ଖେଳ

ଚେନ୍ନାଇ ମ୍ୟାଚ୍‌ରେ ହୃଦୟ ଜିତିଲେ କୋହଲି: ଇଂଲଣ୍ଡ ଅଧିନାୟକ କହିଲେ ‘ଧନ୍ୟବାଦ’

ଚେନ୍ନାଇ,୬।୨: ଭାରତୀୟ ଅଧିନାୟକ ବିରାଟ କୋହଲି ମଇଦାନରେ ବେଶ ଆକ୍ରାମକ ଥାନ୍ତି। ହେଲେ ଶୁକ୍ରବାର ଇଂଲଣ୍ଡ ବିପକ୍ଷରେ ଚେନ୍ନାଇରେ ଖେଳାଯାଉଥିବା ସିରିଜ୍‌ର ପ୍ରଥମ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ତାଙ୍କର ଏକ ଅଲଗା ରୂପ ଦେଖିବାକୁ ମିଳିଛି। ସେ ଫର୍ମରେ ଥିବା…

ଅର୍ଜୁନ ତେନ୍ଦୁଲକରଙ୍କୁ କିଣିପାରନ୍ତି ଏହି ୩ ଟିମ୍‌, ଦେଖିବାକୁ ମିଳିପାରେ…

ନୂଆଦିଲ୍ଲୀ,୬।୨: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ୧୪ ସଂସ୍କରଣରେ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କ ପୁଅ ଅର୍ଜୁନ ଖେଳିବାକୁ ଯାଉଛନ୍ତି। ସେ ୨୦୨୧ ଆଇପିଏଲ୍‌ ପାଇଁ ନାମ ପଞ୍ଜୀକୃତ କରିଛନ୍ତି। ନିକଟରେ ତାଙ୍କୁ ସୈୟଦ ମୁସ୍ତାକ ଅଲ୍ଲୀ ଟ୍ରଫି ସମୟରେ ମୁମ୍ବାଇର ସିନିୟର ଟିମ୍‌ରେ…

୬ ବର୍ଷର ହେଲେ ଧୋନୀଙ୍କ ଅଲିଅଳି

ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ଝିଅ ଜିଭା ଧୋନୀ ଇତିମଧ୍ୟରେ ୬ ବର୍ଷର ହୋଇଛନ୍ତି। ଜିଭା ୬ ଫେବୃୟାରୀ ୨୦୧୫ରେ ଦିଲ୍ଲୀରେ ଜନ୍ମଗ୍ରହଣ କରିଥିଲା। ମାହିଙ୍କ ଝିଅ ନିଜର କ୍ୟୁଟ୍‌ନେସ୍‌ ଏବଂ ନିରୀହତା ଯୋଗୁ ଇଣ୍ଟରନେଟ୍‌…

ବିବାହ ପୂର୍ବରୁ ବାପା ହୋଇଥିଲେ ଏହି କ୍ରିକେଟର: ପ୍ରେମିକାଙ୍କ ସାମ୍ନାରେ ଆଣ୍ଠେଇ କରିଥିଲେ ପ୍ରେମ ନିବେଦନ

ଭାରତ ବିପକ୍ଷ ପ୍ରଥମ ଟେଷ୍ଟରେ ଚମତ୍କାର ଶତକ ହାସଲ କରିବା ଇଂଲଣ୍ଡ ଅଧିନାୟକ ଜୋ ରୁଟ୍‌ ଜଣେ ଭଲ ଖେଳାଳି ସାଙ୍ଗକୁ ପାରିବାରିକ ବ୍ୟକ୍ତି। ତାଙ୍କର ସ୍ତ୍ରୀ ଏବଂ ୨ ପିଲା ଅଛନ୍ତି। ଗତବର୍ଷ ଜୁଲାଇ ୮ରେ ତାଙ୍କର କନ୍ୟା ସନ୍ତାନ…

