବେ ୟୁଏଇରେ ଆଇପିଏଲରେ ବ୍ୟସ୍ତ ଥିବା ଶ’ଙ୍କୁ ଅନେକ ପ୍ରଶଂସକ ଏବଂ ସାଥୀ ଖେଳାଳି ଜନ୍ବଦିନ ଶୁଭେଚ୍ଛା ଜଣାଇଛନ୍ତି। କିନ୍ତୁ ତାଙ୍କର ଜଣେ...

ଆଇପିଏଲ୍‌ରେ ଏହି ଦଳର ଅଂଶବିଶେଷ ଥିଲେ ତେଜସ୍ବୀ ଯାଦବ

ବିହାର ବିଧାନସଭା ନିର୍ବାଚନର ଫଳାଫଳ ସ୍ପଷ୍ଟ ହେବାରେ ଲାଗିଛି। ପ୍ରାରମ୍ଭିକ ଟ୍ରେଣ୍ଡ୍‌ ଅନୁଯାୟୀ ନୀତିଶ ଓ ଏନଡିଏକୁ ପଛରେ ପକାଇ ଦେଇଛି ଆରଜେଡିର ତେଜସ୍ବୀ ଯାଦବଙ୍କ ନେତୃତ୍ୱାଧୀନ ମହାମେଣ୍ଟ। ତେବେ ଏହି ଟ୍ରେଣ୍ଡ ଯଦି ଲାଗି ରହେ ତେବେ ବିହାର...

ମହିଳା ଟି୨୦ ଚ୍ୟାଲେଞ୍ଜ:ଟ୍ରେଲ୍‌ବ୍ଲେଜର୍ସ ପ୍ରଥମଥର ଚାମ୍ପିୟନ

ଶାରଜା, ୧୦।୧୧- ଟ୍ରେଲ୍‌ବ୍ଲେଜର୍ସ ମହିଳା ଟି୨୦ ଚ୍ୟାଲେଞ୍ଜରେ ପ୍ରଥମଥରପାଇଁ ଚାମ୍ପିୟନ ହୋଇଛି। ସୋମବାର ଅନୁଷ୍ଠିତ ଫାଇନାଲରେ ସ୍ମୃତି ମାନ୍ଧାନାଙ୍କ ଏହି ଦଳ ଗତ ୨ ଥର ଚାମ୍ପିୟନ ସୁପରନୋଭାସକୁ ୧୬ ରନରେ ପରାସ୍ତ କରିଛି। ସ୍ପିନରଙ୍କ ପ୍ରାଧାନ୍ୟ ବିଶିଷ୍ଟ ଏହି...

ଓଡ଼ିଶା ଏଫସି ଜର୍ସି ଉନ୍ମୋଚିତ

ଭୁବନେଶ୍ୱର, ୧୦।୧୧(କ୍ରୀଡ଼ା ପ୍ରତିନିଧି)- ଚଳିତ ମାସ ୨୦ରୁ ଗୋଆରେ ଆରମ୍ଭ ହେବାକୁ ଯାଉଥିବା ଇଣ୍ଡିଆନ ସୁପରଲିଗ୍‌ (ଆଇଏସଏଲ)ର ସପ୍ତମ ସଂସ୍କରଣ ପାଇଁ ସୋମବାର ଭୁବନେଶ୍ୱର ଭିତ୍ତିକ ଫ୍ରାଞ୍ଚାଇଜ୍‌ ଓଡ଼ିଶା ଏଫସିର ଜର୍ସି ଉନ୍ମୋଚିତ ହୋଇଛି। ଓଡ଼ିଶାର କଳା ଓ ସଂସ୍କୃତିକୁ...

‘ଭାରତ ବିପକ୍ଷରେ ଓପନିଂ କରନ୍ତୁ ପୁକୋଭସ୍କି’

ମେଲବୋର୍ନ, ୧୦ା୧୧ (ପି.ଟି.)-ଭାରତ ବିପକ୍ଷ ୪ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜରେ ଅଷ୍ଟ୍ରେଲିଆ ଦଳ ତରଫରୁ ଓପନିଂ କରିବା ଲାଗି ଯୁବ ଖେଳାଳି ଓ୍ବିଲ୍‌ ପୁକୋଭସ୍କିଙ୍କୁ ସୁଯୋଗ ଦେବା ଉଚିତ୍‌ ବୋଲି ଇନାନ ଚାପେଲ ଓ ମାଇକେଲ କ୍ଲାର୍କଙ୍କ ସମେତ...

ଟେଷ୍ଟ ଦଳରେ ରୋହିତ ସାମିଲ

ନୂଆଦିଲ୍ଲୀ, ୧୦ା୧୧ (ପି.ଟି.):ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସୋମବାର ଅଧିନାୟକ ବିରାଟ କୋହଲିଙ୍କୁ ପିତୃତ୍ୱ ଛୁଟି ମଞ୍ଜୁର କରିଛି। ଆସନ୍ତା ମାସରେ ଅଷ୍ଟ୍ରେଲିଆ ବିପକ୍ଷ ପ୍ରଥମ ଟେଷ୍ଟ ପରେ ସେ ଛୁଟିରେ ଯିବେ। ଅନ୍ୟପକ୍ଷରେ ତାଙ୍କ ସୀମିତ ଓଭର...

