ଖେଳ

ଆଇପିଏଲ ପୂର୍ବରୁ ଧୋନୀଙ୍କ ସମ୍ପର୍କରେ ଏମିତି କହିଲେ ଉଥପ୍ପା

ନୂଆଦିଲ୍ଲୀ, ୨୧।୨: ଆଇପିଏଲ ଅକ୍‌ଶନ ପୂର୍ବରୁ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)ରେ ସାମିଲ ହୋଇଥିବା ବରିଷ୍ଠ ବ୍ୟାଟ୍ସମ୍ୟାନ ରବିନ ଉଥପ୍ପାଙ୍କ ଏକ ଭିଡିଓ ଟୁଇଟରରେ ଶେୟାର କରାଯାଇଛି। ସିଏସ୍‌କେ ପକ୍ଷରୁ ଶେୟାର କରାଯାଇଥିବା ଭିଡିଓରେ ଉଥପ୍ପା ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର…

ନୂଆ ଖେଳାଳିଙ୍କୁ ମିଳିଲା ଭଗବାନଙ୍କଠାରୁ ଶୁଭେଚ୍ଛା

ନୂଆଦିଲ୍ଲୀ, ୨୧।୨: ଇଂଲଣ୍ଡ ବିପକ୍ଷ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ ଲାଗି ଘୋଷିତ ଭାରତୀୟ ଦଳରେ ସ୍ଥାନ ପାଇଛନ୍ତି ୩ ନୂଆ ଖେଳାଳି। ସେମାନେ ହେଲେ ବ୍ୟାଟ୍ସମ୍ୟାନ ସୂର୍ଯ୍ୟକୁମାର ଯାଦବ, ଉଇକେଟକିପର ବ୍ୟାଟ୍ସମ୍ୟାନ ଇଶାନ କିଷନ ଓ ଅଲରାଉଣ୍ଡର ରାହୁଲ…

ଚ୍ୟାଲେଞ୍ଜରଙ୍କ ଚ୍ୟାଲେଞ୍ଜକୁ ଧ୍ୱଂସ କଲେ ଜୋକୋଭିଚ

ମେଲବୋର୍ନ, ୨୧।୨: ବର୍ଷର ପ୍ରଥମ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଅଷ୍ଟ୍ରେଲିଆନ ଓପନ ଟାଇଟଲ ହାତେଇଛନ୍ତି ସର୍ବିଆର ନୋଭାକ ଜୋକୋଭିଚ୍‌। ରଡ୍‌ ଲାଭର ଏରିନାଠାରେ ରବିବାର ଅନୁଷ୍ଠିତ ଫାଇନାଲରେ ରୁଷିଆର ଉଦୀୟମାନ ତାରକା ଡାନିଏଲ ମେଡ୍‌ଭେଡେଭଙ୍କୁ ସିଧାସଳଖ ସେଟ୍‌ (୭-୫, ୬-୨, ୬-୨)ରେ ହରାଇ…

ବିଜୟ ହଜାରେ ଟ୍ରଫିରେ ଧୋନୀ ବ୍ରିଗେଡର ଏହି ଦୁଇ ଖେଳାଳିଙ୍କ ଦବ୍‌ଦବା,ଶତକ ମାରି…

ନୂଆଦିଲ୍ଲୀ,୨୧।୨: ଆଇପିଏଲ୍‌ ୨୦୨୧ ପାଇଁ ଖେଳାଳି ନିଲାମ ପ୍ରକ୍ରିୟା ଗୁରୁବାର ଶେଷ ହୋଇଛି। ଏଥିନେଇ ତାରିଖ ଘୋଷଣା ହୋଇ ନ ଥିଲେ ହେଁ ତିନିଥର ଚାମ୍ପିୟନ ଚେନ୍ନାଇ ସୁପରକିଙ୍ଗ୍ସ ପାଇଁ ଖୁସିଖବର ଆଣିଛନ୍ତି ଦୁଇ ଖେଳାଳି। ଧୋନୀ ବ୍ରିଗେଡ୍‌ର ଦୁଇ ଧୁରନ୍ଧର…

