ଆଇଓଏ ସାଧାରଣ ସମ୍ପାଦକ ରାଜୀବ ମେହେଟା କରୋନା ପଜିଟିଭ
ନୂଆଦିଲ୍ଲୀ,୫।୧୧(ପି.ଟି.): ଭାରତୀୟ ଅଲିମ୍ପିକ୍ ଆସୋସିଏଶନ (ଆଇଓଏ) ସାଧାରଣ ସମ୍ପାଦକ ରାଜୀବ ମେହେଟା କୋଭିଡ୍-୧୯ ଟେଷ୍ଟରେ ପଜିଟିଭ ବୋଲି ଜଣାପଡିଛି। ଗତ ସପ୍ତାହରେ ଜ୍ୱର ଅନୁଭବ କରିବାରୁ ସେ ଟେଷ୍ଟ କରାଇଥିଲେ। ଏବେ ସେ ଦିଲ୍ଲୀସ୍ଥିତ ନିଜ ବାସଭବନରେ ସେଲ୍ଫ ଆେଇସୋଲେଶନରେ...
ମିଛ ଖେଲୋ ଇଣ୍ଡିଆ ବିଜ୍ଞାପନ: ସାଇର ତଦନ୍ତ ଦାବି
ନୁଆଦିଲ୍ଲୀ,୫।୧୧(ପି.ଟି.): ଆସନ୍ତାବର୍ଷ ଆୟୋଜନ ହେବାକୁ ଥିବା ଖେଲୋ ଇଣ୍ଡିଆ ଗେମ୍ସ ପାଇଁ ଏକ ମିଛ ବିଜ୍ଞାପନ ଜରିଆରେ ଆଥଲେଟମାନଙ୍କୁ ଧୋକା ଦିଆଯିବା ପରେ ସ୍ପୋଟର୍ସ ଅଥରିଟି ଅଫ୍ ଇଣ୍ଡିଆ (ସାଇ) ଏ ନେଇ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି। ଏ...
ପ୍ରଥମ କ୍ୱାଲିଫାୟର: ଦିଲ୍ଲୀ ବିପକ୍ଷରେ ମୁମ୍ବାଇ ପଲା ଭାରି
ଦୁବାଇ, ୫।୧୧(ପି.ଟି.)- ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍(ଆଇପିଏଲ)ର ପ୍ରଥମ ପର୍ଯ୍ୟାୟ ଶେଷ ହୋଇଛି। ଲିଗ୍ ପର୍ଯ୍ୟାୟ ଶେଷରେ ୪ ଦଳ ମୁମ୍ବାଇ ଇଣ୍ଡିଆନ୍ସ (୧୮ ପଏଣ୍ଟ), ଦିଲ୍ଲୀ କ୍ୟାପିଟାଲ୍ସ(୧୬), ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (୧୪) ଓ ସନ୍ରାଇଜର୍ସ ହାଇଦ୍ରାବାଦ (୧୪)...
କ୍ରିକେଟକୁ ବାଏ ବାଏ କହିଲେ ଏହି ପ୍ରସିଦ୍ଧ କ୍ରିକେଟର୍
ଅନେକ ସମୟରେ ତାଙ୍କ ବିବୃତ୍ତି ଯୋଗୁ ବିବାଦରେ ରହୁଥିବା ୱେଷ୍ଟଇଣ୍ଡିଜର ବିସ୍ଫୋରକ ବ୍ୟାଟ୍ସମ୍ୟାନ ମାର୍ଲନ ସାମୁଏଲ୍ସ କ୍ରିକେଟର ସମସ୍ତ ଫର୍ମାଟ ଅବସର ନେଇଛନ୍ତି। ୱେଷ୍ଟଇଣ୍ଡିଜ କ୍ରିକେଟ ମୁଖ୍ୟ କାର୍ଯ୍ୟନିର୍ବାହୀ ଜନି ଗ୍ରେଭ ସାମୁଏଲ୍ସଙ୍କ ଅବସର ବିଷୟରେ ସୂଚନା ଦେଇଛନ୍ତି। ଅନ୍ତର୍ଜାତୀୟ...