ଫିଟ୍‌ନେସ୍‌ କାରଣରୁ ହାର୍ଦ୍ଦିକ ବୋଲିଂ କରିନାହାନ୍ତି: ରୋହିତ

ଦୁବାଇ,୧୦।୧୧(ପି.ଟି.): ତାରକା ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଏବେ ବୋଲିଂ କରିବାକୁ ସହଜ ଅନୁଭବ କରୁନାହାନ୍ତି ବୋଲି ତାଙ୍କ ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ରୋହିତ ଶର୍ମା ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ୍‌) ଫାଇନାଲର ଅବ୍ୟବହିତ ପୂର୍ବରୁ କହିଛନ୍ତି। ଚଳିତ ଆଇପିଏଲ୍‌ରେ ହାର୍ଦ୍ଦିକ...

କୋହଲିଙ୍କ ଅନୁପସ୍ଥିତିରେ ରୋହିତ ନେତୃତ୍ୱ ନେବା ଉଚିତ: ଇର୍ଫାନ

ନୂଆଦିଲ୍ଲୀ,୧୦।୧୧(ପି.ଟି.): ବିରାଟ କୋହଲିଙ୍କ ଅନୁପସ୍ଥିତିରେ ଟେଷ୍ଟ ଉପ- ଅଧିନାୟକ ଅଜିଙ୍କ୍ୟ ରାହାନେ ନୁହଁ ରୋହିତ ଶର୍ମା ଦଳରେ ନେତୃତ୍ୱ ନେବା ସପକ୍ଷରେ ମନ୍ତବ୍ୟ ଦେଇଛନ୍ତି ପୂର୍ବତନ ଦ୍ରୁତ ବୋଲର ଇର୍ଫାନ ପଠାନ। ପ୍ରଥମ ଟେଷ୍ଟ ପରେ କୋହଲିଙ୍କୁ ପାଟର୍ନିଟି ଲିଭ୍‌...

ବାୟୋ- ବବଲରେ ଦୀର୍ଘ ସମୟଧରି ରହିବା କଷ୍ଟକର: ଷ୍ଟାର୍କ

ମେଲବୋର୍ନ,୧୦।୧୧(ପି.ଟି.): ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କ ପରେ ଅଷ୍ଟ୍ରେଲିଆ ଦ୍ରୁତ ବୋଲର ମିଚେଲ ଷ୍ଟାର୍କ ଏବେ ବାୟୋ- ବବଲ ତଥା ଜୈବ ସୁରକ୍ଷିତ ପରିବେଶ ନେଇ ପ୍ରଶ୍ନ ଉଠାଇଛନ୍ତି। ଏଥିରେ ଖେଳାଳିଙ୍କ ମାନସିକ ସ୍ବାସ୍ଥ୍ୟ ନେଇ ସେ ଚିନ୍ତା ପ୍ରକଟ...

ଏଚ୍‌ପିସି କମ୍ପିଟିଶନ ସିରିଜ: ଅମ୍ଳାନ, ଟପ୍ପୋଙ୍କ ଚମକ

ଭୁବନେଶ୍ୱର,୧୦।୧୧(ସ୍ପୋଟର୍‌ସବ୍ୟୁରୋ): ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ରବିବାର ଓଡ଼ିଶା ଆଥଲେଟିକ୍ସ ହାଇପରଫର୍ମାନ୍ସ ସେଣ୍ଟର (ଏଚ୍‌ପିସି)ର ପ୍ରାରମ୍ଭିକ କମ୍ପିଟିଶନ ସିରିଜ ଅନୁଷ୍ଠିତ ହୋଇଯାଇଛି। ୪ଟି ସିରିଜ୍‌ରେ ଏଚ୍‌ପିସିର ଆଥଲେଟମାନେ ୧୦୦ଟି ବ୍ୟକ୍ତିଗତ ଶ୍ରେଷ୍ଠ ଟାଇମିଂ ପ୍ରଦର୍ଶନ କରିଛନ୍ତି। ଅକ୍ଟୋବର ୨୪ ତାରିଖରେ ସ୍ପ୍ରିଣ୍ଟ...

ଆଇପିଏଲ୍‌: ମୁମ୍ବାଇ- ଦିଲ୍ଲୀ ଟାଇଟଲ ମୁକାବିଲା

ଦୁବାଇ,୧୦।୧୧(ପି.ଟି.): ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଚଳିତ ୧୩ତମ ସଂସ୍କରଣ ଅନ୍ତିମ ଚରଣରେ ପହଞ୍ଚିଛି। ସ୍ଥାନୀୟ ଦୁବାଇ ଅନ୍ତର୍ଜାତୀୟ ଷ୍ଟାଡିୟମରେ ମଙ୍ଗଳବାର ଫାଇନାଲ ମୁକାବିଲା ଖେଳାଯିବ। ଟାଇଟଲ ପାଇଁ ଏହି ମ୍ୟାଚ୍‌ରେ ରୋହିତ ଶର୍ମାଙ୍କ ନେତୃତ୍ୱାଧୀନ ମୁମ୍ବାଇ ଇଣ୍ଡିଆନ୍‌ ଓ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri