ଖେଳ

ଝିଅ ଜନ୍ମର କିଛି ସମୟ ପୂର୍ବରୁ କ’ଣ କରୁଥିଲେ ବିରାଟ କୋହଲି, କଲେ ଖୁଲାସା

ଭାରତୀୟ ଅଧିନାୟକ ବିରାଟ କୋହଲି ନିକଟରେ କନ୍ୟା ସନ୍ତାନର ପିତା ହେବାର ସୌଭାଗ୍ୟ ଲାଭ କରିଛନ୍ତି। ଅଷ୍ଟ୍ରେଲିଆରେ ବିଜୟ ତାଙ୍କ ଦଳ ପାଇଁ ସବୁଠାରୁ ସ୍ବତନ୍ତ୍ର ସିରିଜ ଥିଲା ବୋଲି କୋହଲି ଇଲଂଣ୍ଡ ବିପକ୍ଷ ଟେଷ୍ଟ ସିରିଜ୍‌ ପୂର୍ବରୁ ସୂଚନା ଦେଇଛନ୍ତି।…

କୋହଲି ନୁହେଁ,ଏହି କ୍ରିକେଟରଙ୍କୁ ଭୟ କରୁଛି ଇଂଲଣ୍ଡ

ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପ୍ରଥମ ଟେଷ୍ଟ ଆରମ୍ଭ ହୋଇଛି। ଲମ୍ବା ଇନିଂସ ଖେଳିବାର ଚେତେଶ୍ୱର ପୂଜାରାଙ୍କ ଦକ୍ଷତାକୁ ବିଚାର କରି ଇଂଲଣ୍ଡ ଅଧିନାୟକ ଜୋ ରୁଟ ତାଙ୍କ ଉଇକେଟ ଏବଂ ବ୍ୟାଟିଂ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି କହିଥିଲେ। ରାଜକୋଟରେ ଜନ୍ମଗ୍ରହଣ…

ଟସ୍‌ ଜିତିଲା ଇଂଲଣ୍ଡ, ପ୍ରଥମେ ବୋଲିଂ କରିବ ଭାରତ

ଚେନ୍ନାଇ,୫।୨: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ୪ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଚେନ୍ନାଇର ଚେପକ ଷ୍ଟାଡିୟମରେ ଆରମ୍ଭ ହୋଇଛି। ଏହି ମ୍ୟାଚ୍‌ରେ ଟସ୍‌ ଜିତି ଇଂଲଣ୍ଡ ଅଦତ୍ନାୟକ ଜୋ ରୁଟ୍‌ ବ୍ୟାଟିଂ ନିଷ୍ପତ୍ତି ନେଇଛନ୍ତି। ଭାରତୀୟ ଏକାଦଶ:…

ପ୍ରଥମ ଟେଷ୍ଟ ଆରମ୍ଭ ହେବାର କିଛି ସମୟ ପୂର୍ବରୁ ଭାରତକୁ ଲାଗିଲା ଝଟ୍‌କା

ଚେନ୍ନାଇ,୫।୨: ଚେନ୍ନାଇ ଟେଷ୍ଟ ପୂର୍ବରୁ ଟିମ ଇଣ୍ଡିଆକୁ ଏକ ବଡ ଝଟ୍‌କା ଲାଗିଛି। ଆହତ କାରଣରୁ ଭାରତୀୟ ସ୍ପିନର ଅକ୍ଷର ପଟେଲ ପ୍ରଥମ ଟେଷ୍ଟ ମ୍ୟାଚରୁ ବାଦ ପଡିଛନ୍ତି। ଅକ୍ଷର ପଟେଲଙ୍କ ସ୍ଥାନରେ ଭାରତୀୟ ଦଳରେ ଶାହବାଜ ନଦିମ ସାମିଲ କରାଯାଇଛି।…

