ଖେଳ

ଏହି ପ୍ରସିଦ୍ଧ କ୍ରିକେଟର୍‌ଙ୍କୁ ପଛରେ ପକାଇଲେ ଆର୍‌. ଅଶ୍ୱିନ୍‌

ଚେନ୍ନାଇ,୧୪।୨: ଭାରତ ଏବଂ ଇଂଲଣ୍ଠ ମଧ୍ୟ ଦ୍ୱିତୀୟ ଟେଷ୍ଟ ଚେନ୍ନାଇରେ ଖେଳାଯାଉଛି। ପ୍ରଥମ ଇନିଂସରେ ଭାରତର ୩୨୯ ରନ୍‌ ଜବାବରେ ଇଂଲଣ୍ଡ ପ୍ରଥମ ଇନିଂସରେ ୧୩୪ ରନ ସଂଗ୍ରହ କରିଥିଲା। ଏହି ପରିପ୍ରେକ୍ଷୀରେ ଭାରତ ପ୍ରଥମ ଇନିଂସରେ ୧୯୫ରନର ଆଗୁଆ ରହିଛି।…

ହ୍ବିସିଲ୍‌ ମାରି ଦର୍ଶକଙ୍କୁ ଏମିତି ଡିମାଣ୍ଡ କଲେ କୋହଲି

ଚେନ୍ନାଇ,୧୪।୨: ଚେନ୍ନାଇର ଚେପାକ ଗ୍ରାଉଣ୍ଡରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଚାଲିଥିବା ଚାରି ଟେଷ୍ଟ ସିରିଜର ଦ୍ୱିତୀୟ ମ୍ୟାଚ ଖେଳାଯାଉଛି। ଦ୍ୱିତୀୟ ଟେଷ୍ଟର ଦ୍ୱିତୀୟ ଦିନରେ ଭାରତୀୟ ସ୍ପିନରଙ୍କ ଆଧାରରେ ଟିମ ଇଣ୍ଡିଆ ଇଂଲଣ୍ଡ ଉପରେ କଡା ଜବାବ ଦେଇଛି। ରବିବାରର…

ମ୍ୟାନେଜର୍‌ଙ୍କୁ କରିଛନ୍ତି ଜୀବନସାଥୀ: ବେଶ୍‌ ରୋମାଣ୍ଟିକ୍‌ ହିଟ୍‌ମ୍ୟାନ୍‌ଙ୍କ ଲଭ୍‌ଷ୍ଟୋରୀ

ଇଂଲଣ୍ଡ ବିପକ୍ଷ ଟେଷ୍ଟରେ ଶତକୀୟ ପାଳି ଖେଳି ପ୍ରଶଂସକଙ୍କ ହୃଦୟ ଜିତିଥିବା ରୋହିତଙ୍କ ଜୀବନସାଥୀ ହେଲେ ରିତିକା ସଜଦେହ। ଉଭୟଙ୍କ ଲଭ୍‌ଷ୍ଟୋରୀ ବେଶ୍‌ ରୋମାଣ୍ଟିକ୍‌। ପ୍ରଥମେ ରୋହିତଙ୍କ ମ୍ୟାନେଜର ଥିଲେ ସେ। ଛଅ ବର୍ଷରୁ ଅଧିକ ସମୟ ଧରି ରୋହିତଙ୍କୁ ଜାଣିଥିଲେ…

ଅଶ୍ୱିନ୍‌ଙ୍କ ଜବରଦସ୍ତ ବୋଲିଂ, ଇଂଲଣ୍ଡ ଟିମ୍‌ ଘାଇଲା

ଚେନ୍ନାଇ,୧୪।୨: ଭାରତ-ଇଂଲଣ୍ଡ ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟର ଦ୍ୱିତୀୟ ଦିନର ଖେଳ ଜାରି ରହିଛି। ଟସ୍‌ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିବା ଭାରତୀୟ ଦଳ ପ୍ରଥମ ଇନିଂସରେ ୩୨୯ରନ୍‌ କରି ଅଲଆଉଟ୍‌ ହୋଇଛି। ଏହାପରେ ଇଂଲଣ୍ଡ ଦଳ ପ୍ରଥମ ପାଳିରେ…

ତୃତୀୟ ଅମ୍ପାୟରଙ୍କ ତ୍ରୁଟି: ପୁନଃ ଲାଗୁ ହେଲା ଇଂଲଣ୍ଡର ଡିଆରଏସ୍‌

ଚେନ୍ନାଇ,୧୪।୨(ପି.ଟି.): ଏଠାରେ ଚାଲିଥିବା ଦ୍ୱିତୀୟ ଟେଷ୍ଟର ପ୍ରଥମ ଦିବସରେ ଏକ ନିଆରା ଘଟଣା ଦେଖିବାକୁ ମିଳିଥିଲା। ତୃତୀୟ ଅମ୍ପାୟର ଅନିଲ ଚୌଧୁରୀଙ୍କ ଏକ ତ୍ରୁଟି ଯୋଗୁ ବିବାଦ ସୃଷ୍ଟି ହେବା ପରେ ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ (ଆଇସିସି) ନିୟମ ଅନୁସାରେ ଭ୍ରମଣକାରୀ…

ଦ୍ୱିତୀୟ ଟି୨୦ରେ ଦକ୍ଷିଣ ଆଫ୍ରିକା ବିଜୟୀ

ଲାହୋର ୧୪ା୨: ସ୍ଥାନୀୟ ଗଦାଫି ଷ୍ଟାଡିୟମରେ ପାକିସ୍ତାନ ବିପକ୍ଷ ଦ୍ୱିତୀୟ ଅନ୍ତର୍ଜାତୀୟ ଟି୨୦ରେ ଦକ୍ଷିଣ ଆଫ୍ରିକା ୬ଉଇକେଟରେ ବିଜୟ ହାସଲ କରିଛି। ଏଥିସହିତ ଦଳ ୩ ମ୍ୟାଚ ବିଶିଷ୍ଟ ସିରିଜକୁ ୧-୧ ସ୍ତରକୁ ନେଇ ଆସିଛି। ଗୁରୁବାର ଅନୁଷ୍ଠିତ ପ୍ରଥମ ଟି୨୦ରେ…

ଅଷ୍ଟ୍ରେଲିଆନ ଓପନ୍:‌ ପ୍ରି- କ୍ୱାର୍ଟରରେ ନାଡାଲ, ମେଡ୍‌ଭେଡେଭ, ରୁବ୍ଲେଭ

ମେଲବୋର୍ନ, ୧୪।୨: ବର୍ଷର ପ୍ରଥମ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଶନିବାର ଷଷ୍ଠ ଦିବସରେ ପହଞ୍ଚିଛି। ପୁରୁଷ ଓ ମହିଳା ସିଙ୍ଗଲ୍ସରେ ସିଡେଡ୍‌ ଖେଳାଳିମାନେ ଚତୁର୍ଥ ରାଉଣ୍ଡ ଅର୍ଥାତ୍‌ ପ୍ରି -କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ପୁରୁଷ ସିଙ୍ଗଲ୍ସରେ ଦ୍ୱିତୀୟ ସିଡ୍‌ ସ୍ପେନର ରାଫାଲ…

ନର୍ଥଇଷ୍ଟକୁ ଭେଟିବ ଓଡ଼ିଶା ଏଫ୍‌ସି

ଭୁବନେଶ୍ୱର, ୧୪।୨(କ୍ରୀଡ଼ା ପ୍ରତିନିଧି)- ଗୋଆରେ ଚାଲିଥିବା ଇଣ୍ଡିଆନ ସୁପରଲିଗ୍‌ରେ ରବିବାର ଓଡ଼ିଶା ଏଫ୍‌ସି ଭାସ୍କୋର ତିଲକ ମୈଦାନରେ ନର୍ଥଇଷ୍ଟ ୟୁନାଇଟେଡକୁ ଭେଟିବ। ଭୁବନେଶ୍ୱରଭିତ୍ତିକ ଓଡ଼ିଶା ଦଳ ପୂର୍ବ ମ୍ୟାଚରେ ସଫଳ ପ୍ରତ୍ୟାବର୍ତ୍ତନ କରି କେରଳ ବ୍ଲାଷ୍ଟର୍ସ ବିପକ୍ଷ ମ୍ୟାଚକୁ ଡ୍ର ରଖିଥିବାରୁ…

ଇଣ୍ଡିଆନ ସୁପର ଲିଗ୍‌: ଚେନ୍ନାଇନ୍‌-ଗୋଆ ମ୍ୟାଚ୍‌ ଡ୍ର

ବାମ୍ବୋଲିମ,୧୪।୨: ହାଇପ୍ରୋଫାଇଲ ଇଣ୍ଡିଆନ ସୁପର ଲିଗ (ଆଇପିଏଲ)ର ଶନିବାର ମ୍ୟାଚ୍‌ରେ ଚେନ୍ନାଇନ୍‌ ଏଫ୍‌ସି ଓ ଏଫ୍‌ସି ଗୋଆ ପରସ୍ପରକୁ ଭେଟିଥିଲେ। ସ୍ଥାନୟ ଜିଏମ୍‌ସି ଷ୍ଟାଡିୟମରେ ଅନୁଷ୍ଠିତ ଏହି ସଂଘର୍ଷପୂର୍ଣ୍ଣ ମ୍ୟାଚ୍‌ ୨-୨ ଗୋଲରେ ଅମୀମାଂସିତ ଭାବେ ଶେଷ ହୋଇଛି। ଖେଳର ୧୩ତମ…

ଅଷ୍ଟ୍ରେଲିଆନ୍‌ ଓପନ୍‌: ଭାରତୀୟ ଅଭିଯାନ ଶେଷ

ମେଲବୋନା,୧୪।୨(ପି.ଟି.): ଚଳିତ ଅଷ୍ଟ୍ରେଲିଆନ ଓପନ ଟେନିସ ଟୁର୍ନାମେଣ୍ଟରେ ଅଭିଜ୍ଞ ଭାରତୀୟ ଖେଳାଳି ରୋହନ ବୋପାନ୍ନା ମିକ୍ସଡ ଡବଲ୍ସ ଟୁର୍ନାମେଣ୍ଟରୁ ବାଦ୍‌ ପଡିଛନ୍ତି। ପ୍ରଥମ ରାଉଣ୍ଡରେ ବୋପାନ୍ନା ଓ ତାଙ୍କ ଚାଇନିଜ ପାର୍ଟନର ୟିଙ୍ଗ୍‌ୟିଙ୍ଗ୍‌ ଡୁଆନ ୪-୬, ୪-୬ ସେଟ୍‌ରେ ଆମେରିକୀୟ ଯୋଡି…

ରାଗରେ ଓ୍ବାସିମ୍‌ ଆକ୍ରମଙ୍କୁ ମାରିବା ଲାଗି ବ୍ୟାଟ୍‌ ଧରି ଛିଡ଼ା ହୋଇଥିଲେ ଏହି କ୍ରିକେଟର; ଗୋଡ଼ ଧରି ଭୁଲ ମାଗିବା ପରେ…

ନୂଆଦିଲ୍ଲୀ,୧୩।୨: କ୍ରିକେଟ ଏକ ରୋମାଞ୍ଚକର ଖେଳ। ଏଥିରେ ଜଣେ ବ୍ୟାଟ୍ସମ୍ୟାନ୍‌ ବୋଲର୍‌ଙ୍କୁ ଜବାବ ଦେବାକୁ ସମସ୍ତ ପ୍ରୟାସ କରୁଥିବା ବେଳେ ବୋଲର୍‌ ମଧ୍ୟ ବ୍ୟାଟ୍ସମ୍ୟାନ୍‌ଙ୍କୁ ଆଉଟ୍‌ କରିବା ଲାଗି ସମସ୍ତ ଶୈଳୀ ଆପଣାଇଥାନ୍ତି। ଚାପ ବଢ଼ାଇବା ଲାଗି ବୋଲର୍‌ ବ୍ୟାଟ୍ସମ୍ୟାନ୍‌ଙ୍କୁ କଟୁ…

ଲଜ୍ଜାଜନକ ରେକର୍ଡ କଲେ କୋହଲି, ଧୋନୀଙ୍କୁ ବି ବଳିଗଲେ

ଚେନ୍ନାଇ,୧୩।୨: ଭାରତ ଓ ଭ୍ରମଣକାରୀ ଇଂଲଣ୍ଡ ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ଶନିବାରଠାରୁ ଏମ୍‌.ଏ. ଚିଦାମ୍ବରମ୍‌ ଷ୍ଟାଡିୟମରେ ଖେଳାଯାଉଛି। ଚାରି ମ୍ୟାଚ୍‌ ବିଶିଷ୍ଟ ଏହି ସିରିଜ୍‌ରେ ୦-୧ରେ ପଛୁଆ ଥିବା ଭାରତୀୟ ଦଳ ପ୍ରଥମେ ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?