ପୂର୍ବ ଚୟନକର୍ତ୍ତାଙ୍କ ଖୁଲାସା: ଏପରି ନ ହୋଇଥିଲେ ଟି୨୦ ବିଶ୍ୱକପ୍‌ ଖେଳିଥାନ୍ତେ ଧୋନୀ

ନୂଆଦିଲ୍ଲୀ,୨୧।୨: ୨୦୧୯ ଅଗଷ୍ଟରେ ଭାରତୀୟ ଟିମ୍‌ର ପୂର୍ବ ଅଧିନାୟକ ତଥା ଅଭିଜ୍ଞ ଉଇକେଟକିପର ମହେନ୍ଦ୍ର ସିଂହ ଧୋନୀ ଅନ୍ତରାଷ୍ଟ୍ରୀୟ କ୍ରିକେଟରୁ ସନ୍ୟାସ ନେଇଥିଲେ। ନ୍ୟୁଜିଲାଣ୍ଡ ବିପକ୍ଷରେ ସେ ନିଜର ଶେଷ ମ୍ୟାଚ୍‌ ଖେଳିଥିଲେ। ଏହାପରେ ଧୋନୀ ଅନେକ ଦିନ ଧରି ପଡ଼ିଆରୁ…

ସକାଳେ ଚୌକା-ଛକା ମାରି ବୋଲର୍‌ଙ୍କୁ କରିଥିଲେ ଘାଇଲା, ସନ୍ଧ୍ୟାରେ ମିଳିଲା ଭାରତୀୟ ଟିମରୁ ଖେଳିବାର ସୁଯୋଗ

ନୂଆଦିଲ୍ଲୀ,୨୧।୨: ଇଂଲଣ୍ଡ ବିପକ୍ଷ ଟି୨୦ ସିରିଜ୍‌ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ୧୯ ଜଣିଆ ଦଳର ଘୋଷଣା କରିଛି। ଏଥିରେ ଆଇପିଏଲ୍‌ ୨୦୨୦ରେ ଦମ୍‌ଦାର ପ୍ରଦର୍ଶନ କରିଥିବା କିଛି ଯୁବ ଖେଳାଳିଙ୍କୁ ଦେଖିବାକୁ ମିଳିଛି। ସେଥିରୁ ଜଣେ ହେଲେ ଉଇକେଟ…

ଦଳରେ ସାମିଲ ହେବା ପରେ କୋହଲିଙ୍କୁ ନେଇ ଏଭଳି କହିଲେ ଟେଓ୍ବାଟିଆ, ଡ୍ରେସିଂ ରୁମ୍‌ରେ…

ନୂଆଦିଲ୍ଲୀ,୨୧।୨: ଇଂଲଣ୍ଡ ବିପକ୍ଷ ଟି୨୦ ସିରିଜ୍‌ ପାଇଁ ଭାରତର ୧୯ ସଦସ୍ୟ ବିଶିଷ୍ଟ ଟିମ୍‌ର ଘୋଷଣା କରାଯାଇଛି। ଏଥିରେ ଅନେକ ନୂଆ ମୁହଁ ଦେଖିବାକୁ ମିଳିଛି। ସେଥିରୁ ଜଣେ ହେଲେ ହରିୟାଣାର ଅଲ୍‌ରାଉଣ୍ଡର ରାହୁଲ ଟେଓ୍ବାଟିଆ। ରାଜସ୍ଥାନ ରୟାଲ୍ସ ପକ୍ଷରୁ ଆଇପିଏଲ୍‌…

ଆଇପିଏଲ୍‌ରେ କୋହଲିଙ୍କୁ ଆଖି ଦେଖାଇ ବିବାଦକୁ ଆସିଥିଲେ ଏହି ବ୍ୟାଟ୍ସମ୍ୟାନ୍‌, ଏବେ ଦଳରେ ହେଲେ ସାମିଲ

ନୂଆଦିଲ୍ଲୀ,୨୧।୨: ଇଂଲଣ୍ଡ ବିପକ୍ଷ ଆଗାମୀ ଘରୋଇ ଟି୨୦ ସିରିଜ୍‌ ପାଇଁ ଘୋଷିତ ଦଳରେ ସ୍ଥାନ ପାଇଛନ୍ତି ସୂର୍ଯ୍ୟକୁମାର ଯାଦବ। ମୁମ୍ବାଇର ଏହି ବ୍ୟାଟ୍ସମ୍ୟାନ୍‌ଙ୍କୁ ଦଳରେ ସାମିଲ କରାଯିବା ପଛରେ ଅନେକ କାରଣ ରହିଛି ବୋଲି କୁହାଯାଉଛି। ଭାରତୀୟ ଟିମ୍‌ରେ ଏବେ ଜଣେ…

