ଖେଳ

ଲୋକେଶ ରାହୁଲ ଫିଟ୍‌

ମୁମ୍ବାଇ,୩।୨: ଆହତ ସମସ୍ୟା ପାଇଁ ଅଷ୍ଟ୍ରେଲିଆରେ ଟେଷ୍ଟ ସିରିଜ ଖେଳିପାରି ନ ଥିବା ଲୋକେଶ ରାହୁଲ ଏବେ ଫିଟ୍‌। ରିହାବିଲିଟେଶନ ଶେଷ ହୋଇଥିବାରୁ ସେ ଆଗାମୀ ଇଂଲଣ୍ଡ ବିପକ୍ଷ ସିରିଜରେ ଖେଳିବାକୁ ଉତ୍ସାହିତ ଅଛନ୍ତି। ୨୮ ବର୍ଷୀୟ ରାହୁଲ ଅଷ୍ଟ୍ରେଲିଆରେ ଦିନିକିଆ…

ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌:ନ୍ୟୁଜିଲାଣ୍ଡ ଫାଇନାଲରେ, ଅଷ୍ଟ୍ରେଲିଆ ଆପାତତଃ ବାଦ୍‌

ଦୁବାଇ, ୩ା୨ (ପି.ଟି.)-ଦକ୍ଷିଣ ଆଫ୍ରିକାରେ କରୋନା ଭାଇରସ୍‌ର ସେକେଣ୍ଡ ଓ୍ବେଭ୍‌ ଦେଖିବାକୁ ମିଳିବାରୁ ଏହି ଦେଶ ବିପକ୍ଷ ଆଓ୍ବେ ସିରିଜକୁ ଅଷ୍ଟ୍ରେଲିଆ ବାତିଲ କରିଛି। ଫଳରେ ନ୍ୟୁଜିଲାଣ୍ଡ ପ୍ରଥମ ଦଳ ଭାବେ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲରେ ପ୍ରବେଶ କରିଛି।…

ସିରାଜ-ଈଶାନ୍ତଙ୍କ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା : ଇଂଲଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟ ୫ରୁ

ନୂଆଦିଲ୍ଲୀ, ୩।୨(ପି.ଟି.)-ଭାରତ ଓ ଇଂଲଣ୍ଡ ମଧ୍ୟରେ ପ୍ରଥମ କ୍ରିକେଟ ଟେଷ୍ଟ ଚେନ୍ନାଇର ଚେପକ୍‌ ଷ୍ଟାଡିୟମରେ ଚଳିତ ମାସ ୫ରୁ ୯ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଚେପକ୍‌ ପିଚ୍‌ ସାଧାରଣତଃ ସ୍ପିନରଙ୍କୁ ସହାୟତା କରିଥାଏ। ତେଣୁ ଭାରତ ୨ ପେସର ଏବଂ ୩…

ଉଚ୍ଛସ୍ବିତ ସମ୍ବର୍ଦ୍ଧନାରେ ଭାବବିହ୍ବଳ ହୋଇଥିଲି: ନଟରାଜନ

ନୂଆଦିଲ୍ଲୀ,୩।୨ (ପି.ଟି.): ଅଷ୍ଟ୍ରେଲିଆ ଗସ୍ତରେ ପ୍ରଭାବୀ ପ୍ରଦର୍ଶନ କରି ନିଜ ଘରୋଇ ସହର ଚିନ୍ନାପ୍ପମ୍ପପଟ୍ଟିକୁ ପ୍ରତ୍ୟାବର୍ତ୍ତନ କରିବା ପରେ ଭାରତୀୟ ଯୁବ ଦ୍ରୁତ ବୋଲର ଥଙ୍ଗାରାସୁ ନଟରାଜନଙ୍କୁ ଉଚ୍ଛସ୍ବିତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା। ନିଜ ହୋମଟାଉନ୍‌ରେ ଏଭଳି ସ୍ବାଗତ ସମ୍ବର୍ଦ୍ଧନା ଦେଖି…