୧୯୯୯ ବିଶ୍ୱକପ୍‌ରେ ଭାରତ ହାରିବା ପରେ ଭୋ ଭୋ ହୋଇ କାନ୍ଦିଥିଲେ ଭୁବି, ଏବେ…

ନୂଆଦିଲ୍ଲୀ,୬।୨: ଆହତ ସମସ୍ୟା ଯୋଗୁ ଭାରତୀୟ ଟିମ୍‌ରୁ ବାହାରେ ଅଛନ୍ତି ଅନୁଭବୀ ଦ୍ରୁତ ବୋଲର ଭୁବନେଶ୍ୱର କୁମାର। ପଡ଼ିଆ ବାହାରେ ଥିବାରୁ ସେ କ୍ରିକେଟକୁ ବହୁତ ମନେ ପକାଉଛନ୍ତି। କାରଣ କ୍ରିକେଟକୁ ବହୁତ ଭଲପାଆନ୍ତି ଭୁବି। ୧୯୯୯ରେ ବିଶ୍ୱକପ୍‌ରେ ଭାରତ ନ୍ୟୁଜିଲାଣ୍ଡଠାରୁ…

ଆଇପିଏଲ ଅକ୍‌ଶନ: ଶ୍ରୀସନ୍ଥଙ୍କ ବେସ ପ୍ରାଇସ୍‌ ୭୫ ଲକ୍ଷ, ସର୍ବନିମ୍ନ ପାହ୍ୟାରେ ଅର୍ଜୁନ

ଚେନ୍ନାଇ, ୬ା୨- ଫେବୃୟାରୀ ୧୮ରେ ହେବାକୁ ଥିବା ବହୁ ପ୍ରତିକ୍ଷୀତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ନିଲାମ ପ୍ରକ୍ରିୟାରେ ୧୦୯୭ ଜଣ ଖେଳାଳିଙ୍କ ନାମ ପଞ୍ଜୀକୃତ କରାଯାଇଛି। ସେମାନଙ୍କ ମଧ୍ୟରେ ରହିଛନ୍ତି ସଚିନ ତେନ୍ଦୁଲକରଙ୍କ ପୁଅ ଅର୍ଜୁନ, ବାଂଲାଦେଶ ଅଲରାଉଣ୍ଡର ଶକିବ…

ସେମିଫାଇନାଲରୁ ଓହରିଲେ ସେରେନା

ମେଲବୋର୍ନ, ୬ା୨ (ଏପି)-ସେରେନା ଓ୍ବିଲିୟମ୍ସ ଅଷ୍ଟ୍ରେଲିଆନ ଓପନ ଟ୍ୟୁନ୍‌ ଅପ୍‌୍‌ ଟୁର୍ନାମେଣ୍ଟ ସେମିଫାଇନାଲରୁ ଓହରିଯାଇଛନ୍ତି। ଡାହାଣ କାନ୍ଧରେ ଯନ୍ତ୍ରଣା ଅନୁଭବ କରୁଥିବାରୁ ସେ ଏହି ନିଷ୍ପତ୍ତି ନେଇଥିବା କହିଛନ୍ତି। ସେରେନା ସେମିଫାଇନାଲରେ ଶୀର୍ଷ ର଼୍ୟାଙ୍କିଙ୍ଗପ୍ରାପ୍ତ ଆଶ ବାର୍ଟିଙ୍କ ସହ ମୁକାବିଲା କରିଥାନ୍ତେ।…

ଶ୍ରୀସନ୍ଥଙ୍କ ସମେତ ୧୦୯୭ ଖେଳାଳିଙ୍କ ନାମ ପଞ୍ଜୀକୃତ

ଚେନ୍ନାଇ, ୬ା୨ (ପି.ଟି.)-ଫେବୃୟାରୀ ୧୮ରେ ହେବାକୁ ଥିବା ବହୁ ପ୍ରତୀକ୍ଷିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ନିଲାମ ପାଇଁ ୧୦୯୭ ଜଣ ଖେଳାଳି ସେମାନଙ୍କ ନାମ ପଞ୍ଜୀକୃତ କରିଛନ୍ତି। ସେମାନଙ୍କ ମଧ୍ୟରେ ବାଂଲାଦେଶ ଅଲ୍‌ରାଉଣ୍ଡର ଶକିବ ଅଲ ହସନ ଏବଂ ଭାରତର…

