ପ୍ରଥମଥର ପାଇଁ ଭାଇଙ୍କ ସହ ନଜର ଆସିଲେ ଧୋନୀ
ରାଞ୍ଚି,୬।୧୧: ଭାରତୀୟ କ୍ରିକେଟ ଟିମ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ପ୍ରଥମଥର ପାଇଁ ତାଙ୍କ ଭାଇଙ୍କ ସହ ସାମ୍ନାକୁ ଆସିଛି। ଏହି ଫଟୋ ଧୋନୀଙ୍କ ଫ୍ୟାନ୍ସ କ୍ଲବ ଟୁଇଟର ହ୍ୟାଣ୍ଡେଲ ସହିତ ଶେୟାର କରାଯାଇଛି। ଏହି ଫଟୋରେ...
ଧୈର୍ଯ୍ୟ ଧର, ସୁଯୋଗ ମିଳିବ
ଆଇପିଏଲରେ ମୁମ୍ବାଇ ଇଣ୍ଡିଆନ୍ସର ସୂର୍ଯ୍ୟକୁମାର ଯାଦବ ୟୁଏଇରେ ଅନୁଷ୍ଠିତ ୧୩ତମ ଆଇପିଏଲ ସଂସ୍କରଣରେ ଭଲ ପ୍ରଦର୍ଶନ କରିଛନ୍ତି। ଏହା ସତ୍ତ୍ୱେ ଅଷ୍ଟ୍ରେଲିଆ ଗସ୍ତରେ ତାଙ୍କୁ ଭାରତୀୟ ଦଳରେ ସ୍ଥାନ ମିଳିନାହିଁ। ଏନେଇ ଅନେକ ପୂର୍ବତନ କ୍ରିକେଟର୍ ପ୍ରଶ୍ନ ଉଠାଇଛନ୍ତି। ନିକଟରେ...
ଏଥର ଆଇପିଏଲ୍ରେ ଗେଲ୍ ନୁହେଁ, ଏହି ଖେଳାଳି ‘ଛକା କିଙ୍ଗ୍’
ଦୁବାଇ, ୬।୧୧: ଆଇପିଏଲରେ ସର୍ବାଧିକ ଛକା ମାରିଥିବା ଖେଳାଳିଙ୍କ ବିଷୟରେ ଯଦି ଆଲୋଚନା ହୁଏ, ତେବେ ଦର୍ଶକଙ୍କ ମନରେ ପ୍ରଥମେ ବିସ୍ଫୋରକ ବ୍ୟାଟ୍ସମ୍ୟାନ୍ କ୍ରିସ ଗେଲ୍ଙ୍କ ନାଁ ଆସେ। ଆଇପିଏଲର ପ୍ରାୟ ପ୍ରତ୍ୟେକ ସିଜିନ୍ରେ ଗେଲ ସର୍ବାଧିକ ଛକା ମାରିଥାନ୍ତି।...
ବିରାଟ-ଅନୁଷ୍କାଙ୍କ ବଣ୍ଡିଂ ବିଷୟରେ ସ୍ପଷ୍ଟ ବାରିହୋଇ ପଡ଼ୁଛି ଏହି ଫଟୋରୁ: ହେଉଛି ଭାଇରାଲ
ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ନଭେମ୍ବର ୫ରେ ନିଜର ଜନ୍ମଦିନ ପାଳନ କରିଥିଲେ। ଏହି ଉତ୍ସବରେ ସ୍ତ୍ରୀ ଅନୁଷ୍କା ଶର୍ମା ମଧ୍ୟ ତାଙ୍କ ସହ ନଜର ଆସିଥିଲେ। ବର୍ତ୍ତମାନ ଅନୁଷ୍କା ଇନ୍ଷ୍ଟାଗ୍ରାମ୍ରେ ବିରାଟଙ୍କ ସହ କିଛି ଫଟୋ...