ବିବାହ କରିବାକୁ ଯାଉଛନ୍ତି ଆଉ ଜଣେ କ୍ରିକେଟର୍‌, ନିର୍ବନ୍ଧ ସମ୍ପନ୍ନ

ନୂଆଦିଲ୍ଲୀ,୫।୨: ଆଇପିଏଲ ୨୦୨୦ରେ ତାଙ୍କ ପ୍ରଦର୍ଶନ ସହିତ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିବା ରାହୁଲ ତେୱଟିଆଙ୍କ ନିର୍ବନ୍ଧ ସମ୍ପନ୍ନ ହୋଇଛି। ସୋସିଆଲ ମିଡିଆରେ ଫଟୋ ଶେୟାର କରି ହରିୟାଣା ଅଲରାଉଣ୍ଡର ଏହି ସୂଚନା ସେୟାର କରିଛନ୍ତି। ରାହୁଲ ଆଇପିଏଲରେ କିଙ୍ଗସ ଏକାଦଶ…

ମଜୁରି ଲାଗୁଥିବା କୁସ୍ତିଯୋଦ୍ଧାଙ୍କ ସହାୟତା ପାଇଁ ହାତ ବଢ଼ାଇଲା କ୍ରୀଡ଼ା ମନ୍ତ୍ରଣାଳୟ

ନୂଆଦିଲ୍ଲୀ, ୫।୨ – ମଜୁରିଆ ଭାବେ କାର୍ଯ୍ୟ କରୁଥିବା ମଧ୍ୟପ୍ରଦେଶର ଜଣେ କୁସ୍ତିଯୋଦ୍ଧା ସନ୍ନି ଯାଦବଙ୍କୁ କ୍ରୀଡ଼ା ମନ୍ତ୍ରଣାଳୟ ୨.୫ ଲକ୍ଷ ଟଙ୍କା ସହାୟତା ପ୍ରଦାନ କରିଛି। ଜାତୀୟ ଓ ଅନ୍ତର୍ଜାତୀୟ ପ୍ରତିଯୋଗିତାଗୁଡ଼ିକ ଲାଗି ଟ୍ରେନିଂ ଏବଂ ପ୍ରସ୍ତୁତି ପାଇଁ ଆବଶ୍ୟକ…

ମଜୁରିଆ କୁସ୍ତିଯୋଦ୍ଧାଙ୍କୁ ୨.୫ ଲକ୍ଷ ସହାୟତା

ନୂଆଦିଲ୍ଲୀ, ୫ା୨ (ପି.ଟି.)-ମଜୁରିଆ ଭାବେ କାର୍ଯ୍ୟ କରୁଥିବା ମଧ୍ୟପ୍ରଦେଶର ଜଣେ କୁସ୍ତିଯୋଦ୍ଧା ସନ୍ନି ଯାଦବଙ୍କୁ କ୍ରୀଡ଼ା ମନ୍ତ୍ରଣାଳୟ ୨.୫ ଲକ୍ଷ ଟଙ୍କା ସହାୟତା ପ୍ରଦାନ କରିଛି। ଜାତୀୟ ଓ ଅନ୍ତର୍ଜାତୀୟ ପ୍ରତିଯୋଗିତାଗୁଡ଼ିକ ଲାଗି ଟ୍ରେନିଂ ଏବଂ ପ୍ରସ୍ତୁତି ପାଇଁ ଆବଶ୍ୟକ ସରଞ୍ଜାମ…

ନର୍ଥ ଇଷ୍ଟ-ଗୋଆ ମ୍ୟାଚ ଡ୍ର

ଭାସ୍କୋ, ୫।୨- ସ୍ଥାନୀୟ ତିଲକ ମଇଦାନରେ ଗୁରୁବାର ଅନୁଷ୍ଠିତ ନର୍ଥ ଇଷ୍ଟ ୟୁନାଇଟେଡ ଓ ଏଫ୍‌ସି ଗୋଆ ମ୍ୟାଚ ୨-୨ରେ ଡ୍ର ରହିଛି। ତୀବ୍ର ସଂଘର୍ଷପୂର୍ଣ୍ଣ ମ୍ୟାଚରେ ଗୋଆ ୨ ଥର ଅଗ୍ରଣୀ ନେଇଥିଲେ ହେଁ ନର୍ଥ ଇଷ୍ଟ ସଫଳ ପ୍ରତ୍ୟାବର୍ତ୍ତନ…

