ଖେଳ

ଆଇପିଏଲ୍‌ରେ ଏହି ବିରଳ ସଫଳତା ପାଇବାରେ ରାବାଡା ପ୍ରଥମ ବୋଲର

ଦୁବାଇ, ୩୦।୯: ଆଇପିଏଲ୍‌-୧୩ତମ ସିଜନର ଏକାଦଶ ମ୍ୟାଚ୍‌ରେ ମଙ୍ଗଳବାର ସନ୍‌ରାଇଜର୍ସ ହାଇଦ୍ରାବାଦ୍‌ ୧୫ ରନରେ ଦିଲ୍ଲୀ କ୍ୟାପିଟାଲ୍ସକୁ ପରାସ୍ତ କରିଛି। ଏହି ମ୍ୟାଚ୍‌ରେ ଦିଲ୍ଲୀ ପରାସ୍ତ ହୋଇଥିଲେ ମଧ୍ୟ ଦ୍ରୁତ ବୋଲର କାଗିସୋ ରାବାଡା ଏଭଳି ଏକ ରେକର୍ଡ ପ୍ରତିଷ୍ଠା...

ଆଇପିଏଲ୍‌ ଲାଗି ଘୁଞ୍ଚିଲା ଏହି ଦେଶର ଟି୨୦ ଲିଗ୍‌

କଲମ୍ବୋ, ୩୦।୯: ଶ୍ରୀଲଙ୍କା କ୍ରିକେଟ୍‌ (ଏସ୍‌ଏଲ୍‌ସି) ପକ୍ଷରୁ ଲଙ୍କା ପ୍ରିମିୟର ଲିଗ୍‌ (ଏଲ୍‌ପିଏଲ୍‌) ଟି୨୦ ଟୁର୍ନାମେଣ୍ଟର କାର୍ଯ୍ୟସୂଚୀରେ ପରିବର୍ତ୍ତନ କରାଯାଇଛି। ଏହି ଟୁର୍ନାମେଣ୍ଟ ଏବେ ୨୧ ନଭେମ୍ବରରୁ ଆରମ୍ଭ ହେବ। ଏଥିରେ ଅଂଶଗ୍ରହଣ କରିବାକୁ ଥିବା ଖେଳାଳିଙ୍କ ନିକଟରେ କ୍ୱାରାଣ୍ଟାଇନରେ...

ଲଗାତର ୧୩ ମ୍ୟାଚ୍‌ ହାରିବା ପରେ ଅଷ୍ଟ୍ରେଲିଆ ବିପକ୍ଷରେ ଜିତିଲା ଏହି ଦଳ

ବ୍ରିସବେନ୍‌, ୩୦।୯: ଅଷ୍ଟ୍ରେଲିଆ ମହିଳା କ୍ରିକେଟ୍‌ ଦଳ ବିପକ୍ଷରେ ଲଗାତର ୧୩ ମ୍ୟାଚ୍‌ ହାରିବା ପରେ ଶେଷରେ ନ୍ୟୁଜିଲାଣ୍ଡ ବିଜୟ ହାସଲ କରିଛି। ଏଠାରେ ଅନୁଷ୍ଠିତ ଅନ୍ତିମ ତଥା ୩ୟ ଟି୨୦ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ମହିଳା ଦଳ ୫ ଉଇକେଟ୍‌ରେ...

ଗର୍ଲଫ୍ରେଣ୍ଡ୍‌ଙ୍କ ପାଇଁ ସଲମାନ ଖାନ୍‌ଙ୍କ ଗୀତରେ ଡ୍ୟାନ୍ସ କରିଥିଲେ ଏହି କ୍ରିକେଟର୍‌

ଭାରତୀୟ କ୍ରିକେଟର୍‌ ୟୁଜବେନ୍ଦ୍ର ଚହଲ ଡାକ୍ତର ତଥା ୟୁଟ୍ୟୁବର୍‌ ଧନଶ୍ରୀ ବର୍ମାଙ୍କୁ ନିଜ ମନ ଦେଇ ବସିଛନ୍ତି। ଗତ ଅଗଷ୍ଟ ୮ରେ ଧନଶ୍ରୀଙ୍କ ସହ ତାଙ୍କ ନିର୍ବନ୍ଧ ସମ୍ପନ୍ନ ହୋଇଥିଲା। ସୋସିଆଲ ମିଡିଆରେ ନିଜ ପ୍ରଶଂସକଙ୍କ ସହ ଫଟୋ ଶେୟାର...

