ଖେଳ

ଟିମ୍‌ ଇଣ୍ଡିଆର ସଫଳତା ପଛର କାରଣ କହିଲେ କୋହଲି

ଅହମ୍ମଦାବାଦ,୩।୩ : ଭାରତୀୟ ଦଳର ସଫଳତା ପଛର କାରଣ ବୁଧବାର ସ୍ପଷ୍ଟ କରିଛନ୍ତି ଅଧିନାୟକ ବିରାଟ କୋହଲି। ଆମେ କଦାପି ପିଚ୍‌କୁ ସମାଲୋଚନା କରୁନାହିଁ। ପିଚ୍‌ରେ କେତେ ଘାସ ଅଛି କିମ୍ବା ବଲ କେଉଁଭଳି ଗତି କରୁଛି, ତାହା ପ୍ରତି ଆମେ…

ରେକର୍ଡ ସହ ଅଷ୍ଟ୍ରେଲିଆକୁ ବିଜୟ ଭେଟି ଦେଲେ ଆଗର

ଓ୍ବେଲିଂଟନ,୩।୩ : ସ୍ପିନର ଆଷ୍ଟୋନ ଆଗରଙ୍କ ଯାଦୁଗରି ବୋଲିଂ ଯୋଗୁ ନ୍ୟୁଜିଲାଣ୍ଡକୁ ୩ୟ ଟି୨୦ ମ୍ୟାଚ୍‌ରେ ୬୪ ରନ୍‌ର ବଡ଼ ବ୍ୟବଧାନରେ ହରାଇ ଦେଇଛି ଅଷ୍ଟ୍ରେଲିଆ। ଏହି ବିଜୟ ସହ ପ୍ରଥମ ଦୁଇ ମ୍ୟାଚ୍‌ରେ ପରାସ୍ତ ହୋଇଥିବା ଭ୍ରମଣକାରୀ ଅଷ୍ଟ୍ରେଲିଆ ୫…

ବିଶ୍ୱକପ ବିଜେତା ଅଧିନାୟକ ନେଲେ ପ୍ରଥମ ଡୋଜ ଟିକା

ନୂଆଦିଲ୍ଲୀ,୩।୨: ବିଶ୍ୱକପ ବିଜେତା ଅଧିନାୟକ ତଥା ପୂର୍ବତନ ଭାରତ ଅଲ୍‌ରାଉଣ୍ଡର କପିଲ ଦେବ ବୁଧବାର କରୋନା ଟିକା ନେଇଛନ୍ତି। କପିଲ ହୃଦରୋଗ ନିର୍ଦ୍ଦେଶକ ଡକ୍ଟର ଅତୁଲ ମାଥୁର୍‌ଙ୍କ ତତ୍ତ୍ୱାବଧାନରେ ଦିଲ୍ଲୀର ଫୋର୍ଟିସ ହସ୍ପିଟାଲ ହାର୍ଟ ଇନ୍‌ଷ୍ଟିଚ୍ୟୁଟରେ ଟିକା ନେଇଥିଲେ। ଗତ ବର୍ଷ…

ପାକିସ୍ତାନ ସୁପର ଲିଗ୍‌ ସହ ଆଇପିଏଲ୍‌କୁ କରିଥିଲେ ତୁଳନା: ଏବେ କ୍ଷମା ମାଗି ଏପରି କହିଲେ ଦକ୍ଷିଣ ଆଫ୍ରିକା ଦ୍ରୁତ ବୋଲର୍‌

ନୂଆଦିଲ୍ଲୀ,୩।୩: ନିକଟରେ ଦକ୍ଷିଣ ଆଫ୍ରିକାର ଦ୍ରୁତ ବୋଲର୍‌ ଡେଲ୍‌ ଷ୍ଟେଇନ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ଏବଂ ପାକିସ୍ତାନ ସୁପର ଲିଗ୍‌(ପିଏସ୍‌ଏଲ୍‌) ମଧ୍ୟରେ ତୁଳନା କରି ବିବାଦୀୟ ବୟାନ ଦେଇଥିଲେ। ଉକ୍ତ ବୟାନକୁ ନେଇ ତାଙ୍କୁ ସମାଲୋଚନା କରାଯାଇଥିଲା। ଆଇପିଏଲ୍‌ର ପ୍ରଶଂସକ ସୋସିଆଲ…

