ଖେଳ

କୋଭିଡ୍‌ ନିୟମ ଭାଙ୍ଗି ଚେପକ ଗ୍ରାଉଣ୍ଡରେ ପଶିଗଲେ ଛାତ୍ର, ଆଉ ତାପରେ

ଚେନ୍ନାଇ, ୧୫।୨ : ସ୍ଥାନୀୟ ଚେପକ ଗ୍ରାଉଣ୍ଡରେ ଚାଲିଥିବା ଭାରତ-ଇଂଲଣ୍ଡ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ ବେଳେ ସ୍ଥାନୀୟ ସ୍କୁଲର ଜଣେ ଦଶମ ଶ୍ରେଣୀର ଛାତ୍ର କୋଭିଡ୍‌ ପ୍ରୋଟୋକଲ ଭଙ୍ଗ କରିଛନ୍ତି। ଟେଷ୍ଟ ମ୍ୟାଚର ତୃତୀୟ ଦିନ ଅର୍ଥାତ ସୋମବାର ମଧ୍ୟାହ୍ନ ଭୋଜନ…

ମହାନ ଅଲରାଉଣ୍ଡରଙ୍କୁ ପଛରେ ପକାଇଲେ ଅଶ୍ୱିନ

ଚେନ୍ନାଇ, ୧୫।୨ : ଭାରତୀୟ ଅଲରାଉଣ୍ଡର ରବିଚନ୍ଦ୍ରନ ଅଶ୍ୱିନ ଏଠାରେ ଚାଲିଥିବା ଇଂଲଣ୍ଡ ବିପକ୍ଷ ଟେଷ୍ଟରେ ୫ ଉଇକେଟ ନେବା ସହ ଶତକୀୟ ଇନିଂସ ଖେଳିଛନ୍ତି। କ୍ୟାରିୟରରେ ତୃତୀୟ ଥର ପାଇଁ ଗୋଟିଏ ଟେଷ୍ଟ ମ୍ୟାଚ୍‌ରେ ଉଭୟ ବ୍ୟାଟ ଓ ବଲରେ…

ବୋଲିଂ ପରେ ବ୍ୟାଟିଂରେ କରାମତି ଦେଖାଇଲେ ଅଶ୍ୱିନ

ଚେନ୍ନାଇ, ୧୫।୨ : ରବିଚନ୍ଦ୍ରନ ଅଶ୍ୱିନ ବୋଲିଂ ପରେ ବ୍ୟାଟିଂରେ ନିଜ କରାମତି ଦେଖାଇଛନ୍ତି। ଏଠାରେ ଚାଲିଥିବା ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟର ପ୍ରଥମ ଇନିଂସରେ ୫ ଉଇକେଟ ହାତେଇଥିବା ଅଶ୍ୱିନ ଦ୍ୱିତୀୟ ପାଳିରେ ହାସଲ କରିଛନ୍ତି ଶତକ। ଆଉ ତାଙ୍କ…

ଇଂଲଣ୍ଡ ସାମ୍ନାରେ ବିଶାଳ ବିଜୟ ଲକ୍ଷ୍ୟ ରଖିଲା ଭାରତ

ଚେନ୍ନାଇ,୧୫।୨: ଚେନ୍ନାଇର ଏମ ଚିଦାମ୍ବରମ ଷ୍ଟାଡିୟମରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଚାରି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ଦ୍ୱିତୀୟ ମ୍ୟାଚ ଜାରି ରହିଛି। ସୋମବାର ମ୍ୟାଚର ତୃତୀୟ ଦିନରେ ଟିମ ଇଣ୍ଡିଆ ଇଂଲଣ୍ଡ ସାମ୍ନାରେ ୪୮୨ ରନ୍‌ର ବିଜୟ ଲକ୍ଷ…