ହୃଦୟର ବ୍ୟଥା ବଖାଣିଲେ ପଞ୍ଜାବ ମାଲିକାଣୀ
ଆଇପିଏଲ ୨୦୨୦ର ଲିଗ୍ ପର୍ଯ୍ୟାୟ ଶେଷ ହୋଇଛି। ମୁମ୍ବାଇ ଇଣ୍ଡିଆନ୍ସ, ସନରାଇଜର୍ସ ହାଇଦ୍ରାବାଦ, ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ଦିଲ୍ଲୀ କ୍ୟାପିଟାଲ୍ସ ପ୍ଲେ ଅଫରେ ସ୍ଥାନ ପାଇଛନ୍ତି। ଏଥି ସହିତ ଚେନ୍ନାଇ ସୁପର କିଙ୍ଗ୍ସ, କିଙ୍ଗ୍ସ ଏକାଦଶ ପଞ୍ଜାବ, କେକେଆର...
ସରିଲା ଲିଗ୍ ପର୍ଯ୍ୟାୟ: ଜାଣନ୍ତୁ ପ୍ଲେ-ଅଫ୍ରେ କିଏ କାହାକୁ ଭେଟିବ
ଶାରଜା,୪।୧୧: ଆଇପିଏଲ୍ ୨୦୨୦ରେ ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷ କର ବା ମର ମ୍ୟାଚ୍ରେ ହାଇଦ୍ରାବାଦ ଚମତ୍କାର ବିଜୟ ହାସଲ କରି ଚଳିତ ଆଇପିଏଲରେ ପ୍ଲେ-ଅଫ ଟିକେଟ ହାସଲ କରିଛି। ହାଇଦ୍ରାବାଦ ବିଜୟ ଲାଭ କରିବାରୁ କୋଲକାତା ନାଇଟ ରାଇଡର୍ସର ଚଳିତ...
ଆଇପିଏଲରେ ଐତିହାସିକ ରେକର୍ଡ ହାସଲ କଲେ ଏହି ଖେଳାଳି
ଆଇପିଏଲ ୨୦୨୦ର ଶେଷ ଲିଗ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରି ପ୍ଲେ ଅଫରେ ପ୍ରବେଶ କରିଛି। ମୁମ୍ବାଇ ବିପକ୍ଷ କର ବା ମର ମ୍ୟାଚ୍କୁ ୧୦ ଉଇକେଟ ବିଜୟରେ ଦଳର ଅଧିନାୟକ ଡେଭିଡ ୱାର୍ନର ଏକ...
ମହିଳା ଟି୨୦ ଚ୍ୟାଲେଞ୍ଜ୍: ତୃତୀୟ ଟାଇଟଲ ଲକ୍ଷ୍ୟରେ ସୁପରନୋଭାସ
ଶାରଜା,୪।୧୧(ପି.ଟି.): ୟୁନାଇଟେଡ ଆରବ ଏମିରେଟ୍ସ (ୟୁଏଇ)ରେ ମହିଳା ଟି୨୦ ଚ୍ୟାଲେଞ୍ଜ ଆରମ୍ଭ ହେବାକୁ ଯାଉଛି। ବୁଧବାରଠାରୁ ଆରମ୍ଭ ହେବାକୁଥିବା ମହିଳା କ୍ରିକେଟର ଏହି ହାଇପ୍ରୋଫାଇଲ ଟୁର୍ନାମେଣ୍ଟରେ କେବଳ ଭାରତ ନୁହେଁ ଇଂଲଣ୍ଡ, ଦକ୍ଷିଣ ଆଫ୍ରିକା ଓ ଓ୍ବେଷ୍ଟଇଣ୍ଡିଜର ତାରକା କ୍ରିକେଟରମାନେ...