ଇଣ୍ଡିଆନ୍‌ ସୁପର ଲିଗ୍‌: ବେଙ୍ଗାଲୁରୁଠାରୁ ହାରିଲା ଇଷ୍ଟ ବେଙ୍ଗଲ

ଭାସ୍କୋ,୩।୨(ପି.ଟି.): ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ସୁନୀଲ ଛେତ୍ରୀଙ୍କ ବେଙ୍ଗାଲୁରୁ ଏଫ୍‌ସି ୨-୦ ଗୋଲରେ ଇଷ୍ଟ ବେଙ୍ଗଲକୁ ପରାସ୍ତ କରିଛି। କ୍ୱାଲିଟି ଖେଳ ପ୍ରଦର୍ଶନ କରିଥିଲେ ମଧ୍ୟ ଇଷ୍ଟ ବେଙ୍ଗଲ ସୁଯୋଗର ସଦ୍‌ବ୍ୟବହାର କରିପାରି ନ ଥିଲା।…

ବର୍ଣ୍ଣବୈଷମ୍ୟ ମନ୍ତବ୍ୟ ଦେଇ ଇଷ୍ଟ ବେଙ୍ଗଲ କୋଚ୍‌ ଦଣ୍ଡିତ

କୋଲକାତା,୩।୨(ପି.ଟି.): ଏବେ ବିଭିନ୍ନ ଭୁଲ କାରଣ ପାଇଁ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌) ଚର୍ଚ୍ଚାରେ ରହିଛି। ଇଷ୍ଟ ବେଙ୍ଗଲର ହାଇପ୍ରୋଫାଇଲ ଇଂଲଣ୍ଡ କୋଚ୍‌ ରୋବି ଫୋଲର ରେଫରିଙ୍କ ବିରୋଧରେ ବର୍ଣ୍ଣବୈଷମ୍ୟ ମନ୍ତବ୍ୟ ଦେଇ ଦଣ୍ଡିତ ହୋଇଛନ୍ତି। ଶୃଙ୍ଖଳାଗତ କମିଟି ମଙ୍ଗଳବାର ତାଙ୍କୁ…

ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ ପୁରସ୍କାର: ପନ୍ତଙ୍କ ସମେତ ୩ ଖେଳାଳିଙ୍କ ନାମ ସୁପାରିସ୍‌

ଦୁବାଇ,୩।୨(ପି.ଟି.): ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ (ଆଇସିସି) ‘ପ୍ଲେୟର ଅଫ୍‌ ଦି ମନ୍ଥ’ ପୁରସ୍କାର ଦୌଡ଼ରେ ଭାରତୀୟ ଉଇକେଟକିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତଙ୍କ ସମେତ ଆଉ ଦୁଇ ଖେଳାଳି ସାମିଲ ହୋଇଛନ୍ତି। ନୂଆକରି ପ୍ରଦାନ କରାଯିବାକୁ ଥିବା ଏହି ପୁରସ୍କାର ପାଇଁ ଆଇସିସି…

କୋଚ୍‌ ଷ୍ଟୁଆର୍ଟ ବକ୍ସଟରଙ୍କୁ ବିଦା କଲା ଓଡ଼ିଶା ଏଫ୍‌ସି: ମହଙ୍ଗା ପଡ଼ିଲା ରେପ୍‌ ମନ୍ତବ୍ୟ

ନୂଆଦିଲ୍ଳୀ,୩।୨(ପି.ଟି.): ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ର ଅନ୍ୟତମ ଦଳ ଓଡ଼ିଶା ଏଫ୍‌ସି ମଙ୍ଗଳବାର ହେଡ୍‌ କୋଚ୍‌ ଷ୍ଟୁଆର୍ଟ ବକ୍ସଟରଙ୍କୁ ଦାୟିତ୍ୱରୁ ହଟାଇଛି। ସୋମବାର ଗୋଆର ବାମ୍ବୋଲିମ୍‌ରେ ଅନୁଷ୍ଠିତ ଜାମଶେଦ୍‌ପୁର ଏଫ୍‌ସି ବିପକ୍ଷ କଡ଼ା ସଂଘର୍ଷପୂର୍ଣ୍ଣ ମ୍ୟାଚ୍‌ରେ ଓଡ଼ିଶା ୦-୧ ଗୋଲରେ ପରାସ୍ତ…