ମିରାଜଙ୍କ ଶତକ: ବାଂଲାଦେଶର ବିଶାଳ ସ୍କୋର

ଚଟୋଗ୍ରାମ,୫।୨: ଏଠାରେ ଚାଲିଥିବା ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଘରୋଇ ବାଂଲାଦେଶ ଟେଲଏଣ୍ଡର ମେହିଦି ହାସନ ମିରାଜଙ୍କ ଶତକ ସହାୟତାରେ ପ୍ରଥମ ଇନିଂସରେ ବିଶାଳ ସ୍କୋର ହାସଲ କରିଛି। ଟସ୍‌ ଜିତି ବାଂଲାଦେଶ ପ୍ରଥମେ ବ୍ୟାଟିଂ କରି ୧୫୦.୨ ଓଭରରେ…

ଜାତୀୟ ଆଇସ୍‌ଷ୍ଟକ୍‌ ଚାମ୍ପିୟନଶିପ୍‌: ଓଡ଼ିଶା ପାଇଁ ବ୍ରୋଞ୍ଜ ଜିତିଲେ ଅନୁଜ, କୁନାଲ

ଭୁବନେଶ୍ୱର, ୫ା୨(କ୍ରୀଡ଼ା ପ୍ରତିନିଧି)-କଶ୍ମୀରର ଗୁଲମାର୍ଗଠାରେ ୭ମ ଜାତୀୟ ଆଇସ୍‌ଷ୍ଟକ୍‌ କ୍ରୀଡ଼ା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଏଥିରେ ୨୫ ରାଜ୍ୟରୁ ୩୦୦ ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ। ଆଇସ୍‌ଷ୍ଟକ୍‌ ସ୍ପୋଟର୍‌ସ ଆସୋସିଏଶନ ଅଫ୍‌ ଓଡ଼ିଶା ପକ୍ଷରୁ ୫ ପ୍ରତିଯୋଗୀଙ୍କୁ ମିଶାଇ ମୋଟ ୭ ଜଣ…

ଟୋକିଓ ଅଲିମ୍ପିକ୍ସ ଭିଲେଜରେ ସେକ୍ସ, ପାର୍ଟି ମନା

ଟୋକିଓ,୪।୨: ଟୋକିଓ ଅଲିମ୍ପିକ୍ସରେ ଭାଗ ନେଉଥିବା କ୍ରୀଡ଼ାବିତ୍‌ଙ୍କ ପାଇଁ ଗାଇଡଲାଇନ ଜାରି ହୋଇଛି। ଅଲିମ୍ପିକ୍ସ ଭିଲେଜରେ କ୍ରୀଡ଼ାବିତମାନେ ସେକ୍ସ, ପାର୍ଟି, ସପିଂ କରିପାରିବେ ନାହିଁ। ଅନ୍ତର୍ଜାତୀୟ ଅଲିମ୍ପିକ୍ସ କମିଟି(ଆଇଓସି) ବୁଧବାର ଏନେଇ ସ୍ପଷ୍ଟ କରିଛି। ସୂଚନା ଯୋଗ୍ୟ, ଟୋକିଓରେ କରୋନା ମହାମାରୀ…

ଶାହା ନୁହେଁ ଏହି କ୍ରିକେଟରଙ୍କୁ ଦିଆଯିବ ସୁଯୋଗ: କୋହଲି

ନୂଆଦିଲ୍ଲୀ,୪।୨: ଅନ୍ତଃରାଷ୍ଟ୍ରୀୟ କ୍ରିକେଟରୁ ମହେନ୍ଦ୍ର ସିଂହ ଧୋନୀ ସନ୍ୟାସ ନେବା ପରେ ଭାରତୀୟ କ୍ରିକେଟ ଟିମ୍‌ର ଉଇକେଟକିପର କିଏ ହେବ ସେ ନେଇ ଚର୍ଚ୍ଚା ଜାରି ରହିଛି। ପ୍ରାରମ୍ଭିକ ସମୟରେ ରିଦ୍ଧିମାନ ଶାହାଙ୍କ ଅନୁଭବକୁ ନେଇ ତାଙ୍କୁ ପ୍ରାଥମିକତା ଦିଆଯାଇଥିଲା। ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?