ଖେଳ

ଖେଳିବେ ୟୁସୁଫ୍‌, ଜୟସୁରିୟା

ରାୟପୁର,୨୭ା୨: ମାର୍ଚ୍ଚ ୫ରୁ ରାୟପୁରରେ ଖେଳାଯିବାକୁ ଥିବା ରୋଡ୍‌ ସେଫ୍ଟି ଓ୍ବାଲର୍‌ଡ ସିରିଜ ପାଇଁ ଭାରତ ଲିଜେଣ୍ଡ୍ସ ଦଳରେ ପୂର୍ବତନ କ୍ରିକେଟର ୟୁସୁଫ୍‌ ପଠାନ, ନମନ ଓଝା ଓ ବିନୟ କୁମାର ସ୍ଥାନ ପାଇଛନ୍ତି। ଏହି ୩ଜଣ ନିକଟରେ ସେମାନଙ୍କ ଅବସର…

ଓ୍ବେଷ୍ଟଇଣ୍ଡିଜ ଟି୨୦ ଦଳକୁ ଫେରିଲେ ବିସ୍ଫୋରକ ବ୍ୟାଟ୍ସମ୍ୟାନ

ସେଣ୍ଟଜନ୍ସ,୨୭ା୨: ମାର୍ଚ୍ଚ ୩ରୁ ହେବାକୁଥିବା ଶ୍ରୀଲଙ୍କା ବିପକ୍ଷ ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଟି୨୦ ସିରିଜ ପାଇଁ ଓ୍ବେଷ୍ଟଇଣ୍ଡିଜ ଦଳ ଘୋଷଣା କରାଯାଇଛି। ଭେଟେରାନ ବ୍ୟାଟ୍ସମ୍ୟାନ କ୍ରିସ୍‌ ଗେଲ୍‌ ପାଖାପାଖି ଦୁଇ ବର୍ଷ ପରେ ପ୍ରଥମ ଥର ଦଳରେ ସ୍ଥାନ ପାଇଛନ୍ତି।…

ଆଇପିଏଲ-୧୪: କୋଲକାତା, ଅହମ୍ମଦାବାଦ ସମେତ ୫ଟି ଭେନ୍ୟୁ ଚୂଡ଼ାନ୍ତ

ମୁମ୍ବାଇ,୨୭।୨: ସମ୍ଭବତଃ ଭାରତରେ ହେବାକୁ ଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ)ର ୧୪ତମ ସଂସ୍କରଣ ଲାଗି ମୁମ୍ବାଇକୁ ଏପର୍ଯ୍ୟନ୍ତ ଚୂଡ଼ାନ୍ତ କରାଯାଇନାହିଁ। ଲିଗ୍‌ର ସମସ୍ତ ଫ୍ରାଞ୍ଚାଇଜ ସହ ଶୁକ୍ରବାର ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ପକ୍ଷରୁ ଆଲୋଚନା କରି ଏପ୍ରିଲ…

ଷ୍ଟ୍ରାଣ୍ଡ୍‌ଜା ମେମୋରିଆଲ ବକ୍ସିଂ: ଦୀପକ କୁମାର ଫାଇନାଲରେ

ନୂଆଦିଲ୍ଲୀ, ୨୭ା୨ (ପି.ଟି.)-ଅଲିମ୍ପିକ ଓ ବିଶ୍ୱ ଚାମ୍ପିୟନ ଉଜ୍‌ବେକିସ୍ତାନର ସାଖୋବିଦ୍ଦିିିନ ଜୋଇରୋଭଙ୍କ ବିପକ୍ଷରେ ୪-୧ରେ ବିଜୟ ହାସଲ କରି ଏସିଆନ ଗେମ୍ସ ବିଜେତା ଦୀପକ କୁମାର (୫୨କେଜି) ବୁଲ୍‌ଗେରିଆର ସୋଫିଆଠାରେ ଚାଲିଥିବା ୭୨ତମ ଷ୍ଟ୍ରାଣ୍ଡ୍‌ଜା ମେମୋରିଆଲ ବକ୍ସିଂ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ…