ମଣ୍ଟେଗ୍ରୋ ବକ୍ସିଂ ମିଟ୍‌: ଭାରତ ପାଇଁ ପ୍ରଥମ ସ୍ବର୍ଣ୍ଣ ଜିତିଲେ ପଠାନ୍‌

ନୂଆଦିଲ୍ଲୀ, ୨୧ା୨(ପି.ଟି.)- ମଣ୍ଟେନିଗ୍ରୋସ୍ଥିତ ବଡ୍‌ଭାଠାରେ ଚାଲିଥିବା ୩୦ତମ ଆଡ୍ରିଆଟିକ୍‌ ପର୍ଲ ଟୁର୍ନାମେଣ୍ଟରେ ଭାରତର ମହିଳା ବକ୍ସରମାନେ ପ୍ରଭାବୀ ପ୍ରଦର୍ଶନ ଜାରି ରଖିଛନ୍ତି। ଅଲ୍‌ଫିୟା ପଠାନ (୮୧+କେଜି) ଦେଶ ପାଇଁ ପ୍ରଥମ ସ୍ବର୍ଣ୍ଣ ପଦକ ଆଣିଦେଇଛନ୍ତି। ବେବିରୋଜିସାନା ଚାନୁ (୫୧କେଜି), ବିନ୍‌କା (୬୦କେଜି),…

ବିଜୟ ହଜାରେ ଟ୍ରଫି: ଉଥାପ୍ପାଙ୍କ ଶତକ: ପରାଜୟରୁ ଓଡ଼ିଶାର ଅଭିଯାନ

ଭୁବନେଶ୍ୱର,୨୧।୨(ସ୍ପୋର୍ଟ୍ସ ବ୍ୟୁରୋ): ଦେଶର ସର୍ବବୃହତ ଘରୋଇ ଦିନିକିଆ ଟୁର୍ନାମେଣ୍ଟ ତଥା ରଣଜୀ ଦିନିକିଆ ଟ୍ରଫି ରୂପେ ଜଣାଶୁଣା ଥିବା ବିଜୟ ହଜାରେ ଟ୍ରଫି ଶନିବାରଠାରୁ ଆରମ୍ଭ ହୋଇଛି। ଏହି ଟୁର୍ନାମେଣ୍ଟରେ ଓଡ଼ିଶା ତା’ର ଅଭିଯାନ ପରାଜୟରୁ ଆରମ୍ଭ କରିଛି। ଶନିବାର ଓଡ଼ିଶା…

ଏଫ୍‌ଆଇଏଚ୍‌ ସଭାପତି ନିର୍ବାଚନ: ଦ୍ୱିତୀୟ ଥର ପ୍ରତିଦ୍ୱନ୍ଦ୍ୱିତା କରିବେ ବାତ୍ରା

ନୂଆଦିଲ୍ଲୀ, ୨୧ା୨(ପି.ଟି.)-ଅନ୍ତର୍ଜାତୀୟ ହକି ମହାସଂଘ (ଏଫ୍‌ଆଇଏଚ୍‌)ର ସଭାପତି ଭାବେ ପୁନଃନିର୍ବାଚିତ ହେବା ଲାଗି ପ୍ରତିଦ୍ୱନ୍ଦ୍ୱିତା କରିବା ଲାଗି ନିଷ୍ପତ୍ତି ନେଇଛନ୍ତି ଭାରତର ନରିନ୍ଦର ବାତ୍ରା। ମେ ମାସରେ ହେବାକୁ ଥିବା ଏଫ୍‌ଆଇଏଚ୍‌ ପରିଚାଳନା ପରିଷଦ ବୈଠକରେ ନିର୍ବାଚନ ହେବା କାର୍ଯ୍ୟକ୍ରମ ରହିଛି।…

ଅଷ୍ଟ୍ରେଲିଆନ୍‌ ଓପନ୍‌: ଓସାକାଙ୍କୁ ଚତୁର୍ଥ ଗ୍ରାଣ୍ଡସ୍ଲାମ ଟାଇଟଲ

ମେଲବୋର୍ନ,୨୧।୨(ଏପି): ଜାପାନ ମହିଳା ଟେନିସ ତାରକା ନାଓମି ଓସାକା ବର୍ଷର ପ୍ରଥମ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଅଷ୍ଟ୍ରେଲିଆନ ଓପନ ସିଙ୍ଗଲ୍ସ ଟାଇଟଲ ହାସଲ କରିଛନ୍ତି। ଶନିବାର ଅନୁଷ୍ଠିତ ମହିଳା ସିଙ୍ଗଲ୍ସ ଫାଇନାଲ ମ୍ୟାଚ୍‌ରେ ତୃତୀୟ ସିଡ୍‌ ମାନ୍ୟତା ପାଇଥିବା ଓସାକା ୬-୪, ୬-୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?