କ୍ରିକେଟକୁ ଅଲବିଦା କହିଲେ ୨୦୧୧ ବିଶ୍ୱକପ୍ ହିରୋ
କଲମ୍ବୋ, ୨୩।୨ : ୨୦୧୧ ବିଶ୍ୱକପ୍ ହିରୋ ତଥା ଶ୍ରୀଲଙ୍କା ଦଳର ଭେଟେରାନ ଓପନର ଉପୁଲ ଥରଙ୍ଗା ମଙ୍ଗଳବାର ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ୧୫ ବର୍ଷର ଲମ୍ବା ଅନ୍ତର୍ଜାତୀୟ କ୍ୟାରିୟରରେ ସେ ଶ୍ରୀଲଙ୍କା ଦଳର ଅଧିନାୟକ ହେବାର ସମ୍ମାନ…
ମଦ, ତମାଖୁ ବିଜ୍ଞାପନ କରିବେ ନାହିଁ ଅଷ୍ଟ୍ରେଲିଆ ଖେଳାଳି
ସିଡନୀ,୨୩।୨: ଆଇପିଏଲ ୧୪ତମ ସିଜନ ଆରମ୍ଭ ପୂର୍ବରୁ କ୍ରିକେଟ ଅଷ୍ଟ୍ରେଲିଆ (ସିଏମ) ଏକ ବଡ଼ ନିଷ୍ପତ୍ତି ନେଇଛି। ଆଇପିଏଲ୍ର ପରବର୍ତ୍ତୀ ସିଜିନ୍ରେ ଅଷ୍ଟ୍ରେଲୀୟ ଖେଳାଳିମାନେ ଜୁଆ, ଫାଷ୍ଟଫୁଡ, ମଦ୍ୟପାନ ଏବଂ ତମାଖୁ ବ୍ରାଣ୍ଡର ବିଜ୍ଞାପନ କରିବେ ନାହିଁ ସିଏମ୍ ଆଇପିଏଲ ଫ୍ରାଞ୍ଚାଇଜକୁ…
ଶତକ ହାସଲ ପରେ କାନ୍ଦିଲେ ଏହି କ୍ରିକେଟର୍
ନୂଆଦିଲ୍ଲୀ,୨୩।୨: ବିଜୟ ହଜାରେ ଟ୍ରଫିରେ କୃନାଲ ପାଣ୍ଡ୍ୟା ଚମତ୍କାର ଶତକ ଅର୍ଜନ କରିଛନ୍ତି। ତ୍ରିପୁରା ବିପକ୍ଷରେ ସେ ୯୭ଟି ବଲ୍ରୁ ୧୨୭ ରନ୍ ସ୍କୋର କରିଥିଲେ। ତାଲିକା-ଏ ମ୍ୟାଚରେ ଏହା ତାଙ୍କର ପ୍ରଥମ ଶତକ ଥିଲା। ୨୯ ବର୍ଷୀୟ କ୍ରୁନାଲ ଏହି…
ଇତିହାସ ରଚିବାଠାରୁ ମାତ୍ର ୬ ଉଇକେଟ୍ ଦୂରରେ ଅଶ୍ୱିନ୍
ଚେନ୍ନାଇରେ ଖେଳାଯାଇଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚରେ ଚମତ୍କାର ପ୍ରଦର୍ଶନ କରି ଭାରତର ଭେଟେରାନ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ଅନେକ ରେକର୍ଡ ହାସଲ କରିଥିଲେ। ଚେପକରେ ଅଶ୍ୱିନ ଉଭୟ ଇନିଂସରେ ମୋଟ ୮ଟି ଉଇକେଟ ନେଇଥିଲେ ଏବଂ ପରେ ବ୍ୟାଟିଂରେ ମଧ୍ୟ ଏକ…
ତୃତୀୟ ଟେଷ୍ଟରେ ଏହି ୫ ‘ବିରାଟ’ ରେକର୍ଡ ହାସଲ କରିପାରନ୍ତି କୋହଲି
ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଚାଲିଥିବା ଚାରି ଟେଷ୍ଟ ସିରିଜର ତୃତୀୟ ମ୍ୟାଚ ଫେବୃୟାରୀ ୨୪ଠାରୁ ଅହମ୍ମଦାବାଦର ନବନିର୍ମିତ ମୋତେରା ଷ୍ଟାଡିୟମରେ ଖେଳାଯିବ। ଏହି ଟେଷ୍ଟ ଦୁଇ ଦଳ ମଧ୍ୟରେ ପିଙ୍କ୍ ବଲରେ ଖେଳାଯିବ। ଅଧିନାୟକ ବିରାଟ କୋହଲିଙ୍କ ପାଇଁ ମଧ୍ୟ…
ବିରାଟ କୋହଲିଙ୍କ ଘରେ ନାହାନ୍ତି ଚାକର, ଅତିଥି ଚର୍ଚ୍ଚା ହୁଏ ଏପରି
ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ପଡ଼ିଆରେ ତାଙ୍କର ଆକ୍ରମଣାତ୍ମକ ମନୋଭାବ ଦେଖାଇଥାନ୍ତି। ତେବେ ପୂର୍ବତନ ଭାରତୀୟ କ୍ରିକେଟର ତଥା ଜାତୀୟ ଚୟନକର୍ତ୍ତା ସରନଦୀପ ସିଂ ବିରାଟ କୋହଲି ଏବଂ ତାଙ୍କ ସ୍ତ୍ରୀ ଅନୁଷ୍କା ଶର୍ମାଙ୍କ ଆଚରଣ ବିଷୟରେ କିଛି…
ଧୋନୀଙ୍କ ଅବସର ପୂର୍ବରୁ ଏହି ସ୍ବପ୍ନ ପୂରଣ କରିବାକୁ ଚାହୁଁଛନ୍ତି ଉଥାପ୍ପା
ବେଙ୍ଗାଳୁରୁ,୨୨।୨: କ୍ରିକେଟର୍ ରବିନ ଉଥାପ୍ପା ଆଇପିଏଲ ୨୦୨୧ରେ ଚେନ୍ନାଇ ସୁପର କିଙ୍ଗ୍ସ ପାଇଁ ଖେଳିବେ। ଗତ ଆଇପିଏଲରେ ରାଜସ୍ଥାନ ରୟାଲ୍ସ ପାଇଁ ଉଥାପ୍ପା ଖେଳିଥିଲେ। ଚେନ୍ନାଇ ଦଳରେ ଯୋଗଦେବା ପରେ ଉଥାପ୍ପା ତାଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟରେ ଏକ ଭାବପ୍ରବଣ ଭିଡିଓ ପୋଷ୍ଟ…
ଜାତୀୟ ସବ୍ଜୁନିୟର ଟିଟି ପାଇଁ ଓଡ଼ିଶା ଦଳ
ଭୁବନେଶ୍ୱର, ୨୩।୨(କ୍ରୀଡ଼ା ପ୍ରତିନିଧି): ମଧ୍ୟପ୍ରଦେଶର ଇନ୍ଦୋରରେ ୮୨ତମ ଜାତୀୟ କ୍ୟାଡେଟ ଓ ସବ୍ଜୁନିୟର ଟେବୁଲ ଟେନିସ (ଟିଟି) ଚାମ୍ପିୟନଶିପ୍ ଚଳିତମାସ ୨୫ରୁ ମାର୍ଚ୍ଚ ୬ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏଥିପାଇଁ ରାଜ୍ୟ ଆସୋସିଏଶନ ପକ୍ଷରୁ ଉଭୟ ବାଳିକା ଓ ବାଳକ ଦଳ…