ଯୁବରାଜଙ୍କ ନାଁରେ ମାମଲା ରୁଜୁ

ଭାରତର ପୂର୍ବତନ ଭାରତୀୟ କ୍ରିକେଟର ଯୁବରାଜ ସିଂଙ୍କ ସମସ୍ୟା ବଢିବାରେ ଲାଗିଛି। ଦଳିତ ସମାଜ ବିରୋଧରେ ଅପମାନଜନକ ମନ୍ତବ୍ୟ ଦେଇଥିବାରୁ ହରିୟାଣା ପୋଲିସ ତାଙ୍କ ନାଁରେ ମାମଲା ରୁଜୁ କରିଛି। ଗତ ବର୍ଷ ଜୁନ ୧ରେ ଭାରତୀୟ ଦଳର ଓପନର୍‌ ଶର୍ମାଙ୍କ…

ହାତକୁ ଦି ହାତ ହେଲେ ଏହି କ୍ରିକେଟର୍‌

ସିଡନୀ,୧୫।୨: ଅଷ୍ଟ୍ରେଲିଆ ଅଲରାଉଣ୍ଡର ବେନ କଟିଙ୍ଗ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ସେ ଦୀର୍ଘ ଦିନର ପ୍ରେମିକା ତଥା ଟିଭି ଉପସ୍ଥାପିକା ଏରିନ ହଲ୍ୟାଣ୍ଡଙ୍କୁ ବିବାହ କରିଛନ୍ତି। ବିବାହର ସୁନ୍ଦର ଫଟୋ ଉଭୟ ନିଜ ସୋସିଆଲ ମିଡିଆ ଶେୟାର କରିବା ପରେ…

ଭାରତୀୟ ଦଳକୁ ପ୍ରଶଂସାରେ ପୋତି ପକାଇଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ

ଇସଲମାବାଦ୍‌,୧୫।୨: ପାକିସ୍ତାନ ପ୍ରଧାନମନ୍ତ୍ରୀ ତଥା ପୂର୍ବତନ କ୍ରିକେଟ ଅଧିନାୟକ ଇମ୍ରାନ ଖାନ ଭାରତୀୟ କ୍ରିକେଟ୍‌ ଦଳକୁ ପ୍ରଶଂସାରେ ପୋତି ପକାଇଛନ୍ତି। ସେ କହିଛନ୍ତି ଯେ ଭାରତ ମୌଳିକ କ୍ରିକେଟ ଭିତ୍ତିଭୂମିରେ ଉନ୍ନତି ହେତୁ ବିଶ୍ୱର ଏକ ପ୍ରମୁଖ ଦଳ ଭାବେ ପରିଣତ…

ପଡିଆରେ ଏହି କ୍ରିକେଟର୍‌ଙ୍କୁ ଚାପୁଡା ମାରିଲେ ରୋହିତ ଶର୍ମା

ଚେନ୍ନାଇ,୧୫।୨: ଚେନ୍ନାଇରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଇଥିବା ଦ୍ୱିତୀୟ ଟେଷ୍ଟର ଦ୍ୱିତୀୟ ଦିନରେ ଏକ ମଜାଦାର ଘଟଣା ଘଟିଥିଲା । ଦ୍ୱିତୀୟ ଦିନରେ ଭାରତର ପ୍ରଥମ ଇନିଂସ ୩୨୯ରେ ଶେଷ ହୋଇଥିବାବେଳେ ଇଂଲଣ୍ଡ ଦଳ ପ୍ରଥମ ଇନିଂସରେ ମାତ୍ର ୧୩୪ରନ୍‌ରେ…