ମୁଁ ଶ୍ରୀସନ୍ଥ ହେବାକୁ ଚାହେଁନା: ଏହି ଭାରତୀୟ ବୋଲରଙ୍କ ୭ ବର୍ଷ ପୁରୁଣା ବୟାନ ଏବେ ଚର୍ଚ୍ଚାରେ, ଭାଇରାଲ ହେଉଛି…

ନୂଆଦିଲ୍ଲୀ,୩।୩: ଭାରତୀୟ ଦ୍ରୁତ ବୋଲର୍‌ ନବଦୀପ ସାଇନି ଗତ କିଛି ବର୍ଷ ଧରି ନିଜ ବୋଲିଂକୁ ନେଇ ଖବର ଶିରୋନାମା ପାଲଟୁଛନ୍ତି। ସେ ନିଜ ଗତିକୁ ନେଇ ବିଶ୍ୱର ଅଭିଜ୍ଞ ବ୍ୟାଟ୍ସମ୍ୟାନ୍‌ଙ୍କୁ ଅସୁବିଧାରେ ପକାଉଛନ୍ତି। ଏଯାବତ ସେ ୨ ଟେଷ୍ଟ, ୭…

ରୋହିତଙ୍କ ପାଇଁ ରେକର୍ଡ ବ୍ରେକିଂ ହୋଇପାରେ ଚତୁର୍ଥ ଟେଷ୍ଟ: ନିଜ ନାମରେ କରିପାରନ୍ତି ଏହି ୨ ରେକର୍ଡ

ଅହମ୍ମଦାବାଦ,୩।୩: ଭାରତୀୟ ଓପନର୍‌ ରୋହିତ ଶର୍ମା ଏବେ ଭଲ ଫର୍ମରେ ଅଛନ୍ତି। ଅହମ୍ମଦାବାଦରେ ଖେଳା ଯାଇଥିବା ତୃତୀୟ ଟେଷ୍ଟରେ ଖରାପ ଉଇକେଟ ସତ୍ତ୍ୱେ ରୋହିତ ୬୬ ଏବଂ ଅପରାଜିତ ୨୫ ରନ୍‌ କରିଥିଲେ। ଉଭୟ ପାଳିରେ ସେ ଦଳରୁ ସର୍ବାଧିକ ରନ୍‌…

ଯାହା କରିପାରିନାହାନ୍ତି ମହାନ୍‌ ତେନ୍ଦୁଲକର, ଆଉ ୪୫ରନ୍‌ରେ ତାହା କରି ଦେଖାଇବେ ଏହି ଭାରତୀୟ ବ୍ୟାଟ୍ସମ୍ୟାନ୍‌

ଅହମ୍ମଦାବାଦ,୩।୩: ଭାରତୀୟ ଟେଷ୍ଟ ଟିମ୍‌ର ଅଭିଜ୍ଞ ବ୍ୟାଟ୍ସମ୍ୟାନ୍‌ ଚେତେଶ୍ୱର ପୂଜାରା ଇଂଲଣ୍ଡ ବିପକ୍ଷ ଚତୁର୍ଥ ଟେଷ୍ଟରେ ରେକର୍ଡ କରିପାରନ୍ତି। ଏଥିପାଇଁ ମାତ୍ର ୪୫ରନ୍‌ର ଆବଶ୍ୟକତା ରହିଛି। ଯଦି ସେ ଚତୁର୍ଥ ଟେଷ୍ଟରେ ରନ୍‌ କରିନିଅନ୍ତି ତେବେ ଇଂଲଣ୍ଡ ବିପକ୍ଷରେ ୧୦୦୦ ଟେଷ୍ଟ…

ମାର୍ଚ୍ଚ ୩: କ୍ରିକେଟ ଇତିହାସର ସବୁଠାରୁ କଳା ଦିନ; ଘଟିଥିଲା ଏଭଳି କିଛି ଯେ ଭୁଲିବା ଆଜି ବି ମୁସ୍କିଲ

ନୂଆଦିଲ୍ଲୀ,୩।୩: ଆଜିର ଦିନକୁ କ୍ରିକେଟ ଇତିହାସର ସବୁଠାରୁ କଳା ଦିନ ବୋଲି ବିବେଚନା କରାଯାଏ। କାରଣ ୨୦୦୯ ମସିହା ମାର୍ଚ୍ଚ ୩ ତାରିଖରେ କିଛି ଏଭଳି ଘଟିଥିଲା ଯାହା ସାରା ବିଶ୍ୱକୁ ଚମକାଇଦେଇଥିଲା। ସେତେବେଳେ ଶ୍ରୀଲଙ୍କା କ୍ରିକେଟ ଟିମ୍‌ ପାକିସ୍ତାନ ଗସ୍ତରେ…

