ରୁଟ୍ଙ୍କୁ ନେଇ ନାସିର୍ ହୁସେନଙ୍କ ଭବିଷ୍ୟବାଣୀ: କହିଲେ ସେ ଭାଙ୍ଗିଦେବେ…
ଲଣ୍ଡନ,୧୦।୨: ସାଧାରଣତଃ ବ୍ୟାଟ୍ସମ୍ୟାନ୍ମାନେ ସ୍ପିନ୍କୁ ଖେଳିବାକୁ ଅସହଜ ମନେ କରିଥାନ୍ତି। ହେଲେ ଇଂଲଣ୍ଡ ଅଧିନାୟକ ଜୋ ରୁଟ୍ ସ୍ପିନ୍ ବଲ୍କୁ ସାମ୍ନା କରୁଥିବା ଦେଶର ସର୍ବକାଳୀନ ସର୍ବଶ୍ରେଷ୍ଠ ଖେଳାଳି। ତାଙ୍କ ପାଖରେ ଦେଶର ସମସ୍ତ ଟେଷ୍ଟ ବ୍ୟାଟ୍ସମ୍ୟାନ୍ଙ୍କ ରେକର୍ଡ ଭାଙ୍ଗିବାର କ୍ଷମତା…
ରାହାନେଙ୍କୁ କଟାକ୍ଷ କଲେ ମାଞ୍ଜରେକର୍: କୋହଲି କହିଲେ ଏଭଳି…
ଚେନ୍ନାଇ,୧୦।୨: ଇଂଲଣ୍ଡ ବିପକ୍ଷ ଚାରି ଟେଷ୍ଟ ମ୍ୟାଚ୍ ସିରିଜ୍ର ପ୍ରଥମ ଟେଷ୍ଟରେ ଲଜ୍ଜାଜନକ ଭାବେ ୨୨୭ ରନ୍ରେ ଭାରତ ପରାସ୍ତ ହୋଇଛି। ଏହି ବିଜୟ ସହ ଇଂଲଣ୍ଡ ୪ ମ୍ୟାଚ୍ ବିଶିଷ୍ଟ ଏହି ସିରିଜରେ ୧-୦ ଅଗ୍ରଣୀ ହାସଲ କରିଛି। ଅଷ୍ଟ୍ରେଲିଆ…
ପେଟ ପୋଷିବା ପାଇଁ ବାର୍ରେ କାମ କରୁଥିଲେ ଏହି ପ୍ରସିଦ୍ଧ କ୍ରିକେଟର୍ଙ୍କ ସ୍ତ୍ରୀ
ଚେନ୍ନାଇ,୧୦।୨: ଚେନ୍ନାଇ ଟେଷ୍ଟରେ ଭାରତକୁ ପରାସ୍ତ କରିଛି ଇଂଲଣ୍ଡ। ଏହି ମ୍ୟାଚ୍ରେ ଇଂଲଣ୍ଡ ପାଇଁ ହିରୋ ଥିଲେ ଅଧିନାୟକ ଜୋ ରୁଟ୍। ଭାରତ ବିପକ୍ଷରେ ୧୦୦ତମ ଟେଷ୍ଟରେ ଦ୍ୱିଶତକ ସ୍କୋର କରି ଦଳ ବିଜୟରେ ମୁଖ୍ୟ ଭୂମିକା ଗ୍ରହଣ କରିଥିଲେ। ରୁଟଙ୍କ…
ଅନେକ ଥର ପ୍ରେମରେ ପଡ଼ିଥିଲେ ଏହି ଖେଳାଳି; ୨ ଛାଡପତ୍ର, ପୁଅର ମୃତ୍ୟୁପରେ ଭାଙ୍ଗିପଡ଼ିଥିଲେ
ଭାରତର ମହାନ ଅଧିନାୟକ ମହମ୍ମଦ ଆଜ୍ଝାରୁଦ୍ଦିନଙ୍କ କ୍ରିକେଟ କ୍ୟାରିୟର ବହୁତ ଭଲ ରହିଥିବା ବେଳେ ପ୍ରେମ ଜୀବନ ବିବାଦୀୟ ଥିଲା। ବଲିଉଡ୍ ଅଭିନେତ୍ରୀ ସଙ୍ଗୀତା ବିଜ୍ଲାନୀଙ୍କ ପାଇଁ ସେ ନିଜର ୯ ବର୍ଷର ବୈବାହିକ ଜୀବନକୁ ଭାଙ୍ଗିଦେଇଥିଲେ। ମାତ୍ର ତାଙ୍କର ଦ୍ୱିତୀୟ…
ଆଉ ଗୋଟିଏ ପରାଜୟ ହେଲେ ବିଦା ହେବ ଭାରତ
ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଚାଲିଥିବା ଚାରିଟି ଟେଷ୍ଟ ମ୍ୟାଚ ସିରିଜ୍ ଏବେ ଚାଲିଛି। କିନ୍ତୁ ବିଶ୍ୱ ଟେଷ୍ଟ ଚାମ୍ପିଅନଶିପର ଫାଇନାଲ ମଧ୍ୟ ଏହି ସିରିଜରୁ ସ୍ଥିର ହେବ। ନ୍ୟୁଜିଲାଣ୍ଡ ଟାଇଟଲ ମୁକାବିଲାକୁ ନିଶ୍ଚିତ କରିସାରିଛି। ଏବେ ଭାରତ-ଇଂଲଣ୍ଡ ସିରିଜରୁ ଜଣାପଡିବ…
ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ ଫାଇନାଲ: ଚତୁର୍ଥ ସ୍ଥାନକୁ ଖସିଲା ଭାରତ: ଇଂଲଣ୍ଡ ଆଶା ଉଜ୍ଜୀବିତ
ଦୁବାଇ, ୧୦ା୨ (ପି.ଟି.)-ଚେନ୍ନାଇରେ ଅନୁଷ୍ଠିତ ଇଂଲଣ୍ଡ ବିପକ୍ଷ ପ୍ରଥମ କ୍ରିକେଟ ଟେଷ୍ଟରେ ୨୨୭ ରନରେ ପରାଜୟ ଦ୍ୱାରା ଭାରତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ ର଼୍ୟାଙ୍କିଙ୍ଗ ତାଲିକାରେ ଚତୁର୍ଥ ସ୍ଥାନକୁ ଖସି ଆସିଛି। ଅନ୍ୟପକ୍ଷରେ ଭ୍ରମଣକାରୀ ଦଳର ଉଦ୍ଘାଟନୀ ଇଭେଣ୍ଟର ଫାଇନାଲରେ ପ୍ରବେଶ…
ରମେଶ ପାଓ୍ବାର ମୁମ୍ବାଇ କୋଚ୍ ନିଯୁକ୍ତ
ମୁମ୍ବାଇ, ୧୦ା୨ (ପି.ଟି.)-ଫେବୃୟାରୀ ୨୦ରୁ ଆରମ୍ଭ ହେବାକୁ ଥିବା ବିଜୟ ହଜାରେ ଟ୍ରଫି ପାଇଁ ଭାରତର ପୂର୍ବତନ ଅଫ୍ ସ୍ପିନର ରମେଶ ପାଓ୍ବାରଙ୍କୁ ମୁମ୍ବାଇ କ୍ରିକେଟ ଦଳର କୋଚ ଭାବେ ନିଯୁକ୍ତି ଦିଆଯାଇଛି। ମୁମ୍ବାଇ କ୍ରିକେଟ ଆସୋସିଏଶନ (ଏମ୍ସିଏ) ସମ୍ପାଦକ ସଞ୍ଜୟ…
ଏଟିକେ ମୋହନବାଗାନ ବିଜୟୀ
ମାର୍ଗାଓ, ୧୦ା୨: ସ୍ଥାନୀୟ ଫାତୋର୍ଡା ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଇଣ୍ଡିଆ ସୁପର ଲିଗ୍ (ଆଇଏସ୍ଏଲ) ଫୁଟ୍ବଲ ଟୁର୍ନାମେଣ୍ଟର ଏକ ମ୍ୟାଚରେ ଏଟିକେ ମୋହନବାଗାନ ୨-୦ ଗୋଲରେ ବେଙ୍ଗାଲୁରୁ ଏଫ୍ସିକୁ ପରାସ୍ତ କରିଛି। ଦଳ ପକ୍ଷରୁ ରୟ କ୍ରିଷ୍ଣା ୩୭ତମ ମିନିଟରେ ଏକ…
ଜାତୀୟ ନଗେଶ ଟ୍ରଫି ଦୃଷ୍ଟିହୀନ କ୍ରିକେଟ: ଓଡ଼ିଶାର କ୍ରମାଗତ ଦ୍ୱିତୀୟ ବିଜୟ
ଭୁବନେଶ୍ୱର, ୧୦।୨(କ୍ରୀଡ଼ା ପ୍ରତିନିଧି)-ବେଙ୍ଗାଲୁରୁଠାରେ ଚାଲିଥିବା ୩ୟ ନଗେଶ ଟ୍ରଫି ଜାତୀୟ ଦୃଷ୍ଟିହୀନ କ୍ରିକେଟ ଟୁର୍ନାମେଣ୍ଟରେ ଓଡ଼ିଶା କ୍ରମାଗତ ଦ୍ୱିତୀୟ ବିଜୟ ହାସଲ କରିଛି। ମଙ୍ଗଳବାର ଅନୁଷ୍ଠିତ ମ୍ୟାଚରେ ଦଳ ୧୨୨ ରନ୍ରେ ପଶ୍ଚିମବଙ୍ଗକୁ ପରାସ୍ତ କରିଛି। ଟସ୍ ଜିତି ପ୍ରଥମେ ବ୍ୟାଟିଂ…
‘ଦ୍ୱିତୀୟ ଟେଷ୍ଟରେ ପରାସ୍ତ ହେଲେ ବଡ଼ ନିଷ୍ପତ୍ତି ନେଇପାରନ୍ତି କୋହଲି’
ଚେନ୍ନାଇ, ୧୦ା୨- ଇଂଲଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟରେ ବୃହତ୍ ପରାଜୟ ବରଣ କରିଛି ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ। ଅଷ୍ଟ୍ରେଲିଆ ବିପକ୍ଷ ପ୍ରଥମ ଟେଷ୍ଟରେ ଟିମ୍ ଇଣ୍ଡିଆର ଅବସ୍ଥା କ’ଣ ହୋଇଥିଲା, ତାହା ସଭିଙ୍କୁ ଜଣା। ସେତେବେଳେ ଭାରତୀୟ ଦଳର…
ଭାରତକୁ ଶୋଚନୀୟ ଭାବେ ପରାସ୍ତ କରିବା ପରେ ଇଂଲଣ୍ଡ ଅଧିନାୟକ କହିଲେ ଏଭଳି
ନୂଆଦିଲ୍ଲୀ,୯।୨: ଲଗାତାର ତିନୋଟି ଟେଷ୍ଟ ଜିତିବାର ସଫଳତା ହାସଲ କରିଛି ଇଂଲଣ୍ଡ ଟିମ୍। ପ୍ରଥମେ ଶ୍ରୀଲଙ୍କାକୁ ଦୁଇଟି ଟେଷ୍ଟରେ ପରାଜିତ କରିବା ପରେ ଭାରତ ବିପକ୍ଷରେ ଖେଳୁଥିବା ପ୍ରଥମ ଟେଷ୍ଟ ମ୍ୟାଚ୍ରେ ୨୨୭ରନ୍ର ବିଶାଳ ବିଜୟ ହାସଲ କରିଛି ଇଂଲଣ୍ଡ ଦଳ।…
ଅମ୍ପାୟର ଟଏଲେଟ୍କୁ ନ ଛାଡ଼ିବାରୁ ପ୍ୟାଣ୍ଟରେ ପରିସ୍ରା ଧମକ ଦେଲେ ଖେଳାଳି
ମେଲବୋର୍ନ, ୯ା୨- ଆରମ୍ଭରୁ ହିଁ ବିବାଦ ଘେରରେ ଥିବା ଟେନିସ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଅଷ୍ଟ୍ରେଲିଆନ ଓପନରେ ମଙ୍ଗଳବାର ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ଏକ ମ୍ୟାଚ୍ ବେଳେ ଟଏଲେଟ୍ ବ୍ରେକ ଲାଗି କାନାଡା ଖେଳାଳି ଡେନିସ ଶାପୋଭାଲୋଭଙ୍କ ବାରମ୍ବାର ଅନୁରୋଧ…