ବିଜୟ ହଜାରେ ଟ୍ରଫି: ଓଡ଼ିଶାର କ୍ରମାଗତ ଦ୍ୱିତୀୟ ପରାଜୟ
ଭୁବନେଶ୍ୱର, ୨୩।୨(କ୍ରୀଡ଼ା ପ୍ରତିନିଧି): ବେଙ୍ଗାଲୁରୁର ଏମ୍. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଚାଲିଥିବା ବିଜୟ ହଜାରେ ଟ୍ରଫି ଏକଦିବସୀୟ ଘରୋଇ କ୍ରିକେଟ ଟୁର୍ନାମେଣ୍ଟର ସୋମବାର ଅନୁଷ୍ଠିତ ମ୍ୟାଚରେ ଓଡ଼ିଶା ୮ ଉଇକେଟରେ ରେଲଓ୍ବେଠାରୁ ହାରି ଯାଇଛି। ଓଡ଼ିଶା ପକ୍ଷରୁ ଧାର୍ଯ୍ୟ ୨୩୧ ରନର ବିଜୟ…
ମହିଳା କ୍ରିକେଟ: ଭାରତ-ଦକ୍ଷିଣ ଆଫ୍ରିକା ସିରିଜ ମାର୍ଚ୍ଚ ୭ରୁ
ନୂଆଦିଲ୍ଲୀ, ୨୩ା୨ (ପି.ଟି.)- ମାର୍ଚ୍ଚ ୭ରୁ ଭାରତ ଓ ଦକ୍ଷିଣ ଆଫ୍ରିକା ମହିଳା କ୍ରିକେଟ ଦଳ ମଧ୍ୟରେ ୮ ମ୍ୟାଚ ବିଶିଷ୍ଟ ସିରିଜ ଖେଳାଯିବାର ଯୋଜନା ରହିଛି। ଯଦି ଏହା କାର୍ଯ୍ୟକାରୀ ହୁଏ ତେବେ ଘରୋଇ ଦଳ ପ୍ରାୟ ୧୨ ମାସ…
ମଣ୍ଟେନିଗ୍ରୋ ବକ୍ସିଂ: ଭାରତୀୟ ମହିଳା ଦଳ ଶୀର୍ଷରେ
ନୂଆଦିଲ୍ଲୀ, ୨୩ା୨ (ପି.ଟି.)-ମଣ୍ଟେନିଗ୍ରୋର ବଡ୍ଭାଠାରେ ଚାଲିଥିବା ୩୦ତମ ଆଡ୍ରିଆଟିକ୍ ପର୍ଲ ଟୁର୍ନାମେଣ୍ଟରେ ଭାରତୀୟ ମହିଳା ବକ୍ସରମାନେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ବେବିରୋଜିସାନା ଚାନୁ (୫୧କେଜି) ଏବଂ ଅରୁନ୍ଧତୀ ଚୌଧାରୀ (୬୯କେଜି) ଦେଶ ପାଇଁ ଆଉ ଦୁଇଟି ସ୍ବର୍ଣ୍ଣ ଜିତିଛନ୍ତି। ଲକି…
ପ୍ରଥମ ଟି୨୦: ଅଷ୍ଟ୍ରେଲିଆକୁ ହରାଇଲା ନ୍ୟୁଜିଲାଣ୍ଡ
ଖ୍ରୀଷ୍ଟଚର୍ଚ୍ଚ,୨୩ା୨(ଏପି)-ସୋମବାର ଅନୁଷ୍ଠିତ ଅଷ୍ଟ୍ରେଲିଆ ବିପକ୍ଷ ପ୍ରଥମ ଅନ୍ତର୍ଜାତୀୟ ଟି୨୦ ମ୍ୟାଚକୁ ନ୍ୟୁଜିଲାଣ୍ଡ ୫୩ ରନରେ ଜିତି ନେଇଛି। ଏହି ବିଜୟ ଦ୍ୱାରା ଆୟୋଜକ ଦଳ ୫ ମ୍ୟାଚ ବିଶିଷ୍ଟ ସିରିଜ ୧-୦ରେ ଅଗ୍ରଣୀ ଲାଭ କରିଛି। ନ୍ୟୁଜିଲାଣ୍ଡକୁ ଜିତାଇବାରେ ଡେଭନ କନଓ୍ବେ…