ପ୍ରେମିକାଙ୍କୁ ଖାସ୍ ଅନ୍ଦାଜ୍ରେ ଜନ୍ମଦିନ ଶୁଭେଚ୍ଛା ଜଣାଇଲେ କ୍ରିକେଟର୍ କେ.ଏଲ୍ ରାହୁଲ
ଅଭିନେତା ସୁନୀଲ ସେଟ୍ଟୀଙ୍କ ଝିଅ ତଥା ଅଭିନେତ୍ରୀ ଆଥିଆ ସେଟ୍ଟୀ ନିକଟରେ ତାଙ୍କ ୨୮ତମ ଜନ୍ମଦିନ ପାଳନ କରିଥିଲେ। ଏହି ବିଶେଷ ଉତ୍ସବରେ ଆଥିଆଙ୍କୁ ଅନେକ ସେଲିବ୍ରିଟି ଶୁଭେଚ୍ଛା ଜଣାଇଥିଲେ। କିନ୍ତୁ ଏସବୁ ମଧ୍ୟରେ ଭାରତୀୟ କ୍ରିକେଟ ଦଳର ଖେଳାଳି...
ଦିଲ୍ଲୀକୁ ହରାଇ ମୁମ୍ବାଇ ଫାଇନାଲରେ
ଦୁବାଇ: ସୂର୍ଯ୍ୟକୁମାର ଯାଦବ ଓ ଇଶାନ କିଶନଙ୍କ ଦ୍ରୁତ ଅର୍ଦ୍ଧଶତକ ଏବଂ ଟ୍ରେଣ୍ଟ ବୋଲ୍ଟ ଓ ଯଶପ୍ରୀତ୍ ବୁମ୍ରାଙ୍କ ଘାତକ ବୋଲିଂ ସହାୟତାରେ ମୁମ୍ବାଇ ଇଣ୍ଡିଆନ୍ସ ଗୁରୁବାର ଅନୁଷ୍ଠିତ ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ)ର କ୍ୱାଲିଫାୟର-୧ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସକୁ...
ଆଇପିଏଲ ଫାଇନାଲରେ ଓସିଏ ପକ୍ଷରୁ ପ୍ରତିନିଧିତ୍ୱ କରିବେ ବିକାଶ
ଭୁବନେଶ୍ୱର: ଇଣ୍ଡିଆନ ପ୍ରିମିୟର ଲିଗ୍( ଆଇପିଏଲ)ର ଫାଇନାଲ ଚଳିତ ମାସ ୧୦ ତାରିଖରେ ଅନୁଷ୍ଠିତ ହେବ। ଏହି ମେଗା ମ୍ୟାଚରେ ପ୍ରତିନିଧିତ୍ୱ କରିବା ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ ପକ୍ଷରୁ ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ)କୁ ଆମନ୍ତ୍ରଣ କରାଯାଇଥିଲା। ଓସିଏ...
ବେସ୍ଲାଇନ୍ ଭେଞ୍ଚର୍ସ ସହ ଋତୁରାଜଙ୍କ ଚୁକ୍ତି
ନୂଆଦିଲ୍ଲୀ: ଉଦୀୟମାନ ଟପ୍ ଅର୍ଡର ବ୍ୟାଟ୍ସମ୍ୟାନ ଋତୁରାଜ ଗାଏକ୍ୱାଡ ସ୍ପୋଟର୍ସ ମାର୍କେଟିଂ ଓ ଟ୍ୟାଲେଣ୍ଟ ମ୍ୟାନେଜମେଣ୍ଟ ଫାର୍ମ ବେସ୍ଲାଇନ୍ ଭେଞ୍ଚର୍ସ ସହ ବହୁବର୍ଷ ପାଇଁ ଚୁକ୍ତି କରିଛନ୍ତି। ଏହି ଫାର୍ମ କ୍ରିକେଟରଙ୍କ ବ୍ୟବସାୟିକ ସ୍ବାର୍ଥ ବୁଝାଶୁଝା କରିବ। ପୁଣେରେ ଜନ୍ମଗ୍ରହଣ...
