ଖେଳ

ଅଶ୍ୱିନଙ୍କୁ ଏବେ ଏହି ନାମରେ ଡାକିବେ କୋହଲି: କହିଲେ…

ଅହମ୍ମଦାବାଦ,୨୬।୨: ଭାରତୀୟ ବୋଲର୍‌ ରବିଚନ୍ଦ୍ରନ ଅଶ୍ୱିନଙ୍କ ପାଇଁ ଇଂଲଣ୍ଡ ବିପକ୍ଷ ତୃତୀୟ ଟେଷ୍ଟ ବେଶ୍‌ ସ୍ବତନ୍ତ୍ର ଥିଲା। କାରଣ ମ୍ୟାଚ୍‌ରେ ସେ ୪୦୦ ଉଇକେଟ ନେଇ ରେକର୍ଡ କରିଛନ୍ତି। ଏପରି କରିବାରେ ସେ ବିଶ୍ୱର ୬ଷ୍ଠ ସ୍ପିନର ପାଲଟିଛନ୍ତି। ଦିବାରାତ୍ର ମ୍ୟାଚ୍‌ର…

ଇଂଲଣ୍ଡ ଅଧିନାୟକଙ୍କ ଏଭଳି ପ୍ରଶଂସା କରି ପୁଣି ହୃଦୟ ଜିତିଲେ ସେହଓ୍ବାଗ୍‌, କହିଲେ ‘ଏହି ରୁଟ୍‌ର ସମସ୍ତ ଲାଇନ୍‌ ବ୍ୟସ୍ତ’

ନୂଆଦିଲ୍ଲୀ,୨୬।୨: ଭାରତୀୟ ପୂର୍ବ ବିସ୍ଫୋରକ ଓପନର୍‌ ବିରେନ୍ଦ୍ର ସେହଓ୍ବାଗ୍‌ ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ। ମ୍ୟାଚ୍‌ ସମୟରେ ହେଉ ଅବା ପରେ ସେ ମଜାଳିଆ ପୋଷ୍ଟକୁ ନେଇ ପ୍ରଶଂସକଙ୍କ ହୃଦୟ ଜିତିଥାନ୍ତି। ଏବେ ସେ ଇଂଲଣ୍ଡ ଅଧିନାୟକ ଜୋ ରୁଟ୍‌ଙ୍କୁ ନେଇ…

ନମ୍ବର ୧ ହେଲା ଭାରତ

ଅହମଦାବାଦ,୨୬।୨: ବିରାଟ କୋହଲିଙ୍କ ନେତୃତ୍ୱରେ ଟିମ ଇଣ୍ଡିଆ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ଦିବାରାତ୍ର ଟେଷ୍ଟ ମ୍ୟାଚରେ ଇଂଲଣ୍ଡକୁ ୧୦ ଉଇକେଟରେ ହରାଇ ଚାରିମ୍ୟାଚ ବିଶିଷ୍ଟ ସିରିଜରେ ୨-୧ରେ ଆଗୁଆ ହୋଇଛି। ଏହି ବୃହତ ବିଜୟ ସହ ଭାରତ ବିଶ୍ୱ…

କ୍ରିକେଟ୍‌ ଇତିହାସରେ ୨୨ଥର ପାଇଁ ଘଟିଲା ଏମିତି

ଅହମଦାବାଦ,୨୬।୨: ଇଂଲଣ୍ଡ ବିପକ୍ଷ ପିଙ୍କ ବଲ ଟେଷ୍ଟ ମାତ୍ର ଦୁଇ ଦିନରେ ଶେଷ କରି ବାଜିମାତ କରିଛି ଟିମ ଇଣ୍ତିଆ। ଐତିହାସିକ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ସ୍ପିନରଙ୍କ ଆଗରେ ଇଂଲଣ୍ଡ ଦଳ ଧରାଶାୟୀ ହୋଇଛି। ଫଳରେ ଦୁଇ ଦିନରେ ମାତ୍ର ୧୪୦…