କ୍ରିକେଟକୁ ଅଲବିଦା କହିଲେ ଅଶୋକ ଦିଣ୍ଡା

କୋଲକାତା, ୩।୨ -ଭେଟେରାନ ପେସର ଆଶୋକ ଦିଣ୍ଡା ମଙ୍ଗଳବାର କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ଘୋଷଣା କରିଛନ୍ତି। ଏଥିସହ ଦେଢ ଦଶନ୍ଧିର ଲମ୍ବା କ୍ରିକେଟ କ୍ୟାରିୟରରେ ପୂର୍ଣ୍ଣଛେଦ ପଡ଼ିଛି। ଏହି ୩୬ ବର୍ଷୀୟ କ୍ରିକେଟର ଭାରତ ତରଫରୁ ୧୩ ଅନ୍ତର୍ଜାତୀୟ ଦିନିକିଆ…

ନ୍ୟୁଜିଲାଣ୍ଡକୁ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ ଟିକେଟ୍‌ ଦେଲା ଅଷ୍ଟ୍ରେଲିଆ

ନୂଆଦିଲ୍ଲୀ,୨।୨: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ ମୁକାବିଲା ପ୍ରାୟତଃ ସ୍ପଷ୍ଟ ହୋଇଯାଇଛି। ଟେଷ୍ଟ ଭିତ୍ତିକ ଟୁର୍ନାମେଣ୍ଟର ପ୍ରଥମ ସଂସ୍କରଣର ଫାଇନାଲରେ ସ୍ଥାନ ପକ୍କା କରିଛି ନ୍ୟୁଜିଲାଣ୍ଡ। ତେବେ ନ୍ୟୁଜିଲାଣ୍ଡକୁ ଏହି ସୁଯୋଗ ଦେଇଛି ପଡୋଶୀ ଅଷ୍ଟ୍ରେଲିଆ। କାରଣ ଦକ୍ଷିଣ ଆଫ୍ରିକା ବିପକ୍ଷ…

ନେଟ୍‌ ସେସନ ଆରମ୍ଭ କଲା ଭାରତୀୟ ଦଳ, ଖେଳାଳିଙ୍କୁ ସ୍ବାଗତ କଲେ କୋଚ୍‌ ଶାସ୍ତ୍ରୀ

ଚେନ୍ନାଇ,୨।୨: ଆସନ୍ତା ୫ ତାରିଖରୁ ଇଂଲଣ୍ଡ ବିପକ୍ଷରେ ଆରମ୍ଭ ହେବାକୁ ଯାଉଥିବା ୪ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ ପାଇଁ ଭାରତୀୟ ଦଳର ଖେଳାଳିମାନେ ମଙ୍ଗଳବାରଠାରୁ ନେଟ୍‌ ସେସନ ଆରମ୍ଭ କରିଛନ୍ତି। ଉତ୍ସାହ ଭରା ବକ୍ତବ୍ୟ ସହ ଟିମ୍‌ ଇଣ୍ଡିଆର ସ୍ବାଗତ…

ବିରାଟ କୋହଲିଙ୍କ ପରେ ବାପା ହେଲେ ଏହି ଖେଳାଳି: ସାମ୍ନାକୁ ଆସିଲା ପୁଅର ଫଟୋ

ମହାମାରୀ କରୋନା ସମୟରେ ଅନେକ କ୍ରିକେଟରଙ୍କ ଘରକୁ ନୂଆ ଅତିଥି ଆସିଛନ୍ତି। ଭାରତୀୟ ଖେଳାଳି ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଠାରୁ ଆରମ୍ଭ କରି ବିରାଟ କୋହଲି ବାପା ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି। ଏବେ ଓ୍ବେଷ୍ଟଇଣ୍ଡିଜର ଅଲ୍‌ରାଉଣ୍ଡର ଏବଂ କେକେଆର୍‌ ଖେଳାଳି ସୁନୀଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?