ହିମାଙ୍କୁ ପୋଲିସ ଡିଏସ୍‌ପି ନିଯୁକ୍ତି

ଗୁଆହାଟୀ, ୨୭ ୨ (ପି.ଟି.)-ଷ୍ଟାର ସ୍ପ୍ରିଣ୍ଟର ହିମା ଦାସ ଆସାମ ପୋଲିସରେ ଡେପୁଟି ସୁପରିଣ୍ଟେଣ୍ଡେଣ୍ଟ ପଦବୀରେ ନିଯୁକ୍ତି ପାଇଛନ୍ତି। ମୁଖ୍ୟମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲଙ୍କଠାରୁ ସେ ନିଯୁକ୍ତିପତ୍ର ଗ୍ରହଣ କରିଛନ୍ତି। ଏହି ଅବସରରେ ଆୟୋଜିତ ଏକ ସ୍ବତନ୍ତ୍ର ଉତ୍ସବରେ ପୋଲିସ ଡିଜିଙ୍କ ସମେତ…

ପ୍ଲେ ଅଫ୍‌ରେ ନର୍ଥଇଷ୍ଟ ୟୁନାଇଟେଡ୍‌

ଭାସ୍କୋ, ୨୭ା୨: ସ୍ଥାନୀୟ ତିଳକ ମୈଦାନରେ ଶୁକ୍ରବାର ଖେଳାଯାଇଥିବା ଇଣ୍ଡିଆନ ସୁପର ଲିଗ୍‌ର ଏକ ମ୍ୟାଚରେ ନର୍ଥଇଷ୍ଟ ୟୁନାଇଟେଡ ୨-୦ ଗୋଲରେ କେରଳ ବ୍ଲାଷ୍ଟର୍ସ ଏଫ୍‌ସିକୁ ପରାସ୍ତ କରିଛି। ଏଥି ସହିତ ଦଳ ପ୍ଲେ-ଅଫ୍‌ରେ ସ୍ଥାନ ପକ୍କା କରିଛି। ଦଳ ପକ୍ଷରୁ…

ବିଜୟ ହଜାରେ ଟ୍ରଫି: ଓଡ଼ିଶାର ପ୍ରଥମ ବିଜୟ

ଭୁବନେଶ୍ୱର, ୨୭।୨(କ୍ରୀଡ଼ା ପ୍ରତିନିଧି)-ଅଧିନାୟକ ଶାନ୍ତନୁ ମିଶ୍ରଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ଓଡ଼ିଶା ଚଳିତ ବିଜୟ ହଜାରେ ଟ୍ରଫି ଦିନିକିଆ ଘରୋଇ କ୍ରିକେଟ ଟୁର୍ନାମେଣ୍ଟରେ ଶୁକ୍ରବାର ପ୍ରଥମ ବିଜୟ ସ୍ବାଦ ଚାଖିଛି। ଅଲୁରର କେଏସ୍‌ସିଏ ଗ୍ରାଉଣ୍ଡ-୨ରେ ଶୁକ୍ରବାର ଅନୁଷ୍ଠିତ ଗ୍ରୁପ୍‌ ‘ସି’ ମ୍ୟାଚରେ…

ନିଜ ସମ୍ପର୍କରେ ବଡ଼ ଖୁଲାସା କଲେ ଅଶ୍ୱିନ

ନୂଆଦିଲ୍ଲୀ,୨୬।୨: ନିକଟରେ କ୍ରିକେଟର ଲମ୍ବା ଫର୍ମାଟରେ ୪୦୦ ଉଇକେଟ ପୂରଣ କରିଥିବା ଭେଟେରାନ ଭାରତୀୟ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ନିଜ ସମ୍ପର୍କରେ ଏକ ବଡ଼ ଖୁଲାସା କରିଛନ୍ତି। ମୁଁ ଦୁର୍ଘଟଣାବଶତଃ କ୍ରିକେଟର ହୋଇଗଲି। ମୁଁ ଜଣେ କ୍ରିକେଟ ପ୍ରେମୀ ଯିଏ ପ୍ରକୃତରେ…

