ଖେଳ

ଭାଇ ଡେବ୍ୟୁ କରିବାକୁ ନେଇ ଖୁସିରେ ଆତ୍ମହରା ହେଲେ ଏହି କ୍ରିକେଟର୍‌

କୋଲକତା,୨୮।୨: ଭାରତୀୟ ଦ୍ରୁତ ବୋଲର ମହମ୍ମଦ ଶାମିଙ୍କ ଭାଇ ମହମ୍ମଦ କୈଫ ବଙ୍ଗଳା ପକ୍ଷରୁ ବିଜୟ ହଜାରେ ଟ୍ରଫିରେ ଡେବ୍ୟୁ କରୁଛନ୍ତି। ସେ ଜମ୍ମୁ-କଶ୍ମୀର ବିରୋଧରେ ନିଜର ଜଲଓ୍ବା ଦେଖାଇବେ। ବେଙ୍ଗଲ ସିନିୟର ଦଳରେ ମନୋନୀତ ହେବା ପୂର୍ବରୁ କୈଫ କିଛି…

ଜୀବନର ସର୍ବଶ୍ରେଷ୍ଠ ର଼୍ୟାଙ୍କିଙ୍ଗ ହାସଲ କଲେ ରୋହିତ ଶର୍ମା

ଅହମଦାବାଦ,୨୮।୨: ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜରେ ଜବରଦସ୍ତ ବ୍ୟାଟିଂ କରିଛନ୍ତି ଭାରତୀୟ ଓପନର୍‌ ରୋହିତ ଶର୍ମା। ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ପ୍ରକାଶିତ ସର୍ବଶ୍ରେଷ୍ଠ ଟେଷ୍ଟ ବ୍ୟାଟ୍ସମ୍ୟାନ ତାଲିକାର ଅଷ୍ଟମ ସ୍ଥାନକୁ ଉନ୍ନୀତ ହୋଇଛନ୍ତି ରୋହିତ। ସେ ୬ଟି ସ୍ଥାନ ଉପରକୁ…

ଏହି ପ୍ରସିଦ୍ଧ କ୍ରିକେଟର୍‌ଙ୍କ ସ୍ତ୍ରୀଙ୍କୁ ମିଳୁଛି ଧମକ

ସିଡନୀ,୨୮।୨: ଅଷ୍ଟ୍ରେଲିଆର ସୀମିତ ଓଭର ଅଧିନାୟକ ଆରୋନ ଫିଞ୍ଚ ଟି -୨୦ରେ ଭଲ ପ୍ରଦର୍ଶନ କରିପାରି ନାହାନ୍ତି। ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳାଯାଉଥିବା ପାଞ୍ଚ ମ୍ୟାଚ ସିରିଜର ପ୍ରଥମ ଦୁଇଟି ମ୍ୟାଚରେ ସେ ମାତ୍ର ୧୩ ରନ ସ୍କୋର କରିବାରେ ସକ୍ଷମ ହୋଇଥିଲେ।…

ଓ୍ବେଷ୍ଟଇଣ୍ଡିଜ ଟି୨୦ ଦଳକୁ ଫେରିଲେ ଗେଲ୍‌

ସେଣ୍ଟଜନ୍ସ, ୨୮ା୨ (ପି.ଟି.)-ମାର୍ଚ୍ଚ ୩ରୁ ହେବାକୁଥିବା ଶ୍ରୀଲଙ୍କା ବିପକ୍ଷ ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଟି୨୦ ସିରିଜ ପାଇଁ ଓ୍ବେଷ୍ଟଇଣ୍ଡିଜ ଦଳ ଘୋଷଣା କରାଯାଇଛି। ଭେଟେରାନ ବ୍ୟାଟ୍ସମ୍ୟାନ କ୍ରିସ୍‌ ଗେଲ୍‌ ପାଖାପାଖି ଦୁଇ ବର୍ଷ ପରେ ପ୍ରଥମ ଥର ଦଳରେ ସ୍ଥାନ…

ସ୍ବଦେଶ ଫେରିଲେ କ୍ରିସ୍‌ ଓକ୍ସ

ଅହମଦାବାଦ, ୨୮ା୨(ପି.ଟି.)- ଇଂଲଣ୍ଡ କ୍ରିକେଟ ବୋର୍ଡ (ଇସିବି)ର ରୋଟେଶନ ନିୟମ ଅନୁସାରେ ଅଲରାଉଣ୍ଡର କ୍ରିସ୍‌ ଓକ୍ସ ଭାରତରୁ ସ୍ବଦେଶ ଫେରିଛନ୍ତି। ୩୧ ବର୍ଷୀୟ ଏହି ଖେଳାଳି ଦକ୍ଷିଣ ଆଫ୍ରିକା, ଶ୍ରୀଲଙ୍କା ଓ ଭାରତ ଟୁର୍‌ ପାଇଁ ଇଂଲଣ୍ଡ ଦଳରେ ସାମିଲ ହୋଇଥିଲେ।…

ବିନା ଦର୍ଶକରେ ଦିନିକିଆ ସିରିଜ ଖେଳାଯିବ

ପୁଣେ,୨୮।୨(ପି.ଟି.): ପୁଣେରେ ଇଂଲଣ୍ଡ ଓ ଭାରତ ମଧ୍ୟ ୩ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ଖେଳାଯିବ। ତେବେ ସିରିଜର ମ୍ୟାଚ୍‌ଗୁଡିକ ବିନା ଦର୍ଶକରେ ଖେଳାଯିବ। ମହାରାଷ୍ଟ୍ରରେ କୋଭିଡ୍‌-୧୯ କେସ୍‌ରେ ବୃଦ୍ଧି ଘଟିଥିବାରୁ ଏପରି ନିଷ୍ପତ୍ତି ନିଆଯାଇଛି ବୋଲି ରାଜ୍ୟ କ୍ରିକେଟ ଆସୋସିଏଶନ…

ଭୁବନେଶ୍ୱରରେ ହୋଇପାରେ ଇଣ୍ଡିଆନ ଓମେନ୍ସ ଲିଗ୍‌

ଭୁବନେଶ୍ୱର, ୨୮।୨(କ୍ରୀଡ଼ା ପ୍ରତିନିଧି)- ଓଡ଼ିଶା ସରକାର କ୍ରୀଡ଼ାକୁ ଅଗ୍ରାଧିକାର ଦେଇ ଆସିଛନ୍ତି। ରାଜ୍ୟରେ ବିଶ୍ୱସ୍ତରୀୟ କ୍ରୀଡ଼ା ଭିତ୍ତିଭୂମି ଉପଲବ୍ଧ କରାଯାଉଥିବାବେଳେ ହକି ପରି ଜାତୀୟ ଦଳର ପ୍ରାୟୋଜକ ରହିଛନ୍ତି। କୌଣସି ନିର୍ଦ୍ଦିଷ୍ଟ କ୍ରୀଡ଼ାରେ ସୀମିତ ନ ରହି ବିଭିନ୍ନ କ୍ରୀଡ଼ା ଓ…

ଓଡ଼ିଶା ଓମେନ୍ସ ଲିଗ୍‌ରେ ୬ ଦଳ

ଭୁବନେଶ୍ୱର, ୨୮।୨(କ୍ରୀଡ଼ା ପ୍ରତିନିଧି)- * ପ୍ରତିଯୋଗିତାରେ ୩୦ ମ୍ୟାଚ * ଡବଲ୍‌ ହେଡର ଲିଗ୍‌ଭିତ୍ତିରେ ଖେଳ ହେବ * ଅଂଶଗ୍ରହଣକାରୀ ଦଳ: ସ୍ପୋଟର୍‌ସ ହଷ୍ଟେଲ, ସାଇ-ଏସ୍‌ଟିସି, ଓଡ଼ିଶା ସରକାରୀ ପ୍ରେସ୍‌ (ଓଜିପି), ରାଇଜିଂ ଷ୍ଟୁଡେଣ୍ଟ କ୍ଲବ, ଇଷ୍ଟକୋଷ୍ଟ ରେଲଓ୍ବେ, ଓଡ଼ିଶା ପୋଲିସ…

