ଖେଳ

ଉପଅଧିନାୟକ ରାହାନେଙ୍କ ସହ ସମ୍ପର୍କକୁ ନେଇ ସ୍ପଷ୍ଟ କଲେ କୋହଲି, କହିଲେ…

ନୂଆଦିଲ୍ଲୀ,୪।୨: ଅଷ୍ଟ୍ରେଲିଆ ବିପକ୍ଷ ସିରିଜରେ ଭାରତର କାମଚଳା ଅଧିନାୟକ ଦାୟିତ୍ୱ ସମ୍ଭାଳିଥିବା ଅଜିଙ୍କ୍ୟ ରାହାନେ ବେଶ୍‌ ପ୍ରଶଂସିତ ହୋଇଥିଲେ। ନିଜର ଶାନ୍ତ ସ୍ବଭାବ ସାଙ୍ଗକୁ ଖେଳାଳି ଚୟନରେ ଉତ୍କୃଷ୍ଟ ପ୍ରଦର୍ଶନକୁ ନେଇ ଦଳ ୨-୧ରେ ସିରିଜ ଜିତିଥିଲା। ଏବେ ବିରାଟ କୋହଲି…

ଦୁଇ ବର୍ଷ ଧରି ଖେଳି ନାହାନ୍ତି, ହେଲେ ଇଂଲଣ୍ଡ ବିପକ୍ଷ ମ୍ୟାଚ୍‌ରେ ଏହି କ୍ରିକେଟରଙ୍କୁ ଖେଳାଇବାକୁ ଦାବି କରୁଛନ୍ତି…

ନୂଆଦିଲ୍ଲୀ,୪।୨: ଶୁକ୍ରବାରଠାରୁ ଆରମ୍ଭ ହେବାକୁ ଯାଉଛି ଭାରତ-ଇଂଲଣ୍ଡ ମଧ୍ୟରେ ମୁକାବିଲା। ନିକଟରେ ଅଷ୍ଟ୍ରେଲିଆକୁ ଘରୋଇ ମଇଦାନରେ ପରାଜିତ କରି ଫେରିଥିବା ଭାରତୀୟ ଦଳ ଏହି ସିରିଜ ଖେଳିବାକୁ ପ୍ରସ୍ତୁତ ରହିଛି। ଅଧିନାୟକ ବିରାଟ କୋହଲି ଏହି ସିରିଜରେ ଛୋଟବଡ଼ ପରିବର୍ତ୍ତନ କରିବା…

୧୭ ବର୍ଷ ବୟସରେ ନିଜଠାରୁ ୬ ବର୍ଷ ବଡ଼ ଅଞ୍ଜଳିଙ୍କୁ ହୃଦୟ ଦେଇ ବସିଥିଲେ ଏହି ଖ୍ୟାତନାମା କ୍ରିକେଟର, ପରେ…

ନୂଆଦିଲ୍ଲୀ,୪।୨: ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକର କ୍ରିକେଟ ସହ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ମଧ୍ୟ ଚର୍ଚ୍ଚାରେ ରହିଥାନ୍ତି। ୧୯୯୦ ଅଗଷ୍ଟ ୧୪ରେ ସେ ନିଜ କ୍ୟାରିୟରର ପ୍ରଥମ ଶତକ ମାରିବା ପରଠାରୁ ‘କ୍ରିକେଟର ଭଗବାନ’ ପାଲଟିବାର ଯାତ୍ରା ସେତେଟା ସହଜ…

ଟିମ ବୈଠକରେ ଉଠିଥିଲା କୃଷକ ଆନ୍ଦୋଳନ ପ୍ରସଙ୍ଗ: କୋହଲି

ଚେନ୍ନାଇ, ୪ା୨- ନୂଆ ଚାଷୀ ଆଇନ ବିରୋଧରେ ଚାଲିଥିବା କୃଷକ ଆନ୍ଦୋଳନ ଉପରେ ଭାରତୀୟ ଦଳ ବୈଠକରେ ଆଲୋଚନା ହୋଇଥିଲା। ଚେନ୍ନାଇରେ ଇଂଲଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ପ୍ରଥମ କ୍ରିକେଟ ଟେଷ୍ଟ ମ୍ୟାଚ୍‌ ପୂର୍ବରୁ ଗୁରୁବାର ଭର୍ଚୁଆଲ ଖବରଦାତା ସମ୍ମିଳନୀରେ କୃଷକ…