ଗଣିତରେ ୧୦୦ରୁ ଏତିକି ନମ୍ବର ରଖୁଥିଲେ ବିରାଟ କୋହଲି

ଭାରତୀୟ ଅଧିନାୟକ ବିରାଟ କୋହଲି କ୍ରିକେଟ ପଡିଆରେ ଗୋଟିଏ ପରେ ଗୋଟିଏ ରେକର୍ଡ ଭାଙ୍ଗୁଛନ୍ତି। ଖୁବ୍‌ଶୀଘ୍ର ସେ ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କ ରେକର୍ଡ ଭାଙ୍ଗିବେ ବୋଲି କ୍ରିକେଟ ପଣ୍ଡିତମାନେ ଭବିଷ୍ୟବାଣୀ କରିଛନ୍ତି। ତେବେ ପଡିଆରେ ବୋଲରଙ୍କ ମୁଣ୍ଡବିନ୍ଧା ସାଜିଥିବା କୋହଲି...

୧୨ ଲକ୍ଷ ଟଙ୍କା ଜରିମାନା ଦେବେ ଏହି ଦଳର ଅଧିନାୟକ

ଆଇପିଏଲ୍‌ର ଏକ ମ୍ୟାଚ୍‌ରେ ଡେଭିଡ ୱାର୍ଣ୍ଣରଙ୍କ ଦଳ ସନରାଇଜର୍ସ ହାଇଦ୍ରାବାଦ ଦିଲ୍ଲୀ କ୍ୟାପିଟାଲ୍ସକୁ ପରାସ୍ତ କରିଛି। ଦିଲ୍ଲୀ କ୍ୟାପିଟାଲ୍ସ ପୂର୍ବରୁ ଦୁଇଟି ମ୍ୟାଚ ଜିତିଥିଲା। ପରାଜୟ ପରେ ଦିଲ୍ଲୀ କ୍ୟାପିଟାଲ୍ସ ଅଧିନାୟକ ଶ୍ରେୟାସ ଆୟରଙ୍କୁ ମନ୍ଥର ଓଭର ପାଇଁ ୧୨...

ମାତାପିତାଙ୍କୁ ମନେପକାଇ ଭାବୁକ ହେଲେ ଏହି ଲୋକପ୍ରିୟ କ୍ରିକେଟର୍‌

ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ)ର ଚଳିତ ସିଜନରେ ସନରାଇଜର୍ସ ହାଇଦ୍ରାବାଦକୁ ପ୍ରଥମ ବିଜୟ ଦେଇଛନ୍ତି ଲେଗ ସ୍ପିନର ରସିଦ ଖାନ। ଏହି ମ୍ୟାଚ୍‌ରେ ସେ ମ୍ୟାନ୍‌ ଅଫ୍‌ ଦ ମ୍ୟାଚ୍‌ ବିବେଚିତ ହୋଇଥିଲେ। ତାଙ୍କ ମାତାପିତାଙ୍କୁ ସେ ମ୍ୟାନ ଅଫ...

କର୍ବର ହାରିଲେ, ପ୍ଲିସ୍‌କୋଭାଙ୍କ ବିଜୟ

ପ୍ୟାରିସ୍‌, ୩୦ା୯ (ଏପି)-ଫ୍ରେଞ୍ଚ ଓପନ୍‌ ମହିଳା ସିଙ୍ଗଲ୍ସରେ ଚେକ୍‌ରିପବ୍ଲିକ୍‌ର କାରୋଲିନା ପ୍ଲିସ୍‌କୋଭା କଷ୍ଟସାଧ୍ୟ ବିଜୟ ହାସଲ କରିଛନ୍ତି। ଦ୍ୱିତୀୟ ସିଡ୍‌ ପ୍ଲିସ୍‌କୋଭା କ୍ୱାଲିଫାୟର ତଥା ଇଜିପ୍ଟର ମେୟାର ଶେରିଫ୍‌ଙ୍କୁ ୬-୭(୯), ୬-୨, ୬-୪ ସେଟ୍‌ରେ ପରାସ୍ତ କରିଛନ୍ତି। ପୂର୍ବତନ ଶୀର୍ଷ...