ଆଇଏସ୍‌ଏଲ୍‌: ବେଙ୍ଗାଲୁରୁ, ଚେନ୍ନାଇନ ପଏଣ୍ଟ ଭାଗ କଲେ

ମାର୍ଗାଓ,୬।୨: ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ରେ ଶୁକ୍ରବାର ବେଙ୍ଗାଲୁରୁ ଏଫ୍‌ସି ଓ ଚେନ୍ନାଇନ୍‌ ଏଫ୍‌ ମଧ୍ୟରେ ଅନୁଷ୍ଠିତ ମ୍ୟାଚ୍‌ ଗୋଲ ଶୂନ୍ୟ ଭାବେ ଡ୍ର ରହିଛି। ଫଳରେ ଉଭୟ ଦଳ ପଏଣ୍ଟ ଭାଗ କରିଛନ୍ତି। କଡ଼ା ସଂଘର୍ଷପୂର୍ଣ୍ଣ ଏହି ମ୍ୟାଚ୍‌ରେ ଏକାଧିକ…

ଦ୍ୱିତୀୟ ଟେଷ୍ଟ:ଦକ୍ଷିଣ ଆଫ୍ରିକା ଟପ୍‌ ଅର୍ଡରର ବିପର୍ଯ୍ୟୟ

ରାଓ୍ବଲପିଣ୍ଡି,୬।୨(ଏପି): ପାକିସ୍ତାନ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକା ଟପ୍‌ ଅର୍ଡର ବ୍ୟାଟ୍ସମ୍ୟାନମାନେ ପୁଣି ଫେଲ ମାରିଛନ୍ତି। ଫଳରେ ଘରୋଇ ଦଳ ସୁବିଧାଜନକ ସ୍ଥିତିରେ ରହିଛି। ସ୍ଥାନୀୟ ରାଓ୍ବଲପିଣ୍ଡି କ୍ରିକେଟ ଷ୍ଟାଡିୟମରେ ଚାଲିଥିବା ଅନ୍ତିମ ମ୍ୟାଚ୍‌ରେ ଟସ୍‌ ଜିତି ପାକିସ୍ତାନ…

ଇଣ୍ଡିଆନ ସୁପର ଲିଗ୍‌: ବାଗାନ ବିପକ୍ଷରେ କର ବା ମର ସ୍ଥିତିରେ ଓଡ଼ିଶା

ବାମ୍ବୋଲିମ,୬।୨(ପି.ଟି.): ଚଳିତ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ରେ ଓଡ଼ିଶା ଏଫ୍‌ସି ଏବେ କର ବା ମର ସ୍ଥିତିର ସମ୍ମୁଖୀନ ହୋଇଛି। ହେଡ୍‌ କୋଚ୍‌ ଷ୍ଟୁଆର୍ଟ ବକ୍ସଟରଙ୍କୁ ବିବାଦୀୟ ଢଙ୍ଗରେ ବହିଷ୍କାର କରାଯିବା ପରେ ଇଡ଼ିଶା ପଏଣ୍ଟ ତାଲିକାର ସର୍ବନିମ୍ନ ସ୍ଥାନରେ ରହିଛି।…

ବାଂଲାଦେଶ ନିୟନ୍ତ୍ରଣରେ ପ୍ରଥମ ଟେଷ୍ଟ

ଚଟୋଗ୍ରାମ,୬।୨(ଏପି): ମେହିଦୀ ହାସନ ମିରାଜଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ବାଂଲାଦେଶ ଭ୍ରମଣକାରୀ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚକୁ ନିୟନ୍ତ୍ରଣରେ ରଖିଛି। ପ୍ରଥମ ଇନିଂସରେ ୧୦୩ ରନର ଶତକୀୟ ଇନିଂସ ଖେଳିବା ପରେ ମିରାଜ ମୂଲ୍ୟବାନ ୪ ଉଇକେଟ ଅକ୍ତିଆର କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?