ପ୍ରବଳ ରାଗିଗଲେ ଏହି ବ୍ୟାଟ୍ସମ୍ୟାନ୍‌, ଫିଙ୍ଗିଦେଲେ ହେଲ୍‌ମେଟ୍‌

ଚେନ୍ନାଇ,୧୫।୨: ଦୁନିଆର ଶ୍ରେଷ୍ଠ ଅଲରାଉଣ୍ଡର ବେନ ଷ୍ଟୋକ୍ସ ଆକ୍ରମଣାତ୍ମକ କ୍ରିକେଟର ଭାବେ ଜଣାଶୁଣା। ଷ୍ଟୋକ୍ସକୁ ପଡ଼ିଆ ଭିତରେ ଏବଂ ବାହାରେ ପ୍ରତିପକ୍ଷ ଖେଳାଳିଙ୍କ ସହ ଝଗଡା କରିବା ଦେଖାଯାଏ। ୨୯ ବର୍ଷୀୟ ଷ୍ଟୋକ୍ସ ଭାରତ ବିପକ୍ଷ ଚେନ୍ନାଇ ଟେଷ୍ଟର ଦ୍ୱିତୀୟ ଦିନରେ…

ହରଭଜନଙ୍କୁ ପଛରେ ପକାଇଲେ ଅଶ୍ୱିନ

ଚେନ୍ନାଇ,୧୫।୨(ପି.ଟି.): ଦ୍ୱିତୀୟ ଟେଷ୍ଟର ପ୍ରଥମ ଇନିଂସରେ ୫ ଉଇକେଟ ଅକ୍ତିଆର କରି ଅଭିଜ୍ଞ ଅଫ୍‌ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ଏକାଧିକ ସଫଳତା ଅର୍ଜନ କରିଛନ୍ତି। ଭାରତରେ ସେ ପୂର୍ବତନ ଅଫ୍‌ ସ୍ପିନର ହରଭଜନ ସିଂଙ୍କୁ ପଛରେ ପକାଇ ଦ୍ୱିତୀୟ ସର୍ବାଧିକ ଉଇକେଟ…

ପୋଲିସ୍‌ ଶିଲ୍ଡ: ଅର୍ଜୁନ ତେନ୍ଦୁଲକରଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ

ମୁମ୍ବାଇ,୧୫।୨(ପି.ଟି.): ମୁମ୍ବାଇ କ୍ରିକେଟ ଆସୋସିଏଶନ (ଏମ୍‌ସିଏ) ଆନୁକୂଲ୍ୟରେ ଏଠାରେ ଚାଲିଥିବା ୭୩ତମ ପୋଲିସ ଆମନ୍ତ୍ରଣୀୟ ଶିଲ୍ଡ କ୍ରିକେଟ ଟୁର୍ନାମେଣ୍ଟରେ ରବିବାର ଖେଳାଯାଇଥିବା ଦ୍ୱିତୀୟ ରାଉଣ୍ଡ ଗ୍ରୁପ୍‌ ଏ’ ମ୍ୟାଚ୍‌ରେ କ୍ରିକେଟ ଆଇକନ ସଚିନ ତେନ୍ଦୁଲକରଙ୍କ ପୁଅ ଅର୍ଜୁନ ଉଭୟ ବ୍ୟାଟ ଓ…

ନାଗେଶ ଟ୍ରଫି ଜାତୀୟ ଦୃଷ୍ଟିହୀନ କ୍ରିକେଟ: ଓଡ଼ିଶା- କର୍ନାଟକ ସେମିଫାଇନାଲ ଆଜି

ଭୁବନେଶ୍ୱର,୧୫।୨: ବେଙ୍ଗାଲୁରୁରେ ଚାଲିଥିବା ନାଗେଶ ଟ୍ରଫି ଜାତୀୟ ଦୃଷ୍ଟିହୀନ ଟି୨୦ କ୍ରିକେଟ ଟୁର୍ନାମେଣ୍ଟର କ୍ୱାର୍ଟର ଫାଇନାଲ ମ୍ୟାଚରେ ବିଜୟୀ ହେବା ସହ ଓଡ଼ିଶା ସେମିଫାଇନାଲରେ ପ୍ରବେଶ କରିଛି। ରବିବାର ସଚିନ ତେନ୍ଦୁଲକର ଷ୍ଟାଡିୟମରେ ଅନୁଷ୍ଠିତ ତୃତୀୟ କ୍ୱାର୍ଟର ଫାଇନାଲରେ ଓଡ଼ିଶା ୮୯…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?