ଗୋଟିଏ ଦିନରେ ଦୁଇ କ୍ରିକେଟରଙ୍କ ଅବସର

ନୂଆଦିଲ୍ଲୀ,୨୬।୨: ଭାରତ ପାଇଁ ଅନ୍ତର୍ଜାତୀୟ କ୍ରିକେଟ ଖେଳିଥିବା ଦୁଇ ଖେଳାଳି ଶୁକ୍ରବାର ଅବସର ଘୋଷଣା କରିଛନ୍ତି। ଗୋଟିଏ ପକ୍ଷରେ ପୂର୍ବତନ ବିସ୍ଫୋରକ ବ୍ୟାଟ୍ସମ୍ୟାନ ୟୁସୁଫ ପଠାନ ଥିବାବେଳେ ଅନ୍ୟ ପଟେ ରହିଛନ୍ତି ପେସର ବିନୟ କୁମାର। ୨୦୦୭ରେ ଅନ୍ତର୍ଜାତୀୟ କ୍ରିକେଟ କ୍ୟାରିୟର…

କ୍ରିକେଟକୁ ଅଲ୍‌ବିଦା କଲେ ୨୦୦୭ ଟି୨୦, ୨୦୧୧ ବିଶ୍ୱକପ୍‌ ହିରୋ

ନୂଆଦିଲ୍ଲୀ,୨୬।୨: ପୂର୍ବତନ ଭାରତୀୟ ଅଲରାଉଣ୍ଡର ୟୁସୁଫ ପଠାନ ଶୁକବ୍ରାର ସମସ୍ତ ପ୍ରକାର ଅନ୍ତର୍ଜାତୀୟ କ୍ରିକେଟରୁ ସନ୍ନ୍ୟାସ ଗ୍ରହଣ କରିଛନ୍ତି। ପୂର୍ବତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ବଡ଼ ଭାଇ ୟୁସୁଫ ୨୦୦୭ ଟି୨୦ ବିଶ୍ୱକପ୍‌ ଚାମ୍ପିୟନ ଭାରତୀୟ ଦଳର ସଦସ୍ୟ ଥିଲେ। ଆଉ…

ହାରିବା ପରେ ମାପିଚୁପି ପ୍ରତିକ୍ରିୟା ଦେଲେ ଇଂଲଣ୍ଡ ଅଧିନାୟକ: କହିଲେ ‘ପିଚ୍‌କୁ ଦୋଷ ଦେବା ଠିକ୍‌ ନୁହେଁ, ହେଲେ…’

ନୂଆଦିଲ୍ଲୀ,୨୬।୨: ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ଇଂଲଣ୍ଡ ବିପକ୍ଷ ମୁକାବିଲାରେ ବିଜେତା ହୋଇଛି ଭାରତୀୟ ଟିମ୍‌। ୧୦ ଉଇକେଟରେ ମ୍ୟାଚ୍‌କୁ ଜିତି ନେଇ ସିରିଜକୁ ୨-୧ ସ୍ଥିତିକୁ ଆଣିଛି ଭାରତ। ଏଥିସହ ଦଳ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ରେ ନିଜ ସ୍ଥାନ ନିଶ୍ଚିତ…

ଗୋଟିଏ ମ୍ୟାଚ୍‌ରେ ୧୧ ଉଇକେଟ; ଅଧିନାୟକ କୋହଲି କହିଲେ ‘ ଏ ବାପୁ….’

ଅହମ୍ମଦାବାଦ,୨୬।୨: ଏଠାରେ ଖେଳାଯାଇଥିବା ଇଂଲଣ୍ଡ ବିପକ୍ଷ ତୃତୀୟ ଟେଷ୍ଟରେ ‘ପ୍ଲେୟର ଅଫ୍‌ ଦ ମ୍ୟାଚ୍‌’ ହୋଇଛନ୍ତି ଅକ୍ଷର ପଟେଲ। ସେ ମ୍ୟାଚ୍‌ରେ କେବଳ ୭୦ରନ୍‌ ଦେଇ ମୋଟ ୧୧ ଉଇକେଟ ନେଇ ଚକିତ କରିଥିଲେ। ଏଥିନେଇ କ୍ରିକେଟଜଗତ ସହ ଜଡ଼ିତ ବ୍ୟକ୍ତିବିଶେଷମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?