ଦକ୍ଷିଣ ଆଫ୍ରିକା ବିପକ୍ଷ ସିରିଜ: ଭାରତୀୟ ମହିଳା ଦଳ ଘୋଷିତ; ଶିଖାଙ୍କୁ ଅଣଦେଖା, ଦିନିକିଆରୁ ଶେଫାଳି ବାଦ୍‌

ନୂଆଦିଲ୍ଲୀ,୨୮।୨(ପି.ଟି.): ମାର୍ଚ୍ଚ ୭ ତାରିଖରୁ ଆରମ୍ଭ ହେବାକୁ ଯାଉଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ଟୁଇନ୍‌ ସିରିଜ (ଦିନିକିଆ ଓ ଟି୨୦) ପାଇଁ ଭାରତୀୟ ମହିଳା ଦଳ ଘୋଷିତ ହୋଇଛି। ଦିନିକିଆ ଓ ଟି୨୦ ସିରିଜ ଦଳରୁ ଅଭିଜ୍ଞ ଦ୍ରୁତ ବୋଲର ଶିଖା…

ମହିଳା ହକି: ଜର୍ମାନୀଠାରୁ ହାରିଲା ଭାରତ

ଡସେଲଡର୍ଫ,୨୮ା୨ (ପି.ଟି.)- ବିଶ୍ୱର ୩ ନମ୍ବର ମାନ୍ୟତାପ୍ରାପ୍ତ ଜର୍ମାନୀ ମହିଳା ହକି ଦଳ ୫-୦ ଗୋଲରେ ଭ୍ରମଣକାରୀ ଭାରତକୁ ପରାସ୍ତ କରିଛି। ଆୟୋଜକ ଦଳ ପକ୍ଷରୁ ପିଆ ମାର୍ଟେନ୍ସ (୧୦ମ ଓ ୧୪ତମ ମିନିଟ), ପଲିନ୍‌ ହେଞ୍ଜ୍‌ (୨୮ତମ) ଏବଂ ଲିସା…

ଆଇଏସ୍‌ଏଲ୍‌: ବିଜୟ ସହ ଓଡ଼ିଶାର ଅଭିଯାନ ଶେଷ

ବାମ୍ବୋଲିମ୍‌,୨୮।୨(ପି.ଟି.): ଚଳିତ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ରେ ଓଡ଼ିଶା ଏଫ୍‌ସି ବିଜୟ ସହ ଅଭିଯାନ ଶେଷ କରିଛି। ଲିଗ୍‌ରେ ଓଡ଼ିଶା ତା’ର ବିଂଶତମ ତଥା ସଂଘର୍ଷପୂର୍ଣ୍ଣ ଅନ୍ତିମ ମୁକାବିଲାରେ ଇଷ୍ଟବେଙ୍ଗଲକୁ ୬-୫ ଗୋଲରେ ପରାସ୍ତ କରିଛି। ଏଥିସହିତ ଓଡ଼ିଶା ଲିଗ୍‌ରେ ନୈରାଶ୍ୟଜନକ…

ଦିନିକିଆ ସିରିଜରେ ଦର୍ଶକଙ୍କୁ ମନା

ପୁଣେ,୨୭।୨: ପୁଣେରେ ଇଂଲଣ୍ଡ ଓ ଭାରତ ମଧ୍ୟରେ ୩ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ଖେଳାଯିବ। ତେବେ ସିରିଜର ମ୍ୟାଚ୍‌ଗୁଡିକ ବିନା ଦର୍ଶକରେ ହେବ। ମହାରାଷ୍ଟ୍ରରେ କୋଭିଡ୍‌-୧୯ର ନୂତନ ଷ୍ଟ୍ରେନ ବୃଦ୍ଧିକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି ବୋଲି ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?