କ୍ରିକେଟରୁ ଓ୍ବାଟସନଙ୍କ ଅବସର ଘୋଷଣା
ସିଡନୀ,୪।୧୧(ପି.ଟି.): ଅଷ୍ଟ୍ରେଲିଆ ତାରକା ଅଲରାଉଣ୍ଡର ସେନ୍ ଓ୍ବାଟସନ ମଙ୍ଗଳବାର ପ୍ରତିଯୋଗିତାମୂଳକ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ଏଥିସହିତ ତାଙ୍କ ୨୦ ବର୍ଷର କ୍ୟାରିୟରର ଅନ୍ତ ଘଟିଛି। ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍)ରେ ତାଙ୍କ ଦଳ ଚେନ୍ନାଇ ସୁପରକିଙ୍ଗ୍ସ ବିଦାୟ...
ସୁପର ଓଭରରେ ଜିମ୍ବାଓ୍ବେକୁ ସାନ୍ତ୍ୱନାମୂଳକ ବିଜୟ
ରାଓ୍ବଲପିଣ୍ଡି, ୪।୧୧: ପାକିସ୍ତାନ ବିପକ୍ଷ ତୃତୀୟ ତଥା ଅନ୍ତିମ ଅନ୍ତର୍ଜାତୀୟ ଦିନିକିଆ ମ୍ୟାଚ୍ରେ ଭ୍ରମଣକାରୀ ଜିମ୍ବାଓ୍ବେ ସୁପର ଓଭରରେ ବିଜୟୀ ହୋଇଛି। ଟସ୍ ଜିତି ଜିମ୍ବାଓ୍ବେ ପ୍ରଥମେ ବ୍ୟାଟିଂ କରି ୬ ଉଇକେଟ ହରାଇ ୨୭୮ ରନ କରିଥିଲା। ଜବାବରେ...
ବ୍ୟାଟ୍ସମ୍ୟାନଙ୍କ ଲାଗି ହେଲମେଟ୍ ବାଧ୍ୟତାମୂଳକ ହେଉ
ନୂଆଦିଲ୍ଲୀ, ୪ା୧୧(ପି.ଟି.)-ପ୍ରଫେସନାଲ ସ୍ତରରେ ଖେଳିବାବେଳେ ବ୍ୟାଟ୍ସମ୍ୟାନଙ୍କ ଲାଗି ହେଲମେଟ ପିନ୍ଧିବା ବାଧ୍ୟତାମୂଳକ କରାଯାଉ ବୋଲି ଭାରତୀୟ ବ୍ୟାଟିଂ କିମ୍ବଦନ୍ତୀ ସଚିନ ତେନ୍ଦୁଲକର ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି)କୁ କହିଛନ୍ତି। ସନରାଇଜର୍ସ ହାଇଦ୍ରାବାଦ ଅଲ୍ରାଉଣ୍ଡର ବିଜୟ ଶଙ୍କରଙ୍କ ମୁଣ୍ଡରେ ବଲ୍ ବାଜିବା...
ସନ୍ରାଇଜର୍ସ-ଆରସିବି ଏଲିମିନେଟର
ଶାରଜା, ୪।୧୧- ଇଣ୍ଡିଆନ ପ୍ରିମିୟର ଲିଗ୍ର ମଙ୍ଗଳବାର ଅନୁଷ୍ଠିତ ଶେଷ ଲିଗ୍ ମ୍ୟାଚରେ ସନ୍ରାଇଜର୍ସ ହାଇଦ୍ରାବାଦ ୧୦ ଉଇକେଟରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ପ୍ରଥମେ ବ୍ୟାଟିଂ କରିଥିବା ମୁମ୍ବାଇ ୨୦ ଓଭରରେ ୮ ଉଇକେଟ ହରାଇ ୧୪୯ ରନ...
Archives