ଇଂଲଣ୍ଡ ପାଇଁ କୋହଲି ନୁହେଁ, ଏହି ଭାରତୀୟ ବ୍ୟାଟ୍ସମ୍ୟାନଙ୍କ ଉଇକେଟ ଗୁରୁତ୍ୱପୂର୍ଣ୍ଣ କହିଲେ ରୁଟ୍‌

ଚେନ୍ନାଇ, ୪ା୨- ସ୍ଥାନୀୟ ଚେପକ୍‌ ଷ୍ଟାଣ୍ଡିୟମରେ ଶୁକ୍ରବାଠାରୁ ଆରମ୍ଭ ହେବାକୁ ଯାଉଛି ଭାରତ ଓ ଇଂଲଣ୍ଡ ମଧ୍ୟରେ ପ୍ରଥମ ଟେଷ୍ଟ। ଏହି ମ୍ୟାଚ୍‌ରେ ଚେତ୍ତେଶ୍ୱର ପୂଜାରାଙ୍କ ଉଇକେଟ ଭ୍ରମଣକାରୀ ଦଳ ପାଇଁ ଗୁରୁତ୍ୱପୂର୍ଣ୍ଣ ହେବ ବୋଲି ଅଧିନାୟକ ଜୋ ରୁଟ୍‌ କହିଛନ୍ତି।…

କ୍ରିକେଟ ଛାଡି ବ୍ୟବସାୟ ଆରମ୍ଭ କଲେ ଏହି ଖେଳାଳି

ଗୋଟିଏ ପଟେ ଭାରତୀୟ ଦଳ ଫେବୃୟାରୀ ୫ରୁ ଆରମ୍ଭ ହେବାକୁ ଥିବା ଇଂଲଣ୍ଡ ବିପକ୍ଷରେ ଟେଷ୍ଟ ସିରିଜ୍‌ ପାଇଁ ପ୍ରସ୍ତୁତି ଚଳାଇଥିବା ବେଳେ ଅନ୍ୟପଟେ ଦଳର ଦ୍ରୁତ ବୋଲର ମହମ୍ମଦ ଶାମି କ୍ରିକେଟ ଛାଡି ନିଜର ନୂତନ ବ୍ୟବସାୟ ଉପରେ ଧ୍ୟାନ…

ପୁଣିଥରେ କଳାକାରଙ୍କୁ ପଛରେ ପକାଇଲେ ବିରାଟ

ନୂଆଦିଲ୍ଲୀ,୪ ।୧: ଭ୍ରାରତୀୟ କ୍ରିକେଟ ଦଳର କ୍ୟାପଟେନ ବିରାଟ କୋହଲି ୨୩.୭୭କୋଟି ଆମେରିକୀୟ ଡଲାର ବ୍ରାଣ୍ଡ ମୂଲ୍ୟ ସହ ଲଗାତାର ୪ର୍ଥ ଥର ଲାଗି ୨୦୨୦ରେ ସବୁଠାରୁ ମୂଲ୍ୟବାନ ଭାରତୀୟ ସେଲିବ୍ରଟି ପାଲଟି ଯାଇଛନ୍ତି । ଏହି ସୂଚୀରେ ଦ୍ୱିତୀୟ ଓ…

ଭାରତ ବିପକ୍ଷ ସିରିଜ୍‌ ପୂର୍ବରୁ ଇଂଲଣ୍ଡକୁ ଲାଗିଲା ବଡ ଝଟ୍‌କା

ଚେନ୍ନାଇ,୪।୨: ଭାରତ ବିପକ୍ଷ ସିରିଜ୍‌ ପୂର୍ବରୁ ଇଂଲଣ୍ଡକୁ ବଡ ଝଟ୍‌କା ଲାଗିଛି। ଆଘାତ ଯୋଗୁ ଭାରତ ବିପକ୍ଷ ପ୍ରଥମ ଦୁଇଟି ଟେଷ୍ଟରୁ ଇଂଲଣ୍ଡ ଓପନର୍‌ ଜ୍ୟାକ କ୍ରାଉଲିଙ୍କୁ ବାଦ ଦିଆଯାଇଛି। ବୁଧବାର ୨୩ତମ ଜନ୍ମଦିନ ପାଳନ କରିଥିବା କ୍ରାଉଲି ସେହି ଦିନ…