ସ୍ବାମୀ କୋହଲିଙ୍କୁ ମାଗି ତାଙ୍କ ପୋଷାକ ପିନ୍ଧନ୍ତି ଅନୁଷ୍କା: ଏଭଳି ପ୍ରତିକ୍ରିୟା ଦିଅନ୍ତି ଅଧିନାୟକ

ବଲିଉଡ୍‌ ଅଭିନେତ୍ରୀ ଅନୁଷ୍କା ଶର୍ମା ଏବଂ ବିରାଟ କୋହଲିଙ୍କର ପ୍ରେମ ସମ୍ପର୍କ ସବୁବେଳେ ଚର୍ଚ୍ଚାରେ ରହିଥାଏ। ୨୦୨୧ ଆରମ୍ଭରେ ଏହି ଦମ୍ପତି ଏକ ପୁତ୍ର ସନ୍ତାନକୁ ଜନ୍ମ ଦେଇଛନ୍ତି। ନିକଟରେ ଏକ ସାକ୍ଷାତକାରରେ ଅନୁଷ୍କା କହିଥିଲେ ଯେ, ସେ ସ୍ବାମୀଙ୍କ ପୋଷାକ…

ବିବାହ କରିବାକୁ ଯାଉଛନ୍ତି ଏହି ଭାରତୀୟ କ୍ରିକେଟର୍‌

ଭାରତୀୟ ଦ୍ରୁତ ବୋଲର ଜସପ୍ରୀତ ବୁମ୍‌ରା ଖୁବ୍‌ଶୀଘ୍ର ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି। ଏହି କାରଣରୁ ସେ ଇଂଲଣ୍ଡ ବିପକ୍ଷ ଶେଷ ଟେଷ୍ଟ ନ ଖେଳିବାକୁ ନିଷ୍ପତ୍ତି ନେଇଛନ୍ତି। ତାଙ୍କୁ ପୂର୍ବରୁ ଟି -୨୦ ସିରିଜରୁ ବିଶ୍ରାମ ଦିଆଯାଇଛି। ତିନି…

ଓଡ଼ିଶା ଓମେନ୍ସ ଲିଗ୍‌: ଓଜିପିକୁ ହରାଇଲା ରେଲଓ୍ବେ

ଭୁବନେଶ୍ୱର, ୩।୩(କ୍ରୀଡ଼ା ପ୍ରତିନିଧି)- ରାଜ୍ୟ ସରକାରଙ୍କ କ୍ରୀଡ଼ା ବିଭାଗ ଓ ଫୁଟ୍‌ବଲ ଆସୋସିଏଶନ ଅଫ୍‌ ଓଡ଼ିଶା (ଫାଓ) ଆନୁକୂଲ୍ୟରେ ଚାଲିଥିବା ଓଡ଼ିଶା ଓମେନ୍ସ ଲିଗ୍‌ (ଓଡବ୍ଲ୍ୟୁଏଲ)ର ମଙ୍ଗଳବାର ଅନୁଷ୍ଠିତ ମ୍ୟାଚରେ ଇଷ୍ଟକୋଷ୍ଟ ରେଲଓ୍ବେ ୩-୧ ଗୋଲରେ ଓଜିପି କ୍ଲବକୁ ପରାସ୍ତ କରିଛି।…

ବିଜୟ ସହ ଡବ୍ଲ୍ୟୁଟିଏ ସର୍କିଟକୁ ଫେରିଲେ ସାନିଆ

ଦୋହା, ୩ା୩ (ପି.ଟି.)- ବିଜୟ ସହ ଡବ୍ଲ୍‌ୟୁଟିଏ ସର୍କିଟକୁ ଫେରିଛନ୍ତି ଭାରତୀୟ ମହିଳା ଟେନିସ ଷ୍ଟାର ସାନିଆ ମିର୍ଜା। ସେ ଓ ତାଙ୍କ ସେଲାଭେନିଆନ ପାର୍ଟନର ଆଣ୍ଡ୍ରେଜା କ୍ଲେପାକ୍‌ ୟୁକ୍ରେନର ନାଡିଆ କିଚେନୋକ୍‌ ଓ ଲ୍ୟୁଦମିଲା କିଚେନୋକ୍‌ ଯୋଡ଼ିଙ୍କୁ ହରାଇ ଏଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?