ଖେଳ

ଇଣ୍ଡିଆନ ସୁପର ଲିଗ୍:‌ ନର୍ଥଇଷ୍ଟଠାରୁ ହାରିଲା ଓଡ଼ିଶା, ଶୀର୍ଷରେ ଏଟିକେ ମୋହନ ବାଗାନ

ଭାସ୍କୋ,୧୫।୨: ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ରେ ରବିବାର ଖେଳାଯାଇଥିବା ମ୍ୟାଚ୍‌ରେ ନର୍ଥଇଷ୍ଟ ୟୁନାଇଟେଡ ଏଫ୍‌ସିଠାରୁ ୩-୧ ଗୋଲରେ ଓଡ଼ିଶା ପରାସ୍ତ ହୋଇଛି। ସ୍ଥାନୀୟ ତିଳକ ମଇଦାନରେ ଅନୁଷ୍ଠିତ ଏହି ମ୍ୟାଚ୍‌ରେ ନର୍ଥଇଷ୍ଟ ପ୍ରଭାବ ବିସ୍ତାର କରି ଖେଳିଥିଲା। ବିଜୟୀ ଦଳ ତରଫରୁ…

ଅଙ୍କିତାଙ୍କ ପ୍ରଥମ ବିଜୟ

ମେଲବୋର୍ନ, ୧୫ା୨ (ପି.ଟି.)-ଭାରତୀୟ ଟେନିସ ଖେଳାଳି ଅଙ୍କିତା ରାଇନା ଏକ ଡବ୍ଲ୍ୟୁଟିଏ ଟୁର୍‌ର ସିଙ୍ଗଲ୍ସ ମୁଖ୍ୟ ଡ୍ର’ରେ ତାଙ୍କର ପ୍ରଥମ ବିଜୟ ହାସଲ କରିଛନ୍ତି। ଏଠାରେ ଚାଲିଥିବା ଫିଲିପ୍‌ ଆଇଲାଣ୍ଡ ଟ୍ରଫିର ପ୍ରଥମ ରାଉଣ୍ଡରେ ସେ ଏଲିସାବେଟା କୋକୋସିରେଟୋଙ୍କୁ ହରାଇ ଦେଇଛନ୍ତି।…

ଅଷ୍ଟ୍ରେଲିଆନ ଓପନ୍‌ ଟେନିସ୍‌: କ୍ୱାର୍ଟରରେ ସେରେନା, ହାଲେପ, ଓସାକା

ମେଲବୋର୍ନ,୧୫।୨: ଚଳିତ ଅଷ୍ଟ୍ରେଲିଆନ୍‌ ଓପନ୍‌ ଟେନିସ ଟୁର୍ନାମେଣ୍ଟ ରବିବାର ସପ୍ତମ ଦିବସରେ ପ୍ରବେଶ କରିଛି। ବର୍ଷର ଏହି ପ୍ରଥମ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟର ମହିଳା ସିଙ୍ଗଲ୍ସ ଇଭେଣ୍ଟରେ ଦଶମ ସିଡ୍‌ ଅମେରିକାର ଅଭିଜ୍ଞ ଖେଳାଳି ସେରେନା ଓ୍ବିଲିୟମ୍ସ, ଦ୍ୱିତୀୟ ସିଡ୍‌ ରୋମାନିଆର ସିମୋନା…

ଓ୍ବେଷ୍ଟଇଣ୍ଡିଜର କ୍ଲିନ୍‌ ସୁଇପ୍‌

ଢାକା, ୧୫ା୨ (ଏପି)- ବାଂଲାଦେଶ ବିପକ୍ଷ ଦ୍ୱିତୀୟ ତଥା ଅନ୍ତିମ କ୍ରିକେଟ ମ୍ୟାଚ୍‌କୁ ଓ୍ବେଷ୍ଟଇଣ୍ଡିଜ ୧୭ ରନରେ ଜିତି ନେଇଛି। ଏଥିସହିତ ଭ୍ରମଣକାରୀ ଦଳ ୨-୦ରେ କ୍ଲିନ ସୁଇପ୍‌ ସିରିଜ ବିଜୟ ହାସଲ କରିଛି। ପ୍ରଥମ ଟେଷ୍ଟରେ ଓ୍ବେଷ୍ଟଇଣ୍ଡିଜ ୩୯୫ରନର ବିଶାଳ…