ଇତିହାସ ରଚିଲେ ରୁଟ୍‌: ୩୮ ବର୍ଷ ପରେ କଲେ ଏମିତି କାରନାମା

ଅହମ୍ମଦାବାଦ,୨୬।୧: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଇଥିବା ଦିବାରାତ୍ର ଟେଷ୍ଟରେ ଘରୋଇ ଦଳ ବିଜୟ ହାସଲ କରିଛି। ଭାରତୀୟ ଦଳ ପ୍ରଥମ ଇନିଂସରେ ୧୪୫ ରନ କରିଥିଲା। ଇଂଲଣ୍ଡ ଅଧିନାୟକ ତଥା ପାର୍ଟ ଟାଇମ ସ୍ପିନର ଜୋ ରୁଟ ଆଠ ରନ…

୧୦୦ତମ ଟେଷ୍ଟରେ କଲେ ଏମିତି ନିଆରା କାରନାମା କଲେ ଇଶାନ୍ତ ଶର୍ମା

ଅହମ୍ମଦାବାଦ,୨୬।୨: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ତୃତୀୟ ଟେଷ୍ଟରେ ଭାରତ ଇଂଲଣ୍ଡକୁ ପରାସ୍ତ କରିଛି। ଏହି ମ୍ୟାଚରେ ଭାରତୀୟ ବୋଲର୍‌ ଇଶାନ୍ତ ଶର୍ମା ଏକ ନିଆରା କାର୍ଯ୍ୟ କରିଥିଲେ। ୧୦୦ ତମ ଟେଷ୍ଟ ଖେଳୁଥିବା…

ବେଙ୍ଗାଲୁରୁକୁ ହରାଇ ଜାମସେଦପୁର ୬ଷ୍ଠ

ଭାସ୍କୋ, ୨୬।୨-ଇଣ୍ଡିଆନ ସୁପରଲିଗ୍‌ (ଆଇଏସ୍‌ଏଲ)ର ଗୁରୁବାର ଅନୁଷ୍ଠିତ ଲିଗ୍‌ ମ୍ୟାଚରେ ବେଙ୍ଗାଲୁରୁ ଏଫ୍‌ସିକୁ ୩-୨ ଗୋଲରେ ହରାଇ ଜାମସେଦପୁର ଏଫ୍‌ସି ୬ଷ୍ଠ ସ୍ଥାନ ଅଧିକାର କରିଛି। ଉଭୟ ଦଳପାଇଁ ଏହାଥିଲା ଚଳିତ ସିଜନର ଶେଷ ଲିଗ୍‌ ମ୍ୟାଚ। ଜାମସେଦପୁର ୨୦ ମ୍ୟାଚ…

କୋକୋ ଗଫ୍‌ ସେମିଫାଇନାଲରେ

ଆଡିଲେଡ୍‌, ୨୬ା୨ (ଏପି)-କୋକୋ ଗଫ୍‌ ଓ ଜିଲ୍‌ ଟିଚ୍‌ମ୍ୟାନ ଗୁରୁବାର ଆଡିଲେଡ୍‌ ଇଣ୍ଟରନ୍ୟାଶନାଲ ଟେନିସ ଟୁର୍ନାମେଣ୍ଟର ସେମିଫାଇନାଲରେ ପ୍ରବେଶ କରିଛନ୍ତି। ୧୬ ବର୍ଷୀୟା ଗଫ୍‌ ୨-୬, ୬-୪, ୬-୪ ସେଟ୍‌ରେ ସେଲ୍‌ବି ରୋଜର୍ସଙ୍କୁ ପରାସ୍ତ କରିଥିବା ବେଳେ ଟିଚ୍‌ମ୍ୟାନ ୬-୪, ୬-୭…