ନାଡାଲଙ୍କ ୧,୦୦୦ତମ ବିଜୟ
ପ୍ୟାରିସ(ଏପି):ମହାନ୍ ଟେନିସ ଖେଳାଳି ରାଫାଲ ନାଡାଲଙ୍କ ମ୍ୟାଚ ବିଜୟ ହାସଲ ସଂଖ୍ୟା ୧,୦୦୦ରେ ପହଞ୍ଚତ୍ଛି। ପ୍ୟାରିସ ମାଷ୍ଟର୍ସ ଟେନିସ ଟୁର୍ନାମେଣ୍ଟରେ ବୁଧବାର ଫେଲିସିଆନୋ ଲୋପେଜଙ୍କୁ ୪-୬, ୭-୬ (୫), ୬-୪ ସେଟ୍ରେ ପରାସ୍ତ କରିବା ପରେ ସେ ଏହି ମାଇଲଖୁଣ୍ଟ...
ମହିଳା ଟି୨୦ ଚ୍ୟାଲେଞ୍ଜ: ଟ୍ରେଲବ୍ଲେଜର୍ସର ସହଜ ବିଜୟ
ଶାରଜା: ମହିଳା ଟି୨୦ ଚ୍ୟାଲେଞ୍ଜ କ୍ରିକେଟ ପ୍ରତିଯୋଗିତାର ପ୍ରଥମ ମ୍ୟାଚରେ ସୁପରନୋଭାସକୁ ୫ ଉଇକେଟରେ ହରାଇଥିବା ଭେଲୋସିଟି ଗୁରୁବାର ଦ୍ୱିତୀୟ ମ୍ୟାଚରେ ଟ୍ରେଲବ୍ଲେଜର୍ସଠାରୁ ଶୋଚନୀୟ ପରାଜୟ ବରଣ କରିଛି। କେବଳ ସେତିକି ନୁହେଁ ମାତ୍ର ୪୭ ରନରେ ଅଲଆଉଟ ହୋଇଥିବାରୁ...
କରୋନା ଟିକା ନ ଆସିବାରୁ ରାଗିଗଲେ ଏହି ଖେଳାଳି: କହିଲେ ଏପରି…
ମହାମାରୀ କରୋନା ସମଗ୍ର ବିଶ୍ୱରେ ବ୍ୟାପିସାରିଛି। ଏଥିରୁ ରକ୍ଷା ପାଇବା ପାଇଁ ବର୍ତ୍ତମାନ ପର୍ଯ୍ୟନ୍ତ କୌଣସି ଟିକା ଆସିନାହିଁ। ତେଣୁ ସରକାରଙ୍କ ପକ୍ଷରୁ ଲକ୍ଡାଉନ୍ ଓ ସଟ୍ଡାଉନ୍ ପରି କଟକଣା ଲଗାଯାଇଥିଲା। ଏବେ ତାହା ମଧ୍ୟ ଉଠିସାରିଲାଣି। ତେବେ ଏବେ...
କରୋନା ପଜିଟିଭ୍ ସତ୍ତ୍ୱେ ପଡିଆରେ ମ୍ୟାଚ୍ ଖେଳୁଥିଲେ ଏହି ଖେଳାଳି
ଅନ୍ତର୍ଜାତୀୟ କ୍ରିକେଟ ପରିଷଦ(ଆଇସିସି) ଏବଂ ଅନ୍ୟାନ୍ୟ କ୍ରିକେଟ ବୋର୍ଡ କରୋନାକୁ ଦୃଷ୍ଟିରେ ରଖି ସମ୍ପୂର୍ଣ୍ଣ ସତର୍କତା ଅବଲମ୍ବନ କରୁଥିବା ଦେଖାଯାଉଛି। ଅନ୍ୟପଟେ ପାକିସ୍ତାନର ଜଣେ ଘରୋଇ କ୍ରିକେଟର କରୋନା ଆକ୍ରାନ୍ତ ସତ୍ତ୍ୱେ ମ୍ୟାଚ ଖେଳିବା ଜାରି ରଖିଥିବା ସୂଚନା ମିଳିଛି।...
Archives