ଚମକିଲେ ଜୁନିୟର ତେନ୍ଦୁଲକର, ଗୋଟିଏ ଓଭରରେ ମାରିଲେ ୫ ଛକା

ମୁମ୍ବାଇ,୧୫।୨: ମୁମ୍ବାଇ କ୍ରିକେଟ ଆସୋସିଏଶନ(ଏମ୍‌ସିଏ) ଆନୁକୂଲ୍ୟରେ ଚାଲିଥିବା ୭୩ତମ ପୋଲିସ ଆମନ୍ତ୍ରଣୀୟ ଶିଲ୍ଡ କ୍ରିକେଟ ଟୁର୍ନାମେଣ୍ଟରେ ରବିବାର ଖେଳାଯାଇଥିବା ଦ୍ୱିତୀୟ ରାଉଣ୍ଡ ଗ୍ରୁପ୍‌ ଏ’ ମ୍ୟାଚ୍‌ରେ କ୍ରିକେଟ ଆଇକନ ସଚିନ ତେନ୍ଦୁଲକରଙ୍କ ପୁଅ ଅର୍ଜୁନ ଉଭୟ ବ୍ୟାଟ ଓ ବଲ୍‌ରେ ଦମ୍‌ଦାର…

ଟି୨୦: ପାକିସ୍ତାନ ସିରିଜ ବିଜୟୀ

ଲାହୋର, ୧୫ା୨- ସ୍ଥାନୀୟ ଗଦାଫି ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ତୃତୀୟ ତଥା ନିର୍ଣ୍ଣାୟକ ଅନ୍ତର୍ଜାତୀୟ ଟି୨୦ ମ୍ୟାଚରେ ପାକିସ୍ତାନ ୮ଟି ବଲ୍‌ ଥାଇ ୪ ଉଇକେଟରେ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛି। ଏଥିସହିତ ଦଳ ୩ ମ୍ୟାଚ ବିଶିଷ୍ଟ ସିରିଜକୁ ୨-୧ରେ…

ସାହାଣୀ କପ୍‌ ଫୁଟ୍‌ବଲ ଚାମ୍ପିୟନଶିପ୍‌: କଟକକୁ ହରାଇ ସୁନ୍ଦରଗଡ଼ ଚାମ୍ପିୟନ

ସୁନ୍ଦରଗଡ଼, ୧୪।୨: ଫୁଟ୍‌ବଲ ଆସୋସିଏଶନ ଅଫ୍‌ ଓଡ଼ିଶା (ଫାଓ) ପକ୍ଷରୁ ଆୟୋଜିତ ୬୧ତମ ସାହାଣୀ କପ୍‌ ଫୁଟବଲ ଚାମ୍ପିୟନଶିପ୍‌ରେ ରବିବାର ଫାଇନାଲ ଖେଳରେ ସୁନ୍ଦରଗଡ ଦଳ କଟକକୁ ହରାଇ ଚାମ୍ପିୟନ ହୋଇଛି। ଗତବର୍ଷ ବରଗଡଠାରେ ଅନୁଷ୍ଠିତ ସାହାଣୀ କପ୍‌ ଫୁଟବଲ ଚାମ୍ପିୟନଶିପ୍‌ରେ…

ଚେନ୍ନାଇ ପିଚ୍‌କୁ ନେଇ ଦୁଇ ପ୍ରାକ୍ତନ ଖେଳାଳି ମୁହାଁମୁହିଁ

ନୂଆଦିଲ୍ଲୀ, ୧୪।୨ : ଚେନ୍ନାଇଠାରେ ଚାଲିଥିବା ଦ୍ୱିତୀୟ ଟେଷ୍ଟର ପ୍ରଥମ ଦିନରୁ ହିଁ ସ୍ପିନରଙ୍କୁ ସହାୟତା ମିଳୁଛି। ୫ ଦିନିଆ ଟେଷ୍ଟର ଦ୍ୱିତୀୟ ଦିନ ସୁଦ୍ଧା ୨୧ଟି ଉଇକେଟ ପତନ ଘଟିଥିବାବେଳେ ସେଥିମଧ୍ୟରୁ ସ୍ପିନରଙ୍କ ହାତରେ ଲାଗିଛି ୧୬ଟି ଉଇକେଟ। ଏଥି…

ଅଶ୍ୱିନଙ୍କ ନାମରେ ବିଶ୍ୱ ରେକର୍ଡ

ଚେନ୍ନାଇ, ୧୪।୨ : ଭାରତୀୟ ଦଳର ବରିଷ୍ଠ ସ୍ପନିର ରବିଚନ୍ଦ୍ରନ ଅଶ୍ୱିନ ରବିବାର ଏକ ବିଶ୍ୱ ରେକର୍ଡର ଅଧିକାରୀ ହୋଇଛନ୍ତି। କ୍ରିକେଟ ଇତିହାସର ପ୍ରଥମ ବୋଲର ଭାବେ ଟେଷ୍ଟ ଫର୍ମାଟରେ ୨୦୦ ବାମହାତୀ ବ୍ୟାଟ୍ସମ୍ୟାନଙ୍କ ଉଇକେଟ ହାତେଇଛନ୍ତି ଅଶ୍ୱିନ। ଇଂଲଣ୍ଡ ବିପକ୍ଷରେ…

ଭାରତ କବ୍‌ଜାରେ ଦ୍ୱିତୀୟ ଟେଷ୍ଟ

ଚେନ୍ନାଇ, ୧୪।୨: ସ୍ଥାନୀୟ ଚେପକ ଷ୍ଟାଡିୟମରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ ୨ୟ ଦିନ ସୁଦ୍ଧା ଭାରତ କବ୍‌ଜାରେ ରହିଛି। ଅସମାପ୍ତ ପ୍ରଥମ ଇନିଂସ ସ୍କୋର (୩୦୦/୬)ରୁ ବ୍ୟାଟିଂ ଆରମ୍ଭ କରିଥିବା ଘରୋଇ ଦଳ ୩୨୯ ରନ୍‌ରେ ସୀମିତ ରହିଥିଲା। ଏହାପରେ ରବିଚନ୍ଦ୍ରନ…

ମାତ୍ର ୧ ଟଙ୍କା ଦେଇ ପେଟ ପୂରା ଖାଇଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୧୪।୨: ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ କ୍ରିକେଟର୍‌ ତଥା ଭାଜପା ଏମ୍‌ପି ଗୌତମ ଗମ୍ଭୀର ନିଜ ନିର୍ବାଚନ ମଣ୍ଡଳୀରେ ଅନେକ ସାମାଜିକ କଲ୍ୟାଣ କାର୍ଯ୍ୟ କରୁଛନ୍ତି। ନିକଟରେ ସେ ନିଜ ସଂସଦୀୟ କ୍ଷେତ୍ରରେ ଦ୍ୱିତୀୟ ଜନ ରସୋଇ କ୍ୟାଣ୍ଟିନ୍‌ ଆରମ୍ଭ କରିଛନ୍ତି।…

ନିଆରା ରେକର୍ଡ ହାସଲ କଲା ଭାରତୀୟ ଦଳ

ଚେନ୍ନାଇ,୧୪।୨: ଭାରତ ଏବଂ ଇଲଂଣ୍ଡ ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟେଷ୍ଟର ପ୍ରଥମ ଇନିଂସରେ ଟିମ ଇଣ୍ଡିଆ ୩୨୯ ରନ ସଂଗ୍ରହ କରିଥିଲା। ଏହି ମ୍ୟାଚ୍‌ ଟିମ ଇଣ୍ଡିଆ ଏକ ନିଆରା ରେକର୍ଡ ନେଇଛି। ଅତିରିକ୍ତ ରନ ବିନା ଟେଷ୍ଟର ଇନିଂସରେ ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?