ନ୍ୟୁଜିଲାଣ୍ଡର କ୍ରମାଗତ ଦ୍ୱିତୀୟ ବିଜୟ

ଡିନେଡିନ୍‌ (ନ୍ୟୁଜିଲାଣ୍ଡ), ୨୬ା୨(ଏପି)- ଅଷ୍ଟ୍ରେଲିଆ ବିପକ୍ଷ ଦ୍ୱିତୀୟ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୪ରନରେ ରେମାଞ୍ଚକ ବିଜୟ ହାସଲ କରିଛି। ଫଳରେ ଦଳ ୫ ମ୍ୟାଚ ବିଶିଷ୍ଟ ସିରିଜରେ ୨-୦ରେ ଅଗ୍ରଣୀ ଲାଭ କରିଛି। ଏହି ମ୍ୟାଚରେ ମାର୍ଟିନ ଗୁପ୍‌ଟିଲ…

ଇଣ୍ଡିଆନ ଗ୍ରାଁ ପ୍ରି-୨: ଦୂତୀଙ୍କୁ କ୍ରମାଗତ ସ୍ବର୍ଣ୍ଣ, ଅମିୟ ରୌପ୍ୟ

ଭୁବନେଶ୍ୱର,୨୬।୨(କ୍ରୀଡ଼ା ପ୍ରତିନିଧି)-ପଞ୍ଜାବର ପଟିଆଲାରେ ଗୁରୁବାର ଅନୁଷ୍ଠିତ ଇଣ୍ଡିଆନ ଗ୍ରାଁ ପ୍ରି-୨ରେ ସ୍ପ୍ରିଣ୍ଟ କୁଇନ୍‌ ଓଡ଼ିଶାର ଦୂତୀ ଚାନ୍ଦ ସ୍ବର୍ଣ୍ଣ ପଦକ ଲାଭ କରିଛନ୍ତି। ସେ ମହିଳା ୧୦୦ ମିଟର ରେସ୍‌ରେ ୧୧.୪୪ ସେକେଣ୍ଡ ସମୟ ନେଇ ଏହି ସଫଳତା ପାଇଛନ୍ତି। କର୍ନାଟକର…

୨ ଦିନରେ ଭାରତ ଜିତିଲା ପିଙ୍କ୍‌ ବଲ ଟେଷ୍ଟ

ଅହମ୍ମଦାବାଦ,୨୫।୨ : ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ପିଙ୍କ୍‌ ବଲ ଟେଷ୍ଟ ମ୍ୟାଚ୍‌ ମାତ୍ର ଦୁଇ ଦିନରେ ଶେଷ ହୋଇଛି। ଇଂଲଣ୍ଡକୁ ୧୦ ଉଇକେଟରେ ହରାଇ ଦେଇଛି ଟିମ୍‌ ଇଣ୍ଡିଆ। ଭ୍ରମଣକାରୀ ଦଳ ପକ୍ଷରୁ ଧାର୍ଯ୍ୟ ୪୯ ରନ୍‌ର ବିଜୟ ଲକ୍ଷ୍ୟକୁ…

ଭାରତ ଆଗରେ ୪୯ ରନ୍‌ର ବିଜୟ ଲକ୍ଷ୍ୟ

ଅହମ୍ମଦାବାଦ,୨୫।୨ : ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଚାଲିଥିବା ତୃତୀୟ ତଥା ଦିବାରାତ୍ର ଟେଷ୍ଟକୁ ଦୁଇ ଦିନରେ ହିଁ ଜିତି ନେଇପାରେ ଟିମ୍‌ ଇଣ୍ଡିଆ। ଅକ୍ଷର ପଟେଲ ଓ ଭେଟେରାନ ରବିଚନ୍ଦ୍ରନ ଅଶ୍ୱିନଙ୍କ କାରଣରୁ ସୃଷ୍ଟି ହୋଇଛି ଏଭଳି ସମ୍ଭାବନା। ଏହି ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?