ମୁହଁ ଖୋଲିଲେ ରାହାନେ, କୋହଲିଙ୍କୁ ନେଇ ଏମିତି କହିଲେ

ଚେନ୍ନାଇ,୪।୨: ଅଷ୍ଟ୍ରେଲିଆରେ ଭାରତର ଐତିହାସିକ ବିଜୟରେ ଅଧିନାୟକ ଭାବରେ ଅଜିଙ୍କେ ରାହାଣେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ଇଂଲଣ୍ଡ ବିପକ୍ଷ ଚ୍ୟାଲେଞ୍ଜିଂ ଟେଷ୍ଟ ସିରିଜରେ ରାହାଣେ ବିରାଟ କୋହଲିଙ୍କୁ ପଛରୁ ସାହାଯ୍ୟ କରିବାକୁ ଚାହୁଁଛନ୍ତି। ରାହାଣେ ଏହା ମଧ୍ୟ କହିଛନ୍ତି…

ଧୋନୀଙ୍କ କପି କଲେ କୋହଲି

ଚେନ୍ନାଇ,୪।୨: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଚାଲିଥିବା ଚାରି ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଫେବୃୟାରୀ ୫ରୁ ଚେନ୍ନାଇର ଚେପକ ଗ୍ରାଉଣ୍ଡରେ ଖେଳାଯିବ। ଏଥିପାଇଁ ଭାରତୀୟ ଦଳ ପ୍ରସ୍ତୁତି ଆରମ୍ଭ କରିଛି। ମଙ୍ଗଳବାରଠାରୁ ଟିମ ଇଣ୍ଡିଆ ଚେନ୍ନାଇରେ ଅଭ୍ୟାସ ଆରମ୍ଭ କରିଛି।…

ମାତ୍ର ୧୨ଟି ବଲ୍‌ ଖେଳି ଇତିହାସ ରଚିଲେ ଏହି ବିସ୍ଫୋରକ କ୍ରିକେଟର୍‌

ଆବୁଧାବି,୪।୧: ଆବୁଧାବି ଟି-୨୦ ଲିଗ୍‌ରେ କ୍ରିସ୍‌ ଗେଲ୍‌ ମରାଠା ଆରବିଆନ୍ସ ବିପକ୍ଷରେ ଇତିହାସ ରଚିଛନ୍ତି। ଆବୁଧାବିର ଓପନର୍‌ ଗେଲ୍‌ ମାତ୍ର ୨୨ଟି ବଲ୍‌ରୁ ୮୪ ରନ୍‌ର ଇନିଂଶ ଖେଳିଥିଲେ। ପ୍ରଥମେ ବ୍ୟାଟିଂ କରି ମରାଠା ଆରବିଆନ୍ସ ନିର୍ଦ୍ଧାରିତ ୧୦ ଓଭରରେ ୪…

ମୋଦିଙ୍କୁ ପ୍ରଶଂସାରେ ପୋତି ପକାଇଲେ ଏହି ବିଦେଶୀ କ୍ରିକେଟର୍‌

ପୂର୍ବତନ ଅନ୍ତର୍ଜାତୀୟ କ୍ରିକେଟର କେଭିନ ପିଟରସେନ ଦକ୍ଷିଣ ଆଫ୍ରିକାକୁ କରୋନା ଭ୍ୟାକ୍ସିନ ପଠାଇବାରେ ଭାରତର ପଦକ୍ଷେପକୁ ‘ଉଦାରତା ଏବଂ ଦୟା’ ବୋଲି କହିଛନ୍ତି। ସେ ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ଭାରତରେ ନିର୍ମିତ କୋଭିଡ -୧୯ ଟିକା ଆଲଜେରିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?