ନ୍ୟୁଜିଲାଣ୍ଡର ବ୍ୟସ୍ତ ବହୁଳ କ୍ରିକେଟ କାର୍ଯ୍ୟସୂଚୀ

ଅକ୍‌ଲାଣ୍ଡ, ୩୦ା୯ (ପି.ଟି.)-କୋଭିଡ୍‌ ଯୋଗୁ ୬ମାସରୁ ଅଧିକ ଦିନ ପରେ ନ୍ୟୁଜିଲାଣ୍ଡରେ ଅନ୍ତର୍ଜାତୀୟ କ୍ରିକେଟ ଆରମ୍ଭ ହେବ। ନ୍ୟୁଜିଲାଣ୍ଡ କ୍ରିକେଟ (ଏନ୍‌ଜେଡ୍‌ସି) ତରଫରୁ ଏଥିପାଇଁ ମଙ୍ଗଳବାର ବ୍ୟସ୍ତବହୁଳ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ନଭେମ୍ବରରେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଏକ ଟି୨୦ ସିରିଜ...

ଧୋନୀ ଭାରତୀୟ କ୍ରିକେଟ ଓ ଏହି ଗେମ୍‌ର ଜଣେ ଲିଜେଣ୍ଡ: ସାମସନ

ଦୁବାଇ, ୩୦।୯(ପି.ଟି.)- ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ କେରଳ ଉଇକେଟ କିପର ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ୍‌ଙ୍କ ବିସ୍ଫୋରକ ବ୍ୟାଟିଂ ଜାରି ରହିଛି। ତାଙ୍କ ପ୍ରଦର୍ଶନ ବଳରେ ରାଜସ୍ଥାନ ରୟାଲ୍ସ ରେକର୍ଡ ରନ୍‌ଚେଜ୍‌ ସହ ୨ଟି ଯାକ ମ୍ୟାଚ ଜିତିବାକୁ ସକ୍ଷମ...

ପଦ ତ୍ୟାଗ କରିବେ ବେଲିଣ୍ଡା କ୍ଲାର୍କ

ସିଡ୍‌ନୀ, ୩୦ା୯ (ପି.ଟି.)-ଅଷ୍ଟ୍ରଲିଆର ପୂର୍ବତନ ମହିଳା ଟିମ୍‌ ଅଧିନାୟକ ବେଲିଣ୍ଡା କ୍ଲାର୍କ କ୍ରିକେଟ ବୋର୍ଡର କମ୍ୟୁନିଟି କ୍ରିକେଟ ଏକ୍‌ଜିକ୍ୟୁଟିଭ୍‌ ଜେନେରାଲ ମ୍ୟାନେଜର ପଦ ତ୍ୟାଗ କରିବେ ବୋଲି ମଙ୍ଗଳବାର ଘୋଷଣା କରିଛନ୍ତି। କ୍ଲାର୍କଙ୍କ ନେତୃତ୍ୱରେ ଅଷ୍ଟ୍ରେଲିଆ ଦୁଇଥର ବିଶ୍ୱକପ୍‌ ଟାଇଟଲ...

ଜାତୀୟ ମହିଳା ରେସ୍‌ଲିଂ କ୍ୟାମ୍ପ ଅକ୍ଟୋବର ୧୦ରୁ

ନୂଆଦିଲ୍ଲୀ, ୩୦ା୯ (ପି.ଟି.)-ଜାତୀୟ ମହିଳା ରେସ୍‌ଲିଂ କ୍ୟାମ୍ପ ଅକ୍ଟୋବର ୧୦ରୁ ଲକ୍ଷ୍ନୌସ୍ଥିତ ସାଇ ସେଣ୍ଟରରେ ଆରମ୍ଭ ହେବ। ଏଥିରେ ଯେଉଁମାନ ଅଂଶଗ୍ରହଣ ନ କରିବେ ଜାତୀୟ ଦଳ ପାଇଁ ମନୋନୟନ ବେଳେ ସେମାନଙ୍କ ନାମ ବିଚାରକୁ ନିଆଯିବ ନାହିଁ